Latest Odisha News

BREAKING NEWS

Browsing Category

ଓଡିଶା

Odisha

କୁଆଖାଇ ପୋଲରେ ଯାତାୟାତ ଉପରେ ଲାଗିଲା କଟକଣା, ଜାଣନ୍ତୁ କେଉଁ ପଟେ ଯିବେ…

ଭୁବନେଶ୍ୱର: ଜରୁରୀ ମରାମତି କାର୍ଯ୍ୟ ପାଇଁ ମଙ୍ଗଳବାର ଠାରୁ ୬୦ ଦିନ ଧରି କୁଆଖାଇର ବାମପଟ ବ୍ରିଜ ବନ୍ଦ ରହିବ ବୋଲି ଟ୍ୱିନସିଟି କମିଶନରେଟ୍ ପୋଲିସ ସୂଚନା ଦେଇଛନ୍ତି। NH-16 ରେ ୬୦ ଦିନ ପାଇଁ ଜରୁରୀ ମରାମତି କାର୍ଯ୍ୟ ପାଇଁ କୁଆଖାଇ LHS ବ୍ରିଜ୍ ବନ୍ଦ କରିବାକୁ NHAI / SJEPL…

ନାବାଳିକା ବେକରେ ଲୁହାର ଶିକୁଳି ପକାଇଲେ ବାପା, ଜାଣନ୍ତୁ କାରଣ

କେନ୍ଦୁଝର: ବେକରେ ଲୁହା ଶିକୁଳି । ସେଥିରେ ଝୁଲୁଛି ତାଲା। ତେବେ କିଏ ଏହି ଝିଅ? କାହିଁକି ତାର ବେକରେ ଏଭଳି ଲୁହାର ଶିକୁଳି ପଡିଛି ଜାଣିଲେ ଆପଣ ବି ହାତବାକ ହୋଇ ପଦବେ। ବେକରେ ଲୁହ ଶିକୁଳି ପଡିଥିବା ଏହି ନାବାଳିକା ଝିଅ ହେଉଛନ୍ତି କେନ୍ଦୁଝର ସଦର ଥାନା ବରଦାପାଳ ଗାଁର ଜାମଦା ମାଝିଙ୍କ…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ, ୬ଟି ସ୍ଥାନରେ ଚଢ଼ାଉ ଜାରି

ଗଜପତି: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ କରିଛି । ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ କନିଷ୍ଠ ଯନ୍ତ୍ରୀ ନାଗେଶ୍ୱର ସେନାପତିଙ୍କ ଅଫିସ୍ ସମେତ ୬ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରିଛି । ପାରଳାଖେମୁଣ୍ଡି ଜଗନ୍ନାଥ ବିହାର ତୃତୀୟ ଗଳିରେ ଥିବା ବାସଭବନ, ଗଜପତି ଜିଲ୍ଲାର…

ଓଲଟି ପଡିଲା ଯାତ୍ରୀବାହୀ ବସ୍ ପ୍ରିନ୍ସ; ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ମହାକାଳପଡା: କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡା ବ୍ଲକ କୁମାରୁଣି ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍‍ ପ୍ରିନ୍ସ । ଅଳ୍ପକେ ବର୍ତ୍ତିଯାଇଛନ୍ତି ୪୬ ଯାତ୍ରୀ । ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଥିବା ଜଣାପଡିଛି । ସୂଚନାନୁସାରେ, ପ୍ରିନ୍ସ ନାମକ ଏକ ଘରୋଇ ବସ୍ କଟକ ଅଭିମୁଖେ ଯାଉଥିବା ବେଳେ…

ଗ୍ରୀଷ୍ମଲହରି ପ୍ରଭାବରେ ସନ୍ତୁଳି ହେଉଛି ଓଡ଼ିଶା; ଆଗକୁ ପ୍ରକୋପ ଆହୁରି ବଢିବ

ଭୁବନେଶ୍ବର : ଚଳିତ ବର୍ଷ ଫେବୃଆରୀ ମାସରୁ ଦେଖିବାକୁ ମିଳିଛି ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ମାର୍ଚ୍ଚରୁ ମେ’ ମାସ ମଧ୍ୟରେ ସୂର୍ଯ୍ୟଙ୍କ ପ୍ରକୋପ ଓଡ଼ିଶା ଉପରେ ଟିକେ ଅଧିକ ରହିବ। ଏହି ତିନି ମାସରେ ସର୍ବାଧିକ ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହିବ।…

ଚିକିତ୍ସା ଅବହେଳାରୁ ୨ ନବଜାତ ଶିଶୁ ପୁତ୍ରଙ୍କ ମୃତ୍ୟୁ ଅଭିଯୋଗ

ଯାଜପୁର : ଚିକିତ୍ସା ଅବହେଳାରୁ ୨ ନବଜାତ ଶିଶୁ ପୁତ୍ରଙ୍କ ମୃତ୍ୟୁ ଅଭିଯୋଗ। ଯାଜପୁର ଜିଲ୍ଲା ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଘଟିଛି ଏଭଳି ଘଟଣା। ଡାକ୍ତର ଓ ନର୍ସ ଙ୍କ ଚିକିତ୍ସା ଅବହେଳାରୁ ୨ ନବଜାତ ଶିଶୁ ପୁତ୍ରଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଏହି ଘଟଣାକୁ ନେଇ…

ସୌନକ ପାରିଖ ଓ ଲଖି ସ୍ବାଇଁଙ୍କୁ ବିଜିସି ଟ୍ରଫି ପ୍ରଦାନ

ଭୁବନେଶ୍ବର: ପ୍ରତିଯୋଗିତାର ଠିକ୍ ବର୍ଷକ ପରେ ଭୁବନେଶ୍ବର ଗଲଫ୍ କ୍ଲବ୍ (ବିଜିସି) ଟ୍ରଫି ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି। ଏଥିରେ ହକି ଖେଳାଳି ଦିଲ୍ଲୀପ ତିର୍କୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଜେତା ଓ ଉପବିଜେତାମାନଙ୍କୁ ପୁରସ୍କୃତ କରିଥିଲେ । ମୁଖ୍ୟ ବର୍ଗ ୦-୧୮…

ବାଲୁକାକଳା ମାଧ୍ୟମରେ ରାଜ୍ୟପାଳଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ପୁରୀ : ଓଡ଼ିଶାର ମହାମହୀମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କର ଆଜି ଜନ୍ମଦିନ। ଏହି ଅବସରରେ ପୁରୀ ବେଳାଭୂମିରେ ବାଲୁକାକଳା ନିର୍ମାଣ କରି ଜନ୍ମଦିନର ଶୁଭେଚ୍ଛା ଜଣାଇଥିଲେ ପ୍ରସିଦ୍ଧ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ଏହାକୁ ଦେଖିବା ପାଇଁ ବେଳାଭୂମିରେ ଲୋକଙ୍କ ଭିଡ…

ଜୀବନସାଥୀ ହେଲେ ପ୍ରମୋଦିନୀ-ସରୋଜ

ଜଗତସିଂହପୁର: ଏସିଡ ମାଡ଼ର ଶିକାର ହୋଇଥିବା ପ୍ରମୋଦିନୀଙ୍କ ଭାଗ୍ୟରେ ଆଜି ନୂତନ ପରିବର୍ତ୍ତନ ଆସିଛି। ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ପ୍ରମୋଦିନୀ ରାଉଳ । ୫ ବର୍ଷରୁ ଅଧିକ ପ୍ରେମ ସମ୍ପର୍କ ପରେ ଆଜି ବନ୍ଧୁ ସରୋଜଙ୍କୁ ଜୀବନସାଥୀ ଭାବେ ଗ୍ରହଣ କରିଛନ୍ତି ପ୍ରମୋଦିନୀ ।  ୨୦୦୯ ମସିହାରେ…

ପାଠକ ବାପ-ପୁଅଙ୍କୁ ମିଳିଲା ଜାମିନ୍‌

ଭୁବନେଶ୍ବର: ପାଠକ ବାପ-ପୁଅଙ୍କୁ ମିଳିଲା ଜାମିନ । ଆଇଏଫ୍ଏସ୍‌ ଅଭୟ ପାଠକ ଏବଂ ତାଙ୍କ ପୁଅ ଆକାଶଙ୍କୁ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ । ଟ୍ରାଭେଲ୍ସ୍ ବିଲ୍‌ ଠକେଇ ମାମଲା​‌ରେ ଉଭୟ ବାପ-ପୁଅଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି । ୨ ଲକ୍ଷ ଟଙ୍କାର ୨ ଜଣ ଜାମିନଦାରଙ୍କ ବଦଳରେ…