Latest Odisha News

BREAKING NEWS

Browsing Category

ଓଡିଶା

Odisha

ଗଜପତି ସଡ଼କ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା

ଭୁବନେଶ୍ୱର: ଗଜପତି ଜିଲ୍ଲାର ଆର୍.ଉଦୟଗିରିରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ଏଥିସହ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ୨ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇଛନ୍ତି । ମୃତକଙ୍କ ପରିବାର ବର୍ଗଙ୍କୁ ୨…

ପ୍ରବଚନ ଦେଇପାରିବେ ସାରଥୀ, ହାଇକୋର୍ଟ ଦେଲେ ଅନୁମତି

କଟକ: ସାରଥୀ ଅନୁଗାମୀଙ୍କ ପାଇଁ ଖୁସି ଖବର । କାରଣ ସାରଥୀଙ୍କୁ ପ୍ରବଚନ ବେଦାକୁ ଆଜି ଅନୁମତି ଦେଇଛନ୍ତି ହାଇକୋର୍ଟ । ଜୁଲାଇ ମାସରୁ ସେ ପ୍ରବଚନ ଦେବେ । ସର୍ବାଧିକ ୨୦୦ ଭକ୍ତଙ୍କୁ ନେଇ ସେ ପ୍ରବଚନ ସଭା କରିପାରିବେ ବୋଲି କୋର୍ଟ କହିଛନ୍ତି । ପ୍ରବଚନ ଦେବା ପାଇଁ ଅନୁମତି ଦେବାକୁ କୋର୍ଟଙ୍କ…

ସାମ୍ବାଦିକତା ନାଁରେ ହାଇପ୍ରୋଫାଇଲ୍ ଦଲାଲି

ଭୁବନେଶ୍ୱର: ଦିନକୁଦିନ ନକଲି ସାମ୍ବାଦିକଙ୍କ ପ୍ରାଦୁର୍ଭାବ ବଢିବାରେ ଲାଗିଛି । ମାତ୍ର କେଇଜଣ ନକଲି ସାମ୍ବାଦିକଙ୍କ ପାଇଁ ବଦନାମ ହେଉଛି ସାମ୍ବାଦିକ ଓ ସାମ୍ବାଦିକତା । ସାମ୍ନାକୁ ଆସୁଛି ଗୋଟିଏ ପରେ ଗୋଟିଏ କେଳଙ୍କାରୀ । ପୁଣିଥରେ ଜଣେ ନକଲି ସାମ୍ବାଦିକର କଳା କାରନାମା ପଦାରେ ପଡିଛି ।…

ମଦ୍ୟପ ସ୍ୱାମୀର ଉନ୍ମତ୍ତକାଣ୍ଡ, ସ୍ତ୍ରୀକୁ କାଠଫାଳିଆରେ ପିଟିପିଟି ହତ୍ୟା

ବାରିପଦା : ମୟୁରଭଞ୍ଜ ଜିଲ୍ଲା ମୋରଡ଼ା ଥାନା ଅନ୍ତର୍ଗତ ଗଡିଗାଁ ହାଣ୍ଡିଭଙ୍ଗା ଗାଁରେ ଅଭାବନୀୟ ଘଟଣା । ପାରିବାରିକ କଳହକୁ କେନ୍ଦ୍ର କରି କାଠଫାଳିଆ ପିଟିପିଟି ସ୍ତ୍ରୀକୁ ହତ୍ୟା କରିଛି ସ୍ୱାମୀ । ଏହା ପରେ ମୃତଦେହକୁ ଘର ପାଖରେ ପୋତିବାକୁ ଚେଷ୍ଟା କରୁଥିବା ବେଳେ ଗାଁ ଲୋକେ ହତ୍ୟାକାରୀ…

ରାଉରକେଲାରେ ଦେଶର ସର୍ବବୃହତ ହକି ଷ୍ଟାଡିୟମର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ରାଉରକେଲା: ରାଉରକେଲାରେ ଦେଶର ସର୍ବବୃହତ ହକି ଷ୍ଟାଡିୟମ ପାଇଁ ପଡିଛି ନିଅ । ମୁଖ୍ୟମନ୍ତ୍ରୀ ଏହି ଷ୍ଟାଡିଅମର ଶୁଭ ପକାଇ ଏହାକୁ ମହାନ ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ନାଁରେ ନାମିତ କରିଛନ୍ତି । ଆଜି ରାଉରକେଲାରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କରିବା ଉଦ୍ଦେଶ୍ୟରେ କହିଛନ୍ତି…

ଆର.ଉଦୟଗିରିରେ ଓଲଟିଲା ବରଯାତ୍ରୀ ମିନିଟ୍ରକ୍

ମୋହନା: ଗଜପତି ଆର.ଉଦୟଗିରି ଥାନା କଙ୍କଡାଗୁଡା ଘାଟିରେ ଓଲଟିଲା ବରଯାତ୍ରୀଙ୍କୁ ନେଇ ଯାଉଥିବା ମିନିଟ୍ରକ୍ । ଏଥିରେ ଏକାଧିକ ବରଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । ଉଦ୍ଧାର କାର୍ଯ୍ୟ ଚାଲିଥିବାରୁ ମୃତ୍ୟୁ ସଂଖ୍ୟା ସଠିକ୍ ଭାବେ ଜଣାପଡିପାରିନାହିଁ । ବର୍ରଯାତ୍ରୀଙ୍କୁ ନେଇ…

ହାତୀ ମୃତ୍ୟୁ ମାମଲା; କର୍ଲାପାଟ ଅଭୟାରଣ୍ୟ ଗସ୍ତରେ ପିସିସିଏଫ୍

କଳାହାଣ୍ଡି: ଗତ ଦୁଇ ସପ୍ତାହ ମଧ୍ୟରେ ୬ଟି ହାତୀର ମୃତ୍ୟୁ ପରେ ସ୍ଥିତି ଅନୁଧ୍ୟାନ ପାଇଁ ମଙ୍ଗଳବାର ଦିନ କଳାହାଣ୍ଡି ଜିଲ୍ଲାର କର୍ଲାପାଟ ବନ୍ୟପ୍ରାଣୀ ଅଭୟାରଣ୍ୟ ଗସ୍ତ କରିଛନ୍ତି ପିସିସିଏଫ୍ ଶଶି ପଲ୍। ପେଷ୍ଟେରେଲା ମଲ୍ଟୋସିଡା ବ୍ୟାକ୍ଟେରିଆ ଦ୍ଵାରା ସଂକ୍ରମିତ ହୋଇ ୬ଟି ହାତୀ…

ମୁଖ୍ୟମନ୍ତ୍ରୀଙ୍କ ରାଉରକେଲା ଗସ୍ତ ପୂର୍ବରୁ ଶତାଧିକ ବିଜେପି କର୍ମୀ ଅଟକ

ରାଉରକେଲା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ଗସ୍ତ ପୂର୍ବରୁ ମଙ୍ଗଳବାର ଦିନ ବିରୋଧ ପ୍ରଦର୍ଶନ ପାଇଁ ଯୋଜନା କରୁଥିବା ଶତାଧିକ ବିଜେପି ସମର୍ଥକଙ୍କୁ ପୋଲିସ ଅଟକ ରଖିଛି। ସୂଚନା ଅନୁଯାୟୀ, ସେକ୍ଟର-୮ ସ୍ଥିତ ଜୁବୁଲି ପାର୍କ ନିକଟରେ ବିଜେପି କର୍ମୀମାନେ ମୁଖ୍ୟମନ୍ତ୍ରୀଙ୍କ…

ରାଜ୍ୟବ୍ୟାପୀ ଘଣ୍ଟ ବାଡ଼େଇ ଏନଏମଏ ବାଇ ଲ’କୁ ବିରୋଧ

ଭୁବନେଶ୍ବର : ଏକାମ୍ରକ୍ଷେତ୍ର ପାଇଁ ଏନ୍‌ଏମ୍‌ଏ ଚିଠା ବାଇ ଲ' ପ୍ରତ୍ୟାହାର କରିବାକୁ ଜାରି ରହିଛି ପ୍ରତିବାଦ । ଏନେଇ ଆଜି ରାଜ୍ୟର ସବୁ ମନ୍ଦିରରେ ଘଣ୍ଟ ଘଣ୍ଟାମାଡ଼ କରି ପ୍ରତିବାଦ କରାଯାଇଛି । ଏନଏମଏ ବାଇ-ଲ’ ପ୍ରତ୍ୟାହାର ଦାବିରେ ନିଖିଳ ଓଡ଼ିଶା ସେବାୟତ କମିଟି ଡାକରାରେ ରାଜ୍ୟର ସବୁ…

ଆନ୍ଧ୍ର-ଓଡିଶା ସୀମା ବିବାଦ: ଫେବୃଆରୀ ୧୯ରେ ସୁପ୍ରିମକୋର୍ଟରେ ଶୁଣାଣି

ଭୁବନେଶ୍ୱର: ଆନ୍ଧ୍ରପ୍ରଦେଶ ସରକାରଙ୍କ ଦ୍ୱାରା କୋଟିଆ ପଞ୍ଚାୟତରେ ନିର୍ବାଚନ ନେଇ ଫେବୃଆରୀ ୧୯ରେ ସୁପ୍ରିମକୋର୍ଟରେ ଓଡିଶା ସରକାରଙ୍କ ଆବେଦନ ଉପରେ ଶୁଣାଣି ହେବ। ଏହା ପୂର୍ବରୁ ରାଜ୍ୟ ସରକାର କୋରାପୁଟ ଜିଲ୍ଲାପାଳଙ୍କୁ ସମସ୍ତ ଦସ୍ତାବିଜ ଏକଜୁଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।…