Latest Odisha News

BREAKING NEWS

Browsing Category

ଓଡିଶା

Odisha

ପ୍ରତ୍ୟାହାର ହେଲା ଶ୍ରୀମନ୍ଦିର ପାଇଁ NMAର ପ୍ରସ୍ତାବିତ ବାଇ-ଲ’

ନୂଆଦିଲ୍ଲୀ: ଶ୍ରୀମନ୍ଦିର ପାଇଁ ପ୍ରସ୍ତାବିତ ବାଇ ଲ’ ବିଜ୍ଞପ୍ତି ପ୍ରତ୍ୟାହାର ପାଇଁ ନିର୍ଦ୍ଦେଶ । ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହଲାଦ ପଟେଲ । ଟ୍ୱିଟ୍ କରି ସେ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି, NMA ଅଧ୍ୟକ୍ଷଙ୍କ ଅଜାଣତରେ ନୋଟିଫିକେସନ…

ଆଜି ରାଜ୍ୟରୁ ୭୨ ପଜିଟିଭ୍, ମାଲକାନଗିରି ଓ କନ୍ଧମାଳ କରୋନା ମୁକ୍ତ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କାବୁ ପାଉଛି କରୋନା । କମୁଛି ଦୈନିକ ସଂକ୍ରମଣ । ଖସୁଛି ଆକ୍ଟିଭ୍ କେସ୍ । ସୁସ୍ଥହାର ବଢୁଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୭୨ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୪୪ ଓ ଲୋକାଲ କଣ୍ଟାକ୍ଟ କେସ୍ ୨୮ଟି ରହିଛି । ଆଜି ୧୯ ଜିଲ୍ଲାରୁ…

ପ୍ରଭୁ ଜଗନ୍ନାଥଙ୍କ କାମକୁ କେହି ଅଟକାଇ ପାରିବେନି: ମୁଖ୍ୟମନ୍ତ୍ରୀ

ପୁରୀ: ପୁରୀ ଗସ୍ତରେ ଆସି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା ସଂକ୍ରମଣ କମିବାରୁ ଶ୍ରୀମନ୍ଦିର ଖୋଲିବା ପରେ ପ୍ରଥମ ଥର ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟବାସୀଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି । ଏହି ଅବସରରେ…

ବାଲୁକା କଳାରେ ଉତ୍ତରାଖଣ୍ଡ ହିମସ୍ଖଳନରେ ନିଖୋଜଙ୍କ ପାଇଁ ପ୍ରାର୍ଥନା

ପୁରୀ: ବାଲୁକା କଳାରେ ଉତ୍ତରାଖଣ୍ଡ ହିମସ୍ଖଳନ ବିପର୍ଯ୍ୟୟ ନେଇ ପ୍ରାର୍ଥନା । ପୁରୀ ବେଳାଭୂମିରେ ଏହି ବାଲୁକା କଳା ନିର୍ମାଣ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ହିମସ୍ଖଳନ ଓ ପରବର୍ତ୍ତୀ ବନ୍ୟାରେ ନିଖୋଜଙ୍କ ପାଇଁ ପ୍ରାର୍ଥନା କରିଛନ୍ତି ସୁଦର୍ଶନ । ସେମାନଙ୍କର…

ଗୋଟିଏ ବାଘ ଛାଲ ଓ ୨ଟି ହାତୀଦାନ୍ତ ଜବତ, ୩ ଜଣ ଗିରଫ

କେନ୍ଦୁଝର: ବାଘ ଛାଲ ଓ ହାତୀ ଦାନ୍ତ ବିକ୍ରି ପାଇଁ ଡିଲ୍ ଚାଲିଥିଲା । ଖବର ପାଇଁ ପହଞ୍ଚିଥିଲା କ୍ରାଇମବ୍ରାଞ୍ଚ ଏସଟିଏଫ । ଗୋଟିଏ ବାଘ ଛାଲ ଓ ଦୁଇଟି ହାତୀ ଦାନ୍ତ ଜବତ କରାଯାଇଛି । ଏହି ଘଟଣାରେ ୩ ଜଣଙ୍କୁ ବାନ୍ଧିଛି ଏସଟିଏଫ୍ । କେନ୍ଦୁଝର ଆରଟିଓ ଅଫିସ ପାଖରେ ଚଢ଼ାଉ କରିଥିଲା ଏସଟିଏଫ୍ ।…

ଆଜି ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଆସିବେ ମୁଖ୍ୟମନ୍ତ୍ରୀ, ୪ଟି କୋଠାକୁ ଲୋକାର୍ପଣ କରିବେ

ଭୁବନେଶ୍ୱର: ଆଜି ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଆସିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସନ୍ଧ୍ୟା ୫ଟା ୧୫ରେ କ୍ୟାମ୍ପସ୍‌ରେ ୪ଟି କୋଠାକୁ ସେ ଲୋକାର୍ପଣ କରିବେ । କରୋନା କଟକଣା ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିବା ପାଇଁ କ୍ୟାମ୍ପସରେ ବ୍ୟାପକ ସାଜସଜ୍ଜା କରାଯାଇଛି ।…

ଭାରସାମ୍ୟ ହରାଇ ବୌଦ୍ଧରେ ଓଲଟିଲା ବସ୍: ୪ ଆହତ, ଅଳ୍ପକେ ବର୍ତ୍ତିଲେ ୫୦ ଯାତ୍ରୀ

ବୌଦ୍ଧ: ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ । ବିଦ୍ୟୁତ ଖୁଣ୍ଟରେ ପିଟିହୋଇ ଦୁର୍ଘଟଣାଗ୍ରସ୍ତ ହେଲା । ଏଥିରେ ୪ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ୫୦ ଯାତ୍ରୀ । ବୌଦ୍ଧ ଜିଲ୍ଲା ଖୁଣ୍ଟବନ୍ଧ ନିକଟରେ ଏହି ଦୁର୍ଘଟଣା ଘଟିଛି । ସ୍ଥାନୀୟ ଲୋକ…

ଆଜି ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ । କରୋନା ପରେ ସର୍ବସାଧାରଣ ଦର୍ଶନ ପାଇଁ ଶ୍ରୀମନ୍ଦିର ଖୋଲିବା ପରେ ଏହା ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ପୁରୀ ଗସ୍ତ । ପୂର୍ବରୁ ପୁରୀ ଯାଇ ଉନ୍ନତିମୂଳକ ଓ ସୌନ୍ଦର୍ଯ୍ୟକରଣ କାମର…

ଆଜିଠୁ ସ୍କୁଲ ଯିବେ ନବମ ଓ ଏକାଦଶ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଧୀରେଧୀରେ କରୋନା ସ୍ଥିତି ସ୍ବାଭାବିକ ହେଉଥିବା ବେଳେ ଶିକ୍ଷା କ୍ଷେତ୍ରକୁ ଟ୍ରାକ୍ କୁ ଆଣିବାକୁ ଉଦ୍ୟମ ଜାରି ରଖିଛନ୍ତି ସରକାର। ଦୀର୍ଘ ମାସର ବ୍ୟବଧାନ ପରେ ଆଜିଠୁ ନବମ ଓ ଏକାଦଶ ଶ୍ରେଣୀ ପାଇଁ ସ୍କୁଲ ଖୋଲୁଛି । ଏନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା…

ଝରାଫୁଲ ଡେଥ ମିଷ୍ଟ୍ରି; ଭିସେରା ରିପୋର୍ଟ ଖୋଲିବ ମୃତ୍ୟୁ ରହସ୍ୟ

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ରମାଦେବୀ ଛାତ୍ରୀ ଝରାଫୁଲ ନାୟକ ମୃତ୍ୟୁ ଘଟଣା ଦିନକୁ ଦିନ ରହସ୍ୟ ଘେରକୁ ଟାଣି ହୋଇ ଯାଉଛି। ଏହି ଘଟଣାକୁ ଏହା ମଧ୍ୟରେ ଏକ ସପ୍ତାହରୁ ଅଧିକ ବିତିଯାଇଥିବା ବେଳେ ଏହା ଏବେବି ରହସ୍ୟ ଘରରେ ରହିଛି ଅନେକ ତଥ୍ୟ । ଏହି ଘଟଣାରେ ଦିନକୁ ନୂଆ ନୂଆ ଲିଙ୍କ ସାମ୍ନାକୁ…