Latest Odisha News

BREAKING NEWS

Browsing Category

ଓଡିଶା

Odisha

ଚାଟଶାଳିରୁ ପଦ୍ମଶ୍ରୀ; ଶତାୟୁ ନନ୍ଦ ସାର୍ ଙ୍କ କାହାଣୀ

ଯାଜପୁର: ଚାଟଶାଳିରୁ ପଦ୍ମଶ୍ରୀ । ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଳକ କନ୍ତିରା ଗ୍ରାମର ଚାଟଶାଳୀ ମାଷ୍ଟ୍ରେ ନନ୍ଦକିଶୋର ପୃଷ୍ଟି। ସାହିତ୍ୟ ଓ ଶିକ୍ଷା କ୍ଷତ୍ରରେ ତାଙ୍କର ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ମିଳିବ ଦେଶର ଶ୍ରେଷ୍ଠ ପଦ୍ମଶ୍ରୀ ସମ୍ମାନ । ନନ୍ଦ ସାର, ବୟସ ୧୦୦ ଟପିଲାଣି ।…

ଆଜିଠୁ ପୁଣି ଟିକାକରଣ; ୧ ଲକ୍ଷ ୭୩ ହଜାର ୬୩୬ ସ୍ବାସ୍ଥ୍ଯକର୍ମୀ ନେବେ ଟିକା

ଭୁବନେଶ୍ୱର: ଆଜିଠାରୁ ପୁଣି ଆରମ୍ଭ ହେଉଛି ଟିକାକରଣ ପକ୍ରିୟା। ବଳକା ୧ ଲକ୍ଷ ୭୩ ହଜାର ୬୩୬ ଜଣ ସ୍ଵାସ୍ଥ୍ୟକର୍ମୀଙ୍କର ଆଜି ହେବ ଟୀକାକରଣ । ପରିବାର କଲ୍ୟାଣ ନିର୍ଦେଶକ ଡ଼କ୍ଟର ବିଜୟ କୁମାର ପାଣିଗ୍ରାହୀ ଦେଇଥିବା ସୂଚନା ଅନୁଯାୟୀ ଫେବୃଆରୀ ୧୦ ସୁଦ୍ଧା ଟିକାକରଣ ପକ୍ରିୟା ଶେଷ ହେବ।ଏନେଇ…

ଆଜି ନନ୍ଦନକାନନରେ ପ୍ରାୟ ୧୬ ହଜାର ଲୋକଙ୍କ ଭିଡ ଜମିଲା

ଭୁବନେଶ୍ୱର: ଆଜି ଛୁଟି ଦିନ ହୋଇଥିବାରୁ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଭିଡ ଦେଖିବାକୁ ମିଳିଥିଲା । ପ୍ରାୟ ୧୬ ହଜାର ୪୭୧ ଜଣ ଯାତ୍ରୀ ନନ୍ଦନକାନନରେ ପହଞ୍ଚିଥିଲେ । ତେବେ କରୋନା ସଂକ୍ରମଣ ଭୟ ଥିବାରୁ ପ୍ରବେଶ ଦ୍ୱାରରେ ସାନିଟାଇଜ କରିବା ସହ ମାସ୍କ ବ୍ୟବହାରକୁ ବାଧ୍ୟତାମୂଳକ କରାଯାଇଛି ।…

ମାସେ ପାଇଁ ଆନ୍ଦୋଳନ ସ୍ଥଗିତ ରଖିଲେ ସ୍ବାସ୍ଥ୍ୟକର୍ମୀ

ଭୁବନେଶ୍ୱର : ମାସେ ପାଇଁ ଆନ୍ଦୋଳନ ସ୍ଥଗିତ ରଖିଲେ ସ୍ବାସ୍ଥ୍ୟକର୍ମୀ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବହୁମୁଖୀ ସ୍ୱାସ୍ଥ୍ୟ କର୍ମୀ ମହାସଂଘର ଆବାହିକା ମମତା ନାୟକ । ରାଜ୍ୟ ସରକାରଙ୍କ ସହ ଆଲୋଚନା ପରେ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି । ଦାବି ପୂରଣ ନେଇ ପ୍ରତିଶ୍ରୁତି ମିଳିଛି, ତେଣୁ…

ସିଆରପିଏଫରେ ଯୋଗ ଦେବେ କର୍ଲାମୁଣ୍ଡାର ଝିଅ ସୌମ୍ୟାରାଣୀ, ଛୁଟିଲା ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା : ସିଆରପିଏଫରେ ଯୋଗ ଦେବେ କର୍ଲାମୁଣ୍ଡା ଝିଅ ସୌମ୍ୟାରାଣୀ । କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (ସି.ଆର.ପି.ଏଫ)ରେ ଯୋଗ ଦେବା ପାଇଁ ସେ ଯୋଗ୍ୟ ବିବେଚିତ ହୋଇଛନ୍ତି । ବ୍ଲକର ସରଗୁଲ ଗାଁର ପ୍ରଭାତ କୁମାର ହୋତା ଓ ଶାନ୍ତିପ୍ରିୟା ହୋତାଙ୍କ ଝିଅ ସୌମ୍ୟାରାଣୀ । ତାଙ୍କ ବୟସ ୨୦…

ଉଦଘାଟିତ ହେଲା ଆଦିବାସୀ ମେଳା, ପ୍ରଥମ ଥର ପାଇଁ ଇ ମାର୍କେଟିଂ ବ୍ୟବସ୍ଥା

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ଆଦିବାସୀ ମେଳା । ଭର୍ଚୁଆଲ ମୋଡରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦଘାଟନ କରିଥିଲେ । ଏହା ଫେବ୍ରୁଆରୀ ୯ ତାରିଖ ଯାଏଁ ଚାଲିବ । ଦିନ ୧୧ଟାରୁ ସନ୍ଧ୍ୟା ୭ଟା ଯାଏଁ ମେଳା ଚାଲିବ । ଚଳିତ ବର୍ଷ ପ୍ରଥମ ଥର ପାଇଁ ଇ ମାର୍କେଟିଂର…

IIMC ଢେଙ୍କାନାଳରେ ଉନ୍ମୋଚିତ ହେଲା ‘ଶାନ୍ତି ସାମ୍ବାଦିକତା’ ମନୋଗ୍ରାଫ୍

ଢେଙ୍କାନାଳ: ସାରା ବିଶ୍ୱରେ ଆଜିକାଲି କେଉଁଠି ନା କେଉଁଠି ଲାଗି ରହୁଛି ଅଶାନ୍ତି । ଭାରତ ମାଟିରୁ ସାରା ବିଶ୍ୱକୁ ଶାନ୍ତିର ବାର୍ତ୍ତା ପ୍ରସାରିତ ହୋଇଥିବା ବେଳେ ଆଜି ଆମ ଦେଶରେ ମଧ୍ୟ ଅନେକ କ୍ଷେତ୍ରରେ ଅଶାନ୍ତି ଦେଖାଦେଇଛି । ଶାନ୍ତି ବିନା ବିକାଶ ହୋଇପାରିବ ନାହିଁ । ତେଣୁ ଶାନ୍ତି…

ହନୁମାନ ପଇସା ଠକେଇ ଅଭିଯୋଗରେ ୭ ଗିରଫ

ବ୍ରହ୍ମପୁର: ହନୁମାନ ମୁଦ୍ରା କାରବାର କରି ଦୁଇ କୋଟି ଟଙ୍କା ଠକେଇ ଅଭିଯୋଗରେ ବଡବଜାର ପୋଲିସ ୭ ଜଣଙ୍କୁ ଗିରଫ କରିଛି । ଏମାନଙ୍କଠାରୁ ନଗଦ ଦେଢ ଲକ୍ଷ ଟଙ୍କା, ଦୁଇଟି ମୋଟର ସାଇକେଲ, ମାଗ୍ନେଟ୍‌, ସ୍ପିରିଟ୍ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇଛି । ପୋଲିସ ଠାରୁ ମିଳିଥିବା ସୂଚନା…

ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଜଣେ ଗୁରୁତର 

ତେଲକୋଇ : ଜମିବାଡ଼ି ବିବାଦରୁ ହାତାହାତି । ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ଜଣେ ଗୁରୁତର ଆହତ ହୋଇଛନ୍ତି । ତେଲକୋଇ ଥାନା ଅନ୍ତର୍ଗତ ମାର୍ଦ୍ଦା ଗାଁରେ ଏହି ଘଟଣା ଘଟିଛି ।  ସୂଚନା ଅନୁସାରେ, ନାରଣ ମହାନ୍ତଙ୍କ ଘର ବାଡିରେ ଗାଁର ନିଧି ପ୍ରଧାନ ତାଙ୍କୁ ଟାଙ୍ଗିଆରେ ବାରମ୍ବାର ଆକ୍ରମଣ…

ଚାନ୍ଦବାଲିରୁୁ କୋଟିଏ ଟଙ୍କାରୁ ଅଧିକ ମୂଲ୍ୟର ଧଳା ଜହର ଜବତ

ଭଦ୍ରକ: ଚାନ୍ଦବାଲି ରୋଡରୁ ଆଜି ଏସଟିଏଫ୍ ପ୍ରାୟ ୧ କିଲୋ ୧୪୦ ଗ୍ରାମ ବ୍ରାଉନସୁଗାର ଜବତ କରିଛି । ଯ।।ହାର ଆନୁମାନିକ ମୂଲ୍ୟ ଏକ କୋଟି ୧୪ ଲକ୍ଷ ଟଙ୍କା ହେବ । ଏଥି ସହ ଜଣେ ଅଭିଯୁକ୍ତ ମୀର୍ ମିନାଜକୁ ଗିରଫ କରାଯାଇଛି । ସୂଚନା ଅନୁଯାୟୀ, ମୀର୍ ଦୀର୍ଘ ଦିନ ହେବ ଚାନ୍ଦବାଲି ଅଂଚଳରେ…