Latest Odisha News

BREAKING NEWS

Browsing Category

ଓଡିଶା

Odisha

ଝରାଫୁଲ ଡେଥ୍ ମିଷ୍ଟ୍ରି: ହତ୍ୟା ନା ଅସୁସ୍ଥତାରୁ ମୃତ୍ୟୁ ? ପୋଷ୍ଟମର୍ଟମ ରିପୋର୍ଟ ଖୋଲିବ ରହସ୍ୟ

ଯାଜପୁର: ରମାଦେବୀ ଛାତ୍ରୀ ଝରାଫୁଲ ମୃତ୍ୟୁ ଘଟଣାକୁ ଚାରି ଦିନ ହେଲାଣି । ଏହି ଘଟଣାରେ ଝରାଫୁଲଙ୍କ ବୟଫ୍ରେଣ୍ଡ ରାକେଶ ସ୍ୱାଇଁକୁ ପୋଲିସ ଗିରଫ କରିଛି । ଏବେ ପୋଷ୍ଟମର୍ଟର ରିପୋର୍ଟ ଖୋଲିବ ଡେଥ୍ ସସପେନ୍ସ ଉପରୁ ପରଦା । ଝରାଫୁଲଙ୍କ ସହ ଯାହା ଘଟିଲା ତାହା ଅଚାନକ ଥିଲା ନା ସବୁ କିଛି…

କନ୍ଧମାଳ ଜିଲ୍ଲାରେ ୨ ଜଣଙ୍କୁ ହତ୍ୟା କଲେ ମାଓବାଦୀ, ପୋଲିସ ଇନଫର୍ମର ସନ୍ଦେହ

ଫୁଲବାଣୀ: ଲାଲବାହିନୀର ବର୍ବରତା । ଘରୁ ଡାକି ଆଣି ଦୁଇ ଜଣଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ବ୍ଲକ ଭଣ୍ଡରଙ୍ଗି ପଞ୍ଚାୟତରେ ଗତକାଲି ବିଳମ୍ବିତ ରାତିରେ ଏହି କାଣ୍ଡ ଘଟାଇଛନ୍ତି ମାଓବାଦୀ । ଘଟଣାସ୍ଥଳରେ ମାଓବାଦୀ ପୋଷ୍ଟର ଛାଡ଼ି ଯାଇଛନ୍ତି । ମୃତକଙ୍କ…

ଗୁହାଳରେ ଲାଗିଲା ନିଆଁ, ୫ ଗୋରୁ ଜୀବନ୍ତ ଦଗ୍ଧ

କେନ୍ଦ୍ରାପଡା: ଗୁହାଳରେ ନିଆଁ ଲାଗି ଜଳିଗଲେ ୫ ଗୋରୁ । କେନ୍ଦ୍ରାପଡା ଜିଲା ରାଜନଗର ଥାନା ଅନ୍ତର୍ଗତ ଜରିମୂଳ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିଲା । ଏତିକିବେଳେ ଗୁହାଳ ଭିତରେ ଥିବା ୫ଟି ଗୋରୁ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି । ଖବର ପାଇ…

ବୁଲି ଯାଆନ୍ତୁ ଦେବଗଡ଼ ଜିଲ୍ଲାର କୋରାଡ଼କୋଟ ଜଳପ୍ରପାତ

ଭୁବନେଶ୍ୱର: ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର ଆମ ରାଜ୍ୟ ଓଡିଶା। ଏହାର ପ୍ରତ୍ୟେକଟି କୋଣ ଅନୁକୋଣରେ ପ୍ରକୃତିରାଣୀ ବିଛେଇ ଦେଇଛି ତା'ର ସୌନ୍ଦର୍ଯ୍ୟର ଫୁଆରା। ଓଡ଼ିଶାର ଅନେକ ସ୍ଥାନ ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ପାଇଥିବା ବେଳେ ଆଉ କିଛି ଏବେବି ଦୃଷ୍ଟି ଆଢୁଆଳରେ ରହି ଯାଇଛି। ତେବେ…

ବିଷମକଟକ ନିକଟରେ ଓଲଟିଲା ବସ୍‌, ୬ ଗୁରୁତର

ରାୟଗଡ଼ା: ବିଷମକଟକ ଥାନା ଅଞ୍ଚଳରେ ବିଳମ୍ବିତ ରାତିରେ ଏକ ଯାତ୍ରୀବାହୀ ବସ୍ ଓଲଟି ପଡିଛି । ଅନେକ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୬ଜଣ ଯାତ୍ରୀ ଗୁରୁତର ହୋଇପଡିଛନ୍ତି । ଚିକିତ୍ସା ପାଇଁ ସେମାନଙ୍କୁ ରାୟଗଡା ମେଡିକାଲରେ ଭର୍ତ୍ତି କରାଯାଇଛି । ରଘୁନାଥ ନାମକ ଏହି ବସଟି କଟକରୁ…

ମହାନଦୀରେ ଡଙ୍ଗା ବୁଡି ଘଟଣା; ବାପା ମୃତ, ପୁଅ ନିଖୋଜ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ବିନିକା ମହାନଦୀରେ ଡଙ୍ଗା ବୁଡି ବାପ ମୃତ ଓ ପୁଅ ନିଖୋଜ । ବିନିକା ସହରର ସୁଲେମାନ ଖାଁଙ୍କ ପରିବାରର ତିନିଜଣ ସଦସ୍ୟ ମହାନଦୀ ମଝୀରେ ଥିବା ବାଇକାନୀ ମନ୍ଦିରକୁ ଡଙ୍ଗା ଯୋଗେ ବୁଲିବାକୁ ଯାଇଥିଲେ ।ସଂନ୍ଧ୍ୟାରେ ଫେରବା ସମୟରେ ଡଙ୍ଗାଟି ବୁଡି ଯାଇଥିଲା ।…

ଭକ୍ତ କବି ମଧୁସୂଦନ ରାଓଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର: ଭକ୍ତକବି ମଧୁସୂଦନ ରାଓଙ୍କ ଜୟନ୍ତୀ ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱ ବିଦ୍ୟାଳୟ ପାଖରେ ତାଙ୍କ ପ୍ରତିମୂର୍ତ୍ତି ନିକଟରେ ପାଳିତ ହୋଇ ଯାଇଛି। ଉତ୍କଳ ଯାଦବ ମହାସଭା ସାଂସ୍କୃତିକ ସେଲ ସଂଯୋଜକ ଲକ୍ଷ୍ମୀଧର ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପ୍ରବୀର…

 କଥାକାର ଅଖିଳ ମୋହନଙ୍କ ଚର୍ଚ୍ଚିତ କ୍ଷୁଦ୍ରଗଳ୍ପ ‘ମତ୍ସ୍ୟଗନ୍ଧା’ର କଥନ ଓ ଦୃଶ୍ୟାୟନ ଜାନୁଆରି ୩୧ରେ

ଭୁବନେଶ୍ୱର: ଅଖିଳ ମୋହନ ଫାଉଣ୍ଡେସନ୍‌ ପକ୍ଷରୁ ‘ଅଖିଳାୟନ’ କାର୍ଯକ୍ରମ ଜରିଆରେ ଆଧୁନିକ ଓଡିଆ ସାହିତ୍ୟର ଅନ୍ୟତମ ସଫଳ ବିନ୍ଧାଣୀ ଅଖିଳ ମୋହନ ପଟ୍ଟନାୟକଙ୍କ ଅନନ୍ୟ କ୍ଷୁଦ୍ରଗଳ୍ପଗୁଡ଼ିକୁ କଥନ ଓ ଦୃଶ୍ୟାୟନ ମାଧ୍ୟମରେ ପ୍ରସାରିତ କରିବା ପାଇଁ ଯୋଜନା ପ୍ରସ୍ତୁତ ହୋଇଛି। ଏହି…

ପୁରୀ-ଭଲସାଡ ବିଶେଷ ଟ୍ରେନ ପରିବର୍ତ୍ତିତ ସମୟରେ ଚଳାଚଳ କରିବ

ଭୁବନେଶ୍ୱର: ପୁରୀ-ଭଲସାଡ ବିଶେଷ ଟ୍ରେନ ପରିବର୍ତ୍ତିତ ସମୟରେ ଚଳାଚଳ କରିବ ବୋଲି ରେଳବାଇ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହି ଟ୍ରେନ ରବିବାର ଦିନ ସକାଳ ୦୬ଘ.୩୦ମି. ପରିବର୍ତ୍ତେ ବର୍ତ୍ତମାନ ରବିବାର ୦୦ଘ.୩୦ମି. (ଶନିବାର ମଧ୍ୟରାତ୍ରି) ପୁରୀ ଛାଡିବ। ୦୯୨୦୯/୦୯୨୧୦ ଭଲସାଡ-ପୁରୀ-ଭଲସାଡ…

କିଟ୍‍ ଓ ବିସିଆଇ ସହଭାଗିତାରେ ଭୁବନେଶ୍ୱରରେ ହେବ ‘ଇଣ୍ଡିଆନ୍‍ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ଲ’

ଭୁବନେଶ୍ୱର: କିଟ୍‍ ଓ ବିସିଆଇ ସହଭାଗିତାରେ ଭୁବନେଶ୍ୱରରେ 'ଇଣ୍ଡିଆନ୍‍ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ଲ' ପ୍ରତିଷ୍ଠା ହେବ। ବାର୍‍ କାଉନ୍‍ସିଲ୍‍ ଅଫ୍‍ ଇଣ୍ଡିଆ (ବିସିଆଇ) ଦେଶରେ ଆଇନ୍‍ ଶିକ୍ଷା ଓ ଆଇନ୍‍ ବୃତ୍ତିର ପ୍ରୋତ୍ସାହନ ଓ ନିୟନ୍ତ୍ରଣ ନିମନ୍ତେ ଅଧିବକ୍ତା ଆଇନ ୧୯୬୧ ଅନୁସାରେ ସଂସଦ…