Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭଡ଼ା ଘରେ ସେକ୍ସ ରାକେଟ୍: ୪ ମହିଳା ଉଦ୍ଧାର, ୨ ପୁରୁଷ ଅଟକ

ଭଦ୍ରକ: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ୍ । ଅଚାନକ ଚଢ଼ାଉ କଲା ପୋଲିସ । ସେଠାରୁ ଉଦ୍ଧାର ହୋଇଛନ୍ତି ୪ଜଣ ମହିଳା । ଦୁଇ ଜଣ ଯୁବକଙ୍କୁ ଅଟକ ରଖିଛି ପୋଲିସ । ଭଦ୍ରକ ସହରର ଡଗମୁଣ୍ଡ ଅଞ୍ଚଳରେ ଥିବା ଏକ ଭଡ଼ା ଘରେ ଏଭଳି ଦେହ ବ୍ୟବସାୟ ଚାଲିଥିଲା । ବିଶେଷସୂତ୍ରରୁ ଖବର ପାଇଁ ରେଡ୍ କରିଥିଲା…

ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ଦେବାନନ୍ଦ ଗୁପ୍ତାଙ୍କ ଦେହାନ୍ତ

ସମ୍ବଲପୁର: ବୁର୍ଲା ଭିମସାରରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ଦିନ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ଦେବାନନ୍ଦ ଗୁପ୍ତାଙ୍କ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୬ ବର୍ଷ ବୟସ ହୋଇଥିଲା। ପରିବାର ସଦସ୍ୟଙ୍କ କହିବାନୁସାରେ, ଏହି ସ୍ୱାଧୀନତା ସଂଗ୍ରାମୀ ଜଣକ ଗତ ତିନି ଦିନ ଧରି…

ରାସ୍ତାରୁ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ପଥରରେ ଛେଚି ହତ୍ୟା

ଜୟପୁର: ଅଚିହ୍ନା ଯୁବକଙ୍କୁ ହତ୍ୟା ଅଭିଯୋଗ । ରାସ୍ତାରେ ପଡ଼ିଛି ଜଣେ ରକ୍ତ ଜୁଡୁବୁଡୁ ମୃତଦେହ । କୋରାପୁଟ ଜିଲ୍ଲା ଜୟପୁର କୁମ୍ଭାର ସାହିରେ ଏଭଳି ଘଟଣା ଦେଖିବାକୁ ମିଳିଛି । ରାସ୍ତାରେ ପଡ଼ିଛି ମର ଶରୀର । କେହି ତାଙ୍କୁ ପଥରରେ ଛେତି ଅତି ନିର୍ମମ ଭାବରେ ହତ୍ୟା କରିଥିବା ସନ୍ଦେହ…

ବାଇକକୁ ଧକ୍କା ଦେଲା ଦ୍ରୁତଗାମୀ କାର, ୨ ମୃତ

ବାରିପଦା: ମୟୂରଭଞ୍ଜ ଜିଲ୍ଲାର ମୋରଡା ଥାନା ଝିଙ୍କିରିଆ ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଯାହା ଫଳରେ ୨ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ମାନେ ବେତନଟୀ ଥାନା ଅନ୍ତର୍ଗତ ଭାଲୁକଚୁଆ ଦୁର୍ଗାପୁର ଅଞ୍ଚଳର ବୋଲି ଜଣାପଡିଛି। ଏଯାବତ୍ ସେମାନଙ୍କର ପରିଚୟ ଜଣା ପଡ଼ିନାହିଁ। ସୂଚନା…

ବ୍ରାଉନସୁଗର ବିକ୍ରି ପାଇଁ ଆସିଥିଲେ ଯୁବକ, ବସଷ୍ଟାଣ୍ଡରୁ ବାନ୍ଧିଲା ପୋଲିସ

ରାଇରଙ୍ଗପୁର: ବ୍ରାଉନସୁଗରା ବିକ୍ରି ପାଇଁ ଡିଲ୍ ଚାଲିଥିଲା । ଝାଡ଼ଖଣ୍ଡରୁ ଆସି ରାଇରଙ୍ଗପୁରରେ ବିକ୍ରି କରୁଥିଲା ଧଳ ଜହର । ବିଶେଷସୂତ୍ରରୁ ଖବର ପାଇଁ ଛକି ରହିଥିଲା ପୋଲିସ । ରାଇରଙ୍ଗପୁର ବସଷ୍ଟାଣ୍ଡରେ ଡିଲ୍ ବେଳେ ଜଣେ ଅଭିଯୁକ୍ତକୁ ଗିରଫ କରିଛି ରାଇରଙ୍ଗପୁର ଟାଉନ୍ ଥାନା ପୋଲିସ । ତା…

କଣ୍ଟାବଣିଆ OPTCLର ଗ୍ରୀଡ୍ ସବ୍ ଷ୍ଟେସନରେ ଭୀଷଣ ଅଗ୍ନିକାଣ୍ଡ

କଳାହାଣ୍ଡି: ଢେଙ୍କାନାଳ ଜିଲ୍ଲା କଣ୍ଟାବଣିଆ ସ୍ଥିତ ଓପିଟିସିଏଲର ଗ୍ରୀଡ୍ ସବ୍ ଷ୍ଟେସନ ଭୟାବହ ଅଗ୍ନିକାଣ୍ଡି ଘଟିଛି । ନିଆଁ ଲିଭାଇବା କାର୍ଯ୍ୟରେ ୧୦ଟି ଦମକଳ ବାହିନୀ ନିୟୋଜିତ ହୋଇଛନ୍ତି । ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ି ନାହିଁ । ୨୦୧୮ ମସିହା ଫେବ୍ରୁଆରୀ ମାସରେ ମଧ୍ୟ…

ସାହାଣ ନେଉଛି ଗଜରାଜଙ୍କ ଜୀବନ, କର୍ଲାପାଟ ଅଭୟାରଣ୍ୟରେ ହାତୀ ଛୁଆ ମୃତ

ଭବାନୀପାଟଣା: ବିପଦରେ ଗଜରାଜ । ଭୂତାଣୁ ନେଉଛି ଜୀବନ । ଗତ ୧୪ ଦିନ ମଧ୍ୟରେ କଳାହାଣ୍ଡି କର୍ଲାପାଟ ଅଭୟାରଣ୍ୟରେ ୬ ହାତୀଙ୍କ ମୃତ୍ୟୁ ହୋଇଥିଲା । ହାତୀ ମୃତ୍ୟୁକୁ ନେଇ ସାଧାରଣ ଲୋକଙ୍କ ସମେତ ମୁଖ୍ୟମନ୍ତ୍ରୀ ଉଦବେଗ୍ ପ୍ରକାଶ କରିଥିଲେ । କାରଣ ଖୋଜୁ ଖୋଜୁ ଜଣାପଡ଼ିଥିଲା ସାହାଣ ରୋଗରୁ ଯାଉଛି…

ଲଦାଖରେ ଓଡ଼ିଆ ଯବାନ ସହିଦ; ଚାହିଁ ବସିଛି ଗାଁ, ଆଜି ଜନ୍ମ ମାଟିକୁ ଫେରିବ ମରଶରୀର

ଯାଜପୁର: ଦେଶର ସୁରକ୍ଷା ପାଇଁ ନିଜ ଜୀବନ ବଳିଦାନ ଦେଇଛନ୍ତି ଯାଜପୁରର ବୀର ପୁଅ ଶଶାଙ୍କ ଶେଖର । ଲଦାଖ ସୀମାରେ ମୁତୟନ ହୋଇଥିବା ଶଶାଙ୍କ ଶେଖର ଦେଶ ପାଇଁ ଶୁକ୍ରବାର ଦିନ ସହିଦ ହୋଇଛନ୍ତି । ଭାରତୀୟ ସେନାର ୬୧୩ ଇନଏସି ବାଟାଲିୟନରେ କାର୍ଯ୍ୟରତ ଥିଲେ ଶଶାଙ୍କ । ଶଶାଙ୍କ ଦେଶ ପାଇଁ ସହିଦ…

ଅନୁଗୁଳ ପୌରପାଳିକା ଏବଂ ୟୁନିସେଫ୍‌ର ମିଳିତ ସହଭାଗିତାରେ ଇ-ଶୌଚାଳୟ ସେବାର ଶୁଭାରମ୍ଭ

ଭୁବନେଶ୍ୱର; ସହର ପରିମଳ ଏବଂ ଜୀବିକା ନିର୍ବାହରେ ଏକ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ଅନୁଗୁଳ ପୌରପାଳିକା ସଂଜିବନୀ ମାର୍କେଟରେ ଏମ୍‌.ଇ.ଏସ୍‌.ଏଚ୍‌(ମାଇକ୍ରୋ ଏଣ୍ଟରପ୍ରାଇଜ୍ ଫର୍ ସାନିଟେସନ୍ ଆଣ୍ଡ୍ ହେଲ୍‌ଥ) କାର୍ଯ୍ୟକ୍ରମ ଅନୁଯାୟୀ ଇରାମ ସାଇଂଟିଫିକ୍ ଓ ୟୁନିସେଫ୍ ସହଭାଗିତାରେ ଏକ…

ସୋମବାରରୁ ଟାଣ ହେବ ଖରା, ଦୂରେଇ ଯିବ ଶୀତ ; ପାଣିପାଗ ବିଭାଗ

ଭୁବନେଶ୍ବର : ସୋମବାରଠାରୁ ଆକାଶ ନିର୍ମଳ ଓ ଖରାଟିଆ ପାଗ ରହିବ। ରାଜ୍ୟରେ ଖରାର ପ୍ରକୋପ ବଢ଼ିବା ସହ ଓ ଶୀତ ଫେରିବାର ସମ୍ଭାବନା କମ୍‌ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ ଦେଇଥିବା ସୂଚନାନୁସାରେ, ଗତ ୨ ଦିନ…