Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡ଼ିଶାର ୨ ଶିକ୍ଷକଙ୍କୁ ମିଳିବ ଜାତୀୟ ପୁରସ୍କାର

ଭୁବନେଶ୍ୱର: ଓଡ଼ିଶାର ଦୁଇଜଣ ଶିକ୍ଷକଙ୍କୁ ଏହି ବର୍ଷର ମର୍ଯ୍ୟାଦାଜନକ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୫ ପ୍ରଦାନ କରାଯିବ। ଏନେଇ ସୋମବାର ଦିନ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଘୋଷଣା କରାଯାଇଛି। ଶିକ୍ଷକ ଦ୍ବୟ ହେଉଛନ୍ତି ବସନ୍ତ କୁମାର ରାଣା ଏବଂ ତରୁଣ କୁମାର ଦାଶ। ବସନ୍ତ ମାଲକାନଗିରି…

Cuttack Durga Puja: ଦୁର୍ଗା ପୂଜା ପାଇଁ ଆସିଲା ନିର୍ଦ୍ଦେଶନାମା; ରାସ୍ତା ଉପର ଦେଇ ନିର୍ମାଣ ହେବନି ସୁଉଚ୍ଚ ତୋରଣ,…

କଟକ: ଆସିଲାଣି ପାର୍ବଣ। ଚାରିଆଡେ ଏବେ ଉତ୍ସବ ମୁଖର। ତେବେ ଦୁର୍ଗ ପୂଜାକୁ ଆଉ ମାସେ ବାକି ଥିବା ବେଳେ ଏଥିପାଇଁ ଜାରି ହେଲା ସର୍କୁଲାର। କଟକ ଦୁର୍ଗା ପୂଜା ପାଇଁ ନିର୍ଦ୍ଦେଶନାମା ଜାରି କଲେ ଜିଲ୍ଲାପାଳ। ରାସ୍ତା ଉପର ଦେଇ ନିର୍ମାଣ ହେବନି ସୁଉଚ୍ଚ ତୋରଣ କିମ୍ବା ଲାଇଟ ଗେଟ। ବିଶେଷ କରି…

ଦ୍ୱାଦଶ କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲ୍ ଛାୟା ଜାତିସଂଘ ଉଦଯାପିତ

ଭୁବନେଶ୍ୱର: କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲ୍‍ ଛାୟା ଜାତିସଂଘର ଦ୍ୱାଦଶ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଓଡ଼ିଶା ରାଜ୍ୟପାଳ ଡ. ହରି ବାବୁ କମ୍ଭମପତି କହିଛନ୍ତି, ଆଜିର ବିଶ୍ୱରେ ସ୍ଥିରତା ସଙ୍କଟ ଦେଖା ଦେଇଥିବାବେଳେ ନବସର୍ଜନା ଓ…

Odisha’s Cooperative Development: ଓଡ଼ିଶାରେ ସମବାୟ ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ପାଖରେ ବିଭିନ୍ନ ପ୍ରସ୍ତାବ…

ଭୁବନେଶ୍ୱର: ଆଜି ଲୋକସେବା ଭବନରେ କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀ ମୁରଲୀଧର ମୋହୋଲ୍ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀଙ୍କ ସହିତ ଓଡିଶାରେ ସମବାୟ କ୍ଷେତ୍ରର ଅଭିବୃଦ୍ଧି ବିଷୟରେ ଆଲୋଚନା କରିଛନ୍ତି।…

Reckless Car Stunts: ଷ୍ଟାଇଲ୍ ମାରିବା ମହଙ୍ଗା ପଡିଲା, ଗଣିଲେ ସିଧା ୧୦ ହଜାର ଜରିମାନା….

ଭୁବନେଶ୍ବର: ହାଇୱେ ଉପରେ ଷ୍ଟାଇଲ୍ ମାରିବା ମହଙ୍ଗା ପଡିଲା । ସିଧା ୧୦ ହଜାର ଜରିମାନା ଗଣିଲେ ଯୁବକ । ଗତ ଗୁରୁବାର ଭୁବନେଶ୍ୱରରେ ଦୁଇଜଣ ବ୍ୟକ୍ତି ଚଳନ୍ତା କାର ଡୋର ଖୋଲି ଗାଡିରୁ ଅଧା ବାହାରି, ଯାତ୍ରା ସମୟରେ ରାସ୍ତା ଉପରେ ଆତଙ୍କ ସୃଷ୍ଟି କରି ବିପଦପୂର୍ଣ୍ଣ ଷ୍ଟଣ୍ଟ୍ କରୁଥିବା…

Devi Won Gold Medal: କାଠମାଣ୍ଡୁରେ ଚମକିଲେ ଓଡ଼ିଆ ପୁଅ; ୨ଟି ସ୍ଵର୍ଣ୍ଣ ପଦକ ଜିତିଲେ ଦେବୀ ପ୍ରସାଦ

ପୁରୀ: ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣିଲେ ଓଡିଆ ପୁଅ । ନେପାଳରେ ୨ଟି ସ୍ଵର୍ଣ୍ଣ ପଦକ ଜିତିଲେ ଓଡ଼ିଆ ତଥା ଶ୍ରୀକ୍ଷେତ୍ରର ପୁଅ ଦେବୀ ପ୍ରସାଦ । ଏସିଆନ୍ ଶକ୍ତିଉତ୍ତୋଳନ ପ୍ରତିଯୋଗୀତାରେ ବାଜିମାତ କରିଛନ୍ତି ଦେବୀ । ଏସିଆନ ପ୍ରତିଯୋଗୀତା ପାଇଁ ମନୋନୀତ ହୋଇ ୧୫ ଅଗଷ୍ଟରୁ ୧୭ ଅଗଷ୍ଟ…

Puri New SP: ପର୍ଯ୍ୟଟକଙ୍କ ସୁରକ୍ଷା ସହ ଶ୍ରୀମନ୍ଦିର ଦର୍ଶନ ଶୃଙ୍ଖଳା ମୋ ପାଇଁ ଚାଲେଞ୍ଜ ରହିବ: ଏସପି

ପୁରୀ: ପୁରୀ ଏସପି ଭାବରେ ଦାୟିତ୍ଵ ପାଇବାପରେ ମହାପ୍ରଭୁଙ୍କ ଦର୍ଶନର ସାନ୍ନିଧ୍ୟ ନେଲେ ଏସପି ପ୍ରତୀକ ସିଂ । ଲକ୍ଷ୍ମୀ ମନ୍ଦିରରେ ଭକ୍ତଙ୍କୁ ପିଠା ବାଣ୍ଟିଲେ ନୂଆ ଏସପି । ମହାପ୍ରଭୁଙ୍କ ଦର୍ଶନ ପରେ ଦାୟିତ୍ଵ ତୁଲାଇବାକୁ ଯାଉଥିବାରୁ ଧନ୍ୟ ହୋଇଛି ବୋଲି କହିଛନ୍ତି ପୁରୀର ନୂଆ ଏସପି ପ୍ରତୀକ…

ବିଷାକ୍ତ ଖାଦ୍ୟ ଯୋଗୁ ପୁଣି ଜୀବନ ଗଲା; ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି

କୋରାପୁଟ: କୋରାପୁଟ ଜିଲ୍ଲାର ଓଡପୁର ଗାଁର ଆଉ ଜଣେ ବ୍ୟକ୍ତି ଫୁଡ୍ ପଏଜନିଂର ଶିକାର ହୋଇ ସରକାରୀ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି।ତେବେ ଏହାକୁ ମିଶାଇ ଏକ ସପ୍ତାହ ମଧ୍ୟରେ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଥିବା ରିପୋର୍ଟରୁ ଜଣାପଡ଼ିଛି। ତେବେ ଫୁଡ୍…

Governor Meets Naveen: ନବୀନଙ୍କୁ ଭେଟିଲେ ରାଜ୍ୟପାଳ, ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ

ଭୁବନେଶ୍ୱର: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ରାଜ୍ୟପାଳ । ନବୀନ ନିବାସ ଯାଇ ବିରୋଧୀ ଦଳ ନେତାଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପତି । ଗତ ୨୩ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ନବୀନ ନିବାସ ଯାଇ…

ଭୁବନେଶ୍ୱର ବିମାନବନ୍ଦରରେ ଖୋଲିଲା ‘ଉଡାନ ଯାତ୍ରୀ’ କାଫେ; ୧୦ ଟଙ୍କାରେ..

ଭୁବନେଶ୍ୱର: କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ ରାମ ମୋହନ ନାଇଡୁ ସୋମବାର ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ଯାତ୍ରୀଙ୍କ ପାଇଁ ସୁଲଭ ଖାଦ୍ୟ ଏବଂ ପାନୀୟ ବିକଳ୍ପ ସହିତ 'ଉଡାନ ଯାତ୍ରୀ' କାଫେର ଉଦଘାଟନ କରିଛନ୍ତି। ଏହି ପଦକ୍ଷେପ ସମସ୍ତ…