Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୨ କରୋନା ଆକ୍ରାନ୍ତ

ଭୁବନେଶ୍ବର : କରୋନାର ଦ୍ବିତୀୟ ଲହରକୁ ନେଇ ଦେଶରେ ଚିନ୍ତା ବଢ଼ି ଚାଲିଛି । ଏହାରି ଭିତରେ ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ୮୨ ଜଣ କରୋନା ଆକ୍ରାନ୍ତ । ସମ୍ବଲପୁରରୁ ସର୍ବାଧିକ ୧୬ ଜଣ ସୁସ୍ଥ ହୋଇଥିବା ବେଳେ, ମୟୂରଭଞ୍ଜରୁ ୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ବାଲେଶ୍ବର…

କୋଭିଡ୍ ନେଗେଟିଭ୍ ରିପୋର୍ଟ ନଥିଲେ କପିଳାସରେ ଜାଗର ଦୀପ ଜାଳି ପାରିବେନି

ଢେଙ୍କାନାଳ : କପିଳାସ ପୀଠରେ ଜାଗର ଯାତ୍ରାକୁ ନେଇ ଜିଲ୍ଲା ପ୍ରଶାସନର ବଡ଼ ନିଷ୍ପତ୍ତି । କୋଭିଡ୍ ନେଗେଟିଭ୍ ରିପୋର୍ଟ ନଥିଲେ କପିଳାସ ମନ୍ଦିରକୁ ପ୍ରବେଶ କରିପାରିବେ ନାହିଁ ଶ୍ରଦ୍ଧାଳୁ । ମନ୍ଦିର ମଧ୍ୟକୁ ପ୍ରବେଶ କରିବାକୁ ହେଲେ ଭକ୍ତଙ୍କୁ କୋଭିଡ୍ ରିପୋର୍ଟ ଦେଖାଇବା ବାଧ୍ୟତାମୂଳକ । ଏନେଇ…

ଅଗ୍ନିଶମ ଡିଜି ଦାୟିତ୍ୱ ନେଲେ ଏମ୍ ଅକ୍ଷୟ

ଭୁବନେଶ୍ୱର : ଏମ୍ ଅକ୍ଷୟ ଆଜି ଅଗ୍ନିଶମ ବିଭାଗ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ୧୯୮୮ ବ୍ୟାଚର ଏହି ଆଇପିଏସ ଅଧିକାରୀଙ୍କୁ ଗତକାଲି ଗୃହ ବିଭାଗ ପକ୍ଷରୁ ଏହି ନିଯୁକ୍ତି ଦିଆଯାଇଥିଲା । ସତ୍ୟଜିତ ମହାନ୍ତିଙ୍କ ଅବସର ପରେ ଅକ୍ଷୟଙ୍କୁ ଏହି ଦାୟିତ୍ୱ ଦିଆଯାଇଛି । ପୂର୍ବରୁ…

ଆସନ୍ତାକାଲି ଭଞ୍ଜସେନା ପକ୍ଷରୁ ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ଡାକରା

ମୟୂରଭଞ୍ଜ (ମଳୟ ମହାପାତ୍ର): ଆସନ୍ତାକାଲି ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ । ଶିମିଳିପାଳ ଜାତୀୟ ଉଦ୍ୟାନରେ ନିଆଁ ଲିଭାଇବାରେ ବିଫଳତାକୁ ନେଇ ବନ୍ଦ ଡାକରା ଦେଇଛି ଅଣରାଜନୈତିକ ଯୁବ ଓ ଛାତ୍ର ସଙ୍ଗଠନ ଭଞ୍ଜସେନା । ଆସନ୍ତାକାଲି ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦୋକାନ ବଜାର ବନ୍ଦ ରହିବ ।…

ପାରାଦୀପରେ ପ୍ରତିଷ୍ଠା ହେବ ବିଶାଳ ପ୍ଲାଷ୍ଟିକ ପାର୍କ

ଭୁବନେଶ୍ବର : ପାରାଦୀପରେ ପ୍ରତିଷ୍ଠା ହେବ ଅତ୍ୟାଧୁନିକ ପ୍ଲାଷ୍ଟିକ୍ ପାର୍କ । ଏନେଇ ଆଜି ଇଣ୍ଡିଆନ ଅଏଲ୍ ଓ ଇଡକୋ ମଧ୍ୟରେ ଏମଓୟୁ ସ୍ୱାକ୍ଷର ହୋଇଛି । ଆୟୋଜିତ ଭର୍ଚୁଆଲ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ…

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ନୂଆପଡା ଗସ୍ତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ନୂଆପଡା ଗସ୍ତରେ ଯିବେ । ଏଥି ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଏହି ଗସ୍ତ ସମୟରେ ସେ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପର ଉଦଘାଟନ କରିବେ । ମୁଖ୍ୟମନ୍ତ୍ରୀଙ୍କ ଅଫିସରୁ ମିଳିଥିବା ସୂଚନା ଅନୁଯାୟୀ, ସକାଳ ୧୧ଟା ୧୦ ମିନିଟ୍‌ରେ…

ପୋଲିସ କମିଶନର ଭାବେ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ଦାୟିତ୍ୱ ଗ୍ରହଣ

ଭୁବନେଶ୍ୱର: ପୋଲିସ କମିଶନର ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି ସୌମେନ୍ଦ୍ର ପ୍ରିୟଦର୍ଶୀ । ଭୁବନେଶ୍ୱର କମିଶନରେଟ ପୋଲିସ କାର୍ଯ୍ୟାଳୟରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି । ସୁଧାଂଶୁ ଷଡଙ୍ଗୀ ସ୍ଥାନରେ ସୌମେନ୍ଦ୍ର ଏହି ଦାୟିତ୍ୱ ମିଳିଛି । ୧୯୯୫ ବ୍ୟାଚ୍ ଆଇପିଏସ ଅଫିସର ସୌମେନ୍ଦ୍ର…

ଜଳୁଛି ଶିମିଳିପାଳ ଜଙ୍ଗଲ, ଜନବସତି ମୁହାଁ ବନ୍ୟପ୍ରାଣୀ

ଭୁବନେଶ୍ୱର : ଶିମିଳିପାଳ ଜଙ୍ଗଲରେ ନିଆଁ ଲିଭିବାର ନାଁ ନଉନି । ଗଛଲତା ଜଳି ପାଉଁଶ ହେଲାଣି । ଆଉ ଜୀବଜନ୍ତୁଙ୍କର କେଉଁଠି ମୃତ୍ୟୁ ହେଲାଣି ତ କେଉଁଠି ସେମାନେ ପ୍ରାଣ ବଞ୍ଚାଇବା ପାଇଁ ଏବେ ଜନବସତି ମୁହାଁ । ଜଙ୍ଗଲରୁ ଏକ ହରିଣ ଆସି କରଂଜିଆ ବନଖଣ୍ଡ ରରୁଁଆ ବିଟ ବୃନ୍ଦେଇ ପୋଷି ଗାଁରେ…

ଶିବରାତ୍ରୀରେ ତାଣ୍ଡବ ରଚିବ ଓଲିଉଡ

ଭୁବନେଶ୍ୱର: ଓଲିଉଡରେ ପୁଣିଥରେ ଆରମ୍ଭ ହୋଇଯାଇଛି ତଗଡା କମ୍ପିଟିସନ୍ । ପରସ୍ପରକୁ ଟକ୍କର ଦେବାକୁ ବକ୍ସ ଅଫିସକୁ ଓହ୍ଲାଇଲେଣି ଗୋଟିଏ ପରେ ଗୋଟିଏ ମୁଭି । ଏହି ଧାରାରେ ସାମିଲ ହୋଇ ରଲିଜ ଅପେକ୍ଷାରେ ରହିଛି ଆକ୍ସନ ଥ୍ରିଲର ମୁଭି ତାଣ୍ଡବ । ନିକଟରେ ଫିଲ୍ମର ଟ୍ରେଲର ରିଲିଜ ହୋଇଥିଲାବେଳେ ଏହାର…

ଜଙ୍ଗଲ ନିଆଁକୁ ନେଇ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା

କଟକ: ଶିମିଳିପାଳ ସମେତ ରାଜ୍ୟର ବିଭିନ୍ନ ଜଙ୍ଗଲ ଜଳୁଛି । ନିଆଁ ଲିଭାଇବା କାମରେ ଲାଗିଛନ୍ତି ବନ ବିଭାଗ, ଅଗ୍ନିଶମ ବାହିନୀ ସହ ଓଡ୍ରାଫ ଟିମ୍ । ଜଙ୍ଗଲରେ ଅଗ୍ନିକାଣ୍ଡ ନେଇ ହାଇକୋର୍ଟରେ ଦାୟର ହୋଇଛି ଜନସ୍ୱାର୍ଥ ମାମଲା । ଭାରତୀୟ ବିକାଶ ପରିଷଦ ପକ୍ଷରୁ ଜନସ୍ୱାର୍ଥ ମାମଲା ଦାଏର ହୋଇଛି ।…