Latest Odisha News

BREAKING NEWS

Browsing Category

ଓଡିଶା

Odisha

‘ଚୁଜ୍ ଟୁ ଚ୍ୟାଲେଂଜ’ ଥିମ୍ କୁ ନେଇ ଚଳିତ ବର୍ଷ ପାଳନ ହେଉଛି ଅନ୍ତର୍ଜାତୀୟ ମହିଳା ଦିବସ

ଭୁବନେଶ୍ୱର: ଆଜି ଅନ୍ତର୍ଜାତୀୟ ମହିଳା ଦିବସ । ୧୯୭୫ ମସିହାରୁ ଜାତିସଂଘ ଆନୁକୂଲ୍ୟରେ ଆଜିର ଦିନକୁ ମହିଳା ଦିବସ ରୂପେ ପାଳନ ହୋଇଆସୁଛି । ଚଳିତ ବର୍ଷର ଥିମ୍ ରହିଛି 'ଚୁଜ୍ ଟୁ ଚ୍ୟାଲେଂଜ' । ମହିଳାଙ୍କୁ ସମ୍ମାନ, ଲିଙ୍ଗଗତ ବୈଷମ୍ୟ ଦୂରୀକରଣ ତଥା ସେମାନଙ୍କ ରାଜନୀତିକ, ସାମାଜିକ ଓ ଆର୍ଥିକ…

ସଶକ୍ତ ସମାଜ ପାଇଁ ରାଷ୍ଟ୍ରଦୀପ ଭଳି ଗଣମାଧ୍ୟମର ଆବଶ୍ୟକତା ରହିଛି: ଧର୍ମେନ୍ଦ୍ର ପ୍ରଧାନ

କଟକ : ଓଡିଶାର ପ୍ରାଚୀନ ସଭ୍ୟତା, ସଂସ୍କୃତି, ସ୍ୱାଧୀନତା ସଂଗ୍ରାମୀ ଓ ସେମାନଙ୍କର ବିଚାରଧାରା ତଥା ବିଶେଷ ଭାବରେ ଓଡିଶାର ଚିରନ୍ତନ ସଂସ୍କାରର ମୁଖପତ୍ର “ରାଷ୍ଟ୍ରଦୀପ” ହେଉ । କଟକ ଠାରେ ଅନୁଷ୍ଠିତ “ରାଷ୍ଟ୍ରଦୀପ” ଅଷ୍ଟାବିଂଶତିତମ ବସନ୍ତ ମିଳନ ଉତ୍ସବରେ ଯୋଗଦେଇ କହିଛନ୍ତି…

ସୁରଟ ଫେରନ୍ତାଙ୍କ ଦୁଃଖଦ କାହାଣୀକୁ ନେଇ ଓଡ଼ିଆ ଚଳଚ୍ଚିତ୍ର ‘ଭୋକ’

ଭୁବନେଶ୍ୱର: ମହାମାରୀ କରୋନା ବିଶ୍ୱବ୍ୟାପୀ ଲୋକଙ୍କୁ ପ୍ରଭାବିତ କରିଛି । ଲକଡାଉନ୍ ଓ ସଟଡାଉନ୍ ଭିତରେ ଅନେକଙ୍କ ଜୀବିକା ଯାଇଥିବା ବେଳେ ଭୂତାଣୁ ନେଇଛି ବହୁ ଜୀବନ । ଜୀବନର ଅସମୟରେ ଘଟୁଥିବା ଏଭଳି ଘଟଣାକୁ ପରଦାରେ ଚିତ୍ରଣ କରିବାକୁ ଜ୍ୟୋତି ପ୍ରଡକ୍ସନ ନିର୍ମାଣ କରୁଛି ଓଡ଼ିଆ ଚଳଚ୍ଚିତ୍ର…

ରକ୍ତ ଜୁଡୁବୁଡୁ ଅବସ୍ଥାରେ ଯୁବକ ଓ ଯୁବତୀଙ୍କ ମୃତଦେହ ଉଦ୍ଧାର

ଗଜପତି : ଗଜପତି ଜିଲ୍ଲା ଗୁରାଣ୍ଡି ଥାନା ଅନ୍ତର୍ଗତ ଆରିବା ଗାଁରେ ଅଭାବନୀୟ ଘଟଣା । ଘର ଭିତରେ ଯୁବକ ଓ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ । ଯୁବକ-ଯୁବତୀଙ୍କ ମୃତଦେହ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ପଡ଼ି ରହିଛି । ଉଭୟ ଆତ୍ମହତ୍ୟା କରିଥିବା​ ସନ୍ଦେହ କରାଯାଉଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ…

ପୁରସ୍କୃତ ହେଲେ ଓଡ଼ିଶାର ୧୪ ସାହାସୀ ଓ ସଫଳ ମହିଳା

ଭୁବନେଶ୍ୱର: ପ୍ରତିକୂଳ ପରିସ୍ଥିତି ବିରୁଦ୍ଧରେ ଲଢେଇ କରି ତଥା ଅନ୍ୟାୟ ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିଥିବା ଓଡ଼ିଶାର ସଫଳ ମହିଳାମାନଙ୍କୁ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଏକ କାର୍ଯ୍ୟକ୍ରମରେ ସମ୍ମାନିତ କରାଯାଇଛି। ବଲାଙ୍ଗିର ଜିଲ୍ଲାର ୧୯ ବର୍ଷ ବୟସ୍କା ମାନସୀ ବରିହା ରହିଛନ୍ତି।…

ଯାଜପୁର ଗସ୍ତରେ ଯାଇ ବ୍ୟାସ ସରୋବର ଉନ୍ନତିକରଣର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଯାଜପୁର: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ଯାଜପୁର ଗସ୍ତରେ ଯାଇଥିଲେ । ମୁଖ୍ୟ ଶାସନ ସଚିବ ବ୍ୟାସ ସରୋବର ପରିଦର୍ଶନ କରିବା ସହ ଗ୍ରାଉଣ୍ଡରେ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ । ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପ୍ରତି ଗୁରୁତ୍ୱ ଦେଇଥିଲେ । ବ୍ୟାସ ସରୋବରର…

ବ୍ରହ୍ମପୁରରେ ବାପା-ପୁଅଙ୍କୁ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବ୍ରହ୍ମପୁର : ବ୍ରହ୍ମପୁରରେ ଅଭାବନୀୟ ଘଟଣା । ସଦର ଥାନା ଝାଡଙ୍କୁଲି ଗାଁରେ ବାପା-ପୁଅଙ୍କୁ ମରଣାନ୍ତକ ଆକ୍ରମଣ । ବାପା-ପୁଅଙ୍କୁ ଖଣ୍ଡାରେ ମରଣାନ୍ତକ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ । ଗୁରୁତର ଅବସ୍ଥାରେ ଉଭୟ ବାପା-ପୁଅଙ୍କୁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ…

ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ବାଲୁକା ଶିଳ୍ପୀ ମାନସଙ୍କ ବାଲୁକା କଳା

ପୁରୀ: ଆସନ୍ତାକାଲି ସୋମବାର ଆନ୍ତର୍ଜାତିକ ମହିଳା ଦିବସ । ଏଥରର ଥିମ୍ ରହିଛି ‘ଚୁଜ୍ ଟୁ ଚ୍ୟାଲେଞ୍ଜ’ ଅର୍ଥାତ୍ ଆହ୍ୱାନକୁ ବାଞ୍ଚନ୍ତୁ । ଏହି ଅବସରରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ ସାହୁ ବାଲୁକା କଳା ପ୍ରସ୍ତୁତ କରିଛନ୍ତି । ପୁରୀ ବେଳାଭୂମିର ବଳିଆପଣ୍ଡା ନିକଟରେ ମହିଳାଙ୍କୁ ସମ୍ମାନ…

ଦ୍ୱିତୀୟ ଡୋଜ୍ ଟିକା ନେବା ପରେ ଡାକ୍ତର କୋଭିଡ୍ ସଂକ୍ରମଣ ମାମଲା, ନେଗେଟିଭ୍ ଆସିଲା ମୂଳ ନମୁନା

ଭୁବନେଶ୍ୱର: ଦ୍ୱିତୀୟ ଡୋଜ୍ କୋଭିଡ୍ ଟିକା ନେବା ପରେ ଡାକ୍ତର କେମିତି ହେଲେ କରୋନା ସଂକ୍ରମିତ ? ଏହାକୁ ନେଇ ଖାଲି ରାଉରକେଲା କାହିଁକି ରାଜ୍ୟବାସୀଙ୍କ ଚିନ୍ତା ବଢ଼ି ଯାଇଥିଲା । କରୋନା ଟିକାର ଫଳପ୍ରଦତା ନେଇ ପ୍ରଶ୍ନ ବି ଉଠିଥିଲା । ଆଇଜିଏଚରେ ପରୀକ୍ଷା ପରେ କୋଭିଡ୍ ପଜିଟିଭ୍ ବାହାରିଥିବା…

ରାଜ୍ୟରୁ ଆଜି ସୁସ୍ଥ ହେଲେ ଆଉ ୯୦ କରୋନା ଆକ୍ରାନ୍ତ

ଭୁବନେଶ୍ବର : କରୋନା ମହାମାରୀ ଭିତରେ ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୯୦ ଆକ୍ରାନ୍ତ । ସମ୍ବଲପୁରରୁ ସର୍ବାଧିକ ୧୭ ଜଣ ସୁସ୍ଥ ହୋଇଥିବା ବେଳେ, ବରଗଡ଼ରୁ ୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ବାଲେଶ୍ବର, ସୁନ୍ଦରଗଡ଼ରୁ ୮ ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ,…