Latest Odisha News

BREAKING NEWS

Browsing Category

ଓଡିଶା

Odisha

ମାର୍ଚ୍ଚ ମାସ ପାଇଁ କରୋନା ଗାଇଡ୍‌ଲାଇନ୍‌ ଜାରି କଲେ ରାଜ୍ୟ ସରକାର

ଭୁବନେଶ୍ବର : କରୋନା ପାଇଁ ମାର୍ଚ୍ଚ ମାସର ଗାଇଡଲାଇନ ଜାରି କଲେ ରାଜ୍ୟ ସରକାର । ଜିଲ୍ଲାପାଳ, ସ୍ଥାନୀୟ ଅଧିକାରୀ ସତର୍କତାର ସହ କରିପାରିବେ କଣ୍ଟେନମେଣ୍ଟ । ଜନସଚେତନତା ପାଇଁ ବ୍ୟାପକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ବାହାଘର ଓ ଶୁଦ୍ଧିକାର୍ଯ୍ୟରେ ସର୍ବାଧିକ ୫୦୦ ଲୋକଙ୍କୁ…

ଚଢେଇ ଫାଶରେ ପଡିଲା ‘ତମ୍ପ’

ଭୁବନେଶ୍ୱର: ଚଢେଇ ଧରିବା ପାଇଁ ବସାଯାଇଥିଲା ଫାଶ, ହେଲେ ଚଢେଇ ନୁହେଁ ଫସିଗଲା ତମ୍ପ ସାପ । ଘଟଣାଟି ଘଟିଛି ଭୁବନେଶ୍ୱର ଚିଲି ପୋଖରୀ ଅଞ୍ଚଳରେ । ଗତ କାଲି ଶିବନଗର ତେଲୁଗୁ ବସ୍ତିରେ ଏନ ତିରୁପତିଙ୍କ ଘର ନିକଟରୁ ଏହି ୫ ଫୁଟ ଲମ୍ବର ବଡ଼ ତମ୍ପ ସାପକୁ ଉଦ୍ଧାର କରିଛନ୍ତି ସ୍ନେକ ହେଲ୍ପ ଲାଇନ…

ଭିସୁଟର ୨୫ ଜଣ ଛାତ୍ର କରୋନାରେ ଆକ୍ରାନ୍ତ

ସମ୍ବଲପୁର: ବୁର୍ଲା ଭିସୁଟର ୨୫ ଜଣ ଛାତ୍ର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୬ ଜଣଙ୍କୁ ଅନ୍ୟତ୍ର ରଖି ଚିକିତ୍ସା କରାଯାଉ ଥିବା ବେଳେ ଅନ୍ୟ ଆକ୍ରାନ୍ତମାନେ ଘରକୁ ଚାଲି ଯାଇଛନ୍ତି । ଗୁରୁବାର ୨୪ ଜଣ ଛାତ୍ର ପଜିଟିଭ୍ ଥିବା ରିପୋର୍ଟ ଆସିଥିବା ବେଳେ ଆଜି ଆଉ ଜଣେ ଛାତ୍ର…

ଶ୍ରୀମନ୍ଦିରରେ ଗଜ ଉଦ୍ଧାରଣ ବେଶ

ଆଜି ପବିତ୍ର ମାଘ ପୂର୍ଣ୍ଣିମା । ଏହି ତିଥିରେ ଶ୍ରୀମନ୍ଦିରର ରତ୍ନ ସିଂହାସନାରୂଢ଼ ଶ୍ରୀଜିଉମାନେ ମନୋଜ୍ଞ ଗଜ ଉଦ୍ଧାରଣ ବେଶରେ ଶୋଭାୟମାନ ହୁଅନ୍ତି । ମନେପଡେ ଭକ୍ତ ସାଲବେଗଙ୍କ ସେହି ପ୍ରସିଦ୍ଧ ଭଜନରୁ - ''ହେ ନୀଳ ଶଇଳ-ପ୍ରବଳ-ମତ୍ତ ବାରଣ ମୋ ଆରତ-ନଳିନୀ ବନକୁ କର ଦଳନ ।। ଗଜରାଜ…

ବିଧାନସଭାରେ ପାରିତ ହେଲା ଶ୍ରୀମନ୍ଦିର ପରିକ୍ରମା ଯୋଜନା

ଭୁବନେଶ୍ୱର: ଆଜି ବିଧାନସଭାରେ ପାରିତ ହେଲା ଶ୍ରୀମନ୍ଦିର ପରିକ୍ରମା ଯୋଜନା। ଏଥିରେ ଶ୍ରୀମନ୍ଦିର ନିରାପତ୍ତା, ଭକ୍ତଙ୍କ ନିରାପତ୍ତା ଏବଂ ଭକ୍ତମାନଙ୍କ ପାଇଁ ସୁନ୍ଦର ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ଲାଗି ଉଦ୍ଦିଷ୍ଟ ଶ୍ରୀମନ୍ଦିର ପରିକ୍ରମା ଯୋଜନା ଆଜି ବିଧାନସଭାରେ ଉପସ୍ଥାପିତ ହୋଇଛି ।…

ଦୈନିକ ଖବରକାଗଜ ‘ସକାଳ’ର ବରିଷ୍ଠ ସହ-ସମ୍ପାଦକ ବ୍ରଜ କିଶୋର ପରିଡ଼ାଙ୍କ ପରଲୋକ

ଭୁବନେଶ୍ୱର: ଦୈନିକ ଖବରକାଗଜ 'ସକାଳ'ର ବରିଷ୍ଠ ସହ-ସମ୍ପାଦକ ବ୍ରଜ କିଶୋର ପରିଡ଼ାଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୭ ବର୍ଷ ହୋଇଥିଲା । ଏହା ପୂର୍ବରୁ ମୃତ ବ୍ରଜ କିଶୋର ପରିଡ଼ା, ଭୁବନେଶ୍ବର ଡିଡି ନ୍ୟୁଜର ଆସିଷ୍ଟାଣ୍ଡ ନ୍ୟୁଜ୍ ଏଡିଟର, ପ୍ରଜାତନ୍ତ୍ର ପ୍ରଚାର ସମିତି,…

କମ୍ବିଂ ବେଳେ କୋରାପୁଟ ଜିଲ୍ଲା ଜଙ୍ଗଲରୁ ବିପୁଳ ବିସ୍ଫୋରକ ଜବତ

କୋରାପୁଟ: ପଣ୍ଡ ହେଲା ମାଓବାଦୀଙ୍କ ଯୋଜନା । ଏକ ବଡ଼ ଧରଣର ଅଘଟଣରୁ ବର୍ତ୍ତିଗଲେ ଯବାନ । କମ୍ବିଂ ବେଳେ ଜବତ ହୋଇଛି ବିପୁଳ ପରିମାଣର ବିସ୍ଫୋରକ । କୋରାପୁଟ ଜିଲ୍ଲା ନାରାୟଣପାଟଣା ଅନ୍ତର୍ଗତ ପିଣ୍ଟାପଦର ଜଙ୍ଗଲରୁ ବିପୁଳ ପରିମାଣ ବିସ୍ଫୋରକ ଜବତ ହୋଇଛି । କମ୍ବିଂ ଅପରେସନ ବେଳେ ସେସବୁକୁ…

୫ଟି ସଂକ୍ରମଣ ପ୍ରବଣ ରାଜ୍ୟର ଫେରନ୍ତାଙ୍କ ଉପରେ ରହିବ ନଜର

ଭୁବନେଶ୍ୱର: ଓଡ଼ିଶାକୁ ୫’f ରାଜ୍ୟରୁ ଫେରୁଥିବା ଲୋକଙ୍କ ପାଇଁ ଲାଗୁ ହେଲା କଟକଣା । ଏହି ୫ଟି ରାଜ୍ୟ ମହାରାଷ୍ଟ୍ର, କେରଳ, ପଞ୍ଜାବ, ମଧ୍ୟପ୍ରଦେଶ ଓ ଛତିଶଗଡ଼ । ପୂର୍ବରୁ ୧୨ଟି ରାଜ୍ୟ ଫେରନ୍ତାଙ୍କ ଉପରେ ନଜର ରଖିବାକୁ କୁହାଯାଇଥିଲା । ୭ ଦିନ ହୋମ୍‌ ଆଇସୋଲେସନରେ ରହିବା ବାଧ୍ୟତାମୂଳକ ।…

ଗୋଟିଏ ରାତିରେ ଦୁଇଟି ମନ୍ଦିରରେ କଳାକନା ବୁଲାଇଲେ ଲୁଟେରା

ବାଲିଗୁଡ଼ା: ମନ୍ଦିରକୁ ବି ଛାଡୁ ନାହାନ୍ତି ଲୁଟେରା । ଦେବଦେବୀଙ୍କ ଅଳଙ୍କାର ଲୁଟ୍ କରୁଛନ୍ତି । ଗୋଟିଏ ରାତିରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଦୁଇଟି ମନ୍ଦିରରୁ ଲୁଟ୍ ହୋଇଛି । ସୁନା ଗହଣା ଓ ଟଙ୍କା ଧରି ଚମ୍ପଟ ମାରିଛନ୍ତି ଲୁଟେରା । ଜଗନ୍ନାଥ ମନ୍ଦିର ହୁଣ୍ଡି ଭାଙ୍ଗି ଟଙ୍କା ଲୁଟ୍…

ଆଜି ପବିତ୍ର ମାଘ ପୂର୍ଣ୍ଣିମା, ଶ୍ରୀମନ୍ଦିରରେ ଗଜ ଉଦ୍ଧାରଣ ବେଶରେ ଦର୍ଶନ ଦେବେ ଶ୍ରୀଜିଉ

ପୁରୀ: ପବିତ୍ର ମାଘ ପୂର୍ଣ୍ଣିମା ଅବସରରେ ଆଜି ଶ୍ରୀଜୀଉ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହେବ । ଏହି୍ ବେଶରେ ଆଜି ରତ୍ନ ସିଂହାସନରେ ଭକ୍ତଙ୍କୁ ଦର୍ଶନ ଦେବେ ତିନି ଠାକୁର । ଦ୍ୱିପହର ଧୂପ ସରିବା ପରେ ଏହି ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହେବ । ଏହା ପରେ ସାହାଣ ମେଲା ଦର୍ଶନ ହେବ । ଗଜଉଦ୍ଧାରଣ…