Latest Odisha News

BREAKING NEWS

Browsing Category

ଓଡିଶା

Odisha

କଟକ-ପୁରୀ ବାଇପାସ୍‌ ରୋଡରେ ଏଲ୍‌ଇଡି ଷ୍ଟ୍ରିଟଲାଇଟ ଆଲୋକୀକରଣ ବ୍ୟବସ୍ଥାକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଚମକିଲା କଟକ-ପୁରୀ ବାଇପାସ୍‌ ରୋଡ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭୁବନେଶ୍ବରର ଟଙ୍କପାଣି ରୋଡସ୍ଥିତ ସାଇମନ୍ଦିର ଛକ ଠାରେ କଟକ-ପୁରୀ ବାଇପାସ୍‌ ରୋଡରେ ଏଲ୍‌ଇଡି ଷ୍ଟ୍ରିଟଲାଇଟ ଆଲୋକୀକରଣ ବ୍ୟବସ୍ଥାକୁ ଲୋକାର୍ପିତ କରିଛନ୍ତି । ଏହି ଆଲୋକୀକରଣ ବ୍ୟବସ୍ଥା…

ନନ୍ଦନକାନନର ଦୁଇ ବାଘଛୁଆ ଅସୁସ୍ଥ, ଚେନ୍ନାଇ ବିଶେଷଜ୍ଞଙ୍କ ସହାୟତା ଲୋଡିଲେ କର୍ତ୍ତୃପକ୍ଷ

ଭୁବନେଶ୍ୱର: ନନ୍ଦକାନନ ପ୍ରାଣୀ ଉଦ୍ୟାନରେ ଥିବା ବାଘ ଛୁଆ ଲବ ଓ କୁଶଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସି ନ ଥିବାରୁ କର୍ତ୍ତୃପକ୍ଷ ଚେନ୍ନାଇ ପ୍ରାଣୀ ଉଦ୍ୟାନ ଏବଂ ଭାରତୀୟ ପ୍ରାଣୀ ଚିକିତ୍ସା ପ୍ରତିଷ୍ଠାନର ବିଶେଷଜ୍ଞଙ୍କ ସହାୟତା ଲୋଡିଛନ୍ତି। ଜାନୁଆରୀ ୨୬ ତାରିଖରୁ ଲବର ଛୋଟେଇ ଛୋଟେଇ…

ପୁରୁଣା ଗାଡି ଉପରେ ଲାଗୁ ହେବ ଗ୍ରୀନ୍ ଟ୍ୟକ୍ସ , କେନ୍ଦ୍ର ସରକାର ଜାରି କଲେ ନିର୍ଦ୍ଦେଶାବଳୀ 

ଭୁବନେଶ୍ବର: ଓଡିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟରେ ପ୍ରଦୂଷଣ ହ୍ରାସ କରିବା ଲାଗି ପୁରୁଣା ଗାଡି ଉପରେ ଗ୍ରୀନ ଟାକ୍ସ ଲାଗୁ ପାଇଁ କେନ୍ଦ୍ର ସରକାର ଚିଠି ଲେଖିଛନ୍ତି । କେତେ ବର୍ଷର ପୁରୁଣା ଗାଡି ଉପରେ କେତେ ଟଙ୍କାର ଟାକ୍ସ ଲାଗୁ ହେବ ତାହା ମଧ୍ୟ ଏଥିରେ ସ୍ପଷ୍ଟ କରାଯାଇଛି । …

ବଦଳିବ ନୃସିଂହନାଥ ଓ ହରିଶଙ୍କର ମନ୍ଦିରର ରୂପ, ହାଇଲେଭର ଟିମ୍ କଲେ ଅନୁଧ୍ୟାନ

ଭୁବନେଶ୍ୱର: ନୃସିଂହନାଥ ଓ ହରିଶଙ୍କର ମନ୍ଦିର ଓ ଏହାର ପାରିପାଶ୍ୱର୍ିକ ପରିବେଶର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଏକ ହାଇଲେଭଲ ଟିମ୍ ସ୍ଥାନ ପରିଦର୍ଶନ କରିଛନ୍ତି । ଏହି ଟିମ୍‌ରେ ୫ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ, ମୁଖ୍ୟ ଶାସନ ସଚିବ ସୁରେଶ…

ଆସନ୍ତା ୬ ତାରିଖରୁ ଆରମ୍ଭ ହେବ କଳିଙ୍ଗ ଧଉଳି ମହୋତ୍ସବ

ଭୁବନେଶ୍ୱର: ଧଉଳି ଶାନ୍ତିସ୍ତୁପ ପାଦ ଦେଶରେ ଆସନ୍ତା ୬ ତାରିଖରୁ ଆରମ୍ଭ ହେବ କଳିଙ୍ଗ ଧଉଳି ମହୋତ୍ସବ । ତିନି ଧରି ଅନୁଷ୍ଠିତ ହେବାକୁ ଥିବା ଏହି ମହୋତ୍ସବର କାର୍ଯ୍ୟକ୍ରମ ଆରମ୍ଭ ହେବ ଓଡିଶୀ ଗୁରୁ ଅରୁଣା ମହାନ୍ତିଙ୍କ ନୃତ୍ୟ ପରିବେଷଣରୁ । ଏହା ପରେ କୋଲକାତାର କଳାକାର ଅସୀମାବନ୍ଧୁ…

ଫେବ୍ରୁଆରୀ ୧୦ ଯାଏଁ ବଢ଼ିଲା ମାଟ୍ରିକ୍ ପରୀକ୍ଷା ପାଇଁ ଫର୍ମ ପୂରଣର ସମୟ ସୀମା

କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ କର୍ତ୍ତୃପକ୍ଷ ଦଶମ ଶ୍ରେଣୀ ପରୀକ୍ଷା ପାଇଁ ଫର୍ମ ପୂରଣର ସମୟସୀମାକୁ ଆସନ୍ତା ୧୦ ତାରିଖ ଯାଏଁ ବୃଦ୍ଧି କରିଛନ୍ତି । ପୂର୍ବରୁ ଫେବ୍ରୁଆରୀ ୨ ତାରିଖ ଫର୍ମ ପୂରଣ ପାଇଁ ଶେଷ ତାରିଖ ଥିଲା । ଆସନ୍ତା ମେ ୩ରୁ ୧୫ ଯାଏଁ ମାଟ୍ରିକ ପରୀକ୍ଷା ଅନୁଷ୍ଠିତ…

ଝରାଫୁଲ ମୃତ୍ୟୁ ଘଟଣା: ଭୁବନେଶ୍ୱର ଗେଷ୍ଟ ହାଉସରେ ସିନ ରିକ୍ରେସନ କଲା ପୋଲିସ

ଭୁବନେଶ୍ୱର : ରମାଦେବୀ ଛାତ୍ରୀ ଝରାଫୁଲ ନାୟକ ମୃତ୍ୟୁ ଘଟଣାରେ ଅଭିଯୁକ୍ତ ରାକେଶ ସ୍ୱାଇଁଙ୍କୁ ଆଜି ପୋଲିସ ଭୁବନେଶ୍ୱର ଆଣିଛି । ଦୁହେଁ ରହିଥିବା ଖଣ୍ଡଗିରିିର ଶିବସାଇ ଗେଷ୍ଟ ହାଉସରେ ସିନ ରିକ୍ରେସନ କରାଯାଇଛି । ୨୦୧ ନମ୍ବର ରୁମରେ ସେଦିନ ରାତିରେ କଣ ଘଟିଥିଲା । ଆଉ ଏହା ପରେ ରାକେଶ ଓ…

ଆଇଟିଆଇ ଛାତ୍ରଛାତ୍ରୀଙ୍କ ୯ ମାସର ହଷ୍ଟେଲ ଫି ଛାଡ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସରକାର ଆଇଟିଆଇରେ ପାଠ ପଢୁଥିବା ସମସ୍ତ ଛାତ୍ରଛାତ୍ରୀଙ୍କର ନଅ ମାସର ହଷ୍ଟେଲ ଫିସ୍ ଛାଡ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ନିର୍ଦ୍ଦେଶ ଦେଇଛନ୍ତି । ଏହାଦ୍ୱାରା ସରକାରୀ ଆଇଟିଆଇରେ ପଢୁଥିବା ରାଜ୍ୟର ପ୍ରାୟ ୩୦ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ। ମୁଖ୍ୟମନ୍ତ୍ରୀଙ୍କ…

ରେଳବାଇ ଅଧିକାରୀଙ୍କ ଘରେ ସିବିଆଇ ରେଡ୍

ଭୁବନେଶ୍ୱର: ସିବିଆଇ ଜାଲରେ ପୂର୍ବତଟ ରେଲ୍‌ୱେର ସିନିଅର ଟ୍ରାଭେଲିଂ ଇନ୍ସପେକ୍ଟର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରବି ନାରାୟଣ ରଥଙ୍କ ଘରେ ସିବିଆଇ ଚଢାଉ ଜାରି ରହିଛି । ଭୁବନେଶ୍ୱର ଅଫିସ୍ ଓ କୋଳଥିଆ ଘରେ ଏକା ସାଙ୍ଗରେ ସିବିଆଇ ଟିମ୍‌ ଚଢ଼ାଉ କରାଯାଇଛି । ବର୍ତ୍ତମାନ ସମୟରେ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିନିକା ଫରେଷ୍ଟରଙ୍କ ଘରେ ଭିଜିଲାନ୍ସ ରେଡ୍‌

ସୋନପୁର: ଭିଜିଲାନ୍ସ ଜାଲରେ ବନ ବିଭାଗ ଅଧିକାରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ଜିଲ୍ଲା ବିନିକା ଫରେଷ୍ଟରଙ୍କ ଘରେ ରେଡ୍ ହୋଇଛି । ତାଙ୍କ ନା ଜଗବନ୍ଧୁ ବାରିକ । ଏକକାଳୀନ 3ଟି ସ୍ଥାନରେ ଚଢ଼ାଉ ଚାଲିଛି । ସୋନପୁର ଶାନ୍ତିପଡ଼ାରେ ଥିବା ଦୁଇ ମହଲା କୋଠା, ସୋନପୁର…