Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅଦରକାରୀ କାଗଜରେ କାଳିଆ ଠାକୁରଙ୍କ ସୁନ୍ଦର କଳାକୃତି

ପୁରୀ: ଅଦରକାରୀ କାଗଜରେ କଳାକୃତି । ମୂର୍ତ୍ତି ନିର୍ମାଣ ବି ହେଉଛି । କଥାଟା ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏମିତି କିଛି କଳାକୃତି ନିର୍ମାଣ କରିଛନ୍ତି ପୁରୀର ଯୁବ ଶିଳ୍ପୀ ସୂର୍ଯ୍ୟକାନ୍ତ ଦାସ । ଅଦରକାରୀ କାଗଜରେ ସେ ନିର୍ମାଣ କରିଛନ୍ତି ପ୍ରଭୁ ଶ୍ରୀଜଗନ୍ନାଥଙ୍କ ସୁନ୍ଦର ମୂର୍ତ୍ତି ।…

ଘର ଭିତରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଉଦ୍ଧାର

ଅନୁଗୋଳ: ଘର ଭିତରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଉଦ୍ଧାର । ସକାଳୁ ଘର ଲୋକ ଉଭୟଙ୍କୁ ମୃତ ଅବସ୍ଥାରେ ଉଦ୍ଧାର କରିଛନ୍ତି । ଏହି ଘଟଣା ଘଟିଛି ଅନୁଗୋଳ ଜିଲ୍ଲା ବିକ୍ରମପୁର ଥାନା ଅନ୍ତର୍ଗତ କର୍ଣ୍ଣପୁର ପଞ୍ଚାୟତର ସାନଜୋରଡ଼ା ଗାଁରେ । ମୃତକ ହେଲେ ଦୁଃଖବନ୍ଧୁ ସାହୁ ଓ ପତ୍ନୀ ପାଞ୍ଚାଳି ସାହୁ ।…

ଫସର ଫାଟିଲା ଡକାୟତି ଯୋଜନା: ପୁରୀରୁ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ପୁରୀ: ଫେଲ୍ ମାରିଲା ଡକାୟତି ଯୋଜନା । ଚଢ଼ାଉ କରି ବାନ୍ଧିଲା ପୁରୀ ପୋଲିସ । ୭ ଜଣଙ୍କୁ ଗିରଫ କରିଛି ପୁରୀ ଠାଯାଇଛି । ଗତକାଲି ସନ୍ଧ୍ୟା ସମୟରେ ପୁରୀ ଜଗନ୍ନାଥବଲ୍ଲଭ ପାର୍କିଂ ନିକଟରେ ଏମାନେ ଡକାୟତି ଯୋଜନା କରୁଥିଲେ । ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଚଢ଼ାଉ କରିଥିଲା ଟାଉନ ଥାନା ପୋଲିସ ।…

ନୟାଗଡ଼ ନାବାଳିକା ହତ୍ୟା ମାମଲା: ଚାଇଲ୍ଡ କୋର୍ଟରେ ହାଜର ହେବ ଅଭିଯୁକ୍ତ ନାବାଳକ

ନୟାଗଡ଼: ବହୁଚର୍ଚ୍ଚିତ ଯଦୁପୁର ନାବାଳିକା ହତ୍ୟା ମାମଲାରେ ଆଜି ନୟାଗଡ଼ ଚାଇଲ୍ଡ କୋର୍ଟରେ ହାଜର ହେବ ଅଭିଯୁକ୍ତ ନାବାଳକ । ତାକୁ ଅନୁଗୋଳ ବାଳ ସୁଧାର ଗୃହରୁ ଆଣିବ ପୋଲିସ । ଏସାଇଟି କରିଥିବା ଏଲଭିଏ ଟେଷ୍ଟ ଆବେଦନର ଶୁଣାଣି ରହିଛି । ସେହିପରି ରିମାଣ୍ଡ ବେଳେ ନାବାଳକକୁ ନିର୍ଯାତନା…

ଆଜି ସୁପ୍ରିମକୋର୍ଟରେ କୋଟିଆ ବିବାଦ ମାମଲାର ଶୁଣାଣି

ନୂଆଦିଲ୍ଲୀ: କୋଟିଆରେ ଆନ୍ଧ୍ର ପଞ୍ଚାୟତ ନିର୍ବାଚନ କରିବା ପ୍ରସଙ୍ଗରେ ଓଡ଼ିଶା କରିଥିବା ଆବେଦନର ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ । ଗତକାଲି ଓଡ଼ିଶାର ପିଟିସନକୁ ଗ୍ରହଣ କରିବା ସହ ଆଜି ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରିଥିଲେ ପ୍ରଧାନ ବିଚାରପତି । ଆନ୍ଧ୍ର ପ୍ରଦେଶ ଅଦାଲତ ଅବମାନନା…

ଏମିତିବି ଆସେ ମୃତ୍ୟୁ; ରାସ୍ତାକଡ଼ରେ ଛିଡ଼ା ହୋଇଥିବା ବେଳେ ମାଡ଼ିଗଲା ବସ୍, ଜଣେ ମୃତ

ଜଗତସିଂହପୁର: ରାସ୍ତାରେ ଛିଡ଼ା ହୋଇଥିବା ବେଳେ ମାଡ଼ିଗଲା ବସ୍ ଚାଲିଗଲା ଜୀବନ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଜଗତସିଂହପୁର ଜିଲ୍ଲା ସଦର ଥାନା ଯୋଗଧାରୀ ଅଞ୍ଚଳରେ। ଆଜି ସକାଳୁ ବସ ମାଡିଯିବା କାରଣରୁ ଏଠାରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ହେଉଛନ୍ତି କାକଟପୁର ଥାନା ନଗର…

ଆଜିଠୁ ସବୁଦିନ ଜଗା ଦର୍ଶନ, ଆନନ୍ଦବଜାରରେ ଅବଢ଼ା ଖାଇପାରିବେ ଭକ୍ତ

ପୁରୀ: ଆଜିଠୁ ସବୁଦିନ ଜଗା ଦୁଆର ଖୋଲା । ଆଜିଠାରୁ ସବୁ ଦିନ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରି ପାରିବେ ଭକ୍ତ । ରବିବାର ବି ମନ୍ଦିର ଖୋଲା ରହିବ । ସକାଳ ୬ଟାରୁ ଆରମ୍ଭ ହୋଇଛି ସର୍ବସାଧାରଣ ଦର୍ଶନ । କୋଭିଡ୍ ଗାଇଡଲାଇନ୍ ମାନି ମାସ୍କ ପିନ୍ଧି ହାତ ସାନିଟାଇଜ୍ କରିବା ପରେ ସିଂହଦ୍ୱାର…

କୁହୁଡ଼ି ଯୋଗୁ ଓଲଟିଲା ପିକଅପ୍ ଭ୍ୟାନ, ୪ ଜଣ ଆହତ

କୋରାପୁଟ: ଘନ କୁହୁଡ଼ିରେ ଦେଖା ଗଲାନି ରାସ୍ତା । ଭାରସାମ୍ୟ ହରାଇ ଓଲଟିଲା ପିକଅଫ୍ ଭ୍ୟାନ । ଦୁର୍ଘଟଣାରେ ୪ ଜଣ ଆହତ ହୋଇଛନ୍ତି । କୋରାପୁଟ ଜିଲ୍ଲା ମାଛକୁଣ୍ଡ ଥାନା ଅନ୍ତର୍ଗତ କାଡାମଖେଳା ନିକଟରେ ଏହି ଦୁର୍ଘଟଣା ଘଟିଛି । ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆହତଙ୍କ ଘର…

ପୋଖରୀରେ ବୁଡି ବୃଦ୍ଧଙ୍କ ମୃତ୍ୟୁ

ଯାଜପୁର: ଯାଜପୁର ଜିଲ୍ଲା କୋରାଇ ଥାନା ତାହାରପୁର ଗ୍ରାମରେ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତ ବୃଦ୍ଧ ଜଣକ ସେହି ଗାଁର ବାବୁଲି ମଲ୍ଲିକ ବୋଲି ଜଣାପଡିଛି । ସେ ଗାଧେଇବା ପାଇଁ ଗାଁ ପୋଖରୀକୁ ଯାଇଥିବା ସମୟରେ ଏହି ଅଘଟଣ ଘଟିଛି। ଗାଧେଇବା ସମୟରେ ତାଙ୍କର ଗୋଡ଼…

ଟ୍ୱିନ୍‌ସିଟିରେ ଘନ କୁହୁଡ଼ିର ଆସ୍ତରଣ; ଯାତାୟାତ ପ୍ରଭାବିତ

ଭୁବନେଶ୍ୱର: ଆଜି ସକାଳୁ ସକାଳୁ ରାଜ୍ୟରେ ବିଭିନ୍ନ ସ୍ଥାନରେ ଦେଖା ଦେଇଛି ଘନ କୁହୁଡ଼ିର ଆସ୍ତରଣ । ଧଳାଚଦର ତଳେ ଘୋଡେଇ ହୋଇ ଯାଇଛି ରାଜଧାନୀ ଭୁବନେଶ୍ବର ଓ କଟକ। ପ୍ରାୟ ୫୦ ମିଟର ଦ୍ୱରରୁ ଅସ୍ପଷ୍ଟ ଦେଖାଯାଉଛି ରାସ୍ତା ଘାଟ । ଏଥିପାଇଁ ଗାଡ଼ି ଚଳାଚଳରେ ବାଧା ମଧ୍ୟ ସୃଷ୍ଟି ହୋଇଛି । ବିଗତ…