Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆସନ୍ତାକାଲି କୋଟିଆରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ବିକାଶ ପଥରେ ସୀମାନ୍ତ କୋଟିଆ । ଆଜି ଅନେକ ପ୍ରକଳ୍ପର ଶୁଭ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଟିଆର ୧୦ ଶଯ୍ୟା ବିଶିଷ୍ଟ ହସପିଟାଲ, ସବ ସେଣ୍ଟର, ଅଫିସର କ୍ଲଷ୍ଟର ଗୃହ, ସ୍ବାସ୍ଥ୍ୟ ବିଭାଗ କର୍ମଚାରୀଙ୍କ ପାଇଁ ସରକାରୀ ବାସ ଗୃହ, ମାଡକର ଗାଁକୁ ରାସ୍ତା,…

ତୋଷାଳି ମେଳା ଉଦଯାପିତ: ଏବର୍ଷ ୧୨ କୋଟିର ବ୍ୟବସାୟ

ଭୁବନେଶ୍ୱର: ଉଦ୍‌ଯାପିତ ହେଲା ତୋଷାଳି ମେଳା । ଶେଷ ଦିନରେ ମେଳା ବୁଲି ଦେଖିଲେ ହାଇକୋର୍ଟଙ୍କ ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍‌. ମୂରଲୀଧର । ତାଙ୍କ ସହ ଉପସ୍ଥିତ ଥିଲେ ହସ୍ତତନ୍ତ ଓ ବୟନଶିଳ୍ପ ବିଭାଗ ସଚିବ ଶୁଭା ଶର୍ମା । ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍. ମୁରଲୀଧର ବିଭିନ୍ନ ଷ୍ଟଲ ବୁଲି…

ଅଭୟଚାନ୍ଦପୁର ପୋଲିସକୁ ଆକ୍ରମଣ କଲେ ଗ୍ରାମବାସୀ

ପାରାଦୀପ : ଅଭିଯୁକ୍ତକୁ ଧରିବାକୁ ଯାଇ ହଟହଟା ହେଲା ପୋଲିସ । ପାରାଦୀପ ଗଡ଼ ଗ୍ରାମର ଦଳେଇ ସାହିରେ ଜଣେ ଅଭିଯୁକ୍ତକୁ ଧରିବାକୁ ଯାଇ ହଟହଟା ହୋଇଛି ପାରାଦୀପ ଅଭୟଚାନ୍ଦପୁର ପୋଲିସ । ଗ୍ରାମବାସୀଙ୍କ ଆକ୍ରମଣରେ ଜଣେ ଏସଆଇ ଆହତ ହୋଇଛନ୍ତି । ଥାନା ଗାଡ଼ିରୁ ଅଭିଯୁକ୍ତ ଯୁବକକୁ ନେଇ ଯାଇଛନ୍ତି…

ପ୍ରାରମ୍ଭରୁ ଚିହ୍ନଟ ଏବଂ ଉତମ ଚିକିତ୍ସା ଦ୍ୱାରା କର୍କଟ ରୋଗକୁ ପରାସ୍ତ କରିହେବ: ବିଶେଷଜ୍ଞ

ଭୁବନେଶ୍ୱର: ପ୍ରାରମ୍ଭରୁ ଚିହ୍ନଟ ଏବଂ ଆବଶ୍ୟକୀୟ ଚିକିତ୍ସା ଦ୍ୱାରା କର୍କଟ ଭଳି ଦୁଃସାଧ୍ୟ ରୋଗକୁ ପରାସ୍ତ କରିହେବ ବୋଲି ମତ ଦେଇଛନ୍ତି ବିଶିଷ୍ଟ ବିଶେଷଜ୍ଞ । ଗୁରୁବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ ଆଣ୍ଡ ସମ୍ ହସପିଟାଲ ପକ୍ଷରୁ…

ରାଜ୍ୟରୁ ଆଉ ୧୧୨ କରୋନା ର‌ୋଗୀ ସୁସ୍ଥ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୧୨ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ତନ୍ମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୨୬ ଜଣ ରହିଛନ୍ତି। ତା' ତଳକୁ ନୂଆପଡା ଓ ସମ୍ବଲପୁରରୁ ୧୪ ଜଣ ସୁସ୍ଥ ରହିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।…

ପିଜି ବଳକା ସିଟରେ ଆଡମିଶନ ପାଇଁ ଆସିଲା ଗାଇଡଲାଇନ୍

ଭୁବନେଶ୍ୱର: ପୋଷ୍ଟ ଗ୍ରାଜୁଏଟ୍ (ପିଜି)ଲାଗି ସ୍ପଟ୍-୨ ଆଡମିଶନ ପାଇଁ ଓଡିଶା ସରକାରଙ୍କ ପକ୍ଷରୁ ଗୁରୁବାର ଦିନ ସମୟସୀମା ଏବଂ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ଉଚ୍ଚଶିକ୍ଷା ବିଭାଗର ବିଜ୍ଞପ୍ତି ଅନୁଯାୟୀ, ଯୋଗ୍ୟ ଛାତ୍ରଛାତ୍ରୀଙ୍କ ଆଡମିଶନ ପାଇଁ ମେରିଟ୍ ଲିଷ୍ଟ୍ ଆସନ୍ତା ଫେବୃଆରୀ ୬…

ଜେଏସ୍‌ପିଏଲ୍ ଅନୁଗୁଳ କାରଖାନା ପରିଦର୍ଶନ କଲ‌େ ଖୋର୍ଦ୍ଧା ରେଳ ଡି.ଆର୍‌.ଏମ୍‌

ଅନୁଗୁଳ: ପୂର୍ବତଟ ରେଳ ଅନ୍ତର୍ଗତ ଖୋର୍ଦ୍ଧା ଡିଭିଜନ୍‌ର ଡିଭିଜନାଲ୍ ରେଲ୍‌ୱେ ମ୍ୟାନେଜର ଶଶୀକାନ୍ତ ସିଂହ ଗୁରୁବାର ଦିନ ଜିନ୍ଦଲ୍ ଷ୍ଟିଲ୍ ଏଣ୍ଡ୍ ପାୱାର ଲିଃ (ଜେଏସ୍‌ପିଏଲ୍‌)ର ଅନୁଗୁଳ ସମନ୍ୱୀତ ଇସ୍ପାତ କାରଖାନା ପରିଦର୍ଶନ କରିଛନ୍ତି। ଏହି ସମୟରେ ଉଭୟ ରେଳବାଇ ଓ ଜେଏସ୍‌ପିଏଲ୍…

ଘର ଉପରକୁ ମାଡିଗଲା ଟ୍ରକ, ୩ଗୁରୁତର

ଯାଜପୁର : ଦଶରଥପୁର ବ୍ଲକର ମାଉଁରିଚୁଆରେ ଘର ଉପରକୁ ମାଡିଗଲା ଦଶଚକିଆ ଟ୍ରକ । ଫଳରେ ୩ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମିଳିଥିବା ସୂଚନା ଅନୁଯୟୀ, ରାସ୍ତା କଡରେ ଥିବା ଅଶୋକ ଜେନାଙ୍କ ଛାତଘର ଉପରକୁ ଆଜି ହଠାତ ଟ୍ରକଟି…

ମହିଳାଙ୍କ ଉଲଗ୍ନ ଭିଡିଓ ଉତ୍ତୋଳନ କରି ଯୁବକ ଗିରଫ

ଭୁବନେଶ୍ୱର: ଜଣେ ମହିଳା ଗାଧୁଥିବା ବେଳେ ତାଙ୍କ ଅଜାଣତରେ ଜଣେ ଦୁର୍ବୃତ୍ତ ଉଲଗ୍ନ ଭିଡିଓ ଉତ୍ତୋଳନ କରିଥିଲା । ଏହାପରେ ସେ ଇଣ୍ଟରନେଟ୍‌ରେ ଏହାକୁ ଭାଇରାଲ୍‌ କରିଥିଲା । ମହିଳା ଜଣଙ୍କ ଏ ବିଷୟରେ ଜାଣିବାପରେ ଲିଙ୍ଗରାଜ ଥାନାରେ ଅଭିଯୋଗ କରିଥିଲେ । ପୋଲିସ ଏହି ଘଟଣାର ତଦନ୍ତ କରି ରବି…

ଚିଟଫଣ୍ଡ ଦଲାଲଙ୍କୁ ଜେଲ ଦଣ୍ଡାଦେଶ

କଟକ : ଚିଟଫଣ୍ଡ ଦଲାଲଙ୍କୁ ଜେଲଦଣ୍ଡ । କଟକବାସୀଙ୍କୁ ପ୍ରଲୋଭନ ଦେଖାଇ ଟଙ୍କା ଲୁଟ କରୁଥିବା ସିଦ୍ଧ ମହାପୁରୁଷ ମନି ସୋସାଇଟି ଚିଟଫଣ୍ଡ ସଂସ୍ଥାର ୭ ଜଣକୁ ୭ ବର୍ଷ ସଶ୍ରମ କାରାଦଣ୍ଡ । ଦଣ୍ଡାଦେଶ ଶୁଣାଇଛନ୍ତି ସ୍ବତନ୍ତ୍ର OPID କୋର୍ଟ । କେନ୍ଦ୍ରାପଡ଼ାର ଏକ ମାମଲାରେ ଚାରି ଜଣଙ୍କୁ ଧାରା…