Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଦେଶୀ ଶିକ୍ଷାର୍ଥୀଙ୍କୁ ଆକୃଷ୍ଟ କରିବାରେ କିଟ୍‍ ଦେଶର ୫ମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର: ଉଚ୍ଚଶିକ୍ଷା ପାଇଁ ଓଡ଼ିଶା ବିଦେଶୀ ଛାତ୍ରଛାତ୍ରୀଙ୍କର ଏକ ପସନ୍ଦଯୋଗ୍ୟ ହବ୍‍ ରେ ପରିଣତ ହୋଇଛି। ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ବୃତ୍ତିଗତ ପ୍ରତିଷ୍ଠାନଗୁଡ଼ିକରେ ବିଦେଶୀ ଶିକ୍ଷାର୍ଥୀଙ୍କ ସଂଖ୍ୟା କ୍ରମାଗତ ବୃଦ୍ଧି ପାଉଛି ବୋଲି ନିକଟରେ ନିତି ଆୟୋଗର ରିପୋର୍ଟ ପ୍ରକାଶ…

Scbରେ ଅଘଟଣ; ସିଲିଂ ଖସି ରୋଗୀ ଆହତ

କଟକ: କଟକର ଏସସିବି ମେଡିକାଲର ପୁରୁଣା ମେଡିସିନ ୱାର୍ଡର ପ୍ରଥମ ମହଲାରେ ବୁଧବାର ଅପରାହ୍ନ ପ୍ରାୟ ୩ଟା ସମୟରେ ଫଲ୍ସ ସିଲିଂର ଏକ ଅଂଶ ହଠାତ୍ ଭୁଶୁଡ଼ି ପଡ଼ିଥିଲା। ଯାହାଫଳରେ ସିଲିଂ ପ୍ଲାଷ୍ଟରର ଏକ ଖଣ୍ଡ ଜଣେ ବୃଦ୍ଧ ରୋଗୀଙ୍କ ମୁଣ୍ଡ ଉପରେ ପଡିଯିବାରୁ ସେ ଆହତ ହୋଇଯାଇଥିଲେ।ଘଟଣା ପରେ…

paddy collection: କାଲିଠୁ ସ୍ବାଭାବିକ ହେବ ମଣ୍ଡିରୁ ଧାନ ଉଠାଣ; ସର୍ତ୍ତମୂଳକ ଭାବେ ଆନ୍ଦୋଳନରୁ ଓହରିଲା ମିଲର୍ସ ସଂଘ

ଭୁବନେଶ୍ବର: ସରକାରଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଓହରିଲା ମିଲର୍ସ ସଂଘ । ଗୁରୁବାର ଠାରୁ ସ୍ୱାଭାବିକ ହେବ ଧାନ ସଂଗ୍ରହ ପ୍ରକ୍ରିୟା । ଏନେଇ ସୂଚନା ଦେଲେ ମିଲର୍ସ ସଂଘ ସମ୍ପାଦକ ଲକ୍ଷ୍ମୀ ନାରାୟଣ ଦାସ । ସେ କହିଛନ୍ତି ଯେ, ୧୫ ଦିନ ଭିତରେ ସରକାର ଦାବି ପୂରଣ କରିବାକୁ ପ୍ରତିଶ୍ରୁତି…

ନବୋଦୟ ବିଦ୍ୟାଳୟ ଜଣ୍ଡିସ ବ୍ୟାପିବା ଘଟଣା;ଆସନ୍ତା ୧୪ ତାରିଖ ଯାଏଁ ସ୍କୁଲ ଛୁଟି

ଭୁବନେଶ୍ବର:ଖୋର୍ଦ୍ଧା ଗୁରୁଜଙ୍ଗସ୍ଥିତ ପିଏମ୍‌ଶ୍ରୀ ସ୍କୁଲ ଜବାହର ନବୋଦୟ ବିଦ୍ୟାଳୟରେ ଜଣ୍ଡିସ ଆକ୍ରାନ୍ତ ଘଟଣା । ନବୋଦୟ ବିଦ୍ୟାଳୟ ଅଧ୍ୟକ୍ଷ ଆସନ୍ତା ୧୪ ତାରିଖ ଯାଏ ବନ୍ଦ ଘୋଷଣା କରିଛନ୍ତି । ଏପରିକି ନିଜ ପିଲାଙ୍କୁ ନେଇଯିବା ଲାଗି ଅଭିଭାବକଙ୍କୁ ନିର୍ଦ୍ଦେଶ ଜାରି ହୋଇଛି। ଦିଲ୍ଲୀ,…

ହୀରାକୁଦରେ ଚାଲିଛି ପକ୍ଷୀ ଗଣନା, ୧୮ରେ…

ଭୁବନେଶ୍ୱର: ହୀରାକୁଦ ଜଳଭଣ୍ଡାର ଏବଂ ଅନ୍ୟାନ୍ୟ ପ୍ରମୁଖ ଆର୍ଦ୍ରଭୂମି ସ୍ଥାନରେ ପକ୍ଷୀ ଗଣନା ଚାଲିଛି। ଯେଉଁଥିରେ ରାଜ୍ୟକୁ ଆସୁଥିବା ପ୍ରବାସୀ ପକ୍ଷୀଙ୍କ ସମ୍ପର୍କରେ ଜଣାପଡ଼ିବ। ହୀରାକୁଦ ବ୍ୟତୀତ ଚିଲିକା, ନଳବଣ, ମଙ୍ଗଳାଯୋଡି, ଭିତରକନିକା ଏବଂ ନନ୍ଦନକାନନ ଭଳି ପ୍ରମୁଖ ସ୍ଥାନଗୁଡ଼ିକରେ…

Census 2026: ଏପ୍ରିଲରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା

ଭୁବନେଶ୍ୱର: ଚଳିତ ବର୍ଷ ଓଡ଼ିଶାରେ ଏପ୍ରିଲରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା। ଓଡ଼ିଶାର ଜନଗଣନା କାର୍ଯ୍ୟ ନିର୍ଦ୍ଦେଶକ ନିଖିଲ ପବନ କଲ୍ୟାଣଙ୍କ ଅନୁଯାୟୀ, ଜନଗଣନା କାର୍ଯ୍ୟ ଦୁଇଟି ପର୍ଯ୍ୟାୟରେ କରାଯିବ। ପ୍ରଥମ ପର୍ଯ୍ୟାୟ ଏପ୍ରିଲରୁ ହେବାକୁ ଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ…

Aparajita sarangi meets Nitin gadkari: ନୀତିନ ଗଡକରୀଙ୍କୁ ଭେଟିଲେ ଅପରାଜିତା ଷଡଙ୍ଗୀ, ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ: ଆଜି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ନୂଆଦିଲ୍ଲୀରେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀଙ୍କୁ ସାକ୍ଷାତ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି । ଏହି ଅବସରରେ ୩ଟି ମୁଖ୍ୟ ଦାବି ରଖିଥିଲେ ଭୁବନେଶ୍ୱର…

ଆୟୁଷ ଡାକ୍ତର କେବଳ ଆୟୁର୍ବେଦିକ ଔଷଧ ଲେଖିପାରିବେ

ଭୁବନେଶ୍ୱର: ଆୟୁଷ ଡାକ୍ତର କେବଳ ଆୟୁର୍ବେଦିକ ଔଷଧ ଲେଖିପାରିବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱାସ୍ଥ୍ୟ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରିଛନ୍ତି। ଏଥିରେ ମୁଖ୍ୟତଃ ସ୍ୱାସ୍ଥ୍ୟ ଭିତ୍ତିଭୂମିର ଉନ୍ନତିକରଣ ଉପରେ ଗୁରୁତ୍ୱ ଦିଆଯାଇଥିଲା। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ…

ଜିଦରେ ଅଟଳ ଡାକ୍ତର ସଂଘ; ଏସମା ଲାଗୁ ପରେ ବି ଆନ୍ଦୋଳନ ଜାରି…

ଭୁବନେଶ୍ବର: ଓଡ଼ିଶା ଅତ୍ୟାବଶ୍ୟକ ସେବା (ରକ୍ଷଣାବେକ୍ଷଣ) ଆଇନ, ୧୯୮୮ (ଏସମା) ଅନୁଯାୟୀ ଡାକ୍ତରଙ୍କ ଧର୍ମଘଟକୁ ନିଷେଧ କରାଯିବା ପରେ ମଧ୍ୟ ଜିଦରେ ଅଟଳ ଡାକ୍ତର ସଂଘ। ସରକାରୀ ଡାକ୍ତରମାନେ ବୁଧବାର ଦୁଇ ଘଣ୍ଟା ପାଇଁ ଓପିଡି ସେବାକୁ ସ୍ଥଗିତ ରଖି ସେମାନଙ୍କର ଆନ୍ଦୋଳନ ଜାରି ରଖିଛନ୍ତି।…

Bhitarkanika Closed: ପର୍ଯ୍ୟଟକଙ୍କ ପାଇଁ ୩ ଦିନ ଭିତରକନିକା ମନା

ପଟ୍ଟାମୁଣ୍ଡାଇ: ଆସନ୍ତାକାଲିଠୁ ପର୍ଯ୍ୟଟକଙ୍କ ପାଇଁ ୩ ଦିନ ଭିତରକନିକା ମନା। କୁମ୍ଭୀର ଗଣନା ପାଇଁ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ୩ ଦିନ ଭିତରକନିକା ବନ୍ଦ ରହିବ। ଭିତରକନିକା ସଂଲଗ୍ନ ନଦୀ ନାଳରେ ହେବ ଗଣନା। ଏନେଇ ସୂଚନା ଦେଇଛନ୍ତି ରାଜନଗର DFO। କୁମ୍ଭୀର ଗଣନା ସମୟରେ ନଦୀରେ ବୋଟ ଚଳାଚଳ କଲେ…