Latest Odisha News

BREAKING NEWS

Browsing Category

ଓଡିଶା

Odisha

କୋଟିଆ ଗସ୍ତରେ ରାଜ୍ୟ ବିଜେପିର ପ୍ରତିନିଧି ଦଳ; ଲୋକଙ୍କ ସହ ମିଶିବେ, ସମସ୍ୟା ବୁଝିବେ

ଭୁବନେଶ୍ୱର: ୧୯୩୬ ମସିହା ଅର୍ଥାତ୍ ସ୍ୱାଧୀନତା ପୂର୍ବରୁ କୋରାପୁଟ ଜିଲ୍ଲା ପଟାଙ୍ଗୀ ଅଞ୍ଚଳର କୋଟିଆ ପଞ୍ଚାୟତ ଓଡ଼ିଶା ଭୂଖଣ୍ଡରେ ରହିଛି । କିନ୍ତୁ ଏବେ ସେଠି ଆନ୍ଧ୍ର ପ୍ରଦେଶ ସରକାର ପଞ୍ଚାୟତ ନିର୍ବାଚନ କରିବା ଲାଗି ମସୁଧା ଚଳାଇଛନ୍ତି । ଦୀର୍ଘ ଦିନ ଧରି କୋଟିଆ ପଞ୍ଚାୟତକୁ ନେଇ ଦୁଇ…

ଚଳିତବର୍ଷ ହେବନି ମହାପ୍ରଭୁଙ୍କ ନାଗାର୍ଜୁନ ବେଶ

ପୁରୀ : ଚଳିତ ବର୍ଷ ପଡୁନାହିଁ ମହାପ୍ରଭୁଙ୍କ ନାଗାର୍ଜୁନ ବେଶ। ଏନେଇ ସ୍ପଷ୍ଟ କରିଛନ୍ତି ଶ୍ରୀମନ୍ଦିର ମୁକ୍ତି ମଣ୍ଡପର ସଦସ୍ୟ ଓ ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ। ମୁକ୍ତି ମଣ୍ଡପ ସଦସ୍ୟ ଓ ପାଞ୍ଜିକାରଙ୍କ ଗଣନା ଅନୁଯାୟୀ, ଚଳିତବର୍ଷ ନଭେମ୍ବର ମାସରେ ନଗାର୍ଜୁନ ବେଶ…

ଏଥର ଖଣ୍ଡଗିରିରେ ହେବନି ଯାତ୍ରା

ଭୁବନେଶ୍ୱର : ଯାତ୍ରା ମହାକୁମ୍ଭ ଖଣ୍ଡଗିରିରେ ଶୁଭିବନି ଡାଇଲଗ୍ । ଜଳିବନି ଯାତ୍ରା ପେଣ୍ଡାଲର ଝିଲ୍‌ମିଲ୍‌ ଆଲୁଅ। ମଞ୍ଚରେ ଦେଖିବାକୁ ଆଇଟମ୍ ଡ୍ୟାନ୍ସ । କାରଣ ଏଥର ଏଥର ଖଣ୍ଡଗିରି ଯାତ୍ରା ଓ ମେଳାକୁ ନାଁ କହିଛି ଭୁବନେଶ୍ୱର ମହାନଗର ନିଗମ । କେବଳ ବିଧି ରଖିବା ପାଇଁ ପୂଜା କରାଯିବ।…

୮ଟି ଶିଳ୍ପ ପ୍ରକଳ୍ପକୁ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିଅରାନ୍ସ କମିଟିର ମଞ୍ଜୁରୀ, ୩୧୫୩ ଜଣଙ୍କୁ ମିଳିବ ନିଯୁକ୍ତି

ଭୁବନେଶ୍ୱର: ରାଜ୍ୟ ସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିଅରାନ୍ସ କମିଟି ୧୨୪୨ କୋଟିର ୮ଟି ନୂଆ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି ଦେଇଛି । ୮ଟି ଶିଳ୍ପରେ ୩୧୩୫ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଡିଜିଟାଲ୍ ମୋଡରେ ବସିଥିବା ବୈଠକରେ ଏହି…

କାଲିଠୁ ରାଜ୍ୟରେ ଖୋଲିବ ଇଂଜିନିୟରିଂ କଲେଜ, ୧୭ରୁ ପାଠପଢ଼ା

ଭୁବନେଶ୍ବର: ଆସନ୍ତାକାଲିଠୁ ରାଜ୍ୟରେ ଖୋଲିବ ସବୁ ଇଞ୍ଜିନୟରିଂ କଲେଜ୍ । ଏହାସହ ୧୭ ତାରିଖରୁ କ୍ଲାସ ରୁମରେ ଆରମ୍ଭ ହେବ ପାଠପଢ଼ା । କୋଭିଡ ଗାଇଡଲାଇନ ଭିତରେ ପାଠ ପଢ଼ାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ଆଇଟିଆଇ, ପଲିଟେକନିକ୍ ଓ ଇଞ୍ଜିନିୟରିଂ କଲେଜ ଗୁଡିକରେ ପାଠପଢା ହେବ। ସେହିପରି…

ରାଜ୍ୟ କ୍ୟାବିନେଟ୍ ବୈଠକରେ ୨୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମୋହର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ନବୀନଙ୍କ କ୍ୟାବିନେଟ୍ ୨୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ଦେଇଛି । ବୟନଶିଳ୍ପ, କୌଶଳ ବିକାଶ ଓ ବୈଷୟିକ ଶିକ୍ଷା, ମହିଳା ଓ ଶିଶୁ…

୨୦୧୯-୨୦ର ସମସ୍ତ ନବମ ଶ୍ରେଣୀ ପିଲା ୨୦୨୧ ମେ’ ମାସରେ ଦେଇପାରିବେ ମାଟ୍ରିକ୍ ପରୀକ୍ଷା

ଭୁବନେଶ୍ୱର: ଛାତ୍ରଛାତ୍ରୀଙ୍କ ଲାଗି ବଡ଼ ଖବର । ୨୦୧୯-୨୦ ଶିକ୍ଷାବର୍ଷରେ ନବମ ଶ୍ରେଣୀରେ ପଢ଼ୁଥିବା ସମସ୍ତ ଛାତ୍ରଛାତ୍ରୀ ଦେଇପାରିବେ ମାଟ୍ରିକ୍ ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ୨୦୨୧ ମେ’ ମାସରେ ଆୟୋଜିତ ହେବାକୁ ଥିବା ବାର୍ଷିକ ସାର୍ଟିଫିକେଟ୍ ପରୀକ୍ଷା ଦେଇପାରିବେ ବୋଲି…

ରାଜ୍ୟ ସ୍ୱାର୍ଥ ନେଇ ପୁଣି ରାଜ୍ୟସଭାରେ ଦାବି ରଖିଲେ ସାଂସଦ ସସ୍ମିତ ପାତ୍ର

ଭୁବନେଶ୍ୱର : ରାଜ୍ୟର ବିକାଶ ନେଇ ରାଜ୍ୟସଭାରେ ଅନେକ ପ୍ରସଙ୍ଗ ଉଠାଇଛନ୍ତି ବିଜେଡି ସାଂସଦ ଡକ୍ଟର ସସ୍ମିତ ପାତ୍ର । ଏହି ପ୍ରସଙ୍ଗରେ ଆଲୋଚନା କରିବା ସହ କେନ୍ଦ୍ର ସରକାର ଓଡ଼ିଶା ପ୍ରତି କରିଥିବା ଅବହେଳା କଥା ମଧ୍ୟ ଉଠାଇଛନ୍ତି । ତେଣୁ କେନ୍ଦ୍ର ସରକାର ଓଡ଼ିଶାର ଦାବିକୁ ପୂରଣ କରନ୍ତୁ…

୨୨ରେ ଆସିବ ରାଜ୍ୟ ବଜେଟ୍, ଏଥର ୧ ଲକ୍ଷ ୭୦ କୋଟି ଟପିବ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ଶେଷ ହୋଇଛି । ମନ୍ତ୍ରୀ ପରିଷଦ ବୈଠକରେ ବଜେଟ୍ ଚିଠା ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଏଥର ରାଜ୍ୟ ବଜେଟର ପରିମାଣ ୧ ଲକ୍ଷ ୭୦ ହଜାର କୋଟି ହୋଇଥିବା ନେଇ ସୂଚନା ମିଳିଛି । ଆସନ୍ତା ୨୨…

ବାଇ ଲ ପ୍ରତ୍ୟାହାର ପରେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ସେବାୟତ

ଭୁବନେଶ୍ୱର : ବିବାଦୀୟ ଏନଏମଏର ଚିଠା ବାଇ ଲ ପ୍ରତ୍ୟାହାର ପରେ ଆଶ୍ବସ୍ତି ହୋଇଛନ୍ତି ଶ୍ରୀମନ୍ଦିର ସେବାୟତ । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଛନ୍ତି ସେବାୟତ । ରାଜ୍ୟ ସରକାରଙ୍କ ଉଦ୍ୟମ ଯୋଗୁଁ ଏହା ସମ୍ଭବ ହୋଇଛି ବୋଲି ସେବାୟତମାନେ ପ୍ରକାଶ କରିଛନ୍ତି । ଜାନୁଆରୀ…