Latest Odisha News

BREAKING NEWS

Browsing Category

ଓଡିଶା

Odisha

ପରଲୋକରେ ନାଟ୍ୟକାର କୁଞ୍ଜ ରାୟ

ଭୁବନେଶ୍ୱର : ଆଉ ନାହାନ୍ତି ବିଶିଷ୍ଟ ନାଟ୍ୟକାର, ଗାଳ୍ପିକ, ଅନୁବାଦକ, ଔପନ୍ୟାସିକ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ନାଟ୍ୟ ବ୍ୟକିତ୍ୱ କୁଞ୍ଜ ରାୟ । ୭୬ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । 'ଅଗ୍ନିସ୍ନାନ', 'କେଉଁ ନଦୀ ମୁହାଣରେ',…

ନାଟକ ଏକାଡେମୀ ତରଫରୁ ସନ୍ୟାସୀ ମହାରଣାଙ୍କୁ ମିଳିଲା ୨୦୨୧ ମସିହାର ରଙ୍ଗମଞ୍ଚ ସମ୍ମାନ

ବ୍ରହ୍ମପୁର : ବ୍ରହ୍ମପୁର ନାଟକ ଏକାଡେମୀ ତରଫରୁ କ୍ଷୁଦ୍ର ଚଳଚ୍ଚିତ୍ର ନିର୍ମାତା ପ୍ରଯୋଜକ ନିର୍ଦ୍ଦେଶକ ସନ୍ୟାସୀ ମହରଣାଙ୍କୁ ଚଳିତ ୨୦୨୧ ମସିହା ରଙ୍ଗମଞ୍ଚ ସମ୍ମାନ ପ୍ରଦାନ କରାଯାଇଛି । କରୋନା ମହାମାରୀ ସମୟରେ ସାଧାରଣ ଲୋକଙ୍କୁ ସଚେତନ କରେଇବା ପାଇଁ ଶ୍ରୀ ମହାରଣା ଅନେକ କ୍ଷୁଦ୍ର…

ରାଜଧାନୀ ଦିଲ୍ଲୀ ସମେତ ଉତ୍ତର ଭାରତରେ ଶକ୍ତିଶାଳୀ ଭୂକମ୍ପ ଝଟକା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀ ସମେତ ଉତ୍ତର ଭାରତରେ ଭୂକମ୍ପର ଝଟକା । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୧ ରହିଛି । ପଞ୍ଜାବ, ଜାମ୍ମୁ କାଶ୍ମୀର, ହରିୟାଣା ଓ ଉତ୍ତରାଖଣ୍ଡରେ ବି ଭୂକମ୍ପର ଝଟକା ଅନୁଭୂତ ହୋଇଛି । ସେହିପରି ନୋଏଡା ଓ ରାଜସ୍ଥାନର କିଛି ଅଞ୍ଚଳରେ ବି ଝଟକା ଅନୁଭୂତ ହୋଇଛି…

କୋଟିଆରେ ଆନ୍ଧ୍ର କରୁଥିବା ନିର୍ବାଚନରେ ଭାଗ ନନେବାକୁ ବିଜେପିର ଅପିଲ୍

ଭୁବନେଶ୍ବର : ଆସନ୍ତାକାଲି କୋଟିଆରେ ପଞ୍ଚାୟତ ନିର୍ବାଚନ କରୁଛି ଆନ୍ଧ୍ରପ୍ରଦେଶ । ହେଲେ ଏହି ନିର୍ବାଚନରେ ଭାଗ ନନେବାକୁ କୋଟିଆ ସୀମାନ୍ତବର୍ତ୍ତୀ ଗ୍ରାମବାସୀଙ୍କୁ ଅପିଲ କରିଛି ରାଜ୍ୟ ବିଜେପି । ସୀମାନ୍ତ ଅଞ୍ଚଳରେ ଆନ୍ଧପ୍ରଦେଶର ସରକାରୀ ଅଫିସର କିଛି ଲୋକଙ୍କୁ ପ୍ରଭାବିତ କରିବାକୁ…

ବିଶାଖାପାଟଣାରେ ଭୟଙ୍କର ସଡ଼କ ଦୁର୍ଘଟଣା, ୮ ମୃତ

ବିଶାଖାପାଟଣା : ପର୍ଯ୍ୟଟକଙ୍କୁ ନେଇ ଯାଉଥିବା ବେଳେ ଘାଟି ତଳକୁ ଖସିଲା ବସ । ଦୁର୍ଘଟଣାରେ ୮ ଜଣଙ୍କ ପର୍ଯ୍ୟଟଙ୍କ ମୃତ୍ୟୁ ହୋଇଛି । ପ୍ରାୟ ୩୦ ଜଣ ପର୍ଯ୍ୟଟକଙ୍କୁ ନେଇ ଯାଉଥିବା ବେଳେ ବିଶାଖାପାଟଣାରେ ଘାଟି ତଳକୁ ଖସି ପଡ଼ିଥିଲା ବସ । ଦୁର୍ଘଟଣାରେ ୮ ଜଣ ପର୍ଯ୍ୟଟକଙ୍କ ଘଟଣାସ୍ଥଳରେ…

ମେ ୧ରୁ ଭୁବନେଶ୍ୱରରୁ ପାଟନାକୁ ଉଡିବ ବିମାନ

ଭୁବନେଶ୍ୱର: ଆସନ୍ତା ମେ ୧ ତାରିଖରୁ ଇଣ୍ଡିଗୋ ପକ୍ଷରୁ ଭୁବନେଶ୍ୱରରୁ ପାଟନାକୁ ଦୈନନ୍ଦିନ ବିମାନ ଉଡାଣ କରାଯିବ। ମାର୍ଚ୍ଚ ୨୮ରୁ ୨୨ ନୂଆ ଫ୍ଲାଇଟ ଉଡିବା ଆରମ୍ଭ କରିବ ବୋଲି ବିଜନେସ୍ ଓ୍ବାଲ୍ଡ ରିପୋର୍ଟରୁ ପ୍ରକାଶ। ସେହିପରି ଆରସିଏସ୍ ଯୋଜନା ଅନ୍ତର୍ଗତ ଅଗରତାଲା-ଅଜୱଲ୍,…

ଓଡ଼ିଶାରୁ ସୁସ୍ଥ ହେଲେ ୭୧ ନୂଆ କରୋନା ରୋଗୀ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୭୧ ନୂଆ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ସଂଖ୍ୟା ୩ ଲକ୍ଷ ୩୩ ହଜାର ୩୫୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।…

ବାଣ କାରଖାନାରେ ନିଆଁ ଲାଗି ୧୧ ଜଣଙ୍କ ମୃତ୍ୟୁ, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ତାମିଲନାଡ଼ୁ ବିରୁଧୁନଗର ବାଣ ତିଆରି କାରଖାନାରେ ଅଗ୍ନିକାଣ୍ଡରେ ୧୧ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ୩୬ ଜଣ ଆହତ ହୋଇଛନ୍ତି । ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ…

ୟୁ.ଏ.ଇ ଓଡ଼ିଶା ସମାଜ ତରଫରୁ ରକ୍ତଦାନ ଶିବିର ଆୟୋଜିତ

ଦୁବାଇ: ୟୁନାଇଟେଡ୍‍ ଆରବ ଏମିରେଟ୍‍ସର ଓଡ଼ିଶା ସମାଜ ଏବଂ ଦୁବାଇ ସ୍ଥିତ ଭାରତୀୟ କନ୍‍ସୁଲେଟ୍‍ର ମିଳିତ ସହଯୋଗରେ ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଛି। ଓଡ଼ିଶା ସମାଜର କର୍ମକର୍ତ୍ତା, ସଦସ୍ୟ ଓ ସ୍ୱେଚ୍ଛାସେବୀ ମାନେ ସ୍ଥାନୀୟ ଲତିଫା ହସ୍‍ପିଟାଲଠାରେ ଆୟୋଜିତ ଏହି ଶିବିରରେ ଖୁବ୍‍ ଆନନ୍ଦ,…

ରଥ ନିର୍ମାଣ ଲାଗି ପୁରୀରେ ପହଞ୍ଚିଲା ରଥ କାଠ

ପୁରୀ : ଚଳିତବର୍ଷ ରଥଯାତ୍ରା ଲାଗି ନୟାଗଡ଼ ଦଶପଲ୍ଲା ବନାଞ୍ଚଳରୁ ପୁରୀକୁ ପଠାଗଲା ପ୍ରଥମ ପର୍ଯ୍ୟାୟ ରଥକାଠ । ଦଶପଲ୍ଲା ବନାଞ୍ଚଳର ପୋଖରୀଗୋଚ୍ଛା ଜଙ୍ଗଲରୁ ୨ ଟ୍ରିପ୍ କାଠ ସଂଗ୍ରହ କରାଯାଇ ପୁରୀକୁ ପଠା ଯାଇଛି । ବିଧି ଅନୁଯାୟୀ ଶ୍ରୀପଞ୍ଚମୀ ଦିନ ରଥକାଠ ଅନୁକୂଳ ହେବ । ଏଥିପାଇଁ ଆଜି ନୟାଗଡ଼…