Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭୁବନେଶ୍ବରରେ ଯୁବତୀଙ୍କ ଠାରୁ ଲୁଟ୍

ଭୁବନେଶ୍ବର : ରାଜଧାନୀରେ ଯୁବତୀଙ୍କ ଠାରୁ ଲୁଟ୍ । ବାଣୀବିହାର ଛକରେ ଯୁବତୀଙ୍କ ଠାରୁ ୨୦ ହଜାର ଲୁଟି ନେଇଛନ୍ତି ଦୁର୍ବୃତ୍ତ । ୨୦ ହଜାର ଟଙ୍କା ମୋବାଇଲ ଫୋନ୍, ଏଟିଏମ କାର୍ଡ ସହ ଭ୍ୟାନ୍‌ଟି ବ୍ୟାଗ ଛଡ଼ାଇ ନେଇଛନ୍ତି ଲୁଟେରା । ସସ୍ମିତା ପାତ୍ର ନାମକ ଜଣେ ଯୁବତୀ ସ୍କୁଟି ଚଳାଇ ଯାଉଥିବା…

ଭିଜିଲାନ୍ସ ଜାଲରେ ପ୍ରିନ୍ସିପାଲ

କଳାହାଣ୍ଡି : ଭିଜିଲାନ୍ସ ଜାଲରେ ମଦନପୁର ଆଦର୍ଶ ବିଦ୍ୟାଳୟର ପ୍ରିନ୍ସିପାଲ ଖିତିଶ ଭୂଷଣ ବିଶ୍ବାଳ । ଗଙ୍ଗାଧର ବାଗ ନାମକ ଜଣେ ବ୍ୟକ୍ତି ମଦନପୁର ଆଦର୍ଶ ବିଦ୍ୟାଳୟରେ ଜଗୁଆଳ ଭାବେ ନିଯୁକ୍ତି ପାଇଥିଲେ। ହେଲେ ସେ କାର୍ଯ୍ୟରେ ଯୋଗ ଦେଇ ନଥିଲେ। କାର୍ଯ୍ୟ​‌ରେ ଯୋଗ ଦେବାକୁ ହେଲେ ୪୦ ହଜାର ଟଙ୍କା…

ଜାଲ୍ ଶିକ୍ଷକ ଗିରଫ, ଧାମନଗରରୁ ବାନ୍ଧିଲା ପୋଲିସ

ନବରଙ୍ଗପୁର : ଜାଲ ପ୍ରମାଣପତ୍ର ଦେଖାଇ ଶିକ୍ଷକତା କରୁଥିବା ଅଭିଯୋଗରେ ଫେରାର ଥିବା ଜାଲ ଶିକ୍ଷକଙ୍କୁ ଗିରଫ କରିଛି ପୋଲିସ । ନବରଙ୍ଗପୁର ଜିଲ୍ଲାରେ ଶିକ୍ଷା ସହାୟକ ଭାବେ ନିଯୁକ୍ତି ପାଇଥିବା ଶ୍ରୀକାନ୍ତ ଦଳେଇଙ୍କୁ ଗିରଫ କରିଛି କୋଡ଼ିଙ୍ଗା ଥାନା ପୋଲିସ । ଅଭିଯୋଗ ଅନୁସାରେ ଶ୍ରୀକାନ୍ତ…

ରାଜ୍ୟରେ ଆଉ ୧୦୦ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ, ପୁଣି ସୁସ୍ଥ ହୋଇ ଫେରଛନ୍ତି ଆଉ ୧୦୦ କରୋନା ଆକ୍ରାନ୍ତ । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୫ ଜଣ ସୁସ୍ଥ ହୋଇଥିବା ବେଳେ, କଟକରୁ ୧୩, ସୁନ୍ଦରଗଡ଼ରୁ ୧୧ ଜଣ ସୁସ୍ଥ ହୋଇ ଫେରିଛନ୍ତି । ସେହିପରି ଅନୁଗୁଳରୁ ୮, ପୁରୀରୁ ୬,…

ରାଉରକେଲା ପାଇଁ ଖୁସି ଖବର, ଶ୍ରେଷ୍ଠ ୨୫ଟି ସହର ମଧ୍ୟରେ ସ୍ଥାନ ପାଇଲା ସ୍ମାର୍ଟ ସିଟି

ରାଉରକେଲା: ରାଉରକେଲା ସ୍ମାର୍ଟ ସିଟି ପାଇଁ ଖୁସି ଖବର । ଶ୍ରେଷ୍ଠ ୨୫ଟି ସହର ମଧ୍ୟରେ ସ୍ଥାନ ପାଇଛି ରାଉରକେଲା । ଗୃହ ଓ ନଗର ଉନ୍ନୟନ ମନ୍ତ୍ରଣାଳୟ, ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ନର୍ଚରିଂ ନେଇବରହୁଡ ଚ୍ୟାଲେଞ୍ଜରେ ବାଜିମାତ କରିଛି ରାଉରକେଲା ସ୍ମାର୍ଟ ସିଟି ।  ୫ ବର୍ଷ…

କେନାଲରୁ ମିଳିଲା ନିଖୋଜ ମହିଳାଙ୍କ ମୃତଦେହ

କଟକ: କଟକ ଜିଲ୍ଲାର ମାହାଙ୍ଗା ବ୍ଲକ ଅନ୍ତର୍ଗତ ଭେଡା ପଞ୍ଚାୟତର ଏକ ଜମିରୁ ଗୁରୁବାର ଦିନ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମହିଳା ଜଣକ ଅନ୍ନପୂର୍ଣ୍ଣା ମହାପାତ୍ର ବୋଲି ଜଣାପଡିଛି। ୪୪ ବର୍ଷୀୟ ଏହି ବିଧବା ମହିଳା ଜଣକ ପିତାମାତା ସହ ରହୁଥିଲେ। ଅନ୍ନପୂର୍ଣ୍ଣାଙ୍କ ବାପା…

ପ୍ରଥମ ଥର ପାଇଁ ଓଡ଼ିଶାରେ ହେବ ହ୍ୱିଲ୍ ଚେୟାର ଟେନିସ୍

ଭୁବନେଶ୍ବର: ପ୍ରଥମ ଥର ପାଇଁ ଓଡ଼ିଶାରେ ହ୍ୱିଲ୍ ଚେୟାର ଟେନିସ । ଆସନ୍ତା ୧୯ ତାରିଖ ଠାରୁ ତିନି ଦିନିଆ ହ୍ୱିଲ୍ ଚେୟାର ଟେନିସ୍ କର୍ମଶାଳା ଆୟୋଜିତ ହେବାକୁ ଯାଉଛି । ଭୁବନେଶ୍ୱର ଉପକଣ୍ଠ ମେଣ୍ଢାଶାଳ ଗୁରୁକୁଳ ଟେନିସ୍ ରିସୋର୍ଟରେ ଏହି କର୍ମଶାଳା ହେବ ।  ଯେଉଁଥିରେ ରାଜ୍ୟର ପାଖାପାଖି ୨୦…

ଅବହେଳା କରନ୍ତୁ ନାହିଁ, ପୁଣି ଫେରିପାରେ କରୋନାଭାଇରସ୍‌: ପ୍ରଫେସର ମହାପାତ୍ର

ଭୁବନେଶ୍ୱର: କୋଭିଡ-୧୯ର ଭୟ କିଛିଟା ହ୍ରାସ ପାଉଥିବା ଭଳି ଜଣାପଡୁଥିଲେ ମଧ୍ୟ ଲୋକମାନେ ସୁରକ୍ଷିତ ରହିବା ପାଇଁ କୋଭିଡ ନିୟମାବଳୀକୁ ଦୃଢ଼ଭାବେ ପାଳନ କରିବା ଉଚିତ୍ ବୋଲି ବିଶିଷ୍ଟ ସ୍ୱାସ୍ଥ୍ୟ ବିଶେଷଜ୍ଞ ପ୍ରଫେସର ଅଶୋକ କୁମାର ମହାପାତ୍ର ମତ ଦେଇଛନ୍ତି। ଓଡ଼ିଶାରେ କରୋନା ସଂକ୍ରମିତ…

ଗୋରୁ ବୋଝେଇ ଟ୍ରକ୍ ଜବତ, ଡ୍ରାଇଭର ଫେରାର

ତେଲକୋଇ: କେନ୍ଦୁଝର ଜିଲ୍ଲା କାଞ୍ଜିପାଣି ଥାନା ୪୯ ନମ୍ବର ଜାତୀୟ ରାଜପଥରେ ଗୋରୁ ବୋଝେଇ ହୋଇଥିବା ଏକ ଟ୍ରକକୁ କାଞ୍ଜିପାଣି ପୋଲିସ ଜବତ କରିଛି । ୪୯ ନମ୍ବର ଜାତୀୟ ରାଜପଥରେ ଏକ ୧୪ ଚକିଆ ଟ୍ରକରେ ଗୋରୁ ବୋଝଇ ହୋଇ କେନ୍ଦୁଝର ଆଡକୁ ଯାଉଥିଲା ।  କାଞ୍ଜିପାଣି କନ୍ୟାଶ୍ରମ ସ୍କୁଲ ନିକଟରେ…

ରାଜ୍ୟର ଏହିସବୁ ସ୍ଥାନରେ ଆସନ୍ତାକାଲି ବର୍ଷା ସମ୍ଭାବନା

ଭୁବନେଶ୍ୱର: ସୁନ୍ଦରଗଡ, ଝାରସୁଗୁଡା ଏବଂ ବରଗଡର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗତ ୨୪ ଘଣ୍ଟା ମଧ୍ୟରେ ସାମାନ୍ୟ ଧରଣର ବର୍ଷା ହୋଇଥିବା ନେଇ ଗୁରୁବାର ଦିନ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗର ଆଞ୍ଚଳିକ କେନ୍ଦ୍ର (ଆଇଏମଡି)। ଆସନ୍ତା ଶୁକ୍ରବାର ସକାଳ ୮.୩୦ ପର୍ଯ୍ୟନ୍ତ ନୂଆପଡା,…