Latest Odisha News

BREAKING NEWS

Browsing Category

ଓଡିଶା

Odisha

୧ .୭୦ ଲକ୍ଷ କୋଟି ଟଙ୍କାର ବଜେଟ ଆଣିଲେ ଓଡିଶା ସରକାର

ଭୁବନେଶ୍ୱର: ରାଜ୍ୟ ଅର୍ଥମନ୍ତ୍ରୀ ନିରଂଜନ ପୂଜାରୀ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ୧ ଲକ୍ଷ ୭୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି । ଏଥି ମଧ୍ୟରେ ରହିଛି ପ୍ରଶାସନିକ ବ୍ୟୟ ବାବଦରେ ୮୫ ହଜାର କୋଟି, ଯୋଜନା ବ୍ୟୟ ବାବଦରେ ୭୫ ହଜାର ଟଙ୍କା କୋଟି, ବିପର୍ଯ୍ୟୟ ପରିଚାଳନା ବାବଦରେ…

ଶୈବପୀଠ କପିଳାଶରେ କରୋନା କଟକଣା ଜାରି କଲା ଜିଲ୍ଲା ପ୍ରଶାସନ, ଫିକା ପଡିବ ମହାଶିବରାତ୍ରୀ 

ଢ଼େଙ୍କାନାଳ: ଏଥର ଫିକା ପଡିବ ଜାଗର ରାତି । ରାଜ୍ୟର ଅନ୍ୟତମ ପ୍ରସିଦ୍ଧ ଶୈବପୀଠ ଢେଙ୍କାନାଳର କପିଳାଶ ପୀଠ ଉପରେ ଜିଲ୍ଲା ପ୍ରଶାସନ କରୋନା କଟକଣା ଲଗାଇଛି ।  ଆସନ୍ତା ମାର୍ଚ୍ଚ ୧୧ ତାରିଖରେ ମହାଶିବରାତ୍ରି । ଜାଗର ଯାତ୍ରା ଦିନ ଏଠାରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଥାଏ । ହେଲେ…

ବହୁ ଚର୍ଚ୍ଚିତ ବାରଙ୍ଗ ଗଣଦୁଷ୍କର୍ମ ମାମଲା: ୨୨ ବର୍ଷ ପରେ ଧରାପଡିଛି ଅଭିଯୁକ୍ତ ବିବନ ବିଶ୍ଵାଳ

କଟକ: ବାରଙ୍ଗରେ ହୋଇଥିବା ବହୁଚର୍ଚ୍ଚିତ ଗଣଦୁଷ୍କର୍ମ ମାମଲାର ମୁଖ୍ୟ ଅଭିଯୁକ୍ତ ଧରାପଡିଛି । ଦୀର୍ଘ ୨୨ ବର୍ଷ ପରେ ପୋଲିସ ହାତରେ ଧରାପଡିଛି ଅଭିଯୁକ୍ତ ବିବନ ବିଶ୍ଵାଳ । ଏନେଇ ସାମ୍ବାଦିକ ସମ୍ମିଳନୀରେ ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ ସୂଚନା ପ୍ରଦାନ କରିଛନ୍ତି ।  କମିଶନରେଟ୍ ପୋଲିସ ୩…

୧୧ ଦିନ ହେଲା ଆଇଜିଏଚ ଶବ ଗୃହରେ ପଡିଛି ମୃତଦେହ, କ୍ଷତିପୂରଣ ନ ମିଳିବା ଯାଏ ନେବାକୁ ନାରାଜ ପରିବାରଲୋକ

ରାଉରକେଲା:୧୧ଦିନ ହେଲା ରାଉରକେଲା ଆଇଜିଏଚ ଶବ ଗୃହରେ ପଡିରହିଛି ମୃତଦେହ । କ୍ଷତିପୂରଣ ନ ମିଳିବା ଯାଏ ମୃତଦେହ ନେବାକୁ ନାରାଜ ପରିବାର ଲୋକ । ସୂଚନାଅନୁସାରେ, ଗତ ୧୧ ତାରିଖ ରାତିରେ ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟର ନିୟୁ ପ୍ଲେଟ୍ ମିଲ୍ ବିଭାଗରେ କାମ କରୁଥିଲେ ରାଇସନ ମାରାଣ୍ଡି ।…

ଲୋୟର ପିଏମଜିରେ ଯାତ୍ରା କଳାକାରଙ୍କ ଆମରଣ ଅନଶନ ଓ ଗଣଧାରଣା

ଭୁବନେଶ୍ୱର: ଆମରଣ ଅନଶନରେ ଯାତ୍ରା କଳାକାର । ଆଜିଠାରୁ ଭୁବନେଶ୍ୱର ଲୋୟର ପିଏମଜିରେ ଯାତ୍ରା କଳାକାର ଆମରଣ ଅନଶନ ଓ ଗଣଧାରଣା ଦେଇଛନ୍ତି । ୨ ହଜାର ଦର୍ଶକ ନେଇ ଯାତ୍ରା ପରିବେଷଣ ପାଇଁ ଅନୁମତି ଦେବା ସହ ୧୨ ଦଫା ଦାବିରେ ସେମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ୨୩ ତାରିଖ ସୁଦ୍ଧା ସରକାର ଦାବି…

ସଂକ୍ରମଣ ବଢିଲେ, ପୁଣି ଖୋଲିବ କୋଭିଡ ହସ୍ପିଟାଲ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ସ୍ଥିତିକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଂଜନ ମିଶ୍ର କହିଛନ୍ତି ଯେ ଯେହେତୁ ଜୀବନ ଜୀବିକା ପାଇଁ ଯାତାୟତ…

ଆଜି ରାଜ୍ୟରୁ ୬୯ କରୋନା ପଜିଟିଭ୍, ୧୨ ଜିଲ୍ଲାରେ ନୂଆ ଆକ୍ରାନ୍ତ ଶୂନ

ଭୁବନେଶ୍ୱର: ଆଜି ରାଜ୍ୟର ୧୮ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି କରୋନା ଆକ୍ରାନ୍ତ । ୨୪ ଘଣ୍ଟାରେ ୬୯ ଜଣ ସଂକ୍ରମିତ ହୋଇଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୪୧ ଜଣ ଅଛନ୍ତି । ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୮ଟି । ୧୨ ଜିଲ୍ଲାରୁ କେହି ନୂା ସଂକ୍ରମିତ ହୋଇ ନାହାନ୍ତି । ଗତ ୨୪…

ବୈଷୟିକ ପାଠ୍ୟକ୍ରମରେ ସିଲାବସ ହ୍ରାସ ହେବନି: ମନ୍ତ୍ରୀ

ଭୁବନେଶ୍ୱର: ବୈଷୟିକ ପାଠ୍ୟକ୍ରମର ସିଲାବସ୍ ହ୍ରାସ କରିବାକୁ ଓଡିଶା ସରକାରଙ୍କର କୌଣସି ଯୋଜନା ନାହିଁ ବୋଲି ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକ କହିଛନ୍ତି। ରାଜ୍ୟ ବିଧାନସଭାରେ ବିଜେଡି ସଦସ୍ୟ ସୌମ୍ୟରଂଜନ ପଟ୍ଟନାୟକଙ୍କ ଏକ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ…

୧୯୯୯ ବାରଙ୍ଗ ଗଣଦୁଷ୍କର୍ମ ମାମଲା: ୨୨ବର୍ଷ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ୨୨ବର୍ଷ ତଳର ବହୁ ଚର୍ଚ୍ଚିତ ଗଣଦୁଷ୍କର୍ମ ମାମଲାରେ ପୋଲିସକୁ ବଡ଼ ସଫଳତା । ୧୯୯୯ ବାରଙ୍ଗ ଗଣଦୁଷ୍କର୍ମ ମାମଲାରେ ଧରାପଡ଼ିଲା ମୁଖ୍ୟ ଅଭିଯୁକ୍ତ । ଘଟଣାର ୨୨ବର୍ଷ ପରେ ତାକୁ ଗିରଫ କରାଯାଇଥିବା ସୂଚନା ଦେଇଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ । ମୁଖ୍ୟ ଅଭିଯୁକ୍ତ ବିବନ ଓରଫ…

ରାଜଧାନୀରେ ଦେହଜୀବୀଙ୍କ ଉତ୍ପାତ, ପିସିଆର୍ ଭ୍ୟାନ ଭଙ୍ଗାରୁଜା

ଭୁବନେଶ୍ୱର: ସଞ୍ଜ ନଇଁଲେ ରାଜଧାନୀରେ ବଢୁଛି ଦେହଜୀବୀଙ୍କ ବେପାର । ରାତି ବଢ଼ିବା ସହ ରାଜଧାନୀର ରାସ୍ତା କଡ଼ରେ ସେମାନଙ୍କ ଆଡ୍ଡା ଜମୁଛି । ସୂଚନା ଅନୁସାରେ ରବିବାର ରାତି ପ୍ରାୟ ୧୧ଟା ବେଳେ ରାଜମହଲ ଛକ ନିକଟରେ କିଛି ଦେହଜୀବୀ ନିଜ ନିଜ ମଧ୍ୟରେ ଝଗଡ଼ା କରୁଥିଲେ । ଖବର ପାଇ ପିସିଆର୍…