Latest Odisha News

BREAKING NEWS

Browsing Category

ଓଡିଶା

Odisha

ସହିଦ ପୋଲିସ ପରିବାର ବର୍ଗଙ୍କୁ ଭେଟିଲେ ଡିଜିପି, ବଣ୍ଡା ଆଦିବାସୀଙ୍କ ସହ କଲେ ଭାବ ବିନିମୟ

ଭୁବନେଶ୍ୱର: ପୋଲିସ ଡିଜି ଅଭୟ ଆଜି ଦିନିକିଆ ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଗସ୍ତରେ ଯାଇଥିଲେ । ୩ ଜିଲ୍ଲା ଗସ୍ତ ବେଳେ ପୋଲିସ ମହାନିର୍ଦ୍ଦେଶକ ବିଭିନ୍ନ ଥାନା ପରିଦର୍ଶନ କରିଛନ୍ତି । ରାୟଗଡ଼ାରେ ଡିଜିପି ସହିଦଙ୍କ ପରିବାରଙ୍କୁ ଭେଟିବା ସହ ବିଏସଏଫ, ସିଆରପିଏଫ୍, ଓଏସଏପି ଯବାନଙ୍କୁ…

ବଲିଉଡରେ ଅପସରା ରାନୀ, ମୁଭି ଡି-କମ୍ପାନୀରେ ନଜର ଆସିବେ ଆଇଟମ ଗାର୍ଲ, ଆଗାମୀ ୨୬ରେ ରିଲିଜ୍ ହେବ ଫିଲ୍ମ 

ଭୁବନେଶ୍ଵର: ଟଲିଉଡ ପରେ ଏବେ ବଲିଉଡରେ ପାଦ ଥାପିଛନ୍ତି ଅପସରା ରାନୀ । ମାର୍ଚ୍ଚ ୨୬ରେ ରାମଗୋପାଳ ବର୍ମାଙ୍କ ବଲିଉଡ ମୁଭି ଡି-କମ୍ପାନୀ ରିଲିଜ ହେବାକୁ ଯାଉଛି । ଓଡିଆ ଅଭିନେତ୍ରୀ ଅପସରାଙ୍କୁ ବଲିଉଡରେ ଡେବ୍ୟୁ କରାଇଛନ୍ତି ନିର୍ଦ୍ଦେଶକ ରାମୁ । ଏହି ମୁଭିରେ ଓଡିଆ ଅଭିନେତ୍ରୀଙ୍କ ଜଲୱା…

କଲେଜ ଛାତ୍ରୀଙ୍କୁ ଲିଫ୍ଟ ଦେଇ ଅଧ୍ୟାପକ ଦୁଷ୍କର୍ମ କରିଥିବା ଅଭିଯୋଗ

ପୁରୀ: ଅଧ୍ୟାପକଙ୍କ ନାଁରେ ଅଭିଯୋଗ । କଲେଜରୁ ନେଇ ଘରେ ଛାଡ଼ି ଦେବାକୁ କହି ଅଧ୍ୟାପକ ଛାତ୍ରୀଙ୍କ ସହ ଦୁଷ୍କର୍ମ କରିଛନ୍ତି । ଏନେଇ ସମ୍ପୃକ୍ତ ଛାତ୍ରୀ ପୋଲିସର ଦ୍ୱାରସ୍ଥ ହୋଇଛି । ପୁରୀରେ ଗତ ଗୁରୁବାର ଏଭଳି ଘଟଣା ଘଟିଥିବା ବେଳେ ପୀଡ଼ିତା ରବିବାର ପୋଲିସର ଦ୍ୱାରସ୍ତ ହୋଇଛନ୍ତି । ପୁରୀ…

୯ ଜିଲ୍ଲାରେ ମଧ୍ୟମ ଧରଣର କୁହୁଡି ଆଶଙ୍କା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶାର ନଅଟି ଜିଲ୍ଲାରେ ମଧ୍ୟମ ଧରଣର କୁହୁଡି ଅନୁଭୂତ ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ପାଣିପାଗ ଏଜେନ୍ସିର କହିଛି ଯେ ଭଦ୍ରକ, ଯାଜପୁର, ଜଗତସିଂହପୁର , ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡ଼ ଏବଂ…

କୁଳଡିହା ଜଙ୍ଗଲରେ ନିଆଁ ଲାଗିଥିବା ସ୍ଥିତି ଅନୁଧ୍ୟାନ ପାଇଁ ପହଞ୍ଚିଲା କଂଗ୍ରେସର ସ୍ବତନ୍ତ୍ର ଦଳ 

ନୀଳଗିରି: କୁଳଡିହା ଅଭୟାରଣ୍ୟରେ ଲାଗିଛି ନିଆଁ । ଜଙ୍ଗଲ ବିଭାଗ ନିଆଁକୁ ଆୟତ୍ତ କରିବାରେ ବିଫଳ ହୋଇଥିବା ଅଭିଯୋଗ ହୋଇଛି । ଜଙ୍ଗଲରେ ନିଆଁ ଲାଗିଥିବା ସ୍ଥିତି ଅନୁଧ୍ୟାନ ପାଇଁ କଂଗ୍ରେସର ସ୍ବତନ୍ତ୍ର ଦଳ କୁଳଡିହା ଜଙ୍ଗଲରେ ପହଞ୍ଚିଥିଲେ । ରାଜ୍ୟ କଂଗ୍ରେସ ମୁଖପାତ୍ର ସୁଦର୍ଶନ ଦାସ,…

ମୁଖ୍ୟ ସଚିବଙ୍କ ଯାଜପୁର ଜିଲ୍ଲା ଗସ୍ତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା

ଯାଜପୁର: ଯାଜପୁର ଜିଲ୍ଲାରେ ରାଜ୍ୟ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ଜିଲ୍ଲାରେ ବିଭିନ୍ନ ମେଗା ପ୍ରକଳ୍ପ ଗୁଡ଼ିକର ସମୀକ୍ଷା କରାଯିବା ସହ ତାହାର ସୁଫଳ ଲୋକଙ୍କୁ ଯଥାଶୀଘ୍ର ମିଳିବା ଉପରେ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ମୁଖ୍ୟ ସଚିବ । ରବିବାର ପୁର୍ବାହ୍ନରେ ଜିଲାକୁ ଦିନିକିଆ ଗସ୍ତରେ…

ରାଜଧାନୀରେ ମାତିଛନ୍ତି ଲୁଟେରା, ମହିଳାଙ୍କ ଠାରୁ ଲୁଟି ନେଲେ ସୁନା ଚେନ୍

ଭୁବନେଶ୍ୱର: ଭୁବନେଶ୍ୱରରେ ମାତିଛନ୍ତି ଲୁଟେରା। ଖାସକରି ମହିଳାଙ୍କୁ ଟାର୍ଗେଟ କରିବା ସହ ଛିନତାଇ କରୁଛନ୍ତି। ଏମିତି ଏକ ଘଟଣା ଘଟିଛି ଖଣ୍ଡଗିରିରେ। ରବିବାର ସକାଳେ ଜଣେ ମହିଳାଙ୍କ ଠାରୁ ସୁନା ଚେନ୍ ଲୁଟ୍ କରିଛନ୍ତି କିଛି ଦୁବୃର୍ତ୍ତ। ଖବର ଅନୁଯାୟୀ, ଖଣ୍ଡଗିରି ବରୀ ଅଞ୍ଚଳର ଜଣେ…

ଭୁବନେଶ୍ବର CRP ଛକ ହତ୍ୟାକାଣ୍ଡ ଘଟଣା ନେଇ ଡିସିପିଙ୍କ ପ୍ରେସମିଟ୍,- “ପୂର୍ବ ଶତ୍ରୁତାରୁ ଘଟିଛି ହତ୍ୟାକାଣ୍ଡ”

ଭୁବନେଶ୍ୱର: ଗତକାଲି ରାଜଧାନୀ CRPଛକ ନିକଟରେ ଦିନ ଦ୍ବିପହରେ ଘଟିଥିବା ହତ୍ୟାକାଣ୍ଡ ଘଟଣା । ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ ଘଟିଛି । ଏନେଇ ପ୍ରେସମିଟ୍ ରେ ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି ଉମାଶଙ୍କର ଦାଶ । ପ୍ରେସମିଟ୍‌ରେ ଡିସିପି ଆହୁରୀ ମଧ୍ୟ କହିଛନ୍ତି,  ପ୍ରଶାନ୍ତ ଦାସ…

ଡିଜିପିଙ୍କୁ ପାରମ୍ପରିକ ସ୍ୱାଗତ

ମାଲକାନଗିରି:ମାଲକାନଗିରି ଜିଲ୍ଲା ମୁଦୁଲିପଡ଼ା COBରେ ବଣ୍ଡା ସମ୍ପ୍ରଦାୟର ଆଦିବାସୀ ଡିଜିପିଙ୍କୁ ପାରମ୍ପରିକ ଭାବେ ସ୍ୱାଗତ କରିଛନ୍ତି । ଏହି ଅବସରରେ ଡିଜିପି ଗ୍ରାମବାସୀଙ୍କୁ ପୋଷାକ, କ୍ରୀଡା ସାମଗ୍ରୀ, ଅନ୍ୟାନ୍ୟ ଉପଯୋଗୀ ସାମଗ୍ରୀ ବଣ୍ଟନ କରିଛନ୍ତି । ଏହାସହ ସେ ବିଏସଏଫ ଯବାନ ଏବଂ…

ଅସହାୟ ମହିଳାଙ୍କ ପାଇଁ ଆଶାର କିରଣ ସାଜିଛନ୍ତି ଆନନ୍ଦିନୀ : ପାଲଟିଛନ୍ତି ଜଟିଳ ଜୀବନର ସରଳ ସୂତ୍ରଧର

(ମହିଳା ଦିବସ ଅବସରରରେ ‌ସ୍ୱତନ୍ତ୍ର ଆଲେଖ୍ୟ) ଝାରସୁଗୁଡା: ଦିନେ ସୀତାଙ୍କୁ ଦେବାକୁ ପଡିଥିଲା ଅଗ୍ନିପରୀକ୍ଷା । ଅପମାନିତ ହେବାକୁ ପଡିଥିଲା ଦ୍ରୋପଦୀଙ୍କୁ । କୁନ୍ତିଙ୍କୁ ବି ନିଜ ରକ୍ତର ପୁଅ କର୍ଣ୍ଣଙ୍କ ପାଖରୁ ସହିବାକୁ ପଡିଥିଲା ଅଭିମାନ । ଏବେ ତ ବଦଳି ଯାଇଛି ସମୟ । ବଦଳି ଯାଇଛି…