Latest Odisha News

BREAKING NEWS

Browsing Category

ଓଡିଶା

Odisha

ନୀତି ଆୟୋଗ ବୈଠକରେ ରାଜ୍ୟ ଓ ଦେଶର ସ୍ୱାର୍ଥ ସମ୍ୱଳିତ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇଲେ ମୁଖ୍ୟମନ୍ତ୍ରୀ ନବୀନ…

ନୂଆଦିଲ୍ଲୀ: ନିତି ଆୟୋଗ ବୈଠକରେ ଯୋଗ ଦେଇ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି, ସବୁ ଅପରାଧକୁ ଏବେ ରାଜନୀତିକରଣ କରାଯାଉଛି । ସେହିପରି ନିର୍ବାଚିତ ସରକାରଙ୍କ ପ୍ରତିଟି କାମକୁ ରାଜନୈତିକ ଦୃଷ୍ଟି ଭଙ୍ଗିରେ ଦେଖାଯାଉଛି । ଏସବୁ…

ମଣ୍ଡି ତାତିରେ ପୁଣି ଗୃହ ମୁଲତବି, ମନ୍ତ୍ରୀଙ୍କ ଉତ୍ତର ନୁହେଁ ମୋସନ୍ ଆଣିବାକୁ ବିରୋଧୀଙ୍କ ଦାବି

ଭୁବନେଶ୍ୱର: ମଣ୍ଡି ସମସ୍ୟା ତାତିରେ ଚାଲି ପାରିଲାନି ବିଧାନସଭା । ପ୍ରଥମେ ପ୍ରଶ୍ନକାଳ ପରେ ଶୂନ୍ୟକାଳରେ ବିରୋଧୀ ହୋହଲ୍ଲା କରିଛନ୍ତି । ଗୃହରେ ବିରୋଧୀଙ୍କ ହୋହଲ୍ଲା ମଧ୍ୟରେ ବାଚସ୍ପତିଙ୍କ ରୁଲିଂ ଅନୁସାରେ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଗୃହରେ ବିବୃତି ରଖିଛନ୍ତି । ରାଜ୍ୟରେ…

ଘରେ ପଶି କରୁଥିଲେ ଡକାୟତି, ୨ ଜଣଙ୍କୁ ଧରିଲା ପୋଲିସ

ପୁରୀ: ଶୋଇଥିବା ବେଳେ ଘରେ ବୁଲାଉ ଥିଲେ କଳାକନା । ପୁରୀ ବାସେଳି ସାହି ଥାନା ପୋଲିସ ଏଭଳି ୨ ଜଣ ଚୋରକୁ ଗିରଫ କରିଛି । ଉଭୟଙ୍କ ଠାରୁ ଚୋରି ହୋଇଥିବା ସାମଗ୍ରୀ ମଧ୍ୟ ଜବତ କରାଯାଇଛି । ୨ ଅଭିଯୁକ୍ତ ବାସେଳି ସାହି ଥାନା ନୋଳିଆ ସାହିର ଦୀପକ ବେହେରା ଓ ଜଗନ୍ନାଥ ବସ୍ତିର ତ୍ରିନାଥ ଦାସ ବୋଲି…

ହାଇସ୍କୁଲର ଚୁକ୍ତିଭିତ୍ତିକ ଶିକ୍ଷକଙ୍କୁ ନିୟମିତ କରିବେ ଓଡ଼ିଶା ସରକାର

ଭୁବନେଶ୍ୱର: ସମସ୍ତ ସରକାରୀ ହାଇସ୍କୁଲ ଏବଂ ସରକାରୀ ଉନ୍ନୀତ ହାଇସ୍କୁଲର ଚୁକ୍ତିଭିତ୍ତିକ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ନିୟମିତ କରିବାକୁ ଓଡିଶା ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ୨୦୧୩-୧୪ ଶିକ୍ଷାବର୍ଷରୁ ଲାଗୁ ହେବ। ଉଲ୍ଲେଖଯୋଗ୍ୟ, ଗତ ବର୍ଷ ଡିସେମ୍ବର ୯ରେ, ଉଚ୍ଚ…

ଚୋରି କରିବାକୁ ମନ୍ଦିରରେ ପଶିଥିଲେ, ଧରିଲେ ଗାଁ ଲୋକ

ବାଲେଶ୍ୱର: ମନ୍ଦିରରେ ଚୋରି କରିବାକୁ ପଶିଥିଲେ ଚୋର । ଜାଣିଲେ ଗାଁ ଲୋକ । ଦୁଇ ଚୋରଙ୍କୁ କାବୁ କରି ପୋଲିସ ଜିମା ଦେଇଛନ୍ତି । ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ପାରିଭିଲା ଗାଁରେ । ଦୁଇ ଚୋରଙ୍କୁ କାବୁ କରି ପୋଲିସ ଜିମା ଦେଇଛନ୍ତି ଗାଁ ଲୋକ ।…

ତୃତୀୟ ଦିନ ଅଧିବେଶନ ଆରମ୍ଭରୁ ମଣ୍ଡି ପ୍ରସଙ୍ଗରେ ବିଧାନସଭା ହୁଲସ୍ତୁଲ୍, ଗୃହ ମୁଲତବି

ଭୁବନେଶ୍ୱର: ବଜେଟ୍ ଅଧିବେଶନର ତୃତୀୟ ଦିନ ଆରମ୍ଭରୁ ଗୃହ ପୁଣି ଚାଲି ପାରିନାହିଁ । ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ବିରୋଧୀ ବିଜେପି ଓ କଂଗ୍ରେସ ସଦସ୍ୟ ହଟ୍ଟଗୋଳ କରିଛନ୍ତି । ଫ୍ଲାକାର୍ଡ ଦେଖାଇ ଉଭୟ ଦଳର ବିଧାୟକ ଗୃହରେ ନାରାବାଜି କରିଥିଲେ । ଫଳରେ ବାଚସ୍ପତି ବିଧାନସଭାକୁ ୧୧ଟା ୩୦ ଯାଏ…

କଣ୍ଟେନରକୁ ଧକ୍କା ଦେଲା ଆମ୍ବୁଲାନ୍ସ ରୋଗୀ ସହ ୩ ମୃତ

କଟକ: ଟାଙ୍ଗୀ ବନ୍ଦୋଳୋ ଟୋଲ୍ ଗେଟ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ରୋଗୀ ନେଇ ଆସୁଥିବା ଆମ୍ବୁଲାନ୍ସ ଏକ କଣ୍ଟେନରକୁ ଧକ୍କା ଦେଇଛି । ସୂଚନା ଅନୁସାରେ ଆମ୍ବୁଲାନ୍ସଟି ରୋଗୀ ନେଇ ପଶ୍ଚିମବଙ୍ଗରୁ ଆସୁଥିଲା । ଭୋର୍ ସମୟରେ ଆମ୍ବୁଲାନ୍ସଟି ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଏକ…

ମହିଳାଙ୍କ ଆପତ୍ତିଜନକ ଭିଡିଓ ଭାଇରାଲ୍ କରି ଶିକ୍ଷକ ଗିରଫ

ଭବାନୀପାଟଣା: ଭିଡିଓ ଭାଇରାଲ୍ କରି ଶିକ୍ଷକ ଗିରଫ । ମହିଳାଙ୍କ ଅଶ୍ଲୀଳ ଭିଡିଓ ହ୍ୱାଟ୍ସଆପ୍ ଗ୍ରୁପରେ ଭାଇରାଲ୍ ଅଭିଯୋଗରେ କଳାହାଣ୍ଡି ଜିଲ୍ଲା ପୋଲିସ ପ୍ରାଥମିକ ଶିକ୍ଷକଙ୍କୁ ଗିରଫ କରିଛି । ଗିରଫ ହୋଇଥିବା ଶିକ୍ଷକ ଜଣଙ୍କ ହନୁମାନ ମାଝୀ । କଲମପୁର ବ୍ଲକର ପିପଳିଝପର ପ୍ରାଥମିକ ବିଦ୍ୟାଳୟର…

ପିଲା ଚୋର ସନ୍ଦେହରେ ଯୁବକଙ୍କୁ ଖୁଣ୍ଟରେ ବାନ୍ଧି ପିଟିଲେ ଲୋକ

ଢେଙ୍କାନାଳ: ପିଲା ଚୋର ସନ୍ଦେହରେ ଯୁବକଙ୍କୁ କାବୁ କରି ନିସ୍ତୁକ ପିଟିଲେ ଲୋକ । ଖୁଣ୍ଟରେ ବାନ୍ଧି ମାଡ଼ ମାରିଥିଲେ । ଢେଙ୍କାନାଳ ଟାଉନ୍ ଥାନା ଅନ୍ତର୍ଗତ କଣ୍ଟାନାଳୀ ବାଇପାସ୍ ନିକଟ ଏକ ବସ୍ତିରେ ଏଭଳି ଘଟଣା ଘଟିଛି । ରାତିରେ ପାଖାପାଖି 3ଟା ବେଳେ ଜଣେ ଅଜଣା ଯୁବକ ବସ୍ତିର ଜଣେ ଲୋକଙ୍କ…

ଲଗାତାର ୧୨ ଦିନ ଧରି ତୈଳଦର ବୃଦ୍ଧି, ମାଲକାନଗିରିରେ ୯୬ ଛୁଇଁବ ପେଟ୍ରୋଲ

ଭୁବନେଶ୍ୱର: ଦରବୃଦ୍ଧି ସହ ବଢ଼ୁଛି ଆକ୍ରୋଶ । ଲଗାତାର ୧୨ ଦିନ ଧରି ତୈଳଦର ବୃଦ୍ଧି ଘଟିଛି । ଆଜି ପେଟ୍ରୋଲ ଲିଟର ପିଛା ୩୯ ପଇସା ବଢ଼ିଥିବା ବେଳେ ଡିଜେଲ୍ ଲିଟର ପିଛା ୩୭ ପଇସା ବଢ଼ିଛି । ଏଥସହ ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ସର୍ବାଧିକ ଦର ଥିବା ମାଲକାନଗିରିରେ ପେଟ୍ରୋଲ ୯୬ ଟଙ୍କା ପାର୍…