Latest Odisha News

BREAKING NEWS

Browsing Category

ଓଡିଶା

Odisha

Gold rate: ହଳଦିଆ ଓ ଧଳା ଧାତୁର କମିଲା ଦର

ଭୁବନେଶ୍ବର:ମଧ୍ୟପ୍ରାଚ୍ୟ ଯୁଦ୍ଧ ପରଠାରୁ ସୁନା ଓ ରୁପା ଦର ଅସ୍ଥିରତା ଲାଗି ରହିଛି। କେତେବେଳେ ହଠାତ୍‌ ବଢ଼ିଯାଉଛି ତ ଆଉ କେତେ ବେଳେ ଖସୁଛି। ସେହିପରି ପୁଣି କମିଛି ସୁନା ଓ ରୂପା ମୂଲ୍ୟ । ଆଜି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍‌ ସୁନାର ୧୦ ଗ୍ରାମ ଦାମ୍‌ ୩୯୮୦ ଟଙ୍କା ହ୍ରାସ ପାଇ…

Kanya Sumangala Yojana:‘ଝିଅ ଜନ୍ମ ହେବାର ବର୍ଷକ ଭିତରେ ସରକାର ଟଙ୍କା ପଠାଇବେ’

ଭୁବନେଶ୍ୱର: ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନାନୁସାରେ, ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ଝିଅ ଜନ୍ମ ହେବାର ବର୍ଷକ ଭିତରେ ତାର ଖାତାକୁ ସରକାର ଟଙ୍କା ପଠାଇବେ ସେ କହିଛନ୍ତି । ୨୧ ବର୍ଷ ବେଳକୁ ଆକାଉଣ୍ଟକୁ ସରକାର ଲକ୍ଷାଧିକ ଟଙ୍କା ଦେଇ ସାରିଥିବେ ।…

ପରଲୋକରେ ପ୍ରଖ୍ୟାତ ଗାଳ୍ପିକ ସଦାନନ୍ଦ ତ୍ରିପାଠୀ

ଭୁବନେଶ୍ବର: ପରଲୋକରେ ପ୍ରଖ୍ୟାତ ଗାଳ୍ପିକ ସଦାନନ୍ଦ ତ୍ରିପାଠୀ । ଭୁବନେଶ୍ବର ସ୍ଥିତ ନିଜର ବାସଭବନରେ ସେ ଗୁରୁବାର ତଥା ଆଜି ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଗତ କିଛି ଦିନ ଧରି ସେ ହୃଦ୍‌ ରୋଗରେ ପୀଡ଼ିତ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା । ଓଡ଼ିଶା ସାହିତ୍ୟ…

ଓଡ଼ିଶାର ୩୦ଟି ଜିଲ୍ଲାରେ ୧,୮୮୯ଟି ନୂତନ ଅଙ୍ଗନବାଡ଼ି କେନ୍ଦ୍ର ଲୋକାର୍ପିତ

ଭୁବନେଶ୍ୱର: ଓଡ଼ିଶାର ୩୦ଟି ଜିଲ୍ଲାରେ ନିର୍ମିତ ୧,୮୮୯ଟି ନୂତନ ଅଙ୍ଗନବାଡ଼ି କେନ୍ଦ୍ର (AWC) ଆଜି ଉଦଘାଟିତ ହୋଇଯାଇଛି । ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି କେନ୍ଦ୍ରଗୁଡ଼ିକୁ ଭୁବନେଶ୍ୱର ସ୍ଥିତ ମହିଳା ଓ ଶିଶୁ…

PNG Connection: ସବୁ ସହରାଞ୍ଚଳକୁ PNG ସଂଯୋଗ ଯୋଗାଇ ଦିଆଯିବ;ଭଡ଼ାରେ ରହୁଥିବା ବ୍ୟକ୍ତି ବି ସୁବିଧା…

ଭୁବନେଶ୍ବର: ସମସ୍ତ ସହରାଞ୍ଚଳକୁ PNG ସଂଯୋଗ ଯୋଗାଇ ଦିଆଯିବ । ତୈଳ କମ୍ପାନୀ ସହ ବୈଠକ ପରେ ଯୋଗାଣ ମନ୍ତ୍ରୀ ଏହି ବଡ଼ ସୂଚନା ଦେଇଛନ୍ତି । ସହରାଞ୍ଚଳରେ ୩ ମାସ ମଧ୍ୟରେ PNG ସଂଯୋଗ ପାଇଁ କୁହାଯାଇଛି । ଏହି ବୈଠକରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ସମେତ ଯୋଗାଣ ସଚିବ ଏବଂ ତେଲ କମ୍ପାନିର…

ସମ୍ବଲପୁର କୋର୍ଟକୁ ପୁଣି ବୋମା ଧମକ, ହାଇ ଆଲର୍ଟରେ ସମଗ୍ର ଅଞ୍ଚଳ

ସମ୍ବଲପୁର: ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ମିଳିଲା ବୋମା ଧମକ । ଇ-ମେଲ ଜରିଆରେ ଏହି ଧମକପୂର୍ଣ୍ଣ ମେଲ୍ ଆଶିଛି । ଯାହା ଜିଲ୍ଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି । ଧମକପୂର୍ଣ୍ଣ ମେଲ୍ ଆସିବା ପରେ ପୋଲିସ ସୁରକ୍ଷା ବାହିନୀ, ଦମକଳ ବାହିନୀ ସହ ବୋମା…

Narendra Pond: ଏହି ଦିନରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା; ନରେନ୍ଦ୍ର ପୁଷ୍କରିଣୀରୁ ବାହାରିଲା ଚାପ ଡଙ୍ଗା

ପୁରୀ: ପାଖେଇ ଆସୁଛି ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ଚନ୍ଦନ ଯାତ୍ରା। ଏ ନେଇ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଥିବା ବେଳେ ଆଜି ପବିତ୍ର ଚୈତ୍ର ପୂର୍ଣ୍ଣିମା ତିଥିରେ ନରେନ୍ଦ୍ର ପୁଷ୍କରିଣୀ ଜଳ ଭିତରେ ଥିବା ମହାପ୍ରଭୁଙ୍କ ଚାପ ଡଙ୍ଗାକୁ ଭୋଇ ସେବକମାନେ ବାହାର କରିଛନ୍ତି। ମହାରଣା ସେବକ ମାନେ…

ଜଣେ ବି ଚାଷୀର ଧାନ ରହିବ ନାହିଁ, ସବୁ ଧାନ କିଣା ଯିବ: ମନ୍ତ୍ରୀ

ଭୁବନେଶ୍ଵର: ଚଳିତ ଖରିଫ ଋତୁରେ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଛି । ୧୮ ଲକ୍ଷ ୬୪ ହଜାର ଚାଷୀ ଧାନ ବିକ୍ରି କରି ସାରିଛନ୍ତି । ଏଯାବତ୍ ୭୭ ଲକ୍ଷ ମେଟ୍ରିକ ଟନ୍ ଧାନ କିଣା ସରିଛି । ଚାଷୀଙ୍କ ଧାନ କିଣିବାକୁ ୭ ଦିନ ଅବଧି ବୃଦ୍ଧି କରିଛନ୍ତି ସରକାର ବୋଲି ଆଜି ସୂଚନା ଦେଇଛନ୍ତି ସମବାୟ…

ରିଲ୍ସ କରିବା ହେଲା କାଳ, ପୋଲରୁ ନଦୀକୁ ଡେଇଁଲେ ଦୁଇ ଯୁବକ

ଭଦ୍ରକ: ରିଲ୍ସ କରିବା ବେଳେ ଅଘଟଣ। ନିଶାଶକ୍ତ ଅବସ୍ଥାରେ ସନ୍ଥିଆ ବ୍ରିଜ ଉପରୁ ସାନନ୍ଦୀ ନଦୀକୁ ଡେଇଁ ରିଲସ କରୁଥିବା ବେଳେ ଜଣେ ନିଖୋଜ ଥିବାବେଳେ ଜଣେ ଉଦ୍ଧାର ହୋଇଛି। ରିଲ୍ସ ପାଇଁ ମୋବାଇଲରେ ଭିଡିଓ କରୁଥିବା ଯୁବକ ଅଟକ। ଘଟଣା ଘଟିଛି ଭଦ୍ରକ ସହରର ସନ୍ଥିଆ ସ୍ଥିତ ସାଳନ୍ଦୀ ବ୍ରିଜ ଉପରେ।…

ଏକଲବ୍ୟ ପୁରସ୍କାର-୨୦୨୬ ପାଇଁ ଦରଖାସ୍ତ ଆହ୍ୱାନ

ଭୁବନେଶ୍ବର: ଇମ୍ପା ଗ୍ରୁପ୍‌ ଦ୍ବାରା ପରିଚାଳିତ ଇଣ୍ଡିଆନ୍‌ ମେଟାଲ୍‌ସ ପବ୍ଲିକ୍‌ ଚାରିଟେବଲ୍‌ ଟ୍ରଷ୍ଟ୍‌ (ଇମ୍ପାକ୍ଟ) ତରଫରୁ ସମ୍ମାନଜନକ ୩୪ତମ ଏକଲବ୍ୟ ପୁରସ୍କାର-୨୦୨୬ ଲାଗି ନାମାଙ୍କନ ପତ୍ର ଆହ୍ବାନ କରାଯାଇଛି। ଏକଲବ୍ୟ ପୁରସ୍କାର ହେଉଛି ଓଡ଼ିଶାର ‌ଶ୍ରେଷ୍ଠ ତଥା ପ୍ରତିଭାବାନ ଯୁବ…