Latest Odisha News

BREAKING NEWS

Browsing Category

ଓଡିଶା

Odisha

ଧାନ ସଂଗ୍ରହରେ ଅଚଳାବସ୍ଥା ଅଭିଯୋଗ, ମନ୍ତ୍ରୀ ପ୍ରତାପ ଜେନାଙ୍କ ବାଟ ଓଗାଳିଲେ ଚାଷୀ

ସୁନ୍ଦରଗଡ଼: ଧାନ ସଂଗ୍ରହରେ ଅଚଳାବସ୍ଥା ନେଇ ତାତିଲେ ଚାଷୀ । ସୁନ୍ଦରଗଡ଼ର ଶତାଧିକ ଚାଷୀ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଘେରାଉ କରିଥିଲେ । ଦୁଇଦିନିଆ ସୁନ୍ଦରଗଡ଼ ଗସ୍ତରେ ଆସି ମନ୍ତ୍ରୀ ସର୍କିଟ ହାଉସରେ ରାତ୍ରିଯାପନ କରିଥିଲେ । ଆଜି ସକାଳୁ ଶତାଧିକ ଚାଷୀ ଧାନ ଉଠାଣ ଦାବିରେ ସେଠାରେ ନାରାବାଜି…

ଲିଙ୍ଗରାଜଙ୍କ ପାଇଁ ଚିଠି: NMA ବାଇ ଲ’ ପ୍ରତ୍ୟାହାର ପାଇଁ ଚିଠି

ଭୁବନେଶ୍ୱର: ପୁରୀ ଶ୍ରୀମନ୍ଦିର ପରେ ଭୁବନେଶ୍ୱରର ମହାପ୍ରଭୁ ଲିଙ୍ଗରାଜ ମନ୍ଦିର ପାଇଁ ଜାତୀୟ କୀର୍ତ୍ତିରାଜି ପ୍ରାଧିକରଣର (NMA) ପ୍ରସ୍ତାବିତ ବାଇ ଲ’ ପ୍ରତ୍ୟାହାର ପାଇଁ ଚିଠି । ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ତଥା ଖୋର୍ଦ୍ଧା ଜିଲ୍ଲାପାଳ ଏନେଇ କେନ୍ଦ୍ର ସଂସ୍କୃତି ବିଭାଗକୁ ଚିଠି…

ରାଜ୍ୟ ସରକାରଙ୍କ ପାଖରେ ଅଟକିଛି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ସ୍ଥାପନ ପ୍ରସଙ୍ଗ: କେନ୍ଦ୍ର ଆଇନ…

ନୂଆଦିଲ୍ଲୀ: ଲୋକସଭାରେ ଉଠିଲା ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗ । ଏନେଇ ପ୍ରଶ୍ନ କରିଥିଲେ ବଲାଙ୍ଗିର ସାଂସଦ ସଙ୍ଗୀତା ସିଂହଦେଓ । ଉତ୍ତରରେ କେନ୍ଦ୍ର ଆଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦ କହିଛନ୍ତି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ସ୍ଥାପନ…

ଓଡ଼ିଶା ଠାରୁ ମେଟ୍ରୋ ରେଳ ପ୍ରୋଜେକ୍ଟ ନେଇ କୌଣସି ପ୍ରସ୍ତାବ ମିଳିନାହିଁ: କେନ୍ଦ୍ର

ନୂଆଦିଲ୍ଲୀ: ଓଡ଼ିଶାରେ କୌଣସି ମେଟ୍ରୋ ରେଳ ପ୍ରକଳ୍ପ ନେଇ କେନ୍ଦ୍ରକୁ କୌଣସି ପ୍ରସ୍ତାବ ମିଳିନାହିଁ । ରାଜ୍ୟସଭାରେ ବିଜେପି ସାଂସଦ ଅଶ୍ୱିନୀ ବୈଷ୍ଣଭଙ୍କ ଅଣତାରକା ପ୍ରଶ୍ନର ଉତ୍ତର ଦେଇ କହିଛନ୍ତି କେନ୍ଦ୍ର ସହର ଓ ନଗର ଉନ୍ନୟନ ମନ୍ତ୍ରୀ ହରଦୀପ ସିଂହ ପୁରୀ । ଭିତ୍ତିଭୂମି ବିକାଶ ଓ…

ଟ୍ରକକୁ ପଛରୁ ପିଟିଲା କାର୍: ଦୁର୍ଘଟଣାରେ ଜଣେ ମୃତ, ୪ ଆହତ

ନୂଆପଡା: ରାସ୍ତାରେ ଠିଆ ହୋଇଥିବା ଟ୍ରକକୁ ପଛରୁ ଧକ୍କା ଦେଲା ଇନୋଭା କାର୍ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଆହତ ହୋଇଛି । ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଥାନା ବଡ଼ମହେଶ୍ଵରଠାରେ ଗତକାଲି ରାତିରେ ଏହି ଦୁର୍ଘଟଣା ଘଟିଛି । ଇନୋଭା ଗାଡ଼ିର ଜଣେ ମୃତ୍ୟୁ ହୋଇଥିବା ବେଳେ, ଚାରି…

ଭିଜିଲାନ୍ସ ଜାଲରେ ଡେପୁଟୀ ରେଞ୍ଜର, ବିଭିନ୍ନ ସ୍ଥାନରେ ରେଡ୍

ବଲାଙ୍ଗିର: ଭିଜିଲାନ୍ସ ଜାଲରେ ବଲାଙ୍ଗିର ଜିଲ୍ଲା ଡେପୁଟୀ ରେଞ୍ଜର କେଶବ ନାୟକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘର ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ ଚାଲିଛି । କେଶବ ନାୟକଙ୍କ ଅଫିସ୍ ସହ ବଲାଙ୍ଗିର ସାଗରପଡ଼ା, ଇଚ୍ଛାପଡ଼ା ଓ ଆରଟିଓ ଛକରେ ଥିବା ଘରେ ରେଡ୍ ଚାଲିଛି । ବରଗଡ଼,…

କୋଟିଆରେ ନିର୍ବାଚନ ପ୍ରସଙ୍ଗ: ଆନ୍ଧ୍ର ବିରୋଧରେ ସୁପ୍ରିମକୋର୍ଟରେ ଓଡ଼ିଶାର ଅଦାଲତ ଅବମାନନା ମାମଲା

ନୂଆଦିଲ୍ଲୀ: କୋରାପୁଟର କୋଟିଆରେ ଆନ୍ଧ୍ର ପ୍ରଦେଶର ନିର୍ବାଚନ ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଛି । ଆନ୍ଧ୍ର ବିରୋଧରେ ସୁପ୍ରିମକୋର୍ଟ ଯାଇଛନ୍ତି ଓଡ଼ିଶା ସରକାର । ଆନ୍ଧ୍ର ବିରୋଧରେ ଅଦାଲତ ଅବମାନନା ମାମଲା ରୁଜୁ କରିଛନ୍ତି । ମାମଲାର ତ୍ୱରିତ ଶୁଣାଣି ପାଇଁ ପିଟିସନ ଦାଖଲ କରିଛନ୍ତି ସରକାର…

ହିଞ୍ଜିଳିରେ ଆଜି ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ: ଆଜି ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ପୌରାଞ୍ଚଳରେ ବହୁ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସନ୍ଧ୍ୟା ୫ଟାରେ ଭିଡ଼ିଓ କନଫରେନ୍ସିଂରେ ବିଭିନ୍ନ ପ୍ରକଳ୍ପକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ହିଞ୍ଜିଳିକାଟୁବାସୀଙ୍କୁ ମୋଟ୍ ୨୮ କୋଟି ୫୭ହଜାରଟଙ୍କାର…

ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ଘଟଣା: ଡିଜିଟାଲ ଫିଙ୍ଗର ପ୍ରିଣ୍ଟରୁ ପରିଚୟ ପାଇଛି କମିଶନରେଟ ପୋଲିସ

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠ ଚନ୍ଦକା-ଅନ୍ଧାରୁଆ ଦାସପୁର ରାସ୍ତାରୁ ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର ଘଟଣାରେ ପୋଲିସ ହାତରେ ଲାଗିଛି ସୁରାକ । ଡିଜିଟାଲ ଫିଙ୍ଗର ପ୍ରିଣ୍ଟରୁ କମିଶନରେଟ ପୋଲିସ ମହିଳାଙ୍କ ପରିଚୟ ପାଇଥିବା ସୂଚନା ମିଳିଛି । ଆଜି ପୋଲିସ ପ୍ରେସମିଟରେ ହତ୍ୟାକାଣ୍ଡ…

ପ୍ରେମ ସପ୍ତାହର ପଞ୍ଚମ ଦିନ ‘ପ୍ରମିଜ ଡେ’

ଭୁବନେଶ୍ୱର: ଫେବୃଆରୀ ୭ ତାରିଖ ଠାରୁ ଆରମ୍ଭ ହୋଇଛି ପ୍ରେମ ସପ୍ତାହ ବା ଭାଲେଣ୍ଟାଇନ ସପ୍ତାହ । ଫେବୃଆରୀ ୭ ରୁ ୧୪ ତାରିଖ ଯାଏଁ ପ୍ରେମୀମାନେ ପାଳନ କରିବେ ପ୍ରେମ ସପ୍ତାହ। ଏହି ପ୍ରେମ ସପ୍ତାହକୁ ନେଇ ଯୁବପିଢୀଙ୍କ ମଧ୍ୟରେ ଖୁବ ଉତ୍ସାହ ଦେଖିବାକୁ ମିଳେ। ନିଜ ନିଜ ପାର୍ଟନରଙ୍କୁ କିଏ…