Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟର ୧୮ ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତ ଆଶଙ୍କା

ଭୁବନେଶ୍ୱର: ଫେବୃଆରୀ ୧୭ ତାରିଖରେ ଓଡିଶାର କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତ ସମ୍ଭାବନା ରହିଛି। ରାଜ୍ୟର ୧୮ରେ ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତ ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଜିଲ୍ଲାଗୁଡ଼ିକ ମଧ୍ୟରେ ଅନୁଗୁଳ, ବାଲେଶ୍ବର, ଭଦ୍ରକ, ବଲାଙ୍ଗୀର, ବୌଦ୍ଧ,…

ପଶ୍ଚିମ ଓଡିଶାର ୧୦ ଜିଲ୍ଲା ଓ ଆଠମଲ୍ଲିକରେ WODC କାର୍ଯ୍ୟାଳୟ ଖୋଲିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପଶ୍ଚିମ ଓଡିଶା ବିକାଶ ପରିଷଦର କାର୍ଯ୍ୟକ୍ରମ ସମୀକ୍ଷା କରିଛନ୍ତି। ଏହି ଅବସରରେ ପଶ୍ଚିମ ଓଡିଶାର ବିକାଶ ପାଇଁ ପରିଷଦର ବାର୍ଷିକ ଅନୁଦାନକୁ ଦୁଇ ଗୁଣ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ…

କଳାହାଣ୍ଡି କର୍ଲାପାଟ ହାତୀ ମୃତ୍ୟୁ ପ୍ରସଙ୍ଗ: ଜାତୀୟ ସ୍ତରର ବିଶେଷଜ୍ଞଙ୍କ ପରାମର୍ଶ ନେବାକୁ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କଳାହାଣ୍ଡିର କର୍ଲାପାଟ ଅଭୟାରଣ୍ୟରେ ଘଟୁଥିବା ହାତୀ ମୃତ୍ୟୁ ସଂପର୍କରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ସମୀକ୍ଷା କରିଛନ୍ତି । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଉଦବେଗ ପ୍ରକାଶ କରିବା ସହ ଜଙ୍ଗଲ ଓ ପରିବେଶ ବିଭାଗ ଏବଂ ପଶୁସଂପଦ ବିଭାଗ ମିଳିତ…

ବାଇ-ଲ ପ୍ରତ୍ୟାହାର ଦାବିରେ ଆସନ୍ତାକାଲି ସବୁ ମନ୍ଦିରରେ ଘଣ୍ଟ ବାଡ଼େଇ ପ୍ରତିବାଦ

ଭୁବନେଶ୍ବର : ଏକାମ୍ରକ୍ଷେତ୍ର ପାଇଁ ଏନ୍‌ଏମ୍‌ଏ ଚିଠା ବାଇ-ଲ ପ୍ରତ୍ୟାହାର ନେଇ ଜୋରଦାର ହେବାକୁ ଯାଉଛି ପ୍ରତିବାଦ । ନିଖିଳ ଓଡ଼ିଶା ସେବାୟତ କମିଟି ପକ୍ଷରୁ ଆସନ୍ତାକାଲି ରାଜ୍ୟର ସବୁ ମନ୍ଦିରରେ ଘଣ୍ଟ ଘଣ୍ଟା ମାଡ଼ କରି ପ୍ରତିବାଦ କରାଯିବ । ସକାଳ ୧୦ଟାରୁ ଏହି ପ୍ରତିବାଦ ଆରମ୍ଭ ହେବା ନେଇ…

ପୋଷ୍ଟର ମାରିଥିବା ବନ୍ଧୁଙ୍କୁ ଧନ୍ୟବାଦ: ଅପରାଜିତା ଷଡଙ୍ଗୀ

ଭୁବନେଶ୍ୱର: ନିଜ ନିଖୋଜ ପୋଷ୍ଟର ନେଇ ସାଂସଦ ଅପରାଜିତା ଷଡଙ୍ଗୀ ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ନିଜ ପ୍ରତିକ୍ରିୟା ରଖିଛନ୍ତି । ସେ ପୋଷ୍ଟର ଲଗାଇଥିବାରୁ ବନ୍ଧୁମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏଥି ସହ ସେ କହିଥିଲେ ଯେ, 'ସଂସଦ ଚାଲିଥିବାରୁ ମୁଁ ଦିଲ୍ଲୀରେ ଉପସ୍ଥିତ ଥିଲି । ମୁଁ ପୁଣି…

ତେଜିଲା ବାଇ-ଲ’ ବିବାଦ : ରାଜ୍ୟ ସରକାରଙ୍କୁ ଅପରାଜିତାଙ୍କ ୫ଟି ପ୍ରଶ୍ନ

ଭୁବନେଶ୍ବର : ଭୁବନେଶ୍ବରର ଅନନ୍ତ ବାସୁଦେବ ଓ ବ୍ରହ୍ମେଶ୍ବର ମନ୍ଦିର ନେଇ ଜାରି ବାଇ-ଲ’ ବିଜ୍ଞପ୍ତି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ କଡ଼ା ଜବାବ ଦେଇଛନ୍ତି ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ । ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସରକାରଙ୍କୁ ୫ଟି ପ୍ରଶ୍ନ ପଚାରିଛନ୍ତି ଅପରାଜିତା ।…

ନେତାଜୀ ଟର୍ମିନାଲକୁ ହାଇକୋର୍ଟଙ୍କ ଅନୁମତି

କଟକ : କଟକରେ ନେତାଜୀ ବସ ଟର୍ମିନାଲକୁ ଅନୁମତି ଦେଲେ ହାଇକୋର୍ଟ । ଖାନନଗରରେ ବସ ଟର୍ମିନାଲ ନେଇ ହୋଇଥିବା ଜନସ୍ୱାର୍ଥ ମାମଲା ଖାରଜ। ଏହା ରାଜ୍ୟ ସରକାରଙ୍କ ପଲିସି ନିଷ୍ପତ୍ତି ହୋଇଥିବାରୁ ଏଥିରେ ହସ୍ତକ୍ଷେପ କରିବାକୁ ହାଇକୋର୍ଟ ମନା କରିଛନ୍ତି । ଅନ୍ତରୀଣ ସ୍ଥିତାବସ୍ଥାକୁ ପ୍ରତ୍ୟାହାର…

ପରଲୋକରେ ଟ୍ୟାଙ୍କ ମ୍ୟାନ୍ ମେଜର ଜେନେରାଲ ବସନ୍ତ ମହାପାତ୍ର

ଭୁବନେଶ୍ୱର: ଅବସରପ୍ରାପ୍ତ ମେଜର ଜେନେରାଲ ବସନ୍ତ କୁମାର ମହାପାତ୍ରଙ୍କ ପରଲୋକ ଘଟିଛି । ଆଜି ତାଙ୍କ ଭୁବନେଶ୍ୱରସ୍ଥିତ ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ହୃଦଘାତରେ ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା । ଶେଷ ଦର୍ଶନ ପାଇଁ ତାଙ୍କୁ କଟକ ଚାନ୍ଦିନୀଚୌକ…

ଢେଙ୍କାନାଳରେ ଦୁଇ ନାବାଳିକାଙ୍କ ଉପରେ ଚଢିଗଲା ପିକ୍ ଅପ୍ ଭ୍ୟାନ

ଢେଙ୍କାନାଳ: ଟାଉନ ବଜାର ସ୍ଥିତ ଚାଜିଚୌକ ଛକରେ ଦୁର୍ଘଟଣା । ରଙ୍ଗରୁଟରେ ଆସୁଥିବା ଏକ ପିକ୍ ଅପ୍ ଭ୍ୟାନ ଦୁଇ ଶିଶୁଙ୍କ ଉପରେ ଚଢିଯିବାରୁ ଘଟଣାସ୍ଥଳରେ ସେମାନଙ୍କର ମୃତ୍ୟୁ ହୋଇଛି । ଏଥିରେ ଅନ୍ୟ ଜଣେ ଶିଶୁ ଗୁରୁତର ଅଛନ୍ତି । ତାଙ୍କୁ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।…

ବାଇ-ଲ ପ୍ରତ୍ୟାହାର ପ୍ରସଙ୍ଗରେ କେନ୍ଦ୍ରକୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ଏକାମ୍ର କ୍ଷେତ୍ରର ଦୁଇ ମନ୍ଦିର ଅନନ୍ତବାସୁଦେବ ଓ ବ୍ରହ୍ନେଶ୍ୱର ମନ୍ଦିରରୁ ବାଇ ଲ’ ପ୍ରତ୍ୟାହାର କରି୍‌ବା ନେଇ କେନ୍ଦ୍ରକୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ । ବିକାଶରେ ବାଧା ସୃଷ୍ଟି କରୁଥିବାରୁ ବାଇ-ଲ ପ୍ରତ୍ୟାହାର ପାଇଁ କେନ୍ଦ୍ର ସଂସ୍କୃତି ସଚିବ ରାଘବେନ୍ଦ୍ର ସିଂଙ୍କୁ…