Latest Odisha News

BREAKING NEWS

Browsing Category

ଓଡିଶା

Odisha

ଯାଜପୁରରେ ରାସ୍ତା କଡରୁ ମିଳିଲା ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀଙ୍କ ମୃତଦେହ, ହତ୍ୟା ସନ୍ଦେହ

ଭୁବନେଶ୍ୱର: ଯାଜପୁର ମୂଳାପାଳ ଦିଆଲଖଣ୍ଡି ରାସ୍ତା କଡ଼ରୁ ମିଳିଲା ରମାଦେବୀ ବିଶ୍ୱବିଦ୍ୟାଳୟର ଛାତ୍ରୀଙ୍କ ମୃତଦେହ । ତେବେ ତାଙ୍କୁ ହତ୍ୟା କରିବା ପରେ ମୃତଦେହ ଯାଜପୁରରେ ଫିଙ୍ଗା ଯାଇଥିବା ସନ୍ଦେହ କରାଯାଉଛି । ମିଳିଥିବା ସୂଚନା ଅନୁୟାୟୀ, ଛାତ୍ରୀ ଜଣଙ୍କ ରମାଦେବୀ ବିଶ୍ୱବିଦ୍ୟାଳୟରେ…

୮୯୪ ନିଖୋଜ ଶିଶୁ ଉଦ୍ଧାର, ୮ ଦିନରେ ଉଦ୍ଧାର କଲା ଓଡ଼ିଶା ପୋଲିସ 

ଭୁବନେଶ୍ୱର: ରାଜ୍ୟରେ ନିଖୋଜ ପିଲାଙ୍କୁ ଉଦ୍ଧାର କରିବାକୁ ଓଡ଼ିଶା ପୋଲିସ ଏକ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରିଥିଲା । ଏହି ଅଭିଯାନରେ ମାତ୍ର ୮ ଦିନ ମଧ୍ୟରେ ୮୯୪ଜଣ ନିଖୋଜ ଶିଶୁଙ୍କୁ ଉଦ୍ଧାର କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ପୁଲିସ ଡିଜି ଅଭୟ । ନିଖୋଜ ପିଲାଙ୍କ ମଧ୍ୟରେ ୯୪ଜଣ ବାଳକ ଓ…

ସଂଘବଦ୍ଧ ଆକ୍ରମଣ ଯୋଗୁଁ ଯୁବକଙ୍କ ମୃତ୍ୟୁ

ନବରଙ୍ଗପୁର: ସାମାନ୍ୟ ବଚସାରୁ ସଂଘବଦ୍ଧ ଆକ୍ରମଣ, ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ । ଏଭଳି ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ନରସିଂହଗୁଡା ଗାଁରେ । ପୋଲିସ ତିନି ଅଭିଯୁକ୍ତଙ୍କୁ ଅଟକ ରଖିଥିବା ବେଳେ ଅନ୍ୟ ଜଣେ ଫେରାର ହୋଇଯାଇଛି । ସୂଚନା ଅନୁଯାୟୀ,…

ମାଟ୍ରିକ ପିଲାଙ୍କ ଚାପ କମାଇବ ପରୀକ୍ଷା ଦର୍ପଣ :ପୁସ୍ତକ ଉନ୍ମୋଚନ କଲେ ଗଣଶିକ୍ଷା ମନ୍ତ୍ରୀ 

ଭୁବନେଶ୍ବର :କରୋନା ସମୟରେ ମାଟ୍ରିକ ପିଲାଙ୍କ ଚାପ କମାଇବାକୁ ବଡ଼ ପ୍ରସ୍ତୁତି । ଆଜିଠାରୁ ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଖରେ ପହଞ୍ଚିବ ପରୀକ୍ଷା ଦର୍ପଣ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଆଜି ଏହି ଟେଷ୍ଟ ପେପରକୁ ଲୋକାର୍ପିତ କରିଛନ୍ତି । ୭ଶହ ପୃଷ୍ଠା ସମ୍ବଳିତ ଏହି…

ରାଜ୍ୟରେ ଆଉ ୧୩୮ ପିଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୬୬୭

ଭୁବନେଶ୍ବର : ରାଜ୍ୟରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୧୩୮ କରୋନା ପିଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୬୬୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ବ୍ଲକ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦ୍‌ୁ କୁମାର ପ୍ରଧାନଙ୍କ ଘରେ ଓ ଅଫିସରେ ଭିଜିଲାନ୍ସ ପକ୍ଷରୁ ଚଢଉ ଚାଲିଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ରେଡ୍ ହେଉଛି । ଶୁଭେନ୍ଦୁଙ୍କ ଖଣ୍ଡଗିରି ହାଉସିଂବୋର୍ଡ କଲୋନୀ ସ୍ଥିତ ଘର, କାକଟପୁର ଶ୍ରୀଚନ୍ଦନପୁର…

କରୋନା ଟିକା ନେବାର ୩ ଦିନ ପରେ ନୂଆପଡ଼ାର ଯୁବକ ମୃତ

ନୂଆପଡ଼ା: କୋଭିଡ୍ ଟିକା ନେବାର ୩ ଦିନ ପରେ ଯୁବକଙ୍କ ମୃତ୍ୟୁ ହୋଇଛି । ଗତକାଲି ୨୭ ବର୍ଷୀୟ ଯୁବକଙ୍କ ମୃତ୍ୟୁ ବୁର୍ଲା ଭୀମସାରରେ ହୋଇଥିବା ଜଣାପଡ଼ିଛି । ତେବେ, ଯୁବକଙ୍କ ମୃତ୍ୟୁ ଭ୍ୟାକ୍ସିନ୍ ପାଇଁ ହୋଇନଥିବା ସ୍ୱାସ୍ଥ୍ୟ ବିଭାଗ ସ୍ପଷ୍ଟ କରିଛି । ମୃତ ଯୁବକ ଜଣଙ୍କ ନୂଆପଡ଼ା ଜିଲ୍ଲା…

ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ

ପୁରୀ: ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କର ପୁଣି କୋଭିଡ୍ ଟେଷ୍ଟ କରାଯିବ। ପ୍ରତିଦିନ ୫୦ ସେବାୟତଙ୍କ ଆର୍ ଟିପିସିଆର୍ ପରୀକ୍ଷା କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଗ୍ରାଣ୍ଡରୋଡ୍ ର ଉତ୍କଳ ହୀନ୍ଦି…

ବାଇକ୍‌-ଅଟୋ ମୁହାଁମୁହାଁ ଧକ୍କା; ଜଣେ ମୃତ, ୩ ଗୁରୁତର

ଜି.ଉଦୟଗିରି: ଜି.ଉଦୟଗିରି ପାବୁରିଆ ବାରିଗୁଡ଼ା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ବାଇକ୍‌-ଅଟୋ ମୁହାଁମୁହାଁ ଧକ୍କା ହେବା ଫଳରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି । ଆହତ ମାନଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ…

କେନ୍ଦୁଝରରେ ଭାଲୁ ଆକ୍ରମଣ; ୩ ଆହତ, ଜଣେ ଗୁରୁତର

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର କୁଣ୍ଡଳପଣୀ ଗାଁରେ ଭାଲୁ ଆତଙ୍କ। ଏପର୍ଯ୍ୟନ୍ତ ଏଠାରେ ପ୍ରାୟ ୩ଜଣ ଭାଲୁ ଆକ୍ରମଣରେ ଆହତ ହୋଇଥିବା ବେଳେ ଜଣେ ଗୁରୁତର ଭାବେ ଆହତ ହୋଇଥିବା ଜଣାପଡିଛି। ଆହତ ମାନଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସେଠାରେ…