Latest Odisha News

BREAKING NEWS

Browsing Category

ଓଡିଶା

Odisha

ବନ୍ଦର ଭିନ୍ନ ଦିଗ; ଭୁବନେଶ୍ୱରରେ ସାଇକେଲ ଚଳାଇ ସୁରଙ୍କ ପ୍ରତିବାଦ, ଆଠଗଡ଼ରେ ଆନ୍ଦୋଳନକାରୀ ବାଣ୍ଟୁଛନ୍ତି ଚକଲେଟ୍

ଭୁବନେଶ୍ୱର: କଂଗ୍ରେସ ବନ୍ଦ ଡାକରା ଦେଲେ ପ୍ରାୟତଃ ଲୋକେ ଡରି ଯାଆନ୍ତି । କାରଣ କଂଗ୍ରେସ ଯେତେବେଳେ ବି ବନ୍ଦ ପାଳନ କରିଛି । ସେତେବେଳେ ଛୋଟ ମୋଟ ହିଂସା ଘଟିଛି । ତେବେ ଆଜି କଂଗ୍ରେସ ପକ୍ଷରୁ ଦିଆଯାଇଥିବା ବନ୍ଦରେ କୌଣସି ସ୍ଥାନରେ କିଛି ହିଂସା ଦେଖିବାକୁ ମିଳିନାହିଁ । କଂଗ୍ରେସ କର୍ମୀ…

ଆଜି ଅପରାହ୍ନରେ ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକ

ପୁରୀ: ଆଜି ଅପରାହ୍ନରେ ପୁରୀରେ ବସୁଛି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ଶ୍ରୀମନ୍ଦିର ଚତୁପାର୍ଶ୍ୱ ଐତିହ୍ୟ କରିଡର ଓ ସୁରକ୍ଷା ଜୋନ ଯୋଜନାର ଚୁଡାନ୍ତ ପ୍ଲାନକୁ ଅନୁମୋଦନ କରାଯାଇପାରେ ।ଏଥିସହ…

ଖୋର୍ଦ୍ଧାରେ କଂଗ୍ରେସର ବନ୍ଦ ପାଳନ ପ୍ରଭାବ, ଶୂନଶାନ ସହର

ଖୋର୍ଦ୍ଧା: ରାଜ୍ୟବ୍ୟାପୀ କଂଗ୍ରେ ଦେଇଥିବା ଓଡ଼ିଶା ବନ୍ଦ ପ୍ରଭାବ ଖୋର୍ଦ୍ଧାରେ ବି ଦେଖିବାକୁ ମିଳିଛି । ସକାଳୁ ସକାଳୁ କଂଗ୍ରେସ ନେତା ଓ କର୍ମୀ ରାଜରାସ୍ତାକୁ ଓହ୍ଲାଇଛନ୍ତି । ବିଭିନ୍ନ ସ୍ଥାନରେ ପିକେଟିଂ କରିବା ସହ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି । ବନ୍ଦ ରହିଛି ଦୋକାନବଜାର,…

ରାଜ୍ୟରେ ଆଜିଠୁ କୋଭିଡ୍ ଟିକାର ଦ୍ୱିତୀୟ ଡୋଜ୍

ଭୁବନେଶ୍ୱର: ରାଜ୍ୟରେ ଆଜିଠୁ ଆରମ୍ଭ ହେଉଛି କୋଭିଡ୍ ଟିକାର ଦ୍ୱିତୀୟ ଡୋଜ୍ । ପ୍ରଥମ ପର୍ଯ୍ୟାୟରେ ଟିକା ନେଇଥିବା ସ୍ୱାସ୍ଥ୍ୟକର୍ମୀଙ୍କୁ ଆଜିଠାରୁ ଦ୍ୱିତୀୟ ଡୋଜ ଦିଆଯିବ । ନିର୍ଦ୍ଧାରିତ ତାରିଖ ଅନୁସାରେ ପର୍ଯ୍ୟାୟ କ୍ରମେ ସମସ୍ତଙ୍କୁ ଦିଆଯିବ ଦ୍ୱିତୀୟ ଡୋଜ୍ । ଯେଉଁମାନେ କୋଭିସିଲ୍ଡ…

ତୈଳ ଦର ବୃଦ୍ଧି ପ୍ରତିବାଦ: ପ୍ରଧାନମନ୍ତ୍ରୀଙ୍କ ବେଶରେ ଶଗଡ଼ ଉପରେ ବସି ସହର ପରିକ୍ରମା

ଉମରକୋଟ: ତୈଳ ଦର ବେଲଗାମ । ପାଖାପାଖି ୯୦ ଛୁଇଁଲାଣି ପେଟ୍ରୋଲ ଓ ଡିଜେଲ ଦାମ । ଦର ବୃଦ୍ଧି ପ୍ରତିବାଦରେ ନବରଙ୍ଗପୁର ଜିଲ୍ଲା ଉମରକୋଟରେ ଅଭିନବ ଉପାୟରେ ଓଡ଼ିଶା ବନ୍ଦ ପାଳନ କରୁଛି କଂଗ୍ରେସ । ଶଗଡ ଗାଡିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବେଶରେ ସହର ପରିକ୍ରମା । ଜଣେ ଯୁବକ ନିଜକୁ…

ସାଙ୍ଗକୁ ଆଣିବାକୁ ଯାଇଥିବା ବେଳେ ଦୁର୍ଘଟଣା ନେଲା ଜୀବନ, ୨ ଜଣ ଆହତ

ବାଲେଶ୍ୱର: କଟକରୁ ସାଙ୍ଗ ଗାଁକୁ ଫେରୁଥିଲା । ଆଉ ଦୁଇ ଜଣ ସାଙ୍ଗ ତାକୁ ଆଣିବା ପାଇଁ ବାଇକ ଯୋଗେ ବସ ପାଖକୁ ଯାଇଥିଲେ । ଫେରିବା ବାଟରେ ଛକି ରହିଥିଲା ମୃତ୍ୟୁ । ଏକ କାର ସହ ବାଇକର ଧକ୍କା ହୋଇଥିଲା । ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଆହତ ହୋଇଛନ୍ତି । ବାଲେଶ୍ୱର…

କଂଗ୍ରେସର ଓଡ଼ିଶା ବନ୍ଦ, ବିଭିନ୍ନ ସ୍ଥାନରେ କର୍ମୀଙ୍କ ପିକେଟିଂ

ଭୁବନେଶ୍ୱର: ତୈଳଦର ବୃଦ୍ଧି ପ୍ରତିବାଦ ଓ ଅନ୍ୟ ପ୍ରସଙ୍ଗକୁ ଆଜି ଓଡ଼ିଶା କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ସକାଳ ୭ଟାରୁ ଦିନ ଗୋଟାଏ ଯାଏ ବନ୍ଦ ଡାକରା ଦେଇଛି ଦଳ । ସକାଳୁ ସକାଳୁ ରାଜଧାନୀରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି । କଂଗ୍ରେସର ଓଡ଼ିଶା ବନ୍ଦ ପାଳନ ଯୋଗୁଁ…

ଓଡ଼ିଆ ଟିଭି ଚାନେଲ ନନ୍ଦିଘୋଷ ପକ୍ଷରୁ ଜାତି ନନ୍ଦିଘୋଷ କନକ୍ଳେଭ ଆୟୋଜିତ

ଭୁବନେଶ୍ୱର : ଓଡ଼ିଆ ଟିଭି ଚାନେଲ ନନ୍ଦିଘୋଷର ବର୍ଷପୂର୍ତ୍ତି ଉପଲକ୍ଷେ  'ଜାତି ନନ୍ଦିଘୋଷ କନକ୍ଳେଭ'  ଆୟୋଜିତ ହୋଇଯାଇଛି ।   ଏହି ଅବସରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡ଼ଃ ) ମନୋଜରଞ୍ଜନ ନାୟକଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ପ୍ରଫେସର ନାୟକଙ୍କ…

କାଲି ୭ ଘଣ୍ଟା ପାଇଁ ଗଡ଼ିବନି ମୋ ବସ୍

ଭୁବନେଶ୍ବର : ଆସନ୍ତାକାଲି ୬ ଘଣ୍ଟିଆ ଓଡ଼ିଶା ବନ୍ଦ କରୁଛି କଂଗ୍ରେସ । ପେଟ୍ରୋଲ, ଡିଜେଲ ଓ ଗ୍ୟାସ ଦରକୁ ବୃଦ୍ଧି କରି ବନ୍ଦ ପାଳନ କରାଯାଉଛି । ଏହି ସମୟରେ ଦୋକାନ ବଜାର ସହ ଗାଡି ଚଳାଚଳ ବନ୍ଦ ରହିବ । ବନ୍ଦକୁ ଦୃଷ୍ଟିରେ ରଖି ଆସନ୍ତାକାଲି ୭ ଘଣ୍ଟା ପାଇଁ ଗଡିବନି ମୋ ବସ୍ । ଏନେଇ…

ତୈଳଦର ବୃଦ୍ଧି ପ୍ରସଙ୍ଗରେ ସଞ୍ଜୟ ଦାସବର୍ମାଙ୍କ ଦାବି : ବର୍ଦ୍ଧିତ ସେସ୍ ପ୍ରତ୍ୟାହାର କରୁ କେନ୍ଦ୍ର

ଭୁବନେଶ୍ବର : ଗତ ୬ ବର୍ଷ ଭିତରେ ଦେଶରେ ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟ ହୁ ହୁ ହୋଇ ବଢ଼ିଚାଲିଛି । କୋଭିଡ଼ ମହାମାରୀ ପରେ ଗରିବ, ମଧ୍ୟବିତ୍ତ ଶ୍ରେଣୀ ଲୋକ ଦରବୃଦ୍ଧି ଯୋଗୁ ବେଶି ହନ୍ତସନ୍ତ ହେଉଛନ୍ତି । ପେଟ୍ରୋଲ୍, ଡିଜେଲ୍ ଓ ପେଟ୍ରୋଲିୟମ୍ ଉତ୍ପାଦ ଉପରେ ନୂତନ ସେସ୍ ଲାଗୁ ଯୋଗୁ ଦରଦାମ୍…