Latest Odisha News

BREAKING NEWS

Browsing Category

ଓଡିଶା

Odisha

୧.୧୪ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ୩ ଗିରଫ, ଖନ୍ତାପଡା ପୋଲିସର ଚଢ଼ାଉ

ନୀଳଗିରି:ବାଲେଶ୍ଵର ଜିଲ୍ଲା ସେରଗଡ଼ ଅଂଚଳରେ ଖନ୍ତାପଡା ପୋଲିସ ଚଢ଼ାଉ କରି ୧.୧୪ କ୍ୱିଣ୍ଟାଲ ଗଞ୍ଜେଇ ସହ କାର ଜବତ କରିଛି । ଗଞ୍ଜେଇ ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ପୋଲିସ ଅଟକ ରଖିଛି । ସୂଚନାଯୋଗ୍ୟ ଜାତୀୟ ରାଜପଥ-୧୬ରେ ଏବେ ସ୍ପଷ୍ଟ ଦିବାଲୋକରେ ଗଞ୍ଜେଇ ଚାଲାଣ ହେଉଛି । ସୋମବାରରେ ବିଶେଷ…

ଜିଲ୍ଲାପାଳ ଦେଖାଇଲେ ମହାନତା…

ନବରଙ୍ଗପୁର: ଜିଲ୍ଲାପାଳ ଦେଖାଇଲେ ମହାନତା । ପଦବୀର ଗର୍ବ ନୁହେଁ ଗାରିମା ଦେଖାଇ ସହାୟତା କଲେ ଦୁର୍ଘଟଣାଗ୍ରସ୍ତ ଆହତଙ୍କୁ । ଏପରି ମହତ କାମ କରି ଚର୍ଚ୍ଚାକୁ ଆସିଛନ୍ତି ନବରଙ୍ଗପୁର ଜିଲ୍ଲାପାଳ ଡ. ଅଜିତ ମିଶ୍ର । ସରକାରୀ କାମ ସାରି ଫେରୁଥିବାବେଳେ ୨ ଜଣ ଆହତଙ୍କୁ ଦେଖି ସେ ଗାଡି…

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ସୂଚୀ

ଭୁବନେଶ୍ବର: ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ସୂଚୀ । ମେ ୩ରୁ ମେ ୧୫ ଯାଏଁ ଚାଲିବ ପରୀକ୍ଷା । ମେ’ ୩ ତରିଖରେ ମାତୃଭାଷା ଓଡିଆ, ୫ ରେ ଇଂରଜ, ୭ରେ ତୃତୀୟ ଭାଷା ହିନ୍ଦୀ ଏବଂ ୮ ରେ ସସ୍କୃତ ପରୀକ୍ଷା ହେବ । ମେ’ ୯ ତାରିଖରେ ଭର୍ଚୁଆଲ ଆକ୍ଟ ( ପ୍ରାକ୍ଟିକାଲ) ହେବ । ୧୦ରେ ଗଣିତ ପରୀକ୍ଷା,…

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ୩୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତଙ୍କ ଜନ୍ମ ତିଥି ଅବସରରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗସ୍ତ ଅବସରରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ୪ଟି ନବନିର୍ମିତ ସୌଧର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ରାଜ୍ୟରେ ୩ରୁ ୪ ଡିଗ୍ରୀ ଖସିବ ପାରଦ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର ଜିଲ୍ଲାରେ ତାପମାତ୍ରା ସର୍ବାଧିକ ୪.୯ ଡିଗ୍ରୀ ସେଲସିୟସ ହ୍ରାସ ପାଇଛି। ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଆସନ୍ତା ବୁଧବାର ସକାଳ ଯାଏଁ ରାଜ୍ୟରେ ଶୀତ ଲହରୀ ଜାରି ରହିବ। ଏପରିକି ଆସନ୍ତା ଦୁଇ ଦିନ ମଧ୍ୟରେ ତାପମାତ୍ରା ୩ରୁ…

ଅଚାନକ କାରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲା ଗୋଟିଏ ପରିବାର

ସାଲେପୁର: ସାଲେପୁରର ମାହାଙ୍ଗା ସ୍ଥିତ ମଧୁପୁର ନିକଟରେ ଏକ ଚଳନ୍ତା କାରରେ ଅଚାନକ ନିଆଁ ଲାଗିବା ଫଳରେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଡ଼୍ରାଇଭର ଓ ଦୁଇ ଶିଶୁଙ୍କ ସମେତ ଗୋଟିଏ ପରିବାର। ସୂଚନାନୁସାରେ, ଯାଜପୁର ଜିଲ୍ଲାର ବଡ଼ଚଣା ବ୍ଲକ ଅନ୍ତର୍ଗତ ପୁରୁଷୋତ୍ତମପୁରର ଦିଲୀପ ବିଶ୍ବାଳ ତାଙ୍କ…

ଖଣ୍ଡଗିରି ମେଳା ହେବ କି ନାହିଁ: ବିଚାର ବିମର୍ଶ ପରେ ନିଆଯିବ ଚୂଡାନ୍ତ ନିଷ୍ପତ୍ତି

ଭୁବନେଶ୍ବର: ଚଳିତ ବର୍ଷ ମହାମାରୀ କରୋନା ଯୋଗୁଁ ଖଣ୍ଡଗିରି ମେଳା ହେବ କି ନାହିଁ, ତାହା ବର୍ତ୍ତମାନ ନିଷ୍ପତ୍ତି ହୋଇନାହିଁ । ଏନେଇ ବିଏମସି କମିଶନରଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ସେ କହିଛନ୍ତି, ପୂର୍ବ ସ୍ଥାନରେ ଜାତୀୟ ରାଜପଥ କାର୍ଯ୍ୟ ଚାଲିଛି । ଦୈନିକ ୫୦ ହଜାରରୁ ଅଧିକ ଲୋକଙ୍କ…

କୋରାପୁଟ ଜିଲ୍ଲାର ନୂତନ ଜିଲ୍ଲାପାଳ ହେଲେ ମହମ୍ମଦ ଅବଦାଲ ଅଖତର

କୋରାପୁଟ : କୋରାପୁଟ ଜିଲ୍ଲାରେ ଜିଲ୍ଲାପାଳ ଭାବେ ଦାୟିତ୍ଵ ଗ୍ରହଣ କଲେ ମହମ୍ମଦ ଅବଦଲ ଅଖତର । ଜିଲ୍ଲାପାଳ ମଧୁସୂଦନ ମିଶ୍ରଙ୍କଠାରୁ ଦାୟିତ୍ଵ ନେଇଛନ୍ତି ଅବଦଲ ଅଖତର । ଦାୟିତ୍ଵ ଗ୍ରହଣ ସମୟରେ କୋରାପୁଟ ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ରହି ସ୍ବାଗତ ଜଣାଇଛନ୍ତି । କୋଟିଆ…

୧୭୪୦ ଟଙ୍କା ଫି’ ଛାଡ଼, ଛାତ୍ରଛାତ୍ରୀଙ୍କ ଦାବି ମାନିନେଲେ ପିଜି କାଉନସିଲ୍ ଅଧ୍ୟକ୍ଷ

ଭୁବନେଶ୍ବର: ଉତ୍କଳ ବିଶ୍ବବିଦ୍ୟାଳୟ ପିଜି ଛାତ୍ରଛାତ୍ରୀଙ୍କ ଦାବି ମାନିନେଲେ ପିଜି କାଉନସିଲ୍ ଅଧ୍ୟକ୍ଷ । ସମୁଦାୟ ହଷ୍ଟେଲ ଫି’ରୁ ୧୭୪୦ ଟଙ୍କା କଲେ ଛାଡ । ଛାତ୍ରଛାତ୍ରୀ ଏବେ ୨୯୫୦ ଟଙ୍କା ବଦଳରେ ୧୨୧୦ ଟଙ୍କା ଦେବେ । ଫି’ କମାଇବାକୁ ଦୁଇ ଦିନ ହେଲା ଛାତ୍ରଛାତ୍ରୀ ଦାବି କରିଆସୁଥିଲେ ।…

ହୁ ହୁ ହୋଇ ତୈଳଦର ସହ ବଢୁଛି ଯାତ୍ରୀବାହୀ ବସ୍ ଭଡ଼ା

ଭୁବନେଶ୍ୱର: ତେଲ ଦରରେ ଲଗାମ ନାହିଁ । ଡିଜେଲ୍ ହେଉକି ପେଟ୍ରୋଲ୍ ଲିଟର ପିଛା ୮୫ ଟଙ୍କା ତଳକୁ ଖସୁନାହିଁ । ତେଲ ଦର ବାରମ୍ବାର ବଢ଼ି ଚାଲିଥିବା ବେଳେ ସାଧାରଣ ଲୋକଙ୍କ ଉପରେ ପଡ଼ିଛି ଆଉ ଏକ ପ୍ରହାର । ବୃଦ୍ଧି ପାଇଛି ଯାତ୍ରୀବାହୀ ବସ୍ ଭଡ଼ା । ୧୨ଗୋଟି ଦିଗକୁ ବିଚାରକୁ ନେଇ ବସ୍ ଭଡ଼ା…