Latest Odisha News

BREAKING NEWS

Browsing Category

ଓଡିଶା

Odisha

ସଞ୍ଚାର କଳାକାର ଦୁଃଖନାଶନ ବେହେରା ବେନି ମାଧବ ସମ୍ମାନ ପାଇଁ ମନୋନୀତ

ସମ୍ବଲପୁର : ଗଙ୍ଗାଧର ବିଶି ପ୍ରକାଶନୀ ସମ୍ବଲପୁର ତରଫରୁ ଦ୍ୱିତୀୟ "ବେନି ମାଧବ ସମ୍ମାନ" ପାଇବା ପାଇଁ ବିଶିଷ୍ଟ ସଞ୍ଚାର କଳାକାର  ଦୁଃଖନାଶନ ବେହେରା ମନୋନୀତ ହୋଇଛନ୍ତି। ଏକ ସ୍ଵତନ୍ତ୍ର ବୈଠକରେ ମନୋନୟନ କମିଟିର ସଦସ୍ଯ ଶ୍ରୀଯୁକ୍ତ ସଞ୍ଜୟ ସୂପକାର, ଶ୍ରୀଯୁକ୍ତ ଅଶୋକ ପଧାନ, ଡ.…

ଓଡ଼ିଆ ଚଳଚ୍ଚିତ୍ର ତୁ ମୋର ଜୀବନର ଭାଲେନଟାଇନର ମହୁରତ

ଭୁବନେଶ୍ୱର : ଭୁବନେଶ୍ୱରର ଏକ ହୋଟେଲରେ ଓଡ଼ିଆ ଚଳଚ୍ଚିତ୍ର ତୁ ମୋର ଜୀବନର ଭାଲେନଟାଇନର ମହୁରତ ଅନୁଷ୍ଠିତ ହୋଇ ଯାଇଛି। ଏହି ଚଳଚିତ୍ରରେ ଭାଲେଣ୍ଟାଇନର ଏକ ଭିନ୍ନ ରୂପକୁ ଟୁଇଷ୍ଟ ହିସାବରେ ଦେଖିବାକୁ ମିଳିବ । ଏହି ଚଳଚିତ୍ରରେ ମନୀଷା ମିଶ୍ର, ସଂଜୀବ ପରିଡା, ଲଷ୍ମୀ ପ୍ରିୟା ସାହୁ , ରବି…

ଆହୁରି ୪-୫ ଦିନ ଶୀତ: ୧୦ ଡିଗ୍ରୀ ତଳେ ରାଜ୍ୟର ୧୦ଟି ସହରରେ ପାରଦ

ଭୁବନେଶ୍ୱର: ରାଜ୍ୟକୁ ଫେରିଛି ଶୀତ । ଗତ ଦୁଇ ଦିନ ହେବ ରାତିରେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । ପାଣିପାଗ ବିଭାଗ ସୂଚନା ଦେଇଛି ଶୀତ ଲହରି ଆହୁରି ୪-୫ ଦିନ ରହିବ । ଆଜି ରାଜ୍ୟର ୧୦ଟି ସହରରେ ସର୍ବନିମ୍ନ ତାପମାତ୍ର ୧୦ ଡିଗ୍ରୀ ସେଲସିୟସ ତଳେ ରେକର୍ଡ କରାଯାଇଛି । କନ୍ଧମାଳ ଜିଲ୍ଲାରେ…

ଭିଜିଲାନ୍ସ ଜାଲରେ ବେଲପାହାଡ଼ର ଅବକାରୀ ସବ-ଇନସ୍ପେକ୍ଟର

ଝାରସୁଗୁଡ଼ା: ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଜିଲ୍ଲା ବେଲପାହାଡର ଅବକାରୀ ସବ-ଇନସ୍ପେକ୍ଟର । ତାଙ୍କ ନାଁ ଦେବେନ୍ଦ୍ର ପ୍ରହରାଜ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଘର ଓ କାର୍ଯ୍ୟାଳୟ ସମେତ ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ ଚାଲିଥିବା ସୂଚନା ମିଳିଛି । ଝାରସୁଗୁଡ଼ା ଜିଲ୍ଲା…

ପିକ୍ ଅପ୍ ଭ୍ୟାନ୍ ଓଲଟି ୯ ମୃତ; ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ

କୋରାପୁଟ: କୋରାପୁଟ ମୂର୍ତ୍ତାହାଣ୍ଡି ନିକଟରେ ରବିବାର ଦିନ ଘଟିଥିବା ସଡକ ଦୁର୍ଘଟଣାରେ ୯ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଘଟଣାରେ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋରାପୁଟ କୋଟପାଡ଼ରେ ଦୁର୍ଘଟଣାରେ ୯ ଜଣଙ୍କ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ…

ପଦ୍ମଶ୍ରୀ ବିଜେତା କମଳା ପୂଜାରୀ ଅସୁସ୍ଥ

ଜୟପୁର: ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ କମଳା ପୂଜାରୀ ଅସୁସ୍ଥ ଥିବା ସୂଚନା ମିଳିଛି। ପ୍ରାପ୍ତ ସୂଚନାନୁଯାୟୀ, ସେ ଦୀର୍ଘ ଏକ ମାସ ଧରି ଅସୁସ୍ଥ ହୋଇ ଚିକିତ୍ସିତ ହେଉଛନ୍ତି। ସେ ଅଣ୍ଟା ଓ ଆଣ୍ଠୁ ଯନ୍ତ୍ରଣାରେ ପିଡିତ ଥିବା ଜଣାପଡିଛି। ଉଲ୍ଲେଖଯୋଗ୍ୟ, କୋରାପୁଟ ଜିଲ୍ଲାର ପାତ୍ରପୁଟ…

ଝରାଫୁଲ ଡେଥ୍ ମିଷ୍ଟ୍ରି, ରିମାଣ୍ଡରେ ଯିବ ରାକେଶ

ଭୁବନେଶ୍ୱର: ଖୋଲିବ ରମାଦେବୀ ଛାତ୍ରୀ ଝରାଫୁଲ ନାୟକଙ୍କ ମୃତ୍ୟୁ ରହସ୍ୟ । ପୁରା ଘଟଣା ଉପରୁ ପରଦା ଉଠାଇବା ପାଇଁ ଆଜି ରିମାଣ୍ଡ ପାଇଁ ଅନୁମତି ଦେଶପାରନ୍ତି କୋର୍ଟ । ଏ ନେଇ ଯାଜପୁର ଜିଲ୍ଲା ଦୌରାଜଜରେ ଅପିଲ କରିଛି କୁଆଖିଆ ଥାନା ପୋଲିସ । ଗତ ୨୯ ତାରିଖରେ ଅଭିଯୁକ୍ତ ରାକେଶ ସ୍ବାଇଁକୁ…

ଆଜିଠୁ ସାରା ରାଜ୍ୟରେ ଫେବ୍ରୁଆରୀ ଗାଇଡ୍‌ଲାଇନ୍ ଲାଗୁ

ଭୁବନେଶ୍ୱର: ଆଜିଠୁ ସାରା ରାଜ୍ୟରେ ଲାଗୁ ହେବ ଫେବ୍ରୁଆରୀ ଗାଇଡ୍‌ଲାଇନ୍ । ଆଜିଠୁ ଖୋଲିବ ଅଙ୍ଗନବାଡି କେନ୍ଦ୍ର । କରୋନା କଟକଣା ଭିତରେ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ତେବେ କଣ୍ଟେନମେଣ୍ଟ ଜୋନ୍ ଅଞ୍ଚଳରେ ଅଙ୍ଗନବାଡ଼ି ଖୋଲିବ ନାହିଁ । ସକାଳ ୯ଟାରୁ ୧୧ଟା ୨ ଘଣ୍ଟା ପାଇଁ ଖୋଲିବ…

ଆଜି ବଜେଟ୍‌, ଉପସ୍ଥାପନା କରିବେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ନୂଆଦିଲ୍ଲୀ: ଆଜି ବଜେଟ୍ ଉପସ୍ଥାପନା କରିବେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ୨୦୨୧-୨୨ ଆର୍ଥିକବର୍ଷ ପାଇଁ ସଂସଦରେ ଆୟବ୍ୟୟର ହିସାବ ରଖିବେ ନିର୍ମଳା ସୀତାରମଣ । ସକାଳ ୧୧ଟାରେ ବଜେଟ ଉପସ୍ଥାପନା ହେବ । କେଉଁ କ୍ଷେତ୍ରକୁ ମିଳିବ କେତେ ଗୁରୁତ୍ବ, ତାକୁ ନେଇ ଆରମ୍ଭ ହୋଇଛି ତଜର୍ମା…

ଶୀତ ଲହରୀ ନେଇ ୧୧ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ଓଡିଶାର ୧୧ଟି ଜିଲ୍ଲାରେ ପ୍ରବଳ ଥଣ୍ଡା ଅନୁଭୂତ ହେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ରବିବାର ଦିନ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ପାଣିପାଗ ବିଭାଗର ବୁଲେଟିନ ଅନୁଯାୟୀ ମରାଠୱାଡା ଏବଂ ଆଖପାଖ ଅଞ୍ଚଳରେ ସାଇକ୍ଲୋନିକ୍ ସର୍କୁଲେସନ ଯୋଗୁଁ ଆଗାମୀ ୨୪…