Latest Odisha News

BREAKING NEWS

Browsing Category

ଓଡିଶା

Odisha

ସାଇ ଇଣ୍ଟରନ୍ୟାସନାଲ ସ୍କୁଲ ଛାତ୍ରଛାତ୍ରୀଙ୍କ ସଙ୍ଗୀତ ପରିବେଷଣକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର: ବିଶ୍ୱ ଦକ୍ଷତା କେନ୍ଦ୍ରର ଲୋକାର୍ପିତ ଉତ୍ସବ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ସାଇ ଇଣ୍ଟର ନ୍ୟାସନାଲ ସ୍କୁଲ ଛାତ୍ରଛାତ୍ରୀଙ୍କ ସଙ୍ଗୀତ ପରିବେଷଣ ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରିଦେଇଥିଲା । ପାଶ୍ଚାତ୍ୟ ତଥା ଭାରତୀୟ ସଙ୍ଗୀତ ମିଶ୍ରଣକୁ ନେଇ ଏହି ସଙ୍ଗୀତ ପରିବେଷଣ କରିଥିଲେ…

ଦେଖନ୍ତୁ, ଭୁବନେଶ୍ୱର ଝିଅଙ୍କ ଡ୍ୟାନ୍ସରେ କେମିତି ଦିଓ୍ୱାନୀ ହେଲେ ମାଧୁରୀ

ଭୁବନେଶ୍ୱର: ରିଆଲିଟି ସୋ ଡ୍ୟାନ୍ସ ଦିଓ୍ୱାନେ ସିଜିନ-୩ରେ କମାଲ କଲେ ଓଡ଼ିଆ ଝିଅ । ଭୁବନେଶ୍ୱରର ଅରୁନ୍ଧତୀ ଗଡ଼ନାୟକଙ୍କ ଡ୍ୟାନ୍ସ ଜଲଓ୍ୱାରେ ଦିଓ୍ୱାନୀ ହେଲେ ବଲିଉଡର ଧକ୍ ଧକ୍ ଗର୍ଲ ମାଧୁରୀ ଦୀକ୍ଷିତ । ବିଚାରକଙ୍କ ମନ ଜିଣିଲେ ଅରୁନ୍ଧତୀ । ତାଙ୍କ ଡ୍ୟାନ୍ସ ଦେଖି ୩ ଜଣ ଜଜ୍ ଖୁବ ତାରିଫ…

ଆଜି ରାଜ୍ୟରେ ୭୦ କରୋନା ପଜିଟିଭ୍, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ବଢ଼ିଛି ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୭୦ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୪୧ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୨୯ଟି । ମୋଟ୍ ୧୪ ଜିଲ୍ଲାରୁ ନୂଆ ସଂକ୍ରମିତ ବାହାରିଛନ୍ତି । ଖୋର୍ଦ୍ଧା…

କୋଭିଡ୍ ଟିକା ନେବା ପରେ ପଜିଟିଭ୍ ଚିହ୍ନଟ ଅବସରପ୍ରାପ୍ତ ଡାକ୍ତରଙ୍କ ରିପୋର୍ଟ ଆସିଲା ନେଗେଟିଭ୍

ଭୁବନେଶ୍ୱର: କରୋନା ଟିକା ନେବା ପରେ କୋଭିଡ୍ ଟେଷ୍ଟ କରାଇଥିବା ରାଉରକେଲାର ଅବସରପ୍ରାପ୍ତ ଡାକ୍ତରଙ୍କ କରୋନା ରିପୋର୍ଟ ଏବେ ଆସିଛି ନେଗେଟିଭ୍ । ଭୁବନେଶ୍ୱର RMRCରେ RT-PCR ଟେଷ୍ଟରେ ରିପୋର୍ଟ ନେଗେଟିଭ୍ ବାହାରିଛି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ…

ବଣ୍ଡାଘାଟିରେ ଓଲଟିଲା ଅଗ୍ନିଶମ ବାହିନୀ ଗାଡ଼ି, ୫ ଜଣ ଆହତ

ମାଲକାନଗିରି: ବଣ୍ଡାଘାଟିରେ ଓଲଟିଲା ଅଗ୍ନିଶମ ବାହିନୀର ଗାଡ଼ି । ଦୁର୍ଘଟଣରେ ୫ ଜଣ ଆହତ ହୋଇଛନ୍ତି । ପୋଲିସ ଡିଜିଙ୍କ ଗସ୍ତ କାର୍ଯ୍ୟକ୍ରମ ପାଇଁ ଯାଉଥିବା ଅଗ୍ନିଶମ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡ଼ିଛି । ସମସ୍ତ ୫ ଆହତ ଅଗ୍ନିଶମ ବାହିନୀ କର୍ମଚାରୀଙ୍କୁ ମାଲକାନଗିରି ଜିଲ୍ଲା…

ନାଳରେ ଭାସୁଛି ବିରାଟକାୟ ସାର୍କର ମୃତଦେହ

ବାଲେଶ୍ୱର: ନାଳରେ ଭାସୁଛି ସାର୍କର ମୃତଦେହ । ବିରାଟକାୟ ସାର୍କ । ବାଲେଶ୍ୱର ଜିଲ୍ଲା ଖଣ୍ଟପଡ଼ା ଥାନା ଅନ୍ତର୍ଗାତ କଣ୍ଟିଆଚେରା ଗାଁ ନିକଟ ନାଳରେ ସାର୍କରୁ ମୃତଦେହ ଦେଖିବାକୁ ମିଳିଛି । ଆଜି ସକାଳେ ସମୁଦ୍ରକୁ ସଂଯୋଗ କରୁଥିବା ନାଳରେ ସାର୍କର ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକ ଦେଖିବାକୁ…

ପିସିଆର ଗାଡ଼ି ଭଙ୍ଗାରୁଜା ଓ ଅଭିଯୁକ୍ତଙ୍କୁ ମାଡ଼ ଘଟଣାରେ ୫ ଜଣ ଗିରଫ

ଭୁବନେଶ୍ୱର: ଯୁବକଙ୍କୁ ହତ୍ୟା ପରେ ପିସିଆର୍ ଗାଡ଼ି ଭଙ୍ଗାରୁଜା କରିବା ଓ ଅଭିଯୁକ୍ତଙ୍କୁ ମାଡ଼ ମାରିବା ଘଟଣାରେ କାର୍ୟ୍ୟାନୁଷ୍ଠାନ । ସିସିଟିଭି ଫୁଟେଜ୍ ଆଧାରରେ ୫ ଜଣଙ୍କୁ ଗିରଫ କରିଛି କମିଶନରେଟ ପୋଲିସ । ଗତକାଲି ଦିନ ପ୍ରାୟ ୧୨ଟା ବେଳେ ସିଆରପି କ୍ୟାମ୍ପସ ନିକଟରେ ପିସିଆର ଗାଡ଼ି…

ପୋଲିସ ଗାଡ଼ି ଜାଳି ଦେବା ଘଟଣାରେ ୧୩ ଜଣ ଅଟକ

ଯାଜପୁର: ମହଙ୍ଗା ପଡ଼ିଲା ପୋଲିସ ଗାଡ଼ିକୁ ଜାଳି ଦେବା । ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ପଣସୁଧା ଗାଁରେ ପୋଲିସ ଗାଡ଼ି ଜାଳି ଦେଇଥିବା ଅଭିଯୋଗରେ ୧୩ ଜଣଙ୍କୁ ଅଟକ ରଖିଛି ପୋଲିସ । ଗତକାଲି ରାତିରେ ଦୁଇଟି ପୋଲିସ ଗାଡ଼ିରେ ନିଆଁ ଲଗାଇ ଦେଇଥିଲେ ଗାଁର କିଛି ଲୋକ ।…

ପୋଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି : ମାଲକାନଗିରି ଆନ୍ଧ୍ର ସୀମାନ୍ତ ବିଶାଖାପାଟଣା ଜିଲ୍ଲାରେ ମାଓ ହିଂସା । ପୋଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ଗୁଳି କରି ହତ୍ୟା କରିଛନ୍ତି ଲାଲ୍ ବାହିନୀ । ଗୁଡେମ ଥାନା ଅନ୍ତର୍ଗତ କୋଟାପାଲମ୍ ଗ୍ରାମର କୋରା ପିଲ୍କୁ ପୂର୍ବରୁ ନକ୍ସଲ ସଂଗଠନରେ ଯୋଗ ଦେଇଥିଲେ । କିନ୍ତୁ ପରେ…

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠିର ଉତ୍ତର ରଖିଲେ ଗଜପତି ମହାରାଜା

ଭୁବନେଶ୍ବର : ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିର ବିକାଶ ନେଇ କେନ୍ଦ୍ର ପେଟ୍ରୋଲିୟମ୍‌ ଓ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠିର ଉତ୍ତର ରଖିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ । ସେ କହିଛନ୍ତି ଯେ, ଜଗନ୍ନାଥ ମହାପ୍ରଭୁ ହେଉଛନ୍ତି ପ୍ରେରଣାର ଉତ୍ସ ।…