Latest Odisha News

BREAKING NEWS

Browsing Category

ଓଡିଶା

Odisha

Second Mediation Conference: ଓଡ଼ିଶାରେ ହେବ ଦ୍ବିତୀୟ ମେଡିଏସନ ସମ୍ମିଳନୀ: ଆଇନ ମନ୍ତ୍ରୀ

ଭୁବନେଶ୍ବର: ସେପ୍ଟେମ୍ବର ୨୮ରେ ଭୁବନେଶ୍ୱରରେ ହେବ ଦ୍ବିତୀୟ ମେଡିଏସନ ସମ୍ମିଳନୀ । ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ପ୍ରଥମମ ସମ୍ମିଳନୀ ଦିଲ୍ଲୀରେ ହୋଇଥିବାବେଳେ, ଦ୍ବିତୀୟଟି ଏବେ ଓଡ଼ିଶାରେ ହେବ । ସଚିବ ସ୍ତରୀୟ ବୈଠକ ସହ ହାଇକୋର୍ଟ ମଧ୍ୟ ପ୍ରସ୍ତୁତି ଆରମ୍ଭ…

Puri Jagannath Temple: ସେପ୍ଟେମ୍ବର ୧୫ରୁ ଆରମ୍ଭ ହେବ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ: ଆଇନ ମନ୍ତ୍ରୀ

ପୁରୀ: ପୁରୀ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଧାଡ଼ି ଦର୍ଶନ ସେପ୍ଟେମ୍ବର ୧୫ ତାରିଖରୁ ଆରମ୍ଭ ହେବ । କାର୍ତ୍ତିକରେ ଲକ୍ଷାଧିକ ଭକ୍ତ ପୁରୀ ଆସିବେ ବୋଲି ଧାଡ଼ି ଦର୍ଶନ ବ୍ୟବସ୍ଥା ହେବା ନେଇ ଦାବି ହୋଇଆସୁଥିଲା । ପାଖାପାଖି ଏକ ବର୍ଷ ହେବ ଧାଡ଼ି ଦର୍ଶନ ନେଇ ଯୋଜନା ହେଉଥିବେବେଳେ, ଏନେଇ ଆଜି ସୂଚନା…

Jagannath Temple: ଶ୍ରୀମନ୍ଦିର ଉପରକୁ ପୁଣି ଚଢ଼ିଲେ ଜଣେ ବ୍ୟକ୍ତି; ଅଟକ ରଖିଲା ପୋଲିସ

ପୁରୀ: ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଉଠିଛି ପ୍ରଶ୍ନ । ପୁଣି ଶ୍ରୀମନ୍ଦିର ଉପରକୁ ଚଢ଼ିବାକୁ ଉଦ୍ୟମ । ପଶ୍ଚିମ ଦ୍ୱାର ନୃସିଂହ ମନ୍ଦିର ଦେଇ ଭକ୍ତ ଚଢ଼ିବାକୁ ଉଦ୍ୟମ ବେଳେ କାବୁ କଲେ ସୁରକ୍ଷାକର୍ମୀ । ଯୁବକ ଜଣଙ୍କ ରାଜ୍ୟ ବାହାର ହୋଇଥିବା ସୂଚନା ମିଳିଛି । ଯୁବକଙ୍କ ଘର ଉତ୍ତରପ୍ରଦେଶ…

Chariot Break: ପରମ୍ପରା ଅନୁଯାୟୀ ପୁରୀରେ ଆଜିଠୁ ରଥଭଙ୍ଗା କାମ ଆରମ୍ଭ

ପୁରୀ: ସରିଛି ରଥଯାତ୍ରା । ଆଜି ଠାରୁ ଆରମ୍ଭ ହୋଇଛି ମହାପ୍ରଭୁ ହେଲା ରଥଭଙ୍ଗା କାମ । ଭୋଇ ସର୍ଦ୍ଦାରଙ୍କ ନେତୃତ୍ୱରେ ରଥଭଙ୍ଗା ଚାଲିଛି । ପ୍ରଥମେ ଦେବଦଳନ ରଥର କାଠ ଭଙ୍ଗାଚାଲିଥିବାବେଳେ, ପରେ ତାଳଧ୍ୱଜ ରଥ ଭଙ୍ଗାଯିବ । ଏହା ପରେ ଶେଷରେ ନନ୍ଦିଘୋଷ ରଥ ଭଙ୍ଗାଯିବା ପରମ୍ପରା ରହିଛି । ଏହା…

School Student: ଏଣିକି ସରକାରୀ ବସରେ ମାଗଣା ଯିବେ ଛାତ୍ରଛାତ୍ରୀ: ମନ୍ତ୍ରୀ

ଭୁବନେଶ୍ୱର: ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ବଡ଼ ଘୋଷଣା । ଏବେ ସରକାରୀ ବସ୍‌ରେ ମାଗଣା ସ୍କୁଲ୍ ଯାଇପାରିବେ ଛାତ୍ରଛାତ୍ରୀ । ନିଜର ପରିଚୟପତ୍ର ଦେଖାଇ ମାଗଣାରେ ସ୍କୁଲ୍ ଯିବେ ଛାତ୍ରଛାତ୍ରୀ ବୋଲି କହିଛନ୍ତି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ । ଏହାସହ ମନ୍ତ୍ରୀ ଆହୁରି…

Vigilance Raid: ସିନିୟର୍ ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ରେଡ୍

କଟକ: କଟକ ଚୌଦ୍ବାର ସିଡିଏମଓର ସିନିୟର୍ ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢାଉ । ସ୍କାନର୍‌ରେ ସିନିୟର୍ ଆସିଷ୍ଟାଣ୍ଟ କିଶୋର କୁମାର ସାହାଣୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ ଜଣିଆ ଟିମ୍‌ର ଚଢାଉ ଚାଲି‌ଛି । ୧.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଅଭିଯୋଗରେ ଓଡ଼ିଶା…

Weather update: ୨୫ରେ ଆଉ ଏକ ଲଘୁଚାପ; ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷିବ! ଅରେଞ୍ଜ ଆଲର୍ଟ ଜାରି..

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୫ ତାରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ…

Forester suspend: ଜଙ୍ଗଲ ଜମି ଦେବା ନାଁରେ ଲୁଟ୍ ଅଭିଯୋଗ: ଫରେଷ୍ଟର ସସପେଣ୍ଡ

ନବରଙ୍ଗପୁର: ଜଙ୍ଗଲ ଜମି ଦେବା ନାଁରେ ଲୁଟ୍ ଅଭିଯୋଗ ହୋଇଛି । ଏନେଇ ଜଣେ ଫରେଷ୍ଟରଙ୍କୁ ସସପେଣ୍ଡ କରାଯାଇଛି । ଫରେଷ୍ଟର ଜଣଙ୍କ ହେଲେ ରାଇଘର ଫରେଷ୍ଟର ପ୍ରଦୀପ୍ତ ଦାସ । ତାଙ୍କୁ ନିଲମ୍ବିତ କରିଛନ୍ତି ଡିଏଫଓ । ତେବେ ମିଳିଥିବା ଖବର ଅନୁସାରେ, ୨୦୨୩ରେ ଆଦିବାସୀଙ୍କୁ ଜଙ୍ଗଲ ଜମି ଯୋଗାଇବା…

ଆଇପିଏସ ସ୍ତରରେ ଅଦଳବଦଳ; ପୁରୀ ଏସ୍ପି ହେଲେ ପ୍ରତୀକ ସିଂହ

ଭୁବନେଶ୍ୱର: ଓଡ଼ିଶା ସରକାର ରାଜ୍ୟର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦବୀରେ ୧୮ ଜଣ ଆଇପିଏସ ଏବଂ ଓପିଏସ ଅଧିକାରୀଙ୍କୁ ଅଦଳ ବଦଳ କରି ନୂଆ ନିଯୁକ୍ତି ଦେଇଛନ୍ତି। ଏ ସମସ୍ତ ନୂତନ ନିଯୁକ୍ତିକୁ ନେଇ ଗୃହ ବିଭାଗ ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ ୧୯୯୫ ବ୍ୟାଚ୍…

୧୨ ଓପିଏସ୍ ଅଧିକାରୀଙ୍କୁ ନୂଆ ନିଯୁକ୍ତି

ଭୁବନେଶ୍ୱର: ଓଡ଼ିଶା ସରକାର ଗୁରୁବାର ଦିନ ନୂତନ ପୋଷ୍ଟିଂ ପାଇଥିବା ପ୍ରାୟ ୧୨ ଜଣ ଓପିଏସ୍ ଅଧିକାରୀଙ୍କୁ ବଦଳି କରିଛନ୍ତି। ରାଜ୍ୟ ସରକାରଙ୍କ ଗୃହ ବିଭାଗ ଖବର ଏ ସମ୍ପର୍କରେ ଏକ ବିଜ୍ଞପ୍ତି ଜାରି କରିଛି। ଯାହା ତୁରନ୍ତ କାର୍ଯ୍ୟକାରୀ ହେବ। ତେବେ ନିମ୍ନଲିଖିତ ଅଧିକାରୀମାନଙ୍କୁ ବଦଳି…