Latest Odisha News

BREAKING NEWS

Browsing Category

ଓଡିଶା

Odisha

ଡକାୟତି ଉଦ୍ୟମକୁ ପଣ୍ଡ କଲା ପୋଲିସ, ପୁରୀରୁ ୬ ଗିରଫ

ପୁରୀ: ପୁରୀ ପୋଲିସକୁ ମିଳିଛି ବଡ ସଫଳତା। କୁମ୍ଭାରପଡା ଥାନା ପୋଲିସ ଏକ ଡକାୟତି ଉଦ୍ୟମକୁ ପଣ୍ଡ କରିଛି। ଯେଉଁ ଘଟଣାରେ ୬ ଜଣଙ୍କୁ ଧରାଯାଇଛି। ସୂଚନା ଅନୁଯାୟୀ ଗତକାଲି ରାତି ୧୧ଟା ୩୦ ମିନିଟରେ କୁମ୍ଭାରପଡା ଥାନା ପୋଲିସ ନରେନ୍ଦ୍ରକୋଣ ସ୍ଥିତ ଦେବୀଘାଟ ଅଞ୍ଚଳରେ ପାଟ୍ରୋଲିଂ କରୁଥିଲା।…

ମହାମାରୀ ସତ୍ତ୍ୱେ ଚଳିତ ବର୍ଷ କିଟ୍‌ରେ ରେକର୍ଡ ପ୍ଲେସମେଣ୍ଟ

ଭୁବନେଶ୍ୱର: ଚଳିତ ବର୍ଷ କିଟ୍ ବିଶ୍ୱବିଦ୍ୟାଳୟ ୨୦୨୦-୨୧ ବ୍ୟାଚ୍ର ଉତ୍ତୀର୍ଣ୍ଣ ହେବାକୁ ଥିବା ଛାତ୍ରଛାତ୍ରୀଙ୍କୁ ରେକର୍ଡ଼ ସଂଖ୍ୟକ କ୍ୟାମ୍ପସ୍ ପ୍ଲେସ୍ମେଣ୍ଟ ମିଳିଛି । ଜୁଲାଇ ୧ରୁ ଅନ୍-ଲାଇନ୍ ମାଧ୍ୟମରେ କିଟ୍ରେ କ୍ୟାମ୍ପସ୍ ପ୍ଲେସ୍ମେଣ୍ଟ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏବେ ସୁଦ୍ଧା କିଟ୍…

ଯାଜପୁରରେ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ୩ ଘଣ୍ଟିଆ ଚକା ଜାମ୍

ଯାଜପୁର: କୃଷକ ସଂଗଠନ ପକ୍ଷରୁ ଚକା ଜାମ୍ ଡାକରାକୁ ସମର୍ଥନ କରି ଜିଲ୍ଲା ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ୩ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି  l ଚଣ୍ଡିଖୋଲ ଛକଠାରେ ଦିନ ୧୨ଟାରୁ ଦିନ ୩ଟା ପର୍ଯ୍ୟନ୍ତ ଚକା ଜାମ୍ କରାଯାଇଥିଲା l  କେନ୍ଦ୍ର ସରକାରଙ୍କ ଚାଷ ନୀତି ବିରୋଧରେ ଆନ୍ଦୋଳନକାରୀ…

କଟାମୁଣ୍ଡ ମିଳିବା ଘଟଣା, ମୃତଦେହର ରି-ପୋଷ୍ଟମର୍ଟମ କଲା ଚନ୍ଦକା ପୋଲିସ

ଭୁବନେଶ୍ବର : ଚନ୍ଦକା ଦାସପୁର ରାସ୍ତା କଡ଼ରୁ କଟାମୁଣ୍ଡ ମିଳିବା ଘଟଣାରେ ଆଉ ଥରେ ହେଲା ମହିଳାଙ୍କ ପୋଷ୍ଟ ମର୍ଟମ । ଅଧିକ ତଦନ୍ତ ଓ ସୁରାକ୍ ପାଇଁ ମହିଳାଙ୍କ ମୃତଦେହକୁ ଆଉ ଥରେ ବ୍ୟବଛେଦ କରିଛି ଚନ୍ଦକା ପୋଲିସ । ରି -ପୋଷ୍ଟମର୍ଟମ ପାଇଁ ଏମସକୁ ପଠାଯାଇଥିଲା ମୃତଦେହ । ପ୍ରଥମେ…

ସମ୍ବଲପୁର ବୁର୍ଲା ଭିସୁଟ୍ କୁଳପତିଙ୍କ ଉପରେ ଲାଗିଲା ଅଙ୍କୁଶ

ଭୁବନେଶ୍ବର: ସମ୍ବଲପୁର ବୁର୍ଲା ଭିସୁଟ୍ କୁଳପତିଙ୍କ ଉପରେ ଲାଗିଲା ଅଙ୍କୁଶ । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବୁର୍ଲା ଭିସୁଟ୍ କୁଳପତିଙ୍କ କ୍ଷମତାକୁ ସଙ୍କୁଚିତ କରିଛନ୍ତି । ବିଶ୍ବବିଦ୍ୟାଳୟର କୌଣସି ଆର୍ଥିକ କାରବାର ନିଷ୍ପତ୍ତି ନେଇପାରିବେନି କୁଳପତି । କୁଳାଧିପତିଙ୍କ ଅନୁମୋଦନ ବିନା…

ଢେଙ୍କାନାଳରେ କୃଷି ବିଲ୍ ତାତି : ଏନଏଚ-୫୫ ଅବରୋଧ କଲା ନବ ନିର୍ମାଣ କୃଷକ ସଙ୍ଗଠନ

ଢେଙ୍କାନାଳ: ନୂତନ କୃଷି ବିଲ୍ ପ୍ରତ୍ୟାହାର ଦାବିରେ ରାଜପଥକୁ ଓହ୍ଲାଇଥିଲେ ଚାଷୀ । ଢେଙ୍କାନାଳ କାଉଁରିଆପାଳଠାରେ ଏନଏଚ-୫୫କୁ ଅବରୋଧ କରିଥିଲେ ନବ ନିର୍ମାଣ କୃଷକ ସଙ୍ଗଠନ । କଟକ ଓ ସମ୍ବଲପୁର ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବା ବେଳେ ଯାତାୟାତ ଠପ୍ ହୋଇଥିଲା । ନୂତନ କୃଷି ବିଲ୍…

ଜିଲ୍ଲାପାଳଙ୍କ ୟୁଟର୍ଣ୍ଣ, କହିଲେ, କୋଭିଡ୍‌ ଟୀକା ନ ନେଲେ କଟିବନି ଦରମା

କଟକ: ବଦଳିଲା କଟକ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ । କୋଭିଡ୍‌ ଟୀକା ନ ନେଲେ ଦରମା କଟିବ ବୋଲି ଜାରି ହୋଇଥିବା ନିର୍ଦ୍ଦେଶ ୨୪ ଘଣ୍ଟା ମଧ୍ୟରେ ବଦଳିଯାଇଛି । ବିଭିନ୍ନ ମହଲରୁ ସମାଲୋଚନା ପରେ ସ୍ପଷ୍ଟୀକରଣ ଦେଇ ଜିଲ୍ଲାପାଳ ଭବାନୀ ଶଙ୍କର ଚଇନି ଟୀକା ନ ନେଲେ ଦରମା କଟାଯିବ ନାହିଁ ବୋଲି ସୂଚନା…

ଭାଙ୍ଗୁଛନ୍ତି ଘର, ନଷ୍ଟ କରୁଛନ୍ତି ଫସଲ : ତେଲକୋଇରେ ଥମୁନି ହାତୀ ଉପଦ୍ରବ

ତେଲକୋଇ: ଥମୁନି ହାତୀ ଉପଦ୍ରବ । କେନ୍ଦୁଝର ଜିଲ୍ଲା ତେଲକୋଇ ରେଞ୍ଜ ବିମଳା ଫରେଷ୍ଟ ବିଟ୍‌ ଅଞ୍ଚଳରେ ହାତୀ ଉପଦ୍ରବ ବଢିବାରେ ଲାଗିଛି । ଯାହାକୁ ନେଇ ସ୍ଥାନୀୟଲୋକଙ୍କ ମନରେ ଅସନ୍ତୋଷ ଓ ଭୟ ସୃଷ୍ଟି ହୋଇଛି । ଖବର ଅନୁଯାୟୀ, ହାତୀ ପଲ ଅଞ୍ଚଳରେ କେତେବେଳେ କାହା ଘର ଭାଙ୍ଗୁଛନ୍ତି ତ ଆଉ…

ରାଜ୍ୟରେ ଆଉ ୮୨ ନୂଆ କରୋନା ଆକ୍ରନ୍ତ ଚିହ୍ନଟ

ଭୁବନେଶ୍ବର : ଆଜି ରାଜ୍ୟରୁ ଆଉ ୮୨ ନୂଆ କରୋନା ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୯ ଜଣ ସଂଗରୋଧରୁ ଏବଂ ସ୍ଥାନୀୟ ଅଞ୍ଚଳରୁ ୩୩ ଜଣ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୫୪୮କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

ଖୁବଶୀଘ୍ର ଖୋଲିପାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସ୍କୁଲ୍, ପ୍ରସ୍ତୁତ ଚାଲିଛି ଏସଓପି

ଭୁବନେଶ୍ୱର: ଅଙ୍ଗନୱାଡ଼ି ପରେ ଖୋଲିବ ବିଦ୍ୟାଳୟ । ପ୍ରଥମରୁ ଅଷ୍ଟମ ଯାଏ ସ୍କୁଲ ଖୋଲିବାକୁ ପ୍ରସ୍ତୁତ ହେଉଛନ୍ତି ସରକାର । ଏଥିନିମନ୍ତେ ଏସଓପି ପ୍ରସ୍ତୁତ କରାଯାଉଛି । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏନେଇ ସୂଚନା ଦେଇଛନ୍ତି । ତେବେ, ନିର୍ଦ୍ଦିଷ୍ଟ ଭାବେ କେତେ ତାରିଖରୁ…