Latest Odisha News

BREAKING NEWS

Browsing Category

ଓଡିଶା

Odisha

ଦୀପାବଳି ଅବସରରେ ଦଶପଲ୍ଲାରୁ ପୁରୀକୁ ସ୍ୱତନ୍ତ୍ର ଟ୍ରେନର ଶୁଭାରମ୍ଭ

ପୁରୀ: ଦଶପଲ୍ଲା ଏବଂ ପୁରୀ ମଧ୍ୟରେ ଏକ ସ୍ୱତନ୍ତ୍ର ଟ୍ରେନ୍ ସେବାକୁ ସୋମବାର ଦିନ ପତାକା ଦେଖାଇ ଶୁଭାରମ୍ଭ କରାଯାଇଛି। ଦୀପାବଳି ଅବସରରେ ଆରମ୍ଭ ହୋଇଥିବା ଏହି ସ୍ୱତନ୍ତ୍ର ଟ୍ରେନ୍ ଯାତ୍ରୀମାନଙ୍କ ଯାତ୍ରାକୁ ଆହୁରି ସୁଗମ କରିବ। ଏହି ଟ୍ରେନ୍ ନୟାଗଡ ଜିଲ୍ଲାର ଦଶପଲ୍ଲା ଏବଂ ପୁରୀ ମଧ୍ୟରେ…

ଦୀପାବଳୀରେ ଅଘଟଣ; ହାତରେ ବାଣ ଫୁଟିବାରୁ ପାପୁଲି ନଷ୍ଟ..

ଭୁବନେଶ୍ୱର: ଦୀପାବଳୀ ଅବସରରେ ସୋମବାର ଦିନ ବାଲେଶ୍ୱରର ସୋରୋ ଥାନା ଅନ୍ତର୍ଗତ ଗୋବିନ୍ଦପୁରରେ ଜଣେ ବ୍ୟକ୍ତି ବାଣ ଫୁଟାଇବା ସମୟରେ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ଆହତ ହୋଇଥିବା ବ୍ୟକ୍ତିଙ୍କ ନାମ ବାବୁ ମହାନ୍ତି ବୋଲି ଜଣାପଡିଛି। ଘର ନିକଟରେ ବାବୁ ନିଜ ଡାହାଣ ହାତରେ ବାଣ ଧରି…

ନୂଆପଡ଼ା ଉପନିର୍ବାଚନ: ନାମାଙ୍କନ ପତ୍ର ଦାଖଲ କଲେ ୧୯ ପ୍ରାର୍ଥୀ

ନୂଆପଡା: ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ଶେଷ ହେଲା ନାମାଙ୍କନ ପତ୍ର ଦାଖଲ । ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସେମାନେ ହେଲେ ଭାରତୀୟ ଜନତା ପାର୍ଟି (ବିଜେପି)ର ଜୟ ଢୋଲକିଆ, ବିଜୁ ଜନତା ଦଳର ସ୍ନେହାଙ୍ଗିନୀ ଛୁରିଆ, ଭାରତୀୟ ଜାତୀୟ କଂଗ୍ରେସର ଘାସିରାମ…

ମାତିଛି ମାଙ୍କଡ, ଆକ୍ରମଣରେ ୭ ଆହତ

କେନ୍ଦୁଝର: କେନ୍ଦୁଝର ଜିଲ୍ଲାର ଯୋଡା ଅଞ୍ଚଳରେ ସୋମବାର ଦିନ ଏକ ମାଙ୍କଡ଼ ଆକ୍ରମଣରେ ପ୍ରାୟ ସାତ ଜଣ ଲୋକ ଆହତ ହୋଇଛନ୍ତି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳର ଆତଙ୍କ ସୃଷ୍ଟି ହୋଇଛି। ସୂଚନା ଅନୁଯାୟୀ, ଏକ ମାଙ୍କଡ଼ଟି ଉତ୍ପାତ କରିବା ସହ ଅନେକ ଲୋକଙ୍କୁ ଆକ୍ରମଣ କରିଥିଲା। ଗତ ଦୁଇ ଦିନ…

ରାଜଧାନୀରେ ସେକ୍ସ ରାକେଟ ଘର ସିଲ୍ କଲା ପୋଲିସ, ଆଉ ଜଣେ ମହିଳା ଅଟକ

ଭୁବନେଶ୍ବର: ରାଜଧାନୀରେ ଝାଡଖଣ୍ଡର ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଆଉ ଜଣେ ମହିଳାଙ୍କୁ ଥାନାରେ ଅଟକ ରଖିଛି ପୋଲିସ । ଏହା ସହିତ ସଂପୃକ୍ତ ଘରକୁ ସିଲ୍‌ କରିବା ସହିତ ଘର ଭିତରେ ଥିବା ସମସ୍ତ କାଗଜପତ୍ରକୁ ମଧ୍ୟ ଜବତ କରିଛି ପୋଲିସ । ସିଲ୍‌ ହୋଇଥିବା ଘର ସାମ୍ନାରେ ବ୍ୟାପକ ପୋଲିସ…

ଦୁର୍ଗା ମଣ୍ଡପରେ ଚୋରି ଅଭିଯୋଗରେ ୬ ଗିରଫ

ଭୁବନେଶ୍ୱର: ଜଗତସିଂହପୁର କୁଜଙ୍ଗ ଅଞ୍ଚଳର ପଙ୍କପାଳ ଦୁର୍ଗା ମଣ୍ଡପରେ ଚୋରି ଅଭିଯୋଗରେ ୬ ଜଣଙ୍କୁ ଗିରଫ କରାଯାଇଛି। ପୋଲିସର ସୂଚନା ଅନୁଯାୟୀ, ଅଭିଯୁକ୍ତମାନେ ଦୁର୍ଗା ମଣ୍ଡପରୁ ପିତ୍ତଳ ବାସନ ଏବଂ ଅନ୍ୟାନ୍ୟ ମୂଲ୍ୟବାନ ଜିନିଷ ଚୋରି କରିଛନ୍ତି। ଯାହାକୁ ନେଇ ଭକ୍ତଙ୍କ ମଧ୍ୟରେ ବ୍ୟାପକ…

ଜୋତା କିଣିଦେବାକୁ କହି ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

ଫୁଲବାଣୀ: କନ୍ଧମାଳ ଦାରିଙ୍ଗିବାଡି ଅଞ୍ଚଳର ଏକ ଗାଁରେ ଜଣେ ବ୍ୟକ୍ତି ୮ମ ଶ୍ରେଣୀରେ ପଢ଼ୁଥିବା ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ୧୪ ବର୍ଷୀୟ ନାବାଳିକାଙ୍କୁ ଜୋତା କିଣିବା ବାହାନାରେ ପ୍ରଲୋଭିତ କରି ଦୁଷ୍କର୍ମ କରିଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ,…

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା, ଆଉ ୨ ଜଣଙ୍କୁ ଉଠାଇ ଆଣିଲା ପୋଲିସ

ବ୍ରହ୍ମପୁର: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ରୋମାଞ୍ଚକର ମୋଡ଼ । ଆଜି ପୁଣି ଭୁବନେଶ୍ବରରୁ ଦୁଇ ଜଣଙ୍କୁ ଉଠାଇ ନେଲା ପୋଲିସ । ଉଭୟଙ୍କୁ ଗୁଡେଇ ତୁଡେଇ ପ୍ରଶ୍ନ କରୁଛି ତଦନ୍ତକାରୀ ଟିମ୍ । ସେମାନଙ୍କ ଠାରୁ ଗୁରୁତ୍ବପୂର୍ଣ୍ଣ ତଥ୍ୟ ମିଳିଥିବା ପୋଲିସ କହିଛି । ତେବେ ଘଟଣାସ୍ଥଳରେ…

ରାଜ୍ୟର ସବୁଠୁ ଅଧିକ ବାୟୁ ପ୍ରଦୂଷିତ ସହର ଏହି ଜିଲ୍ଲା..

ଭୁବନେଶ୍ୱର: ଗୋଟେ ପଟେ ଦୀପାବଳି ପାଇଁ ଉତ୍ସବମୁଖର ଦେଶବାସୀ, ଅନ୍ୟପଟେ ବାୟୁ ପ୍ରଦୂଷଣ ପାଇଁ ଚିନ୍ତାରେ କେନ୍ଦ୍ର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ। ଦୀପାବଳି ପୂର୍ବରୁ ବିଗିଡ଼ିଲାଣି ଅନୁଗୁଳ ସହରର ବାୟୁର ଗୁଣବତ୍ତା। ଅନୁଗୁଳ ପାଲଟିଛି ରାଜ୍ୟର ସବୁଠୁ ଅଧିକ ବାୟୁ ପ୍ରଦୂଷିତ ସହର। କେନ୍ଦ୍ର…

ନୂଆପଡ଼ା ଉପନିର୍ବାଚନ: ନାମାଙ୍କନ ଭରିଲେ BJD ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ

ନୂଆପଡ଼ା: ନାମାଙ୍କନ ଭରିଲେ BJD ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ। ନୂଆପଡ଼ା ଉପନିର୍ବାଚନ ପାଇଁ ନାମାଙ୍କନ ଭରିଲେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ । ପ୍ରଥମେ ନୂଆପଡ଼ା ତେଲିପଡ଼ା ସ୍ଥିତ ଶିବ ମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ନିଜର ସମର୍ଥକଙ୍କ ଗହଣରେ ନୂଆପଡ଼ା ଉପ…