Latest Odisha News

BREAKING NEWS

Browsing Category

ଓଡିଶା

Odisha

୭ କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ

ନବରଙ୍ଗପୁର: ନବରଙ୍ଗପୁରର ଚାନ୍ଦିଆବେଡା ଅଞ୍ଚଳରୁ ରବିବାର ଦିନ ଉମରକୋଟ ପୋଲିସ ସାତ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ସଂପୃକ୍ତି ନେଇ ଆସାମ ରାଇଫଲ କର୍ମଚାରୀଙ୍କ ସମେତ ୪ ଜଣଙ୍କୁ ଗିରଫ କରାଯାଇଛି। ସୂଚନା ଅନୁଯାୟୀ ଉମରକୋଟ୍ ସବ୍ ଡିଭିଜନାଲ ପୋଲିସ୍ ଅଧିକାରୀ…

ଓପିଏସସି ଅଧ୍ୟକ୍ଷ ଭାବେ ଦାୟିତ୍ଵ ନେଲେ ସତ୍ୟଜିତ ମହାନ୍ତି

ଭୁବନେଶ୍ୱର: ପୋଲିସ ସେବାରୁ ସ୍ବେଚ୍ଛାକୃତ ଅବସର ନେଇଥିବା ବରିଷ୍ଠ ଆଇପିଏସ୍ ଅଧିକାରୀ ତଥା ଅଗ୍ନିଶମ ବିଭାଗ ନିର୍ଦ୍ଦେଶକ ସତ୍ୟଜିତ୍ ମହାନ୍ତି ସୋମବାର ଦିନ ଓଡିଶା ଲୋକସେବା ଆୟୋଗ (ଓପିଏସସି)ର ଅଧ୍ୟକ୍ଷ ଭାବରେ ଦାୟିତ୍ବ ଗ୍ରହଣ କରିଛନ୍ତି।…

ଶ୍ରୀମନ୍ଦିର ପରିକ୍ରମା ଯୋଜନାରେ ଶ୍ରୀକ୍ଷେତ୍ରରେ ପୁଣି ଉଚ୍ଛେଦ କାର୍ଯ୍ୟ

ପୁରୀ: ଶ୍ରୀକ୍ଷେତ୍ର ଐତିହ୍ୟ କରିଡର ପାଇଁ ପୁରୀରେ ପୁଣି ଥରେ ଆରମ୍ଭ ହୋଇଛି ଜମି ଅଧିଗ୍ରହଣ । ଆଜି ଶ୍ରୀମନ୍ଦିର ସିଂହଦ୍ୱାର ଆଗରେ ଥିବା ରାଧାବଲ୍ଲଭ ମଠର କିଛି ଅଂଶକୁ ଉଚ୍ଛେଦ କରୁଛି ପ୍ରଶାସନ । ୭୫ ମିଟର ଶ୍ରୀଜଗନ୍ନାଥ କରିଡର ଭିତରେ ଆସୁଥିବା ରାଧାବଲ୍ଲଭ ମଠରେ ଉଚ୍ଛେଦ କରାଯାଉଛି ।…

ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ୨ ଜଣ ଗୁରୁତର, କାରଣ ଅସ୍ପଷ୍ଟ

ସୁନ୍ଦରଗଡ଼: ବାଇକରେ ଆସି ଗୁଳିମାଡ଼ କଲେ ଦୁର୍ବୃତ୍ତ । ଏଥିରେ ଦୁଇ ଜଣ ଗୁରୁତର ହୋଇଛନ୍ତି । ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ବସଷ୍ଟାଣ୍ଡ ନିକଟରେ ଏହି ଗୁଳିମାଡ଼ ହୋଇଛି । ଦୁର୍ବୃତ୍ତଙ୍କ ଗୁଳିରେ ଜଣେ ଗହଣା ଦୋକନୀ ପୁଅଙ୍କ ସମେତ ୨ଜଣ ଗୁରୁତର ହୋଇଛନ୍ତି । ବାଇକରେ ତିନି ଜଣ ଦୁର୍ବୃତ୍ତ ଆସି…

ଯୁବକଙ୍କୁ ପିଟି ପିଟି ମାରିଦେଲେ ! ଗାଁ ଦାଣ୍ଡରେ ପଡ଼ିଛି ମୃତଦେହ

ବ୍ରହ୍ମପୁର: ଯୁବକଙ୍କୁ ପିଟିପିଟି ମାରି ଦେଇଥିବା ଅଭିଯୋଗ । ମୃତଦେହ ନିକଟରେ ପଡ଼ିଛି ଇଟା ଓ କାଠ ଫାଳିଆ । ଫଳରେ ହତ୍ୟା ସନ୍ଦେହ କରାଯାଉଛି । ଗାଁ ଦାଣ୍ଡରେ ପଡିଛି ମୃତଦେହ । ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ହୁମ୍ମା ଗାଁରେ ଘଟିଛି ଏହି ଅଭାବନୀ ଘଟଣା । ମୃତକ ହେଲେ ବଡ଼ସାହିର ଦଣ୍ଡପାଣି…

ଆଜି ସବ୍ୟସାଚୀ-ଅର୍ଚ୍ଚିତାଙ୍କ ବାହାଘର; ବାଲୁକା କଳାରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ

ଭୁବନେଶ୍ୱର: ଓଲିଉଡ୍‌ର ଚୁଲ୍‌ବୁଲି ଅଭିନେତ୍ରୀ ଅର୍ଚ୍ଚିତା ସାହୁଙ୍କ ସହ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ବାହାଘର ହେବାକୁ ଯାଉଛି। ଓଡ଼ିଆ ସିନେମା ଜଗତର ଦୁଇ ସୁପରହିଟ ଯୋଡ଼ି ସୋମବାର ଦିନ ରାଜସ୍ଥାନର ଏକ ବିଳାସପୂର୍ଣ୍ଣ ସ୍ଥାନରେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। …

ଆଜିଠୁ କୋଭିଡ୍ ଟିକା ନେଉଛନ୍ତି ବରିଷ୍ଠ ନାଗରିକ

ଭୁବନେଶ୍ୱର: ଆଜିଠୁ ଦେଶବ୍ୟାପୀ ଆରମ୍ଭ ହୋଇଛି କୋଭିଡ୍ ଟିକାକରଣ ।  ପ୍ରଥମ ଥର ସାଧାରଣ ଲୋକଙ୍କୁ ଦିଆଯାଉଛି କରୋନା ଟିକା । ୬୦ବର୍ଷରୁ ଅଧିକ ଓ ବହୁବିଧ ରୋଗରେ ପୀଡ଼ିତ ୪୫ ବର୍ଷରୁ ଅଧିକ ଆକ୍ରାନ୍ତଙ୍କୁ ଟିକା ଦିଆଯାଉଛି । ସରକାରୀ ସେଣ୍ଟରରେ ଟିକା ମାଗଣା । ତେବେ ଘରୋଇ ହସ୍ପିଟାଲରେ ଟିକା…

ଆଜି ଏସିଡ୍ ପୀଡିତା ପ୍ରମୋଦିନୀ ଓ ପ୍ରେମିକ ସରୋଜଙ୍କ ବିବାହ

ଭୁବନେଶ୍ବର: କଥାରେ ଅଛି ପ୍ରେମ ସୁନ୍ଦର ଦୁଇ ମନର ମିଳନ । ପ୍ରେମ ଦେଖେନି ଜାତି, ଧର୍ମ, ବର୍ଣ୍ଣ କି ସୌନ୍ଦର୍ଯ । ଏମିତି ଦୁଇ ସୁନ୍ଦର ମନ ଆଜି ବିବାହ ବନ୍ଧନରେ ବାନ୍ଧି ହେବାକୁ  ାଉଛନ୍ତି । ଏମାନେ ହେଲେ ଏସିଡ୍ ଏସିଡ୍ ଆକ୍ରମଣ ପୀଡିତା ପ୍ରମୋଦିନୀ ରାଉଳ ଓ ସରୋଜ ସାହୁ । ଆଜି ଜଗତସିଂହପୁର…

ଆଜିଠୁ ସକାଳୁଆ ସ୍କୁଲ, ଦିନ ୧ଟା ଯାଏ କ୍ଲାସ୍

ଭୁବନେଶ୍ୱର: ଆଜିଠାରୁ ରାଜ୍ୟର ସମସ୍ତ ବିଦ୍ୟାଳୟରେ ସକାଳୁଆ ପାଠପଢା । ରାଜ୍ୟକେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନେଇଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ଏହାସହ ସ୍କୁଲରେ ପାଠପଢା ସମୟକୁ ପରିବର୍ତ୍ତନ କରାଯାଇଛି । ସକାଳ ୭ଟାରୁ ଆରମ୍ଭ ହୋଇ ୧ଟା ଯାଏ ଚାଲିବ ପାଠପଢ଼ା ।…

ଗ୍ରାହକଙ୍କ ପାଇଁ ନୂଆ ସେବା ଶୁଭାରମ୍ଭ କଲା ଟାଟା ପାୱାର ସେଂଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍

ଭୁବନେଶ୍ୱର: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ମଧ୍ୟରେ ସ୍ଥାପିତ ଯୌଥ ଉଦ୍ୟୋଗ ଟିପି ସେଂଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ ଆଜି ଓଡ଼ିଶାର ଗ୍ରାହକମାନଙ୍କ ପାଇଁ ଡିମାଣ୍ଡ୍ ସାଇଡ୍ ମ୍ୟାନେଜମେଂଟ୍ (ଚାହିଦା ପାଶ୍ୱର୍ ପରିଚାଳନା) (ଡିଏସ୍‌ଏମ୍‌) ଅଭିଯାନର ଅଂଶ ସ୍ୱରୂପ ମୂଲ୍ୟ ଯୁକ୍ତ…