Latest Odisha News

BREAKING NEWS

Browsing Category

ଓଡିଶା

Odisha

ଗଞ୍ଜେଇ ଚାଲାଣ ରାକେଟରେ ମହିଳା, ୪ ଜଣ ଗିରଫ

ସୁନ୍ଦରଗଡ଼: ଗଞ୍ଜେଇ ଚାଲାଣ ରାକେଟରେ ମହିଳା । କାରରେ ଚାଲାଣ ବେଳେ ଧରିଲା ସୁନ୍ଦରଗଡ଼ ଟାଉନ୍ ଥାନା ପୋଲିସ । ଜଣେ ମହିଳାଙ୍କ ସମେତ ୪ ଜଣ ଗିରଫ ହୋଇଛନ୍ତି । ଟାଉନ୍ ଥାନା ଅନ୍ତର୍ଗତ ରାଣୀବଗିଚା ବାଇପାସ ନିକଟରୁ ଗାଡ଼ି ଓ ଗଞ୍ଜେଇ ଜବତ ହୋଇଛି । ପୋଲିସ ଜବତ କରିଛି ୭୦ କିଲୋଗ୍ରାମ୍ ଗଞ୍ଜେଇ ।…

ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ବୋଲେରୋ; ୬ ଗୁରୁତର

ବରଗଡ଼: ବରଗଡ଼ ବରଡୋଲ ଛୋଟ କେନାଲ ନିକଟରେ ଘଟିଛି ଦୁର୍ଘଟଣା ।ଏକ ବୋଲେରୋ ଭାରସାମ୍ୟ ହରାଇ ପୋଲ ତଳକୁ ଖସିପଡିଛି। ଏହି ଦୁର୍ଘଟଣାରେ ୬ଜଣ ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନାନୁସାରେ, ବରଗଡ଼ ଜିଲ୍ଲା ଗାଇସିଲେଟ୍‌ ବ୍ଲକ…

ଆଜିଠୁ ଆରମ୍ଭ ଖଣ୍ଡଗିରି କୁମ୍ଭ ମେଳା

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଉଛି ଖଣ୍ଡଗିରି କୁମ୍ଭ ମେଳା । ମାଘ ସପ୍ତମୀରେ ଚନ୍ଦ୍ରଭାଗା ବୁଡ ପରେ ପରମ୍ପରା ଅନୁଯାୟୀ ଖଣ୍ଡଗିରି କୁମ୍ଭ ମେଳରେ ପ୍ରଜ୍ବଳିତ ହୋଇଥାଏ ଧ୍ବନୀ । ମାଘସପ୍ତମୀରୁ ଆରମ୍ଭ ହେଉଥିବା କୁମ୍ଭମେଳା ପୂର୍ଣ୍ଣିମା ପର୍ଯ୍ୟନ୍ତ ୯ ଦିନ ଧରି ଚାଲିବ । ଏହି ପବିତ୍ର ଅବସରକୁ…

ଆଜି ପବିତ୍ର ମାଘ ସପ୍ତମୀ: ବିନା ଭକ୍ତରେ ହେଲା ଚନ୍ଦ୍ରଭାଗା ବୁଡ଼

କୋଣାର୍କ(ପୁରୀ): ଆଜି ପବିତ୍ର ମାଘ ସପ୍ତମୀ । ଏବର୍ଷ କରୋନା କଟକଣା ଭିତରେ ଚନ୍ଦ୍ରଭାଗାରେ ଅନୁଷ୍ଠିତ ହେଉଛି ମାଘମେଳା । ଚନ୍ଦ୍ରଭାଗାରେ ମାଘ ବୁଡ଼ ପକାଇବାରୁ ଏଥର ବଞ୍ଚିତ ହୋଇଛନ୍ତି ଶ୍ରଦ୍ଧାଳୁ । କୋଭିଡ୍ କଟକଣା ଭିତରେ ବିନା ଭକ୍ତରେ ଅନୁଷ୍ଠିତ ହୋଇଛି ଚନ୍ଦ୍ରଭାଗା ବୁଡ଼ । ପରମ୍ପରା…

ସୁପ୍ରିମକୋର୍ଟରେ ଆଜି କୋଟିଆ ମାମଲାର ଶୁଣାଣି

ନୂଆଦିଲ୍ଲୀ: କୋଟିଆ ମାମଲାରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି ରହିଛି ।  ଜଷ୍ଟିସ ଏ.ଏମ୍. ଖାନ୍‌ୱିଲକର ଓ ଜଷ୍ଟିସ ଦୀନେଶ ମାହେଶ୍ୱରୀଙ୍କ ଦୁଇ ଜଣିଆ ଖଣ୍ଡପୀଠ ଏହାର ଶୁଣାଣି କରିବେ । ତାପୂର୍ବରୁ ଓଡିଶାର ଅଦାଲତ ଅବମାନନା ଅଭିଯୋଗ ସଂପର୍କିତ ପିଟିସନ ଉପରେ ଜବାବ ଦାଖଲ କରିଥିଲା ଆନ୍ଧ୍ରପ୍ରଦେଶ…

ପୁରୀରେ କଙ୍ଗନା; ଜଗା ଦର୍ଶନ ସହ କଲେ ବେଢ଼ା ପରିକ୍ରମା

ପୁରୀ: ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତ ଗତକାଲି ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିଥିଲେ। ତେବେ ଆଜି ଭୋରରୁ କାଙ୍ଗନା ଭୁବନେଶ୍ୱରରୁ ପୁରୀ ଯାଇ ସେଠାରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଥିବା ସୂଚନା ମିଳିଛି। https://youtu.be/DIF1LYwcEM0 କଡା ସୁରକ୍ଷା ବଳୟ ମଧ୍ୟରେ ଶ୍ରୀମନ୍ଦିର…

ଆଇପିଏଲରେ ବିକ୍ରି ହୋଇପାରିଲେନି ଓଡିଶାର ଦୁଇ କ୍ରିକେଟର

ଚେନ୍ନାଇ: ଆଇପିଏଲର ୧୪ତମ ସଂସ୍କରଣ ପାଇଁ ମିନି ନିଲାମୀ ଶେଷ ହୋଇଛି । କିନ୍ତୁ ଓଡିଶାର ଦୁଇ ଖେଳାଳିଙ୍କୁ କେହି କିଣି ନାହାନ୍ତି । ଏହି ଦୁଇଖେଳାଳି ହେଲେ ଅଲ ରାଉଣ୍ଡର ଗୋବିନ୍ଦ ପୋଦାର ଓ ବ୍ୟାଟ୍ସମ୍ୟାନ ଶୁଭ୍ରାଂଶୁ ସେନାପତି । ଆଇପିଏଲ୍ ନିଲାମୀ ତାଲିକାରେ ଏହି ଦୁଇ ଖେଳାଳି ତାଲିକାରେ…

ଏଣିକି ଗୁଣ୍ଡିଚା ମନ୍ଦିରରେ ହେବ ନିଶୁଳ୍କ ଦର୍ଶନ

ପୁରୀ: ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଉ ଦେବାକୁ ପଡିବନି ପ୍ରବେଶ ଶୁଳ୍କ । ୨୦୨୧-୨୨ ଆର୍ଥିକ ବର୍ଷରୁ ଏହାକୁ ବନ୍ଦ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତି ନେଇଛି । କେବଳ ଗୁଣ୍ଡିଚା ମନ୍ଦିର ନୁହେଁ, ନରେନ୍ଦ୍ର ପୁଷ୍ମରଣୀ, ରୋହିଣୀ କୁଣ୍ଡ, ଶ୍ରୀମନ୍ଦିର ମହାଲକ୍ଷ୍ମୀ ଭଣ୍ଡାର ରୋଷ ଦର୍ଶନୀ…

ଓଡିଶା ଆଥଲେଟିକ୍ସ ଆସୋସିଏସନର ସଭାପତି ଜି.ଏସ୍ ପଟ୍ଟନାୟକ ସମ୍ବର୍ଦ୍ଧିତ

ଭୁବନେଶ୍ୱର: ଆଥଲେଟିକ୍ କ୍ରୀଡାରେ ଓଡିଶା ହେବ ୧ ନମ୍ବର । ଜିଲ୍ଲାସ୍ତରୀୟ ପ୍ରତିଯୋଗିତା ମାଧ୍ୟମରେ ତୃଣମୂଳ ସ୍ତରରୁ ପ୍ରତିଭା ଅନ୍ୱେଷଣ କରାଯାଇ ସେମାନଙ୍କୁ ସାମ୍ନାକୁ ଅଣାଯିବ । କୌଣସି କ୍ରୀଡାବିତ ନିରାଶ ହେବେ ନାହିଁ । ସଂଘ ପକ୍ଷରୁ ସମସ୍ତ କ୍ରୀଡାବିତ୍ ଓ କ୍ରୀଡା ସଂଗଠନ ଗୁଡିକୁ ସହଯୋଗ…

ଭୁବନେଶ୍ୱରରେ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତ

ଭୁବନେଶ୍ୱର: ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତ ଆଜି ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ତେବେ ଯାହା ଅନୁମାନ କରାଯାଉଛି କୌଣସି କାର୍ଯ୍ୟକ୍ରମରେ ନୁହେଁ ବରଂ ସେ ବୁଲିବା ପାଇଁ ଆସିଛନ୍ତି । ଏକ ସୂତ୍ରରୁ ଜଣାପଡିଛି ଯେ ସେ ରାଜଧାନୀର ଏକ ପ୍ରିମିୟର ହୋଟେଲରେ ରହିଛନ୍ତି । ସେ…