Latest Odisha News

BREAKING NEWS

Browsing Category

ଓଡିଶା

Odisha

ପଦ୍ମ ପୁରସ୍କାର ବିଜେତା ଓଡ଼ିଆଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଚଳିତବର୍ଷ ରାଜ୍ୟରୁ ୬ ଜଣ ପଦ୍ମ ସମ୍ମାନ ପାଇଁ ମନୋନୀତ ହୋଇଛନ୍ତି । ସେମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ନବୀନ ସେମାନଙ୍କ ସଫଳତା କାମନା କରିଛନ୍ତି । ଏବର୍ଷ ବିଶିଷ୍ଟ ଭାସ୍କର୍ୟ୍ୟ ଶିଳ୍ପୀ ସୁଦର୍ଶନ ସାହୁଙ୍କୁ ମିଳିବ ପଦ୍ମ ବିଭୂଷଣ…

ରାଜ୍ୟରୁ ୨ ଜଣଙ୍କୁ ମିଳିବ ରାଷ୍ଟ୍ରପତି ପୋଲିସ ପଦକ

ଭୁବନେଶ୍ବର : ଘୋଷଣା ହେଲା ରାଷ୍ଟ୍ରପତି ପୋଲିସ ପଦକ। ପୋଲିସ ଅଧିକାରୀ ମାନଙ୍କର ଉତ୍ତମ କାର୍ଯ୍ୟ ପାଇଁ ଏହି ପଦକ ପ୍ରଦାନ କରାଯିବ । ସାଧାରଣତନ୍ତ୍ର ଦିବସ ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ପୁଲିସ ଏହି ପଦକ ଘୋଷଣା ହୋଇଛି । ଓଡ଼ିଶାରୁ ଗୁଇନ୍ଦା ନିର୍ଦ୍ଦେଶକ ରାଧା…

ସାହସିକତା ଓ ଉଲ୍ଲେଖନୀୟ ସେବା ପାଇଁ ରାଜ୍ୟପାଳ ପୋଲିସ ମେଡାଲ

ଭୁବନେଶ୍ବର : ପୋଲିସ ସେବାରେ ସାହସିକତା ଓ ଉଲ୍ଲେଖନୀୟ ସେବା ପାଇଁ ରାଜ୍ୟପାଳ ମେଡାଲ ପ୍ରଦାନ କରାଯିବ । ପୋଲିସ ବିଭାଗର ୨୦ ଜଣଙ୍କ ଏହି ପଦକ ପ୍ରଦାନ କରାଯିବ । ଏସଟିଏଫ, କ୍ରାଇମବ୍ରାଞ୍ଚ ଡିଆଇଜି ଜୟ ନାରାୟଣ ପଙ୍କଜ, ସ୍ପେଶାଲ ଇଣ୍ଟେଲିଜେନ୍ସ ଓ୍ବିଙ୍ଗର ଡିଆଇଜି ଅନିରୁଦ୍ଧ କୁମାରଙ୍କ…

ଓଡିଆ ସିଦ୍ଧ କବିତାର ଶେଷ ସନ୍ତକ, ପୂର୍ଣ୍ଣମାସୀ ଜାନି ଓରଫ ତାଡି ସରୁବାଇ

(କେଦାର ମିଶ୍ରଙ୍କ ସାପ୍ତାହିକ ସ୍ତମ୍ଭ ମିଶ୍ରରାଗ) ଗତ କିଛି ବର୍ଷ ହେଲା ଓଡିଶାରୁ ପଦ୍ମ ପୁରସ୍କାର ପାଉଥିବା ପ୍ରତିଭାବାନ ଲୋକଙ୍କ ତାଲିକାରେ ଅନ୍ତତଃ ଗୋଟିଏ ଆଶ୍ଚର୍ୟ ନାମ ରହି ଆସୁଛି। ଏ ବର୍ଷ ତାର ବ୍ୟତିକ୍ରମ ହୋଇନାହିଁ। ଚଳିତ ବର୍ଷ ପଦ୍ମ ପୁରସ୍କାରରେ ସାମିଲ ହୋଇଥିବା ଓଡିଆ ନାମ…

ଘୋଷଣା ହେଲା ପଦ୍ମ ପୁରସ୍କାର, ଓଡ଼ିଶାରୁ ୬ ବିଶିଷ୍ଟ ବ୍ୟକ୍ତି ମନୋନିତ

ନୂଆଦିଲ୍ଲୀ : ଘୋଷଣା ହେଲା ପଦ୍ମ ପୁରସ୍କାର । ୭ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ପଦ୍ମ ବିଭୂଷଣ ପୁରସ୍କାର ପ୍ରଦାନ କରାଯିବ । ୧୦ ଜଣଙ୍କୁ ପଦ୍ମ ଭୂଷଣ ଏବଂ ୧୦୨ ଜଣ ପଦ୍ମଶ୍ରୀ ପୁରସ୍କାର ପାଇଁ ମନୋନିତ କରାଯାଇଛି । ଚଳିତ ବର୍ଷ ୬ ଓଡ଼ିଆଙ୍କ ସହ ମୋଟ ୧୧୯ ଜଣଙ୍କୁ ପଦ୍ମ ପୁରସ୍କାରରେ ସମ୍ମାନିତ…

ମିସାଇଲ୍ ଆକାଶର ସଫଳ ପରୀକ୍ଷଣ, ଡିଆରଡିଓକୁ ସଫଳତା

ବାଲେଶ୍ବର : ଭୂ-ପୃଷ୍ଠରୁ ଆକାଶକୁ ଲକ୍ଷ୍ୟଭେଦ କରୁଥିବା ମିସାଇଲ ଆକାଶର ସଫଳ ପରୀକ୍ଷଣ ହୋଇଛି । ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ମିସାଇଲ ଆକାଶର ସଫଳ ପରୀକ୍ଷଣ କରାଯାଇଛି । ଅପରାହ୍ଣ ୨ଟା ୨୫ରେ ମିସାଇଲ ଆକାଶ-ଏନଜିକୁ ଭୂ-ପୃଷ୍ଠରୁ ଉତକ୍ଷେପଣ କରାଯାଇଥିଲା ।…

ଓଡ଼ିଶାରୁ ଦିନକରେ ୧୪୦ କରୋନା ରୋଗୀ ସୁସ୍ଥ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୪୦ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏଥିମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୨୫ ଜଣ ରହିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।…

ପିପିଲି ଉପନିର୍ବାଚନ ଲାଗି ପ୍ରସ୍ତୁତ: ନିର୍ବାଚନ ଅଧିକାରୀ

ଭୁବନେଶ୍ୱର: ପିପିଲି ଉପ-ନିର୍ବାଚନ ନେଇ ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ତାରିଖ ଘୋଷଣା ହୋଇନାହିଁ। ହେଲେ ନିର୍ବାଚନ ପାଇଁ ରାଜ୍ୟ ପ୍ରସ୍ତୁତ ଅଛି ବୋଲି ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ସୁଶୀଲ କୁମାର ଲୋହାନି ପ୍ରକାଶ କରିଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି…

ଗଣତନ୍ତ୍ର ଦିବସ ପାଇଁ ମାଓ ପ୍ରବଣ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡାକଡ଼ି  

ବଲାଙ୍ଗିର : ଗଣତନ୍ତ୍ର ଦିବସ ପାଇଁ ମାଓ ପ୍ରବଣ ଅଞ୍ଚଳରେ ପୋଲିସର ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ବଲାଙ୍ଗିରରେ ଗଣତନ୍ତ୍ର ଦିବସ ପାଇଁ ପ୍ରସ୍ତୁତି ଶେଷ ହୋଇଛି । ଏହା ମାଓ ପ୍ରବଣ ଜିଲ୍ଲା ଭାବରେ ଥିବାରୁ ସୁରକ୍ଷା ବ୍ୟବସ୍ଥାକୁ କଡା କଡି କରାଯାଇଛି । ବଲାଙ୍ଗୀର ଏସପିଙ୍କ ନେତୃତ୍ବରେ…

ପାଞ୍ଚ ବର୍ଷ ପରେ ବି ସରୁନି ଜଟଣୀ ଫ୍ଳାଏ ଓଭର ବ୍ରିଜ୍ ନିର୍ମାଣ କାମ

ଖୋର୍ଦ୍ଧା : ଦୁର୍ଦ୍ଦଶା ବଢାଉଛି ଜଟଣୀ ଫ୍ଲାଏ ଓଭର ବ୍ରିଜ୍ ନିର୍ମାଣ କାମ । ପାଞ୍ଚ ବର୍ଷ ପରେ ବି ଫ୍ଲାଏ ଓଭର ନିର୍ମାଣ କାମ ଶେଷ ହୋଇନଥିବାରୁ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ଦେଖା ଦେଇଛି ।  ତେବେ ସବୁଠାର ବଡକଥା ହେଲା ଜିଲ୍ଲାପାଳଙ୍କ କଥାରେ ଭରଷା କରି ବ୍ୟବସାୟୀ ନିଜ ଦୋକାନ ଭାଙ୍ଗି…