Latest Odisha News

BREAKING NEWS

Browsing Category

ଓଡିଶା

Odisha

ବାବା ଆଖଣ୍ଡଳମଣିଙ୍କ ପୀଠରେ ଜାରି ହେବ ୧୪୪ ଧାରା

ଭଦ୍ରକ: ଭଦ୍ରକର ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ପୀଠରେ ଜାଗର ଯାତ୍ରାକୁ ନେଇ କଟକଣା ଲଗୁ କରାଯାଇଥିବା ଜଣାପଡ଼ିଛି । ଆରଡ଼ି ପୀଠରେ ୧୪୪ ଧାରା ଲାଗୁ କରାଯାଇଛି । ଜାଗର ଯାତ୍ରା ପାଇଁ ୧୦ ତାରିଖ ସକାଳ ୭ଟାରୁ ୧୨ ତାରିଖ ସକାଳ ୭ତାରିଖ ପର୍ଯ୍ୟନ୍ତ ପୀଠରେ ୧୪୪ ଧାରା ବଳବତ୍ତର ରହିବ ।…

ଶିକାର ପାଇଁ ଜଙ୍ଗଲରେ ନିଆଁ ଲଗାଇବା ବେଳେ ୩ ଗିରଫ

ତେଲକୋଇ: ଆକ୍ସନ ମୋଡରେ ବନ ବିଭାଗ । କେନ୍ଦୁଝର ଜିଲ୍ଲା ତେଲକୋଇ ବନାଞ୍ଚଳ ଅଧିନ ବିମଳା ଫରେଷ୍ଟ ବିଟର ନମକାନୀ ଗାଁ ଝାରବେଡା ଜଙ୍ଗଲରେ ନିଆଁ ଲିଭାଇବା ପାଇଁ ବନ କର୍ମଚାରୀ ପାଟ୍ରୋଲିଂ କରୁଥିଲେ । ଏହି ସମୟରେ ଶିକାର ଉଦ୍ଦେଶ୍ୟରେ ଜଙ୍ଗଲରେ ନିଆଁ ଲଗାଉଥିବା ବେଳେ ତିନି ଜଣଙ୍କୁ ଗିରଫ କରିଛି…

ଚାନ୍ଦିପୁରରେ ଏୟାର-ଟୁ-ଏୟାରର ସଫଳ ପରୀକ୍ଷଣ

ଭୁବନେଶ୍ବର: ଡିଆରଡିଓ ଶୁକ୍ରବାର ଦିନ ଓଡ଼ିଶାର ବାଲେଶ୍ୱର ଜିଲ୍ଲାର ଚାନ୍ଦିପୁରର ମଧ୍ୟବର୍ତ୍ତୀ ଟିଟ୍ ରେଞ୍ଜରୁ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରପୁଲସନ୍ ଟେକ୍ନୋଲୋଜିରେ ବିକଶିତ ଦୀର୍ଘ ଦୂରଗାମୀ ଏୟାର-ଟୁ-ଏୟାର କ୍ଷେପଣାସ୍ତ୍ରର ପରୀକ୍ଷା ସଫଳତାର ସହ କରିଛି। ରିପୋର୍ଟ ଅନୁଯାୟୀ,…

୨୦ ଦାଦନ ଶ୍ରମିକ ଉଦ୍ଧାର, ତାମିଲନାଡୁକୁ ହେଉଥିଲେ ଚାଲାଣ

ଆଠମଲ୍ଲିକ: ୨୦ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି ପୋଲିସ । ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ଥାନା ଅନ୍ତର୍ଗତ ଏକ ଢ଼ାବାରେ ଚଢାଉ କରି ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି । ଉଦ୍ଧାର ଶ୍ରମିକଙ୍କ ମଧ୍ୟରୁ ୯ ଜଣ ନାବାଳକ ଥିବାବେଳେ ୧୧ ଜଣ ସାବାଳକ ଅଛନ୍ତି । ସମସ୍ତ ଶ୍ରମିକଙ୍କ ଘର ସୁବର୍ଣ୍ଣପୁର…

ଶିମିଳିପାଳରୁ ନିଆଁ ଲିଭାଇବାକୁ ଅଗ୍ନିଶମ ବିଭାଗର ୫ଟି ଟିମ୍ ନିୟୋଜିତ

କରଞ୍ଜିଆ: ଶିମିଳିପାଳରୁ ନିଆଁ ଲିଭାଇବାକୁ ଏବେ ଅଗ୍ନିଶମ ବିଭାଗର ୫ଟି ଟିମ୍ ନିୟୋଜିତ ହୋଇଛନ୍ତି । ସାଟେଲାଇଟ୍ ରିପୋର୍ଟ ଅନୁସାରେ ଶୁକ୍ରବାର ଶିମିଳିପାଳ ଉତ୍ତର ଜୋନରେ ଥିବା ୪ ଗୋଟି ରେଞ୍ଜ ଅଞ୍ଚଳର ୧୦ଟି ସ୍ଥାନରେ ନିଆଁ ଲାଗିଥିବା ସୂଚନା ମିଳିଛି । ସେଥିମଧ୍ୟରୁ ବରେହିପାଣି ରେଞ୍ଜର ୬ଟି,…

ଧାନ କିଣାକୁ ନେଇ ବ୍ୟାପକ ଜାଲିଆତି, ଡାଟା ଏଣ୍ଟ୍ରି ଅପରେଟର ଓ ସମ୍ପାଦକ ନିଲମ୍ବିତ

ଭଦ୍ରକ: ଭଦ୍ରକ ଜିଲ୍ଲା ମାଳଦା ସେବା ସମବାୟ ସମିତିରେ ଧାନ କିଣାକୁ ନେଇ ବ୍ୟାପକ ଜାଲିଆତି ଅଭିଯୋଗ । ଘଟଣାର ତଦନ୍ତ ପରେ ଡାଟା ଏଣ୍ଟ୍ରି ଅପରେଟର ଓ ସମ୍ପାଦକଙ୍କୁ ନିଲମ୍ବନ କରାଯାଇଛି । ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ସମବାୟ ବିଭାଗ ନିଲମ୍ବନ କରିଥିବା ଜଣାପଡିଛି ।

ଅନୁଭବ-ବର୍ଷାଙ୍କ ପାରିବାରିକ ବିବାଦ ମାମଲା: ଦିିଲ୍ଲୀରେ ନୁହେଁ କଟକରେ ହେବ ଶୁଣାଣି

କଟକ: ଓଲିଉଡ କପୁଲ ଅନୁଭବ-ବର୍ଷାଙ୍କ ପାରିବାରିକ ବିବାଦ ମାମଲା । ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀଙ୍କୁ ସାମାନ୍ୟ ଆଶ୍ୱସ୍ତି । ଦିଲ୍ଲୀରେ ନୁହେଁ କଟକ ଫ୍ୟାମିଲି କୋର୍ଟକୁ ମାମଲା ସ୍ଥାନାନ୍ତର କରିଛନ୍ତି ସୁପ୍ରିମକୋର୍ଟ । କୋର୍ଟଙ୍କ ନିର୍ଦ୍ଦେଶ ନେଇ ବର୍ଷାଙ୍କ ଓକିଲ କ୍ରିଷ୍ଣା କୁମାର ସୂଚନା…

କାଜୁ ବଗିଚାରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର

ଆଠଗଡ: ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର । କଟକ ଜିଲ୍ଲା ଆଠଗଡ ଥାନା ଅନ୍ତର୍ଗତ କନ୍ଦରପୁର ଗାଁ ନିକଟରେ ଥିବା କାଜୁ ବଗିଚାରୁ ମହାଳିଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମହିଳାଙ୍କ ବୟସ ପାଖାପାଖି ୨୫ ବର୍ଷ ହେବ । ସ୍ଥାନୀୟ ଲୋକ ମୃତଦେହ ଦେଖି ଆଠଗଡ ପୋଲିସକୁ ଖବର ଦେଇଥିଲେ । ଆଠଗଡ ପୋଲିସ…

ଶିମିଳିପାଳ ନିଆଁର ଅନୁଧ୍ୟାନ ପାଇଁ ଗ୍ରାଉଣ୍ଡରେ କଂଗ୍ରେସର ୬ ଜଣିଆ ଟିମ୍

ବାରିପଦା: ଶିମିଳିପାଳରେ କେମିତି ଲାଗିଲା ନିଆଁ ? ବର୍ତ୍ତମାନ ସ୍ଥିତି କଣ ? କେତେ ଅଞ୍ଚଳ ଜଳି ଛାରଖାର ହୋଇଛି । ସ୍ଥିତି ଅନୁଧ୍ୟାନ ପାଇଁ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଯାଇଛି କଂଗ୍ରେସର ଏକ ୬ ଜଣିଆ ଟିମ୍ । ପିସିସି ସଭାପତି ନିରଞ୍ଜନ ପଟନାୟକଙ୍କ ନିର୍ଦ୍ଦେଶରେ ଏହି ଟିମ୍ ୪ ଦିନ ଧରି…

ବିଜୁବାବୁଙ୍କ ଆଦର୍ଶକୁ ଆପଣାଇ ଲୋକଙ୍କ ସେବା କରିବାକୁ ନବୀନଙ୍କ ଆହ୍ୱାନ

ଭୁବନେଶ୍ୱର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଆଜି ଜୟନ୍ତୀ । ଏହି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜେଡି କାର୍ଯ୍ୟାଳୟରେ ଆୟୋଜିତ ସମାରୋହକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ଅତୀତ ଗୌରବକୁ ଫେରାଇ ଆଣିବା ଏବଂ…