Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୁଣି ବଢ଼ିଲା ତୈଳଦର, ମାଲକାନଗିରି ଜିଲ୍ଲାରେ ୯୪ ଟଙ୍କା ଡେଇଁଲା ପେଟ୍ରୋଲ

ଭୁବନେଶ୍ୱର: ହୁ ହୁ ହୋଇ ବଢ଼ିଚାଲିଛି ତୈଳଦର । ରାଜ୍ୟର ୨୦ଟି ଜିଲ୍ଲାରେ ପେଟ୍ରୋଲ ଦାମ ୯୦ ଟଙ୍କା ଉପରେ ରହିଛି । ରାଜ୍ୟର ପେଟ୍ରୋଲର ସର୍ବାଧିକ ଦର ମାଲକାନଗିରି ଜିଲ୍ଲାରା ଲିଟର ପିଛା ୯୪ ଟଙ୍କା ୮ ପଇସା ରହିଛି । ଲଗାତାର ଦୈଳଦର ବଢ଼ୁଥିବା ବେଳେ ଆସନ୍ତାକାଲି ୬ ଘଣ୍ଟିଆ ହରତାଳ ଡାକରା…

ପୁରୀ ପୋଲିସର ସ୍ପେଶାଲ୍ ଅପରେସନ: ବିଭିନ୍ନ ସ୍ଥାନରୁ ୧୦ ଡକାୟତ ଗିରଫ

ପୁରୀ: ଅପରାଧୀଙ୍କୁ ସାବାଡ କରୁଛି ପୁରୀ ପୋଲିସ । ବିଭିନ୍ନ ସ୍ଥାନରେ ରେଡ୍ କରି ଡକାୟତଙ୍କୁ ପିନ୍ଧାଉଛି ହାଡ଼କଡ଼ି । ପୁରୀ ବଳିଆପଣ୍ଡା ଓ ପିପିଲି ଅଞ୍ଚଳରୁ ୧୦ ଜଣ ଲୁଟେରାଙ୍କୁ ଗିରଫ କରିଛି ପୁରୀ ପୋଲିସ । ସେମାନଙ୍କ ନିକଟରୁ ବିଭିନ୍ନ ପ୍ରକାର ମାରଣାସ୍ତ୍ର ବି ଜବତ ହୋଇଛି । ପୁରୀ…

ପୋଡ଼ି ହୋଇ ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

କେନ୍ଦ୍ରାପଡ଼ା: ନିଆଁରେ ପୋଡ଼ି ହୋଇ ସ୍ତ୍ରୀ ମୃତ । ଗୁରୁତର ଅବସ୍ଥାରେ ସ୍ୱାମୀ ହସ୍ପିଟାଲରେ ଭର୍ତ୍ତି । ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ଅରଡପଲ୍ଲୀ ଗାଁରେ । ଗତକାଲି ବିଳମ୍ବିତ ରାତିରେ ଏହି ଅଘଟଣ ଘଟିଛି । ଘର ଭିତରେ ପୋଡ଼ି ହୋଇ…

ମାଲକାନଗିରିରୁ ହନୁମାନ ପଇସା ରାକେଟର ପର୍ଦ୍ଦାଫାସ, ୩ ଗିରଫ

ମାଲକାନଗିରି: ହନୁମାନ ପଇସା ରାକେଟ୍‌ର ପର୍ଦ୍ଦାଫାସ୍‌ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡାରୁ ଗିରଫ ହୋଇଛନ୍ତି ୩ ଜଣ । ଚିତ୍ରକୋଣ୍ଡା ବଜାରରେ ଜଣଙ୍କ ଘରେ ଚଢ଼ାଉ ବେଳେ ବିପୁଳ ପରିମାଣର ହନୁମାନ ପଇସା, ରତ୍ନ ପଥର, ହରିଣ ଛାଲ ଓ ଡବଲ ବ୍ୟାରେଲ ବନ୍ଧୁକ ଜବତ କରିଛି ଚିତ୍ରତକୋଣ୍ଡା ଥାନା…

ବାଲୁକା କଳାରେ ଭାଲେଣ୍ଟାଇନ୍ ଡେ’ ଶୁଭେଚ୍ଛା, ଦେଶକୁ ଭଲ ପାଇବାର ବାର୍ତ୍ତା ଦେଲେ ସୁଦର୍ଶନ

ପୁରୀ: ଆଜି ଭଲେଣ୍ଟାଇନ ଡେ' ବା ପ୍ରେମ ଦିବସ । ଏହି ଅବସରରେ ପୁରୀ ବେଳାଭୂମିରେ ଏକ ସୁନ୍ଦର ବାଲୁକା କଳା ନିର୍ମାଣ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁନ୍ଦର୍ଶନ ପଟ୍ଟନାୟକ । ବାଲୁକା କଳାରେ ପ୍ରେମ ଦିବସର ଶୁଭେଚ୍ଛା ଜଣାଇବା ସହ ସୁନ୍ଦର ବାର୍ତ୍ତା ବି ଦେଇଛନ୍ତି । ଭାଲେଣ୍ଟାଇନ…

ବିଳମ୍ବିତ ରାତିରେ ରାଜଧାନୀରେ ବୋମା ମାଡ଼

ଭୁବନେଶ୍ୱର: ଗତକାଲି ବିଳମ୍ବିତ ରାତିରେ ରାଜଧାନୀ ଭୁବନେଶ୍ୱରରେ ହୋଇଛି ବୋମାମାଡ଼ । କଳ୍ପନା ଛକରୁ ଲକ୍ଷ୍ମୀସାଗର ରାସ୍ତା ମଧ୍ୟରେ ଥିବା ଏକ ବାର୍ ସମ୍ମୁଖରେ ଏହି ବୋମା ମାଡ଼ ହୋଇଥିଲା । ତେବେ ଏହାର ଶବ୍ଦ ଏତେ ପ୍ରଖର ଥିଲା ଯେ ପ୍ରକମ୍ପି ଉଠିଥିଲା ପୁରା ଅଞ୍ଚଳ। ଏହାକୁ ନେଜ ଆଖପାଖରେ ଥିବା…

ବଡ଼ ଦେଉଳରେ ଭକ୍ତଙ୍କ ଗହଳି; ଦୁର୍ଲଭ ପଦ୍ମବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ: ଦୁର୍ଲଭ ପଦ୍ମବେଶରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ରାତିରେ ବଡ଼ସିଂହାର ବେଶରେ ମହାପ୍ରଭୁଙ୍କୁ ପଦ୍ମବେଶ କରାଯାଇଛି ।ଏହାପରେ ମହାପ୍ରଭୁଙ୍କୁ ପହଡ଼ ପଡିଥିଲା । ଏହି ଦୁର୍ଲଭ ପଦ୍ମ ବେଶରେ ଆଜି ମହାପ୍ରଭୁ ମଙ୍ଗଳ ଆଳତି କରାଯାଇଛି । ଆଜି ସକାଳେ ଅବକାଶ ନୀତି ଯାଏଁ ଭକ୍ତ ଏବଂ…

ରାଜ୍ୟରେ ବର୍ଷା ଆଶଙ୍କା, ୧୧ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ଆସନ୍ତା ଫେବୃଆରୀ ୧୬ ଓ ୧୭ ତାରିଖ ବେଳକୁ ଓଡିଶାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗର ଆଞ୍ଚଳିକ କେନ୍ଦ୍ର ଅନୁଯାୟୀ, ଫେବୃଆରୀ ୧୬ ସକାଳ ୮ଟା ୩୦ମି.ରୁ ଫେବୃଆରୀ ୧୭ ତାରିଖ ସକାଳ ୮ଟା ୩୦ମି. ମଧ୍ୟରେ ନୂଆପଡା, ବରଗଡ,…

ବାଇ-ଲ’ ବିବାଦ, ଟ୍ୱିଟରରେ ଅନୁଭବ-ଅପରାଜିତା ମୁହାଁମୁହିଁ

ଭୁବନେଶ୍ୱର: ଏକାମ୍ର କ୍ଷେତ୍ର ଲାଗି ଜାତୀୟ ସ୍ମାରକୀ ପ୍ରାଧିକରଣ (NMA)ର ପ୍ରସ୍ତାବିତ ବାଇ-ଲ’କୁ ଭୁବନେଶ୍ୱର ବିରୋଧ । ସେବାୟତଙ୍କ ଠାରୁ ନେଇ ସାଧାରଣ ଲୋକ ଏହାକୁ ବିରୋଧ କରୁଛନ୍ତି । ଖୋଦ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି କେନ୍ଦ୍ର ତୁରନ୍ତ ପ୍ରସ୍ତାବିତ ବାଇ-ଲ’ ପ୍ରତ୍ୟାହାର…

ଦେଶରେ ପ୍ରଥମ ସିଏନଜି ଟ୍ରାକ୍ଟରର ଶୁଭାରମ୍ଭ

ନୂଆଦିଲ୍ଲୀ : ଦେଶରେ ଶୁଭାରମ୍ଭ ହେଲା ପ୍ରଥମ ସିଏନଜି ଟ୍ରାକ୍ଟର । କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏହି ସିଏନଜି ଟ୍ରାକ୍ଟରର ଶୁଭାରମ୍ଭ କରିଛନ୍ତି । ଏହି ସିଏନଜି ଟ୍ରାକ୍ଟର ବ୍ୟବହାର ଦ୍ବାରା ଚାଷୀମାନେ ବାର୍ଷିକ ୧.୫ ଲକ୍ଷ ଟଙ୍କା ସଞ୍ଚୟ କରିପାରିବେ ବୋଲି କହିଛନ୍ତି…