Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟର ୭ଟି ସହରରେ ବଢୁଛି ପ୍ରଦୂଷଣର ମାତ୍ରା

ଭୁବନେଶ୍ୱର: ଦିନକୁ ଦିନ ବୃଦ୍ଧି ପାଉଥିବା ଯାନବାହାନ ଓ ଅନ୍ୟାନ୍ୟ କାରଣ ଯୋଗୁଁ ଓଡିଶାର ୭ଟି ସହରରେ ବାୟୁ ପ୍ରଦୂଷଣ ସ୍ତର ବଢିବାରେ ଲାଗିଛି। ଯାହା ରାଜ୍ୟ ପାଇଁ ଏକ ଉଦବେଗ ଜନକ ସ୍ଥିତି ପାଲଟିଛି। ସାତଟି ସହରର ବାୟୁରେ PM10 ଏବଂ PM2.5 ପରି ବିପଜ୍ଜନକ ବାୟୁ ପ୍ରଦୂଷକ ପଦାର୍ଥର ମାନ…

ଏକାମ୍ର କ୍ଷେତ୍ର ବାଇ ଲ’ ବିବାଦ: ପୁଣି ଅଶୋକ ପଣ୍ଡା-ଅପରାଜିତା ଷଡ଼ଙ୍ଗୀ ବାକଯୁଦ୍ଧ

ଭୁବନେଶ୍ୱର: ଏକାମ୍ରକ୍ଷେତ୍ର ବାଇ-ଲ’ ପ୍ରସଙ୍ଗକୁ ନେଇ ଥମୁନି ରାଜନୈତିକ ବୟାନବାଜି । ପୁଣି ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ ଟାର୍ଗେଟ କରିଛନ୍ତି ମନ୍ତ୍ରୀ ଅଶୋକ ପଣ୍ଡା । ସେ ୪ଟି ପ୍ରଶ୍ନ ପଚାରିଛନ୍ତି । ମନ୍ତ୍ରୀ ଅଶୋକ ପଣ୍ଡା କହିଛନ୍ତି, ସଂସଦରେ ନିଜ ଅଞ୍ଚଳ ସମସ୍ୟା କାହିଁକି ଉଠାଇଲେନି…

ଓଡ଼ିଶା ଜେଇଇ: ବିଏଏମଏସ/ବିଏଚଏମଏସ୍ ଲାଗି ସ୍ପଟ୍ କାଉନସେଲିଂ ଆରମ୍ଭ

ଭୁବନେଶ୍ୱର: ୨୦୨୦-୨୧ ଶିକ୍ଷା ବର୍ଷ ପାଇଁ ବିଏଏମଏସ/ବିଏଚଏମଏସ୍ ପାଠ୍ୟକ୍ରମରେ ଆଡମିଶନ ପାଇଁ ସ୍ପଟ୍ କାଉନସେଲିଂ ବୁଧବାର ସକାଳ ୧୦ ଟାରୁ ଭୁବନେଶ୍ୱର ସ୍ଥିତ ଗଣ୍ଡାମୁଣ୍ଡା ଓଜେଇଇ ସେଲରେ ଆରମ୍ଭ ହୋଇଛି। ଓଜେଇଇ କର୍ତ୍ତୃପକ୍ଷଙ୍କ ଦ୍ବାରା ଜାରି ନିର୍ଦ୍ଦେଶାବଳୀ ଅନୁଯାୟୀ, ସମସ୍ତ ପଞ୍ଜିକୃତ…

ବାଇକକୁ ଧକ୍କା ଦେଲା ଟ୍ରେଲର, ଦୁଇ ବାଇକ୍ ଆରୋହୀ ମୃତ

ରାଉରକେଲା: ମୃତ୍ୟୁର ବାହନ ହୋଇ ଆସିଲା ଟ୍ରେଲର । ବାଇକକୁ ଧକ୍କା ଦେବାରୁ ଦୁଇ ଜଣଙ୍କର ଜୀବନ ଯାଇଛି । ରାଉରକେଲା ବ୍ରହ୍ମାଣୀ ବ୍ରିଜ ଉପରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଟ୍ରେଲର ଧକ୍କାରେ ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ପରିଚୟ ମିଳି ପାରିନାହିଁ । ଘଟଣାସ୍ଥଳରେ…

ପୂର୍ବତନ ବିଧାୟକ ବିମଳ ଲୋଚନ ଦାସଙ୍କ ପରଲୋକ

ଭୁବନେଶ୍ୱର: ବାରିପଦାର ପୂର୍ବତନ ବିଧାୟକ ବିମଳ ଲୋଚନ ଦାସଙ୍କର ମଙ୍ଗଳବାର ଦିନ ତାଙ୍କ ବାସଭବନରେ ହୃଦଘାତରେ ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ବ୍ୟବସାୟୀରୁ ରାଜନେତା ପାଲଟିଥିବା ବିମଳ ଲୋଚନ ବାରିପଦା ନିର୍ବାଚନମଣ୍ଡଳୀରୁ ୨୦୦୯ରେ ଓଡିଶା ବିଧାନସଭାକୁ…

ଭାରତରେ ୨୦୨୫ ସୁଦ୍ଧା ଯକ୍ଷ୍ମା ମୂଳୋତ୍ପାଟନ ଲକ୍ଷ୍ୟ

ଭୁବନେଶ୍ୱର: ୨୦୨୫ ସୁଦ୍ଧା ଯକ୍ଷ୍ମା ବା ଟ୍ୟୁବରକ୍ୟୁଲୋସିସ୍ (ଟି.ବି)ର ସମ୍ପୂର୍ଣ୍ଣ ମୂଳୋତ୍ପାଟନ ନିମନ୍ତେ ଭାରତ ପ୍ରସ୍ତୁତ ହେଉଛି। ଏହି ରୋଗ ସହ ଯୁଦ୍ଧ କରିବା ପାଇଁ କ୍ୟାଟରିଜ ବ୍ୟବହୃତ ନ୍ୟୁକ୍ଲି ଏସିଡ୍ ଆମ୍ପ୍ଲିଫିକେସନ୍ ଟେଷ୍ଟ (ସିବିନାଟ) ମେସିନ୍‌ର ବ୍ୟବହାର ଖୁବ୍ ଶକ୍ତିଶାଳୀ ଅସ୍ତ୍ର…

ମହାକାଳପଡ଼ାରେ ଭୟାବହ ଅଗ୍ନିକାଣ୍ଡ; ଜଳିଗଲା ୧୦ ବଖରା ଘର

ମହାକାଳପଡା: କେନ୍ଦ୍ରାପଡା ଜିଲ୍ଲା ମହାକାଳପଡ଼ା ଗୟାସପୁର ଗାଁରେ ଭୟାବହ ଅଗ୍ନିକାଣ୍ଡ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଉଦ୍ୟମ ଜାରି ରଖିଥିବା ସୂଚନା ମିଳିଛି । ଖବର ଅନୁଯାୟୀ, ମହାକାଳପଡ଼ା ଗୟାସପୁର ଗାଁର ସୁଲେଖ ରାଉତ ନାମକ ଜଣେ ବ୍ୟକ୍ତିଙ୍କ ଘରେ…

ଗଞ୍ଜେଇ ମାଫିଆଙ୍କ ଚାଲ୍ ମାନିବାକୁ ପଡ଼ିବ, ବାଲି ବୋଝେଇ ଟିପରରୁ ବସ୍ତା ବସ୍ତା ଗଞ୍ଜେଇ ଜବତ

କୋରାପୁଟ: ଉପରେ ବାଲି, ଭିତରେ ଗଞ୍ଜେଇ । ବାଲି ବୋଝେଇ ଟିପରରୁ ଜବତ ହେଲା ବସ୍ତା ବସ୍ତା ଗଞ୍ଜେଇ । ମାତିଛନ୍ତି ମାଫିଆ । ଗଞ୍ଜେଇ ଚୋରା ଚାଲାଣ ପାଇଁ ଏଭଳି ଫନ୍ଦି ଫିକର କରୁଛନ୍ତି । କୋରାପୁଟ ଜିଲ୍ଲା ଚାଟୁଆ ଅଞ୍ଚଳରୁ ବାଲି ବୋଝେଇ ଟିପରରୁ ଗଞ୍ଜେଇ ଜବତ କରିଛି ପାଡୁଆ ଥାନା ପୋଲିସ ।…

ପୁଣି ଗୋ-ଚାଲାଣ: ପିକଅପ୍ ଭ୍ୟାନରୁ ୨୦ ଗୋରୁ ଉଦ୍ଧାର, ଡ୍ରାଇଭର ଅଟକ

ଭଦ୍ରକ: ଯେତେ କାର୍ଯ୍ୟାନୁଷ୍ଠାନ ହେଲେ ବି ଥମୁନି ବେଆଇନ୍ ଗୋରୁ ଚାଲାଣ । ପୁଣି ଭଦ୍ରକ ଜିଲ୍ଲାରୁ ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍ ଜବତ । ଚରମ୍ପା ନିକଟରୁ ଗୋରୁ ବୋଝେଇ ପିକ୍ଅପ୍ ଭ୍ୟାନକୁ ଜବତ କରିଛି ପୋୱିସ । ଭଦ୍ରକରୁ କୋଲକାତା ଚାଲାଣ ବେଳେ ଧରାପଡ଼ିଲା ଗାଡ଼ି । ସେଥିରୁ ୨୦ ଗୋରୁଙ୍କୁ…

ଶିକାରୀଙ୍କ ଆକ୍ରମଣରେ ବନ କର୍ମଚାରୀ ଆହତ

ବାରିପଦା: ଶିକାରୀଙ୍କ ଉତ୍ପାତ । ବନ କର୍ମଚାରୀଙ୍କୁ ଆକ୍ରମଣ କରି ଲହୁଲୁହାଣ କରିଛନ୍ତି । ମୟୂରଭଞ୍ଜ ଜିଲ୍ଲା ଉଦଳା ରେଞ୍ଜରେ ବନ କର୍ମଚାରୀଙ୍କୁ ପଥରରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଶିକାରୀଙ୍କ ଆକ୍ରମଣରେ ୪ ବନ କର୍ମଚାରୀ ଗୁରୁତର ହୋଇଛନ୍ତି । ଜମୁଡିହା ଗାଁରେ ଚଢ଼ାଉ କରିଥିଲେ ବନ…