Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରେ ସୁସ୍ଥ ହେଲେ ଆଉ ୯୨ କରୋନା ଆକ୍ରାନ୍ତ

ଭୁବନେଶ୍ବର : କରୋନା ମହାମାରୀ ସମୟରେ ରାଜ୍ୟ ପାଇଁ ଖୁସି ଖବର । ଏବେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୯୨ ଆକ୍ରାନ୍ତ । ବରଗଡ଼ରୁ ସର୍ବାଧିକ ୧୪ ଜଣ ସୁସ୍ଥ ହୋଇଥିବା ବେଳେ, ଯାଜପୁରରୁ ୯ ଜଣ, କଟକ ଓ ସମ୍ବଲପୁରରୁ ୮ ଜଣ ଲେଖାଏଁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ପୁରୀରୁ ୭,…

ହ୍ୱିଲ୍ ଚେୟାର ଟେନିସ୍ କର୍ମଶାଳା ଉଦଘାଟିତ, ସାମିଲ ହେଲେ ୧୫ ଜଣ ଭିନ୍ନକ୍ଷମ ଖେଳାଳି

ଭୁବନେଶ୍ୱର: ଉଦଘାଟିତ ହେଲା ହ୍ୱିଲ୍ ଚେୟାର ଟେନିସ୍ କର୍ମଶାଳା । ଭୁବନେଶ୍ୱର ଉପକଣ୍ଠ ମେଣ୍ଢାଶାଳ ଗୁରୁକୁଳ ଟେନିସ୍ ରିସୋର୍ଟରେ ଇଣ୍ଡିଆନ ହ୍ୱିଲ୍ ଚେୟାର ଟେନିସ ଟୁର୍ (IWTT) ସହଯୋଗରେ ଚକେଲେଟ୍ ଗ୍ରୁପ ଦ୍ୱାରା ୩ ଦିନିଆ କର୍ମଶାଳା ଆରମ୍ଭ ହୋଇଛି ।  ଆଜି ପ୍ରଥମ ଦିନରେ ହ୍ୱିଲ୍ ଚେୟାର…

୬ ଜଣଙ୍କୁ ବିଜେପି ଅନୁସୂଚିତ ଜାତି ମୋର୍ଚ୍ଚା ରାଜ୍ୟ ଉପସଭାପତି ଦାୟିତ୍ବ

ଭୁବନେଶ୍ବର : ରାଜ୍ୟ ଅନୁସୂଚିତ ଜାତି ମୋର୍ଚ୍ଚାକୁ ଶକ୍ତିଶାଳୀ କରିବା ପାଇଁ ଅଣ୍ଟା ଭିଡିଛି ବିଜେପି । ଏଥିପାଇଁ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ ଅନୁମୋଦନ କ୍ରମେ ଅନୁସୂଚିତ ଜାତି ମୋର୍ଚ୍ଚା ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଓ…

ବଡ଼ଲୋକିଆ ଅହଂକାର

ଫକୀର ମୋହନ ନାହାକଙ୍କ ନିୟମିତ ସ୍ତମ୍ଭ ‘ଗାଁ କଥା’ ଯଦୁନାଥ ରଣସିଂହ ବାବାଜୀ ଲୋକ । ପ୍ରାଥମିକ ଶିକ୍ଷକ ଭାବେ ବିଦ୍ୟାଳୟରେ ପାଠପଢ଼ାଇବା ବ୍ୟତୀତ ବାକିତକ ସମୟ ସମାଜସେବାରେ କଟିଛି । ସାମାଜିକ ସଂସ୍କାର ପାଇଁ କେତେବେଳେ ମୃତଭୋଜିକୁ ବିରୋଧ କରିଛନ୍ତି ତ ଆଉ କେତେବେଳେ ଗାଁ ମଦଭାଟି ବିରୋଧରେ…

କଳା ସାରଙ୍କ କଳା କାରନାମା, ପ୍ରେମ ଜାଲରେ ଫସାଉଥିଲେ ଜଣେ ପରେ ଜଣେ ମହିଳାଙ୍କୁ, ଉଠାଇ ନେଲା ପୋଲିସ

କଟକ: କଳା ସାରଙ୍କ କଳା କାରନାମାକୁ ନେଇ ଚର୍ଚ୍ଚା । ନିଜ ପ୍ରେମ ଜାଲରେ ଫଶାଇ ଜଣକ ପରେ ଜଣେ ଚାରି ଜଣଙ୍କୁ ବିବାହ କରିଛନ୍ତି ରୋମିଓ ଶିକ୍ଷକ । ଏନେଇ ଥାନାରେ ଏତଲା ଦିଆଯାଛି । ଶିକ୍ଷକଙ୍କ ପତ୍ନୀ ଏନେଇ ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୋଗ ପାଇବେ ପରେ ସଂପୃକ୍ତ ଆର୍ଟ ଟିଚରଙ୍କୁ ଉଠାଇ…

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା, ୧୧ଟି ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର: ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ ଉତ୍ତର ଦିଗରେ ଅବସ୍ଥିତ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍ ୨୦ ତାରିଖ ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ନୂଆପଡା, କଳାହାଣ୍ଡି, ରାୟଗଡା,…

ଟାଟା ଷ୍ଟିଲ୍ ବିଏସ୍ଏଲ୍ ପକ୍ଷରୁ କେନ୍ଦୁଝର ଗୁଆଲିରେ ଆରମ୍ଭ ହେଲା ମୋବାଇଲ୍ ସ୍ୱାସ୍ଥ୍ୟ ସେବା

ଯୋଡ଼ା: ଟାଟା ଷ୍ଟିଲ ବିଏସଏଲ ପକ୍ଷରୁ କେନ୍ଦୁଝର ଯୋଡ଼ା ବ୍ଲକ୍ ଗୁଆଲି ପଞ୍ଚାୟତର ଗନ୍ଧଲପଡ଼ା ଗାଁରେ ଲୋକମାନଙ୍କୁ ପ୍ରାଥମିକ ଚିକିତ୍ସା ଯୋଗାଇ ଦେବା ପାଇଁ ମୋବାଇଲ୍ ସ୍ୱାସ୍ଥ୍ୟ ସେବା ୟୁନିଟ୍ର ଶୁଭାରମ୍ଭ କରାଯାଇଛି । ଗୁଆଲି ପଞ୍ଚାୟତ ସରପଞ୍ଚ ପଦ୍ମାବତୀ ନାୟକ, ପଞ୍ଚାୟତ ସମିତି ମେମ୍ବର୍ ବିମଳା…

ମୟୂରଭଞ୍ଜ ସାରସକଣା ଦୁର୍ଘଟଣା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ, ଦୁଇ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା

ମୟୂରଭଞ୍ଜ:ମୟୂରଭଞ୍ଜ ସାରସକଣା ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା । ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ କରିଛନ୍ତି ।  ମୟୁରଭଞ୍ଜ ଜିଲ୍ଲାର ସାରସକଣା ଠାରେ…

ଭିଜିଲାନ୍ସ ଜାଲରେ ଉଦ୍ୟାନ କୃଷି ପର୍ଯ୍ୟବେକ୍ଷକ, ଚାଷୀଙ୍କ ଠାରୁ ନେଉଥିଲେ ୨୬ ହଜାର ଲାଞ୍ଚ

ଗଞ୍ଜାମ: ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ ଉଦ୍ୟାନ କୃଷି ପର୍ଯ୍ୟବେକ୍ଷକ । ଚାଷୀଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ବୁଗୁଡ଼ା ବ୍ଲକ ଉଦ୍ୟାନ କୃଷି ପର୍ଯ୍ୟବେକ୍ଷକ ଉମା ଚରଣ ବେହେରା । ଲାଞ୍ଚ ନେଉଥିବା ବେଳେ ବ୍ରହ୍ମପୁର ଭିଜିଲାନ୍ସ ତାଙ୍କୁ ଗିରଫ କରିଛି । ଚାଷୀଙ୍କ ଫିଲ୍ଡ…

ଚାଷୀ ପ୍ରସଙ୍ଗରେ ବିଧାନସଭା ଠପ୍, ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ

ଭୁବନେଶ୍ୱର: ବିଧାନସଭାରେ ଚାଷୀ ଝଡ଼ । ଅଧିବେଶନର ଦ୍ୱିତୀୟ ଦିନରେ ବିରମ୍ବାର ଗୃହ ମୁଲତବୀ । ପ୍ରଥମେ ସାଢ଼େ ୧୧ଟା ଓ ପରେ ଅପରାହ୍ଣ ୪ଟା ଯାଏ ବିଧାନସଭାକୁ ମୁଲତବୀ ରଖିଛନ୍ତି ବାଚସ୍ପତି । ବିରୋଧୀଙ୍କ ହଟ୍ଟଗୋଳ ଓ ନାରାବାଜି ଯୋଗୁ ଗୃହରେ ଅଚଳାବସ୍ଥା ସୃଷ୍ଟି ହୋଇଛି । ଆଜି ଅଧିବେଶନ ଆରମ୍ଭ…