Latest Odisha News

BREAKING NEWS

Browsing Category

ଓଡିଶା

Odisha

ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଜୟପୁର: ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ ହୋଇଛନ୍ତି । ଚିକିତ୍ସା ପାଇଁ ତାଙ୍କୁ କୋରାପୁଟର ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗତକାଲି ସେ ଅଧିକ ଅସୁସ୍ଥ ଅନୁଭବ କରିଥିଲେ । ବର୍ତ୍ତମାନ କମଳା ପୂଜାରୀଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା…

ଆଜି ନୃସିଂହନାଥ ମନ୍ଦିର ପରିଦର୍ଶନ କରିବେ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ପ୍ରଶାସନିକ ଅଧିକାରୀ

ବରଗଡ଼: ରାଜ୍ୟ ସରକାରଙ୍କ ଫୋକସରେ ଧାର୍ମିକ ଓ ପର୍ଯ୍ୟଟନ ସ୍ଥଳୀର ବିକାଶ । ଆଜି ପଶ୍ଚିମ ଓଡ଼ିଶାର ଅନ୍ୟତମ ପ୍ରମୁଖ ସ୍ଥାନ ବରଗଡ଼ ଜିଲ୍ଲା ପାଇକମାଲ ସ୍ଥିତ ଗଙ୍ଗା ନୃସିଂହନାଥ ମନ୍ଦିର ପୀଠ ପରିଦର୍ଶନ କରିବେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ସମେତ ବରିଷ୍ଠ ପ୍ରଶାସନିକ ଅଧିକାରୀ ।…

ଓଲଟିଲା ଇଟା ବୋଝେଇ ଟ୍ରକ; ଜଣେ ମୃତ ୨ ଗୁରୁତର 

ନୟାଗଡ଼:ଭାରସାମ୍ୟ ହରାଇ ଓଲଟିଲା ଇଟା ବୋଝେଇ ଟ୍ରକ । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ୨ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ୨ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, ନୟାଗଡ଼ା ଜିଲ୍ଲା ଖଣ୍ଡପଡା ସୁନାମୁହିଁ ଠାରେ…

ଟ୍ରକ୍ କୁ ପିଟିଲା ବୋଲେରୋ; ୩ ବର୍ଷର ଶିଶୁ ମୃତ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା କଟକ ପାରାଦ୍ୱୀପ ରାସ୍ତାର ଜଇପୁର ନିକଟ ଖଣ୍ଡତରୀରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ରାସ୍ତାରେ ଥୁଆ ହୋଇଥିବା ଏକ ଟ୍ରକକୁ ପିଟିଲା ଏକ ବୋଲେରୋ। ଦୁର୍ଘଟଣାରେ ୩ ବର୍ଷର ଶିଶୁ ପ୍ରାଣ ହରାଇଥିବା ସୂଚନା। ଅନ୍ୟ ଆହତ ମାନଙ୍କୁ ଉଦ୍ଧାର କରାଯାଇ କଟକ ବଡ଼ ମେଡିକାଲରେ…

ଥରୁଛି ଓଡ଼ିଶା; ୧୦ ଡିଗ୍ରୀ ତଳେ ରାଜ୍ୟର ୧୦ ସହର

ଭୁବନେଶ୍ବର: ଅସହ୍ୟ ଜାଡ଼ରେ ଥରୁଛି ଓଡିଶା। ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଶୀତ ଲହରୀ। କିଛି ଦିନ ଧରି କମିଯାଇଥିବା ଶୀତର ପ୍ରକୋପ ଏବେ ଆସ୍ତେ ଆସ୍ତେ ବଢିବାରେ ଲାଗିଛି। ସକାଳୁ ସକାଳୁ ପାରଦ ଖସିଯାଉଥିବା କାରଣରୁ ଅସମ୍ଭାଳ ଜାଡରେ ଥରୁଛନ୍ତି ଲୋକେ। ପାଣିପାଗ ବିଭାଗ ପକ୍ଷରୁ ମିଳିଥିବ…

ଝରାଫୁଲ ଡେଥ ମିଷ୍ଟ୍ରି: ୨ୟ ଦିନ ରିମାଣ୍ଡରେ ଅଭିଯୁକ୍ତ ରାକେଶ

ଯାଜପୁର : ରମାଦେବୀ ଛାତ୍ରୀ ଝରାଫୁଲ ନାୟକଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟଣା। ଅଭିଯୁକ୍ତ ରାକେଶ ସ୍ବାଇଁଙ୍କୁ ୩ ଦିନିଆ ରିମାଣ୍ଡରେ ଆଣି ମାରାଥନ୍ ଜେରା କରୁଛି ଯାଜପୁର କୁଆଖିଆ ପୋଲିସ୍। ଆଜି ହେଉଛି ରିମାଣ୍ଡ ର ୨ୟ ଦିନ। ତେବେ ଆଜି ଦ୍ଵିତୀୟ ଦିନର ରିମାଣ୍ଡରେ ଅଭିଯୁକ୍ତ ରାକେଶକୁ ପୋଲିସ…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଯୋଗୁଁ ୪ ଘଣ୍ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆଜି ମାଘ କୃଷ୍ଣ ପକ୍ଷ ପଞ୍ଚମୀ ତିଥିରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖସିଂହାର ଅନୁଷ୍ଠିତ ହେବ। ଏଥିପାଇଁ ଆଜି ଅପରାହ୍ନ .୪ ଟାରୁ ସନ୍ଧ୍ୟା ୮ ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ଦର୍ଶନ ବନ୍ଦ ରହିବ । ବନକ ଲାଗି ନୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କ ଦ୍ବାରା…

କୋଷ୍ଟାଲ ହାଇଓ୍ବେ ପ୍ରକଳ୍ପକୁ ତ୍ବରାନ୍ବିତ କରିବାକୁ ରାଜ୍ୟ ସରକାରଙ୍କ ପ୍ରତିଶ୍ରୁତି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀଙ୍କ ପୂର୍ବୋଦୟ ମିଶନର କୋଷ୍ଟାଲ ହାଇଓ୍ବେ ପ୍ରକଳ୍ପକୁ ତ୍ବରାନ୍ବିତ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି ରାଜ୍ୟ ସରକାର । ଗୋପାଳପୁରରୁ ସାତପଡ଼ା ପାଇଁ ପ୍ରକଳ୍ପର କାମ ପାଇଁ ଆନୁଷଙ୍ଗିକ ବ୍ୟବସ୍ଥା କରିବା ସହ ଅନୁମତି ଦେବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି ରାଜ୍ୟ…

୨୦୨୧ ୟୁଜିସି ନେଟ୍‌ ପରୀକ୍ଷା ତାରିଖ ଘୋଷଣା କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ : ଘୋଷଣା ହେଲା ୨୦୨୧ ୟୁଜିସି ନେଟ୍‌ ପରୀକ୍ଷା ତାରିଖ । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଡକ୍ଟର ରମେଶ ପୋଖରିଆଲ ନିଶଙ୍କ ୟୁଜିସି ନେଟ୍ ପାଇଁ ତାରିଖ ଘୋଷଣା କରିଛନ୍ତି । ଜାତୀୟ ପରୀକ୍ଷା ଏଜେନ୍‌ସି ୨, ୩, ୪, ୫, ୬, ୭, ୧୦, ୧୧, ୧୨, ୧୪ ଏବଂ ୧୭ ମେ ୨୦୨୧ରେ ୟୁଜିସି ନେଟ୍‌ ପରୀକ୍ଷା…

ଯୋଦ୍ଧା ମନେ ରହିବେ ଯୁଗଯୁଗ, ସହିଦ କୋଭିଡ ଯୋଦ୍ଧାଙ୍କୁ ମିଳିବ ସମ୍ମାନ, ସ୍ମାରକୀ ନିର୍ମାଣ କରିବାକୁ ପ୍ରସ୍ତାବ

ଭୁବନେଶ୍ୱର: କୋଭିଡ ସହିଦ ଯୋଦ୍ଧାଙ୍କୁ ମିଳିବ ସମ୍ମାନ । କୋଭିଡ ସମୟରେ ଯୋଗାଇ ଦେଇଥିଲେ ନିରନ୍ତର ସେବା । ଅନେକ ସଂକ୍ରମିତ ହୋଇଥିଲେ । ଅନେକଙ୍କ ମୃତ୍ୟୁ ବି ହେଲା । ସେମାନଙ୍କୁ ସହିଦର ମାନ୍ୟତା ଦେଇ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ କରାଗଲା । ଏବେ ସେହି ସହିଦମାନଙ୍କ ସମ୍ମାନରେ…