Latest Odisha News

BREAKING NEWS

Browsing Category

ଓଡିଶା

Odisha

କୋଟିଆକୁ ଆଦର୍ଶ ପଞ୍ଚାୟତ କରାଯିବ: ମୁଖ୍ୟମନ୍ତ୍ରୀ

କୋରାପୁଟ: କୋଟିଆରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୋଟ୍ ୧୮ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ ହୋଇଛି । ୧୩ କୋଟିର ପ୍ରକଳ୍ପ ଉଦ୍‌ଘାଟନ ଓ ୫ କୋଟି ଟଙ୍କାରେ ସେତୁ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ…

ଭଦ୍ରକ ଏସପି ଅଫିସ ଆଗରେ ମା’ ପୁଅଙ୍କ ଆତ୍ମାହୂତି ଉଦ୍ୟମ

ଭଦ୍ରକ : ଭଦ୍ରକ ଏସପି ଅଫିସ ଆଗରେ ମା’ ପୁଅଙ୍କ ଆତ୍ମାହୂତି ଉଦ୍ୟମ । ନ୍ୟାୟ ପାଇଁ ଭଦ୍ରକ ଗ୍ରାମାଞ୍ଚଳ ଥାନା ବେଲଦା ଗ୍ରାମର ଜ୍ୟୋସ୍ନାରାଣୀ ପାତ୍ର ଓ ପୁଅ ପଞ୍ଚାନନ ପାତ୍ର ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ଏକ ଜମି ଜମା ମାମଲାରେ କୋର୍ଟରୁ ଡିଗ୍ରୀ ପାଇଥିଲେ ଜ୍ୟୋସ୍ନାରାଣୀ । କିନ୍ତୁ…

ଆଜି ରାଜ୍ୟରୁ ୯୭ କରୋନା ପଜିଟିଭ୍, ୯ଟି ଜିଲ୍ଲାରୁ ନୂଆ ଆକ୍ରାନ୍ତ ଶୂନ

ଭୁବନେଶ୍ୱର: ରାଜ୍ୟରେ ଏବେ ଦୈନିକ ଶହେରୁ କମ୍ କରୋନା ସଂକ୍ରମିତ ହେଉଛନ୍ତି । ମହାମାରୀ ନିୟନ୍ତ୍ରଣକୁ ଆସୁଛି । ହଜାରେ ତଳକୁ ଖସିଛି କରୋନା ଆକ୍ଟିଭ୍ କେସ୍ । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୯୭ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୫୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି…

21Heroes2021: ତାଲିକାରେ ଆଇପିଏସ୍ ଅରୁଣ ବୋଥ୍ରା

ଭୁବନେଶ୍ୱର: ଆଇପିଏସ ଅରୁଣ ବୋଥ୍ରାଙ୍କୁ ସମ୍ମାନ । ଟ୍ରାନ୍ସଫରମେଟିଭ୍ ଅର୍ବାନ୍ ମୋବିଲିଟି ଇନିସିଏଟିଭ୍ ପକ୍ଷରୁ ପ୍ରକାଶିତ ୨୦୨୧ର ୨୧ ଜଣ ହିରୋଙ୍କ ଭିତରେ ସେ ସ୍ଥାନ ପାଇଛନ୍ତି । ଏହି ତାଲିକାରେ ଭାରତରୁ ସ୍ଥାନ ପାଇଥିବା ଦୁଇ ଜଣଙ୍କ ଭିତରେ ଅଛନ୍ତି ଓଏସଆରଟିସି ଅଧ୍ୟକ୍ଷ ତଥା କ୍ୟାପିଟାଲ୍…

ଝରାଫୁଲ ମୃତ୍ୟୁ ମାମଲା, ଜେଲ୍ ଗଲା ରାକେଶ

ଭୁବନେଶ୍ୱର : ରମାଦେବୀ ଛାତ୍ରୀ ଝରାଫୁଲ ମୃତ୍ୟୁ ଘଟଣାରେ ଖୋଲିବ ରହସ୍ୟ । ୩ ଦିନିଆ ରିମାଣ୍ଡ ସରିବା ପରେ ଅଭିଯୁକ୍ତ ରାକେଶକୁ ଜେଲକୁ ପଠାଇ ଦିଆଯାଇଛି । ରିମାଣ୍ଡ ସରିବା ପରେ ରାକେଶକୁ କୋର୍ଟରେ ହାଜର କରିଥିଲା ପୋଲିସ । ରିମାଣ୍ଡ ଅବଧି ସମୟରେ ରାକେଶ ଠାରୁ ଅନେକ ଗୁରୁତ୍ବପୂର୍ଣ୍ଣ ତଥ୍ୟ…

ଆସନ୍ତାକାଲି ରାଜ୍ୟରେ ନବ ନିର୍ମାଣ କୃଷକ ସଙ୍ଗଠନର ଚକାଜାମ୍ ଡାକରା

ଭୁବନେଶ୍ବର: କୃଷି ଆଇନକୁ ବିରୋଧ କରି ଆସନ୍ତାକାଲି ସାରା ଦେଶରେ ଚକାଜାମ୍ ଡାକରା ଦେଇଛି କୃଷକ ସଙ୍ଗଠନ । ଏହାକୁ ଓଡ଼ିଶାରେ ସମର୍ଥନ ଜଣାଇ ନବ ନିର୍ମାଣ କୃଷକ ସଙ୍ଗଠନ ଆସନ୍ତାକାଲି ଚକ ଅଖ ଜାମ୍ ଡାକରା ଦେଇଛି । ଆସନ୍ତାକାଲି ଦିନ ୧୨ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ରାଜ୍ୟରେ ଶାନ୍ତିପୂର୍ଣ୍ଣ…

କନ୍ଧମାଳ ଜିଲ୍ଲାରେ ଜାଡ଼ ଭାଙ୍ଗୁଛି ହାଡ, ରାଜ୍ୟର ଶୀତ ଲହରି ଜାରି

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଶୀତ ଲହରି । ଗତକାଲି ଅପେକ୍ଷା ଆଜି ଥଣ୍ଡା ଟିକେ କମିଛି । ଆଜି ରାଜ୍ୟର ୬ଟି ସ୍ଥାନରେ ୧୦ ଡ଼ିଗ୍ରୀ ତଳେ ରହିଥି ପାରଦ । ଶୀତରେ ଥରୁଛି କନ୍ଧମାଳ ଜିଲ୍ଲା । ଜି.ଉଦୟଗିରିଠାରେ ସର୍ବନିମ୍ନ ତାପମାତ୍ରା ୩.୨ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି । ସେହିପରି…

ଟିକା ନେଲେ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ପ୍ରଥମ ପର୍ଯ୍ୟାୟ କୋଭିଡ୍ ଟିକାକରଣ । ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକାକପଣ ଅଭିଯାନ ଜାରି ରହିଥିବା ବେଳେ ଆଗକୁ ଫ୍ରଣ୍ଟ ଲାଇନ୍ ଯୋଦ୍ଧାଙ୍କୁ ଦିଆଯିବ ଟିକା । ତାପୂର୍ବରୁ ଟିକା ନେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର…

ନୟାଗଡ଼ ନାବାଳିକା ହତ୍ୟା ମାମଲା: ଅଭିଯୁକ୍ତର LAV ଟେଷ୍ଟର ଆଜି ଶୁଣାଣି

ନୟାଗଡ଼: ବହୁଚର୍ଚ୍ଚିତ ଯଦୁପୁର ନାବାଳିକା ହତ୍ୟା ମାମଲାରେ ଆଜି ନୟାଗଡ଼ ଚିଲଡ୍ରେନ୍ କୋର୍ଟରେ ହାଜର ହେବ ଅଭିଯୁକ୍ତ ନାବାଳକ । ତାର ଲେୟାର ଭଏସ୍ ଆନାଲିସ୍ ବା LVA ଟେଷ୍ଟ ପାଇଁ ଏସଆଇଟି କରିଥିବା ଆବେଦନର ଆଜି ଶୁଣାଣି ରହିଛି । ସେହିପରି ରିମାଣ୍ଡ ସମୟରେ ନାବାଳକକୁ ଦିଆଯାଇଥିବା ନିର୍ଯାତନାର…

ଝରାଫୁଲ ଡେଥ ମିଷ୍ଟ୍ରି; ୮ ଦିନ ପରେବି ରହସ୍ୟ ଉପରୁ ଉଠୁନି ପରଦା

ଯାଜପୁର: ରମାଦେବୀ ଛାତ୍ରୀ ଝରାଫୁଲ ନାୟକଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାକୁ ୮ ଦିନ ବିତି ଯାଇଥିଲେ ବି ଏବେବି ଅନେକ କଥା ରହସ୍ୟ ଘେରରେ ରହିଛି। ଏବେବି ଅନେକ କଥା ଉପରୁ ଉଠିନି ପରଦା। ଗତକାଲି ଅଭିଯୁକ୍ତ ରାକେଶ ସ୍ବାଇଁ ର ୩ ଦିନିଆ ରିମାଣ୍ଡ ଅବଧି ସରିବା ପରେ ଆଜି ପୁଣି ଜେଲ ଯିବ ରାକେଶ।…