Latest Odisha News

BREAKING NEWS

Browsing Category

ଓଡିଶା

Odisha

ଚିକିଟି ପିଇଓ ବିଷ ପିଇବା ମାମଲା; ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଚିକିଟିର ଜଣେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ)ଙ୍କ ବିରୁଦ୍ଧରେ ଜଣେ ମହିଳା ଅଧିକାରୀ ଯୌନ ନିର୍ଯାତନା ଅଭିଯୋଗ ଆଣିବା ପରେ ସେ ବିଷ ପିଇ ଦେଇଥିବା ଅଭିଯୋଗ ହୋଇଥିଲା। ଆଉ ଏବେ ଚିକିତ୍ସାଧୀନ ଅବସ୍ଥାରେ ହସ୍ପିଟାଲରେ ମଙ୍ଗଳବାର ଦିନ ତାଙ୍କର ମୃତ୍ୟୁ…

ଓଡିଶାବାସୀଙ୍କ ପାଇଁ ଖୁସି ଖବର, ନନ୍ଦନକାନନକୁ ଆସିବେ ଚିତା ବାଘ

ଭୁବନେଶ୍ୱର: ପଶୁ ପ୍ରେମୀଙ୍କ ପାଇଁ ଖୁସି ଖବର । ନନ୍ଦନକାନନକୁ ଆସିବେ ନୂଆ ଅତିଥି । ନନ୍ଦନକାନନ ନିର୍ଦ୍ଦେଶକ ସନଥ କୁମାରଙ୍କ କହିବାନୁସାରେ, ଖୁବ୍ ଶୀଘ୍ର ଚିଡିଆଖାନାରେ ଚିତାବାଘ ଦେଖିବାକୁ ମିଳିବେ । ଆଉ ଏବେ ରାଜ୍ୟବାସୀଙ୍କୁ ଚିତା ବାଘ ଦେଖିବାକୁ ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନକୁ…

Maoists Surrender: ଅସ୍ତ୍ରଶସ୍ତ୍ର ସହ ୨୨ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ସୁକୁମା ଜିଲ୍ଲାରେ ଆଜି ୨୨ ଜଣ ହାଡକୋର ମାଓବାଦୀମାନେ ନିଜର ବିପୁଳ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କରିଛନ୍ତି । ଏମାନଙ୍କ ମଧ୍ୟରେ ୧୦ ଜଣ ମହିଳା ମାଓବାଦୀ ରହିଥିବା ସୂଚନା ମିଳିଛି । ଛତିଶଗଡ ସରକାରଙ୍କ ପୁନର୍ବାସ ନୀତିରେ…

ହୋଲି ଅବସରରେ ଯାତ୍ରୀ ସୁବିଧା ବୃଦ୍ଧି ପାଇଁ ଚଳାଚଳ କରିବ ସ୍ୱତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର: ଆସନ୍ତା ହୋଲି ଏବଂ ଦୋଳ ଯାତ୍ରା ପର୍ବ ସମୟରେ ସୁଗମ, ଆରାମଦାୟକ ଏବଂ ଉତ୍ତମ ଯାତ୍ରା ସୁବିଧା ଜାରି ରଖିବା ପାଇଁ, ପୂର୍ବତଟ ରେଳପଥ ଏକାଧିକ ହୋଲି ସ୍ୱତନ୍ତ୍ର ଟ୍ରେନ୍‌ ଚଳାଚଳ କରିବା ପାଇଁ ଘୋଷଣା କରିଛି । ଅତିରିକ୍ତ ଯାତ୍ରୀ ଭିଡ଼ ଦୂର କରିବା ଏବଂ ଦେଶର ଗୁରୁତ୍ୱପୂର୍ଣ୍ଣ…

ହାତୀ ମୃତ୍ୟୁ ଘଟଣା; ବାଲିଗୁଡ଼ା ଡିଏଫଓଙ୍କୁ କାରଣ ଦର୍ଶାଅ ନୋଟିସ 

ଭୁବନେଶ୍ୱର: ହାତୀର ଅସ୍ୱାଭାବିକ ମୃତ୍ୟୁ ପାଇଁ ଓଡିଶା ସରକାର କନ୍ଧମାଳ ଜିଲ୍ଲା ବାଲିଗୁଡ଼ାର ଡିଭିଜନାଲ ଫରେଷ୍ଟ ଅଫିସର (ଡିଏଫଓ)ଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ସରକାରୀ ସୂଚନା ଅନୁଯାୟୀ ବେଲଘର ସଂରକ୍ଷିତ ଜଙ୍ଗଲରେ ଏକ ହାତୀର ଅସ୍ୱାଭାବିକ ମୃତ୍ୟୁକୁ ପରିଚାଳନା କରିବାରେ…

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ; ଅବସରପ୍ରାପ୍ତ ଇଞ୍ଜିନିୟରଙ୍କ ୨.୫ କୋଟିର ସମ୍ପତ୍ତି ଜବତ ନିର୍ଦ୍ଦେଶ 

ଭୁବନେଶ୍ୱର: ଭୁବନେଶ୍ୱରର ଏକ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ମଙ୍ଗଳବାର ଦିନ ଉମରକୋଟର ଗ୍ରାମୀଣ ନିର୍ମାଣ ବିଭାଗର ପୂର୍ବତନ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସୀମାଦ୍ରି ନାୟକଙ୍କୁ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଦୋଷୀ ସାବ୍ୟସ୍ତ କରିବା ସହ ତାଙ୍କର ୨.୫ କୋଟି ଟଙ୍କାର ସମ୍ପତ୍ତି…

ମାର୍ଚ୍ଚରେ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ

ଭୁବନେଶ୍ୱର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମାର୍ଚ୍ଚ ୭ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ତେବେ ସେ ଦୁଇଟି ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ନେଇ ସୂଚନା ମିଳିଛି। ସୂତ୍ର ଅନୁଯାୟୀ, କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (CRPF) କ୍ୟାମ୍ପସରେ ପ୍ରତିଷ୍ଠା ଦିବସ ପାଳନରେ…

ବିଶ୍ୱର ୪ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ କିଟ୍‍ ଜୀବନବ୍ୟାପୀ ସାଧନା ପୁରସ୍କାର

ଭୁବନେଶ୍ୱର: କିଟ ବିଶ୍ୱବିଦ୍ୟାଳୟ ୨୨ତମ ପ୍ରତିଷ୍ଠା ଦିବସ ସୋମବାର ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କଲମ୍ବିଆ ହସପିଟାଲିଟି ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ଜନ୍ ଓପେନହାଇମର, କଲମ୍ବୋ ହୁନୁପିଟିଆ ଗଙ୍ଗାରାମାୟ ମନ୍ଦିରର ମୁଖ୍ୟ ପଦାଧିକାରୀ ଡ କିରିଣ୍ଡେ ଆସାଜି ନାୟକ ଥେରୋ, ଦି…

ଜେଏସଡବ୍ଲ୍ୟୁ ଉତ୍କଳ ଷ୍ଟିଲ ପକ୍ଷରୁ ୧୩ ଶହ ଚାଷୀଙ୍କୁ ପ୍ରୋତ୍ସାହନ ରାଶି ପ୍ରଦାନ

ପାରାଦୀପ: ପାରାଦୀପରେ ଜେଏସଡବ୍ଲ୍ୟୁ ଉତ୍କଳ ଷ୍ଟିଲର ଜୀବିକା କାର୍ଯକ୍ରମ ହିତାଧିକାରୀଙ୍କ ମଧ୍ୟରେ ପ୍ରଭାବ ସୃଷ୍ଟି କରିଛି । ଜଗତସିଂହପୁର ଜିଲ୍ଲାରେ, ଜେଏସଡବ୍ଲ୍ୟୁ ଉତ୍କଳ ଷ୍ଟିଲର ସିଏସଆର କାର୍ଯ୍ୟକଳାପ ଆଇଏସପି ପ୍ରକଳ୍ପର ଡିଆଇଜେଡ୍ ଗ୍ରାମ, ମୁଖ୍ୟତଃ ଗଡକୁଜଙ୍ଗ, ନୂଆଗାଁ, ଢିଙ୍କିଆ ଏବଂ…

Odisha Assembly Budget Session: ରାଜ୍ୟପାଳଙ୍କ ଅଭିଭାଷଣକୁ ବିରୋଧ କରି କକ୍ଷତ୍ୟାଗ କଲେ ବିରୋଧୀ କଂଗ୍ରେସ, ବିଜେଡି

ଭୁବନେଶ୍ଵର: ମଙ୍ଗଳବାର ଆରମ୍ଭ ହୋଇଛି ରାଜ୍ୟ ବିଧାନସଭା ବଜେଟ୍ ଅଧିବେଶନ । ମଙ୍ଗଳବାର ପ୍ରଥମ ଦିନରେ ରାଜ୍ୟପାଳଙ୍କ ଅଭିଭାଷଣ ସହ ଆରମ୍ଭ ହୋଇଛି ଓଡିଶା ବିଧାନସଭା ବଜେଟ୍ ଅଧିବେଶନ। ଯାହାକୁ ବର୍ଜନ କରିଛନ୍ତି ବିରୋଧୀ। ରାଜ୍ୟପାଳଙ୍କ ଅଭିଭାଷଣକୁ ବିରୋଧ କରି କକ୍ଷତ୍ୟାଗ କରିଛନ୍ତି ବିରୋଧୀ…