Latest Odisha News

BREAKING NEWS

Browsing Category

ଓଡିଶା

Odisha

ପରଲୋକରେ ଜଣାଶୁଣା ଗୀତିକାର ତଥା ବାଦ୍ୟଶିଳ୍ପୀ କୃପାସିନ୍ଧୁ ଗୁରୁ

ସମ୍ବଲପୁର: ଜଣାଶୁଣା ଗୀତିକାର ତଥା ବାଦ୍ୟଶିଳ୍ପୀ କୃପାସିନ୍ଧୁ ଗୁରୁଙ୍କ ପରଲୋକ । ସମ୍ବଲପୁର କଳାପରିଷଦ ସହ ଜଡିତ ଥିଲେ କୃପାସିନ୍ଧୁ । ସମ୍ବଲପୁର ଆକାଶବାଣୀ କେନ୍ଦ୍ରରେ ଗୀତିକାର ଥିଲେ । ସେ ଅନେକ ଜଣାଶୁଣା ସମ୍ବଲପୁରୀ ଗୀତ ରଚନା କରିଥିଲେ । ‘ଅସ୍ତରାଗ’ ଫିଲ୍ମର ‘ରାଧା ନାନୀ ଲହର…

ଭାରତୀୟ ସେନାର ଉପମୁଖ୍ୟ ଭାବେ ଦାୟିତ୍ୱ ନେଲେ ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡିପ୍ରସାଦ ମହାନ୍ତି

ନୂଆଦିଲ୍ଲୀ: ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡୀପ୍ରସାଦ ମହାନ୍ତି ଆଜି ଭାରତୀୟ ସେନାର ଉପମୁଖ୍ୟ ଭାବେ ଦାୟିତ୍ବ ନେଇଛନ୍ତି । ୪୨ତମ ଭାଇସ୍ ଚିଫ୍ ଆର୍ମୀ ଭାବେ ଏହି ଦାୟିତ୍ୱ ନେଇଛନ୍ତି । ପୂର୍ବରୁ ଲେଫ୍ଟନାଣ୍ଟ ଜେନେରାଲ ଏସ୍ କେ ସାଇନି ଏହି ଦାୟିତ୍ୱରେ ଥିଲେ । ପୂର୍ବରୁ ଲେଫ୍ଟନାଣ୍ଟ ମହାନ୍ତି…

ବୃଦ୍ଧାଙ୍କ ବେକରୁ ଲୁଟେରା ଝାମ୍ପି ନେଲେ ସୁନା ଚେନ୍‌

ବାଲିପାଟଣା: ବୃଦ୍ଧାଙ୍କ ବେକରୁ ଲୁଟେରା ଝାମ୍ପି ନେଇଛନ୍ତି ସୁନା ଚେନ୍‌ । ବାଲିଅନ୍ତା ଥାନା ବାଳକାଟିରେ ଘଟିଛି ଏହି ଘଟଣା । ବାଳକାଟି ଥାନାରେ ଲୁଟ୍‌ ଘଟଣା ନେଇ ମାମଲା ଅଭିଯୋଗ ହୋଇଛି । ଖବର ଅନୁଯାୟୀ, ବାଲିଅନ୍ତା ଥାନା ନବାଟି ଗାଁର ଅନୁପମା ମହାପାତ୍ର ଏବଂ ତାଙ୍କ ପୁଅ ପେନ୍‌ସନ୍‌…

ଶିଶୁ ପୁତ୍ରର ମୁଣ୍ଡବିହୀନ ଶରୀର ଉଦ୍ଧାର

ଯାଜପୁର: ଶିଶୁର ମୁଣ୍ଡବିହୀନ ମୃତଦେହ ଉଦ୍ଧାର କରିଛି ପୋଲିସ । ଯାଜପୁର ଟାଉନ ଥାନା ଅନ୍ତର୍ଗତ ଚାଇନିପୁର ପଞ୍ଚାୟତ ବିଦ୍ୟାଧରପୁର ଗାଁରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଦୃଶ୍ୟ । ସୂଚନାଯୋଗ୍ୟ, ବିଦ୍ୟାଧରପୁର ଗାଁର ଅଶୋକ ତ୍ରିପାଠୀଙ୍କ ବାଡ଼ିରୁ ଦେଢ଼ ବର୍ଷ ଶିଶୁ ପୁତ୍ରର ମୁଣ୍ଡବିହୀନ…

ଟ୍ରକ ଧକ୍କାରେ ଓଲଟିଲା ପିକଅପ ଭ୍ୟାନ, ୩ ଆହତ

ବ୍ରହ୍ମପୁର: ଜାତୀୟ ରାଜପଥ ୧୬ କନିସି ଛକରେ ସୋମବାର ଏକ ଟ୍ରକ ଓ ପିକଅପ ମଧ୍ୟରେ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଜଣେ କାର୍ଯ୍ୟରତ ହୋମଗାର୍ଡଙ୍କ ସହ ୩ ଜଣ ଆହତ ହୋଇଛନ୍ତି ।  ଟ୍ରକ ଧକ୍କାରେ ପିକଅପଟି ରାସ୍ତା ମଝିରେ ଓଲଟି ପଡିବାରୁ ଯାତାୟତ ବାଧାପ୍ରାପ୍ତ ହୋଇଛି । ଆହତଙ୍କୁ…

ରାମଚନ୍ଦ୍ର ବେହେରା ପାଇଲେ ଚଳିତ ବର୍ଷର ସଚ୍ଚି ରାଉତରାୟ ସାରସ୍ୱତ ସମ୍ମାନ

କଟକ : ସାରଳା ସାହିତ୍ୟ ସଂସଦ ପକ୍ଷରୁ କଟକର ସାରଳା ଭବନଠାରେ କାବ୍ୟ ସରସ୍ୱତୀ ସଚ୍ଚି ରାଉତରାୟଙ୍କ ସ୍ମୃତି ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ସମାରୋହରେ ଡ. ପ୍ରଭାକର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ପଦ୍ମଭୂଷଣ ରମାକାନ୍ତ ରଥ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଏହି…

କଟକ ସନ୍ ହସ୍ପିଟାଲରେ ନିଆଁ

କଟକ: କଟକ ବିଜୁ ପଟ୍ଟନାୟକ ଛକ ନିକଟସ୍ଥ ସନ୍ ହସ୍ପିଟାଲରେ ଅଗ୍ନିକାଣ୍ଡ । ଡାକ୍ତଖାନାର ଉପର ମହଲାରେ ଲାଗିଛି ନିଆଁ । ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରୁଥିବାବେଳେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଅଗ୍ନିଶମ ବିଭାଗର ଅଧିକାରୀମାନେ ଡାକ୍ତରଖାନା ବିଲଡିଂ ଉପକୁ…

ଉତ୍କଳ ଫାଉଣ୍ଡେସନର ଦ୍ଵିତୀୟ ରାଜ୍ୟସ୍ତରୀୟ ସାମାଜିକ କର୍ମୀ ସମ୍ମିଳନୀ ଆୟୋଜିତ

ଭୁବନେଶ୍ୱର: ଉତ୍କଳ ଫାଉଣ୍ଡେସନର ଦ୍ଵିତୀୟ ରାଜ୍ୟସ୍ତରୀୟ ସାମାଜିକ କର୍ମୀ ସମ୍ମିଳନୀରେ ଆୟୋଜିତ ହୋଇଯାଇଛି । କରୋନା ଯୋଦ୍ଧା ସାଜି ଲୋକଙ୍କୁ ଟିକନିକ ଖବର ଯୋଗାଇଥିବା ୯ଜଣ ସାମ୍ବାଦିକଙ୍କୁ ଯଥା ନିରଞ୍ଜନ ଓଝା ,ନିରଦ ପଟ୍ଟନାୟକ , ସମ୍ବିତ ବେହେରା , ମାନସ ମହାପାତ୍ର, ପ୍ରଦୀପ୍ତ ସ୍ୱାଇଁ,…

ବାଇକକୁ ଧକ୍କା ଦେଲା କାର, ଜଣେ ମୃତ

ବଲାଙ୍ଗିର: ବାଇକକୁ ଧକ୍କା ଦେଲା କାର । ବଲାଙ୍ଗିର ଜିଲ୍ଲା ତୁଷୁରା ଥାନା ରୁଗୁଡିପାଲି ଛକଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏଥିରେ ଜଣେ ପ୍ରାଣ ହରାଇଥିବା ବେଳେ ଆନ୍ୟ ଜଣେ ଗୁରୁତର ହୋଇଛନ୍ତି ।  ଜଣେ  ଫ୍ଲିପକାର୍ଟର ଡେଲିଭରୀ ବଏ ବାଇକରେ ଆସୁଥିବା ବେଳେ, କଳାହାଣ୍ଡି ଅଭିମୁଖେ ଯାଉଥିବା…

ରାଜ୍ୟରେ କମୁଛି କରୋନା କାୟା: ୨୪ ଘଣ୍ଟାରେ ୭୯ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କମିବାରେ ଲାଗିଛି କରୋନା କାୟା। ଉଭୟ ଦୈନିକ ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଉଛି। ଗତ ୨୪ଘଣ୍ଟାରେ ଓଡ଼ିଶାରୁ ଚିହ୍ନଟ ହୋଇଛନ୍ତି ୭୯ ନୂଆ ଆକ୍ରାନ୍ତ । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ୭୯ ନୂଆ ଆକ୍ରାନ୍ତଙ୍କ ଭିତରେ…