Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭୁବନେଶ୍ୱର ବିମାନବନ୍ଦରରେ ୧୨ଟି ରାଜ୍ୟରୁ ଆସୁଥିବା ଯାତ୍ରୀଙ୍କ ଉପରେ ନଜର

ଭୁବନେଶ୍ୱର: ପଡ଼ୋଶୀ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ରାଜ୍ୟ ସରକାର ସତର୍କତାମୂଳକ ପଦକ୍ଷେପ ନେଇଛନ୍ତି । ବାହାର ରାଜ୍ୟରୁ ଆସୁଥିବା ଯାତ୍ରୀଙ୍କର ଭୁବନେଶ୍ୱର ବିମାନବନ୍ଦରରେ କୋଭିଡ୍ ସ୍କ୍ରିନିଂକୁ କଡ଼ାକଡ଼ି କରାଯାଇଛି । ୧୨ଟି ରାଜ୍ୟ ମହାରାଷ୍ଟ୍ର, କେରଳ, ମଧ୍ୟପ୍ରଦେଶ,…

ରାଜ୍ୟରେ ବଢୁଛି ଦୈନିକ ସଂକ୍ରମଣ: ଆଜି ଚିହ୍ନଟ ହେଲେ ୯୪ କରୋନା ପଜିଟିଭ୍

ଭୁବନେଶ୍ୱର: ବେଶ କିଛି ଦିନ କମିବା ପରେ ରାଜ୍ୟରେ ପୁଣି ବଢୁଛି ଦୈନିକ କରୋନା ସଂକ୍ରମଣ । ପ୍ରତିଦିନ ଶହେରୁ କମ୍ ଆକ୍ରାନ୍ତ ଚିହ୍ନଟ ହେଉଥିଲେ ବି ସଂଖ୍ୟା ପୂର୍ବ ଅପେକ୍ଷା ଏବେ ବଢ଼ିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ସଂକ୍ରମିତ ହୋଇଛନ୍ତି ଆଉ ୯୪ଜଣ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ…

ଥାନାରେ ଯୁବ ଠିକାଦାରଙ୍କ ଆତ୍ମାହୁତି ଉଦ୍ୟମ

ବିନିକା: ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନାରେ ଯୁବ ଠିକାଦାରଙ୍କ ଆତ୍ମାହୁତି ଉଦ୍ୟମ । ସେଠାରେ ଉପସ୍ଥିତ ପୁଲିସ୍‌ କର୍ମୀ ତାଙ୍କୁ କାବୁ କରିନେବା ଫଳରେ ଏକ ବହୁତ ବଡ଼ ଅଘଟଣ ଟଳି ଯାଇଥିବା ଜଣାଯାଇଛି ।  ସୂଚନା ଅନୁଯାୟୀ, ଦୀର୍ଘ ଦଶ ବର୍ଷ ତଳେ ଉଲୁଣ୍ଡା ବ୍ଲକ ଝାରବାହାଲି ଗାଁ ରାସ୍ତାର…

ବିଧାନସଭାରେ ବାଲି ତାତି: ସରକାରଙ୍କୁ ଘେରିଲେ ବିରୋଧୀ, ଉଦବେଗ ପ୍ରକାଶ କଲେ ବାଚସ୍ପତି

ଭୁବନେଶ୍ୱର: ବିଧାନସଭା ପ୍ରଶ୍ନକାଳରେ ବାଲି ତାତି । ବାଲି ନୀତି ନେଇ ସରକାରଙ୍କୁ ଘେରିଛନ୍ତି ବିରୋଧୀ ବିଜେପି ଓ କଂଗ୍ରେସ । ସରକାର କାହିଁକି ବାଲି ନୀତି ଆଣି ନାହାନ୍ତି ବୋଲି ପ୍ରଶ୍ନ କରିଥିଲା ବିଜେପି । ବାଲି ନୀତି ଚିଠା ପ୍ରସ୍ତାବ କାହିଁକି କାର୍ଯ୍ୟକାରୀ ହେଉନି ବୋଲି ଦଳ ପଚାରିଥିଲା ।…

ଆନ୍ଦୋଳନରତ ଏଏନଏମଙ୍କୁ ଯୋଗ୍ୟତା ଭିତ୍ତିରେ ନିଯୁକ୍ତି: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଥିବା ଏଏନଏମଙ୍କ ପାଇଁ ବଡ଼ ଖବର । ଯୋଗ୍ୟତା ଭିତ୍ତିରେ ଏଏନ୍‌ଏମ୍‌ଙ୍କୁ ନିଯୁକ୍ତି ଦିଆଯିବ । ଆନ୍ଦୋଳନରତ ଏଏନ୍‌ଏମ୍‌ଙ୍କ ସମ୍ପର୍କରେ ବିଧାନସଭାରେ ବିବୃତି ରଖି ଏକଥା କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । ସେ କହିଛନ୍ତି, ଆନ୍ଦୋଳନରତ…

ବିଧାନସଭାରେ ଆତ୍ମହତ୍ୟା ଧମକ ଦେଲେ ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ

ଭୁବନେଶ୍ୱର: ରାଜ୍ୟରେ ମଣ୍ଡି ଅବ୍ୟବସ୍ଥାକୁ ନେଇ ଥମୁନି ରାଜନୀତି । ବିଧାନସଭାରେ ଆଜି ମଣ୍ଡିରେ ଧାନ ଉଠାଇବାକୁ ନେଇ ବିଜେପି ବିଧାୟକ ହୋ-ହାଲ୍ଲା କରିଛନ୍ତି । ମଣ୍ଡି ସମସ୍ୟା ପାଇଁ ବିଧାନସଭାରେ ଆତ୍ମହତ୍ୟା ଧମକ ଦେଇଛନ୍ତି ଦେବଗଡ଼ର ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ । ମଣ୍ଡିରୁ ତୁରନ୍ତ…

କଟକରେ ହାତ ଗୋଡ ବାନ୍ଧି ଛାତ୍ରୀଙ୍କୁ ଜାଳି ଦେବା ଘଟଣାରେ ସନ୍ଦିଗ୍ଧ ଅଟକ, ପଚରାଉଚରା କରୁଛି ପୋଲିସ

କଟକ: କଲେଜ ଛାତ୍ରୀଙ୍କୁ ହାତଗୋଡ ବାନ୍ଧି ଜାଳି ଦେବାକୁ ଉଦ୍ୟମ ଘଟଣାରେ ଛାତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି । ଏ ନେଇ ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର ସୂଚନା ଦେଇଛନ୍ତି । ସେପଟେ ଏହି ଘଟଣାରେ କିଛି ସନ୍ଦିଗ୍ଧଙ୍କୁ ପୋଲିସ ଲାଲବାଗ ଥାନାରେ ଅଟକ ରଖିଛି । ଗତକାଲି ମାନସିଂ…

ଲାଞ୍ଚୁଆ ଥାନା ବାବୁଙ୍କୁ ବାନ୍ଧିଲା ଭିଜିଲାନ୍ସ, ଦଫା କାଟିବାକୁ ନେଉଥିଲେ ଲାଞ୍ଚ

ଢେଙ୍କାନାଳ: ଲାଞ୍ଚ ନେଉଥିଲେ ଥାନା ବାବୁ । ଧରିଲା ଭିଜିଲାନ୍ସ । ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରି ପଡ଼ିଛନ୍ତି ଢେଙ୍କାନାଳ ଜିଲ୍ଲା ନିହଲ ପ୍ରସାହ ଥାନା ଆଇଆଇସି । ତାଙ୍କ ନାଁ ଚିତ୍ତରଞ୍ଜନ ବେହେରା । ଏକ ଯୌତୁକ ଜନିତ ମାମଲାରେ ୩୦୭ ଦଫା ଉଠାଇ ଦେବାକୁ ସେ ଲାଞ୍ଚ ମାଗିଥିଲେ । ୬ ହଜାର…

ରାଜ୍ୟରେ ବଢୁଛି ତାପମାତ୍ରା, ଭୁବନେଶ୍ୱର ସବୁଠୁ ଅଧିକ ଉତ୍ତପ୍ତ ସହର

ଭୁବନେଶ୍ୱର: ଗତ କିଛି ଦିନ ହେବ ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଉଥିବା ବେଳେ ଗୁରୁବାର ଦିନ ଭୁବନେଶ୍ୱର ଦେଶର ଉତ୍ତପ୍ତ ସହର ଭାବେ ରେକର୍ଡ କରିଥିଲା। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଅନୁଯାୟୀ ଆସନ୍ତା ଚାରିରୁ ପାଞ୍ଚ ଦିନ ମଧ୍ୟରେ ତାପମାତ୍ରା ଆହୁରି ବୃଦ୍ଧି ପାଇବ। ସେହିଭଳି ରାଜ୍ୟର…

ଅପରେସନ୍ ସଙ୍ଗମ: ଲାଗାତାର ୩ଦିନ ମାଓ ଅପରେସନ୍, ଲାଲବାହିନୀର ୭ଟି କ୍ୟାମ୍ପ ଧୂଳିସାତ

ମାଲକାନଗିରି: ଛତିଶଗଡ଼ ନାରାୟଣପୁର ଓ କାଙ୍କେରରେ ସୁରକ୍ଷାକର୍ମୀଙ୍କ ବଡ଼ ଅପରେସନ୍‌ । ଲଗାତାର ୩ ଦିନ ଧରି ଚାଲିଥିଲା ମାଓ ବିରୋଧୀ ଅଭିଯାନ 'ଅପରେସନ୍ ସଙ୍ଗମ' । ମାଓବାଦୀଙ୍କ ୭ଟି କ୍ୟାମ୍ପକୁ ଧ୍ୱଂସ କରିଛନ୍ତି ସୁରକ୍ଷାବାହିନୀ । ଏହି ଅପରେସନରେ କିଛି ମାଓବାଦୀ ମୃତାହତ ହୋଇଥିବା ସୂଚନା…