Latest Odisha News

BREAKING NEWS

Browsing Category

ଓଡିଶା

Odisha

ୱିପ୍ରୋ ଆର୍ଥିୟାନ୍ ପ୍ରତିଯୋଗିତାରେ ଓଡ଼ିଶାର ଲୁଇସ୍ ବ୍ରେଲି ଦୃଷ୍ଟି ବାଧିତ ବିଦ୍ୟାଳୟ ବିଜୟୀ

ଭୁବନେଶ୍ୱର: ପରିବେଶ ସନ୍ତୁଳନ ଏବଂ ଜଳ ସଂରକ୍ଷଣ କ୍ଷେତ୍ରରେ ଓଡ଼ିଶାର ଛାତ୍ରଛାତ୍ରୀ ଉତ୍କୃଷ୍ଟ ପ୍ରଦର୍ଶନ କରି ଏକ ନୂତନ ଇତିହାସ ରଚନା କରିଛନ୍ତି । ବେଙ୍ଗାଲୁରୁ ସ୍ଥିତ ଅଜିମ୍ ପ୍ରେମଜୀ ବିଶ୍ୱବିଦ୍ୟାଳୟରେ ଏହି ସ୍ୱତନ୍ତ୍ର ଉତ୍ସବ ଅନୁଷ୍ଠିତ ହୋଇଥିଲା । ପ୍ରତିଷ୍ଠିତ 'ୱିପ୍ରୋ ଆର୍ଥିୟାନ୍'…

Ignou: ଫେବୃଆରୀ ୨୮କୁ ବଢ଼ିଲା ଇଗ୍ନୋର ନାମଲେଖା ଅବଧି

ଭୁବନେଶ୍ବର: ଇଗ୍ନୋର ନାମଲେଖା ଅବଧିକୁ ଚଳିତମାସ ୨୮ ତାରିଖକୁ ବୃଦ୍ଧି କରାଯାଇଛି । ବିଭିନ୍ନ ବର୍ଗର ଲୋକଙ୍କ ଆବଶ୍ୟକତାକୁ ଅନୁଧ୍ୟାନ କରି ଇଗ୍ନୋ କର୍ତ୍ତୃପକ୍ଷ ଜାନୁଆରୀ ୨୦୨୬ ଶିକ୍ଷାସତ୍ର ପାଇଁ ନାମଲେଖା ଅବଧିକୁ ଏବଂ ପୁନଃପଞ୍ଜିକରଣ ସମୟ ଅବଧିକୁ ମଧ୍ୟ ଚଳିତମାସ ୨୮ ତାରିଖ ପର୍ଯ୍ୟନ୍ତ…

ଯାଜପୁର ଲଜ୍ଜା: ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣାରେ ସିଲ୍ ହେବ ନର୍ସିଂହୋମ୍

ଯାଜପୁର: ଯାଜପୁର ରୋଡ୍‌ ଥାନା ଅଞ୍ଚଳରେ ନାବାଳିକାଙ୍କୁ ଯୌନ ନିର୍ଯାତନା ଅଭିଯୋଗ ଘଟଣାରେ ନୂଆ ମୋଡ ନେଇଛି। ନାବାଳିକା ରହୁଥିବା ଭଡ଼ା ଘରର ମାତ୍ର କିଛି ଦୂରରୁ ଉଦ୍ଧାର ହୋଇଛି ଏକ ନବଜାତ ଶିଶୁକନ୍ୟା। ସ୍ଥାନୀୟ ଲୋକଙ୍କ ଦ୍ୱାରା ତଥା ପୋଲିସ ସହଯୋଗରେ ଶିଶୁଟିକୁ ଉଦ୍ଧାର କରାଯାଇ ଯାଜପୁର ରୋଡ…

ବିଧାନସଭା ବଜେଟ ଅଧିବେଶନ ଆରମ୍ଭ: ‘ଓଡିଶା ଆତ୍ମନିର୍ଭର ଭାରତରେ ସେମି କଣ୍ଡକ୍ଟର ହବ୍ ହେବ’

ଭୁବନେଶ୍ବର: ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ । ଏହି ଅଧିବେଶନରେ ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣକାଳୀନ ବଜେଟ ଗୃହରେ ଆଗତ କରିବେ । ବିଧାନସଭାର ପ୍ରଥମ ଦିନରେ ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ ହରିବାବୁ କମ୍ଭମପତି । ସେ କହିଛନ୍ତି, ସମୃଦ୍ଧ…

ଟାଙ୍ଗୀ ପୋଲିସକୁ ବଡ଼ ସଫଳତା: ଜୁଆ ଆଡ୍ଡାରେ ଚଢ଼ାଉ, ୨୦ ଗିରଫ

ଖୋର୍ଦ୍ଧା: ଟାଙ୍ଗୀ ପୋଲିସକୁ ବଡ଼ ସଫଳତା। ଜୁଆ ଆଡ୍ଡାରେ ଅଚାନକ ଚଢ଼ାଉ। ୨୦ ଜୁଆଡ଼ି ଗିରଫ। ଖୋର୍ଦ୍ଧା ଟାଙ୍ଗୀ ଥାନା ଅଞ୍ଚଳରେ ପୋଲିସ କରିଛି ଚଢ଼ାଉ। ଗତକାଲି ରାତିରେ ଜଙ୍ଗଲ ମଧ୍ୟରେ ଚାଲିଥିବା ଜୁଆ ଆଡ୍ଡା ଉପରେ ପୋଲିସ ଅତର୍କିତ ଚଢ଼ାଉ କରିଥିଲା। ଘଟଣାସ୍ଥଳରୁ ୨୦ଜଣ ଜୁଆଡ଼ିଙ୍କୁ ଗିରଫ…

ନାବାଳିକାକୁ ଦୁଷ୍କର୍ମ ଓ ଗର୍ଭପାତ ଅଭିଯୋଗ ଘଟଣା: ଅଭିଯୁକ୍ତ ଘର ନିକଟରୁ ନବଜାତ କନ୍ୟା ଉଦ୍ଧାର

ଯାଜପୁର: ନାବାଳିକାକୁ ଦୁଷ୍କର୍ମ ଓ ଗର୍ଭପାତ ଅଭିଯୋଗ ଘଟଣା। ଚାଞ୍ଚଲ୍ୟ କରୁଛି ନବଜାତ ଶିଶୁକନ୍ୟାର ଜନ୍ମ। ୭୦ ବର୍ଷୀୟ ଅଭିଯୁକ୍ତ ଘର ନିକଟରୁ ଉଦ୍ଧାର ହେଲା ନବଜାତ ଶିଶୁ କନ୍ୟା। ସ୍ଥାନୀୟ ଲୋକ ଓ ପୋଲିସ ସହଯୋଗରେ ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ନବଜାତକୁ ଉଦ୍ଧାର ପରେ ଯାଜପୁର ରୋଡ୍‌…

Odisha Weather: ରାଜ୍ୟର ବିଭିନ୍ନ ସ୍ଥାନ ସମେତ ଟ୍ବିନସିଟିରେ ଘନ କୁହୁଡ଼ି, ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନ ସମେତ ଟ୍ବିନସିଟିରେ ଘନ କୁହୁଡ଼ି। ସକାଳୁ ସକାଳୁ ଭୁବନେଶ୍ୱର ଓ କଟକରେ ଘନ କୁହୁଡିର ଆସ୍ତରଣ ଦେଖିବାକୁ ମିଳିଛି। ପ୍ରବଳ କୁହୁଡିରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଥିଲା। ୫୦ ମିଟର ପର୍ଯ୍ୟନ୍ତ ଭିଜିବିଲିଟି ଶୂନ ରହିଛି। ରାସ୍ତାଘାଟ ଦିଶୁନଥିବାରୁ ଗାଡ଼ି…

ଆଜିଠୁ ଆରମ୍ଭ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହେଉଛି ସିବିଏସଇ ଦଶମ ଓ ଦ୍ବାଦଶ ପରୀକ୍ଷା। ପ୍ରଥମ ବୋର୍ଡ ପରୀକ୍ଷା ଦେଇଥିଲେ ଦ୍ବିତୀୟ ପାଇଁ ମିଳିବ ଅନୁମତି। ଏନେଇ ସ୍ପଷ୍ଟୀକରଣ ରଖିଛି ସିବିଏସଇ।  ସକାଳ ସାଢ଼େ ୧୦ରୁ ସାଢ଼େ ୧ଟା ଯାଏ ପରୀକ୍ଷା ରହିଛି । ଦେଶରେ ମୋଟ ୪୬ ଲକ୍ଷରୁ ଅଧିକ ଶିକ୍ଷାର୍ଥୀ ପରୀକ୍ଷା ଦେବେ…

ପାହାଡରେ ମାଓକ୍ୟାମ୍ପ ଠାବ,ମିଳିଲା ବନ୍ଧୁକ ସହ ଅନେକ ବିସ୍ଫୋରକ ସାମଗ୍ରୀ

ନୂଆପଡ଼ା:ଛତିଶଗଡ଼ ଗରିଆବନ୍ଧ ଜିଲ୍ଲା ମେନପୁର ଥାନା ସାତମାରି ପାହାଡରେ ଏକ ମାଓକ୍ୟାମ୍ପ ଠାବ ହୋଇଛି । ମାଓକ୍ୟାମ୍ପରୁ ବନ୍ଧୁକ,ମାଗାଜିନ୍ ସହ ଅନେକ ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷା ବାହିନୀ। ସାତମାରି ପାହାଡ଼ରେ ମାଓକ୍ୟାମ୍ପ ନେଇ ଗୁଇନ୍ଦା ସୂଚନା ମିଳିଥିଲା । ଖବରମୁତାବକ,…

Kendrapara Anganwadi: ତିନିମାସ ପରେ ଅଙ୍ଗନବାଡ଼ି ଆସିଲେ ପିଲା; ପଢିବା ସହ କଲେ ଭୋଜନ

କେନ୍ଦ୍ରାପଡା: ଦୀର୍ଘ ୩ ମାସ ପରେ ସ୍ବଭାବିକ ହେଲା ଅଙ୍ଗନବାଡ଼ି କେନ୍ଦ୍ର । ନୂଆଗାଁରେ ଜାତିପ୍ରଥା ପରମ୍ପରାର ପଡିଲା ପୂର୍ଣ୍ଣଛେଦ । ୩ ମାସ ପରେ ଅଙ୍ଗନବାଡି କେନ୍ଦ୍ରକୁ ଆସିଲେ ଛାତ୍ରଛାତ୍ରୀ । ଅଙ୍ଗନବାଡି କେନ୍ଦ୍ରରେ ସିଡିପିଓ ଓ ରାଜନଗର ବିଧାୟକ ଉପସ୍ଥିତ ଥିଲେ। ଜାତିପ୍ରଥାକୁ ନେଇ…