Latest Odisha News

BREAKING NEWS

Browsing Category

ଓଡିଶା

Odisha

ମାର୍ଚ୍ଚ ୬ରୁ ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ

ଭୁବନେଶ୍ବର : ଆସନ୍ତା ୬ ତାରିଖରେ ବସିବ ରାଜ୍ୟ ବିଜେପିର ଦୁଇ ଦିନିଆ କାର୍ଯ୍ୟକାରିଣୀ ବୈଠକ । ରାଜ୍ୟର ବିଭିନ୍ନ ରାଜନୈତିକ ଓ ସାମାଜିକ ପ୍ରସଙ୍ଗ ସମେତ ଭବିଷ୍ୟତ ରଣନୀତି ଉପରେ କାର୍ଯ୍ୟକାରିଣୀରେ ଆଲୋଚନା ହେବାର ସମ୍ଭାବନା ରହିଛି । ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ…

ବୁର୍ଲା ଭିସୁଟରୁ ହଟିଲା କଣ୍ଟେନମେଣ୍ଟ ଜୋନ୍

ସମ୍ବଲପୁର : ବୁର୍ଲା ଭିସୁଟରୁ ହଟିଲା କଣ୍ଟେନମେଣ୍ଟ ଜୋନ୍ । ସମସ୍ତ ଛାତ୍ରବାସ ଓ ଛାତ୍ରୀ ନିବାସରୁ ହଟିଛି କଣ୍ଟେନମେଣ୍ଟ କଟକଣା । କରୋନା ପଜିଟିଭ୍ ହୋଇଥିବା ସମସ୍ତ ରିପୋର୍ଟ ଭୁଲ୍ ବୋଲି ଜଣାପଡ଼ିବା ପରେ ବିଶ୍ବବିଦ୍ୟାଳୟରେ ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା । ବିଶ୍ବବିଦ୍ୟାଳୟରୁ…

ଶିମିଳିପାଳରେ ନିଆଁ ନିୟନ୍ତ୍ରଣାଧୀନ

ଭୁବନେଶ୍ବର : ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ଓ ଏହାର ପରିସ୍ଥିତି ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି, ଶିମିଳିପାଳ କେବଳ ଓଡ଼ିଶା ବା ଭାରତର ନୁହେଁ ଏହା ସମଗ୍ର ବିଶ୍ବର ଏକ ଅମୂଲ୍ୟ ସମ୍ପଦ । ତେଣୁ…

ରାୟଗଡାରେ ଏକ ପ୍ଲାନେଟାରିଅମ ଏବଂ ଜୟପୁରରେ ଜିଲ୍ଲା ବିଜ୍ଞାନ କେନ୍ଦ୍ରର ଭିତ୍ତିପ୍ରସ୍ତର ରଖିଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଂ ଜରିଆରେ ରାୟଗଡାରେ ଏକ ପ୍ଲାନେଟାରିଅମ ଏବଂ କୋରାପୁଟ ଜିଲ୍ଲାର ଜୟପୁରରେ ଏକ ଜିଲ୍ଲା ବିଜ୍ଞାନ କେନ୍ଦ୍ର ପାଇଁ ଭିତ୍ତି ପ୍ରସ୍ତର ରଖିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀଙ୍କୁ ବିଜ୍ଞାନ ଶିକ୍ଷାରେ ମନୋନିବେଶ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୪ କରୋନା ଆକ୍ରାନ୍ତ

ଭୁବନେଶ୍ବର : କରୋନା ମହାମାରୀକୁ ନେଇ ଚିନ୍ତା ବଢ଼ୁଥିବା ବେଳେ, ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୬୪ ଆକ୍ରାନ୍ତ । ଏମାନଙ୍କୁ ଚିକିତ୍ସା ପରେ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି । ସମ୍ବଲପୁରରୁ ସର୍ବାଧିକ ୧୨ ଜଣ ସୁସ୍ଥ ହୋଇଥିବା ବେଳେ, ସୁନ୍ଦରଗଡ଼ରୁ ୧୧ ଜଣ ସୁସ୍ଥ ହୋଇ ଘରକୁ…

ଟିଆଇ ପରେଡରେ ବିବନ ବିଶ୍ବାଳକୁ ଚିହ୍ନିଲେ ଅଞ୍ଜନା

ଭୁବନେଶ୍ବର : ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲାରେ ଝାରପଡ଼ା ଜେଲ ପରିସରରେ ଶେଷ ହୋଇଛି ଟିଆଇ ପରେଡ୍‌ । ଟିଆଇ ପରେଡ୍‌ରେ ଅଭିଯୁକ୍ତ ବିବନକୁ ଚିହ୍ନଟ କରିଛନ୍ତି ପୀଡ଼ିତା ଅଞ୍ଜନା । ସେହିପରି ଘଟଣା ଦିନ ଗାଡ଼ି ଚଳାଇଥିବା ଡ୍ରାଇଭରକୁ ମଧ୍ୟ ଚିହ୍ନିଛନ୍ତି ଅଞ୍ଜନା ।…

ବିଭିନ୍ନ ସ୍ଥାନରେ ଅବକାରୀ ଚଢ଼ାଉ, ବିପୁଳ ଚୋରା ମଦ ଜବତ, ଜଣେ ମହିଳାଙ୍କ ସମେତ ୪ ଗିରଫ

ରାଇରଙ୍ଗପୁର: ବିଭିନ୍ନ ସ୍ଥାନରେ ଅବକାରୀ ଚଢ଼ାଉ । ରାଇରଙ୍ଗପୁରର ଅବକାରୀ ଇନ୍ସପେକ୍ଟର ବାସନ୍ତୀ ସିର୍କା ସଦଳବଳେ ତିରିଙ୍ଗ ଥାନା ଓ ବହଳଦା ଥାନାର ବିଭିନ୍ନ ସ୍ଥାନରେ ଅଚାନକ ଚଢ଼ାଉ କରି ବିପୁଳ ପରିମାଣର ଦେଶୀ, ବିଦେଶୀ ମଦ ଜବତ କରିଛନ୍ତି । ଏଥିସହିତ ଚୋରା କାରବାର ଲିପ୍ତଥିବା ଚାରି ଜଣଙ୍କୁ…

କରୋନା ଟିକା ନେଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ବର: କରୋନା ଟିକା ନେଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ। ଭୁବନେଶ୍ୱର ସାଂସଦ ତଥା ରାଷ୍ଟ୍ରୀୟ ପ୍ରବକ୍ତା ଅପରାଜିତା ଷଡ଼ଙ୍ଗୀ ଆଜି ଏମ୍‌ସଠାରେ କରୋନା ଟିକା ନେଇଛନ୍ତି। ଏହାସହିତ ସମସ୍ତେ ନିଜ ନିଜର ସମୟ ଆସିଲେ ନିଶ୍ଚିତ ଭାବେ ଏହି ଟିକା ଗ୍ରହଣ କରି ସୁରକ୍ଷିତ ରହିବା ପାଇଁ ସାଂସଦ…

[ଭିଡ଼ିଓ] ଘର ଓଡିଶାରେ, କଏଦ କୋଲକାତାରେ !

ଭୁବନେଶ୍ୱର: ଇଣ୍ଟରନେଟ୍‌ରେ ଚହଳ ଖେଳାଇଛି ଏକ ମୋବାଇଲ ଭିଡିଓ । ଭିଡିଓରେ ଜଣେ ବ୍ୟକ୍ତିଙ୍କୁ କିଛି ଲୋକ ଖୁଣ୍ଟରେ ବାନ୍ଧିପକାଇଛନ୍ତି । ପାଖରେ ଜଗିଥିବା ଲୋକମାନେ ବନ୍ଧୁକ ଓ ଟାଙ୍ଗିଆ ରଖିଥିଲାବେଳେ ଘଟଣା ପଛର ଅସଲ କାରଣ ଜାଣିବା ପାଇଁ ଭିଡିଓ ଉପରେ ନଜର ପକାନ୍ତୁ...

ସ୍କୁଲରେ ୨ ଛାତ୍ର ମଧ୍ୟରେ ଗଣ୍ଡଗୋଳକୁ ନେଇ ଛୁରାମାଡ଼

ଭଞ୍ଜନଗର: ସ୍କୁଲରେ ୨ ଛାତ୍ର ମଧ୍ୟରେ ଗଣ୍ଡଗୋଳକୁ ନେଇ ଛୁରାମାଡ଼ ହୋଇଛି । ଫଳରେ ୧୦ମ ଶ୍ରେଣୀ ଛାତ୍ର ଅମିତ ନାୟକ ଗୁରୁତର ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଗାଙ୍ଗପୁର ଥାନା ବଡବୋରସିଙ୍ଗ ଗାଁ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଗୁରୁତର ଛାତ୍ରଙ୍କୁ ଭଞ୍ଜନଗର…