Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭୁବନେଶ୍ୱରରେ ପ୍ରଜାପିତା ବ୍ରହ୍ମାକୁମାରୀ ଇଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଜାତୀୟ ସଡ଼କ ସୁରକ୍ଷା ମାସ ପାଳନ

ଭୁବନେଶ୍ୱର: ପଟିଆ-ଭୁବନେଶ୍ୱର ପ୍ରଜାପିତା ବ୍ରହ୍ମାକୁମାରୀ ଇଶ୍ୱରୀୟ ବିଶ୍ୱବିଦ୍ୟାଳୟ ଏହାର ଟ୍ରାନ୍ସପୋର୍ଟ ପ୍ରଭାଗ ଦ୍ୱାରା ସ୍ଥାନୀୟ ପଟିଆ ସେବା କେନ୍ଦ୍ରଠାରେ ଜାତୀୟ ସଡକ ସୁରକ୍ଷା ମାସ ପାଳନ କରିଛି । ଏହି ଅବସରରେ “ସଡକ ସୁରକ୍ଷା ଓ ସାମାଜିକ ଦାୟିତ୍ୱ” ଶୀର୍ଷକ ଏକ ଆଲୋଚନାଚକ୍ର ଆୟୋଜନ…

ରାଷ୍ଟ୍ରୀୟ ବାଲ ପୁରସ୍କାର ପାଇବେ ଓଡ଼ିଶାର ଅନ୍ୱେଷ ଶୁଭମ୍ ପ୍ରଧାନ

ଭୁବନେଶ୍ୱର: ସାଧାରଣତନ୍ତ୍ର ଦିବସ ଅବସରରେ ଆଜି ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ପ୍ରଦାନ କରିବେ । ଚଳିତବର୍ଷ ଦେଶର ୨୧ଟି ଜିଲାରୁ ୩୨ ଶିଶୁ ମନୋନୀତ ହୋଇଛନ୍ତି । ଶିକ୍ଷା, କ୍ରୀଡ଼ା, କଳା ଓ ସଂସ୍କୃତି, ସମାଜସେବା ଓ ସାହସିକତା କ୍ଷେତ୍ରରେ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ ।…

ଆଜିଠୁ ଆହୁରି ସହଜ ହେଲା ଜଗା ଦର୍ଶନ: କମିଲା ବ୍ୟାରିକେଡ୍ ଦୂରତା

ପୁରୀ: ଆଜିଠାରୁ ପୁଣି ଥରେ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ଦର୍ଶନ । ଗତକାଲି ଶ୍ରୀମନ୍ଦିରକୁ ସାନିଟାଇଜ୍ କରାଯାଇଥିଲା । ଆଜି ସକାଳୁ ସୁରୁଖୁରରେ ମହାପ୍ରଭୁଙ୍କ ଦର୍ଶ କରୁଛନ୍ତି ଶ୍ରଦ୍ଧାଳୁ । କୋଭିଡ୍ ନେଗେଟିଭ୍ ସାର୍ଟିଫିକେଟ ଦରକାର ହେଉ ନଥିବା ବେଳେ ଆଜିଠାରୁ ମହାପ୍ରଭୁଙ୍କୁ ଦର୍ଶନ ପାଇଁ…

ଆଜି ବିଜେଡି ସଂସଦୀୟ ଦଳ ବୈଠକ, ବଜେଟ ଅଧିବେଶନ ନେଇ ଚୁଡ଼ାନ୍ତ ହେବ ରଣନୀତି

ଭୁବନେଶ୍ୱର: ଆସନ୍ତା ୨୯ ତାରିଖରୁ ଆରମ୍ଭ ହେଉଛି ସଂସଦର ବଜେଟ ଅଧିବେଶନ । ତାପୂର୍ବରୁ ଆଜି ବସୁଛି ବିଜେଡି ସଂସଦୀୟ ଦଳ ବୈଠକ । ସନ୍ଧ୍ୟାରେ ଭିଡିଓ କନଫରେନ୍ସିଂରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସୁଛି । ଲୋକସଭା ଓ ରାଜ୍ୟସଭା ସାଂସଦଙ୍କ ଅଲଗା ଅଲଗା ବୈଠକ…

ଧରାପଡ଼ିଲା ସେଞ୍ଚୁରିଆନ୍ ସିଏଫଓଙ୍କ କାରସାଦି

ଭୁବନେଶ୍ବର : ନୂଆ ମୋଡ ନେଉଛି ସେଞ୍ଚୁରିଆନ ବିଶ୍ବବିଦ୍ୟାଳୟ ଜିଏସଟି ଠକେଇ ଘଟଣା । ସେଞ୍ଚରିଆନ୍ ବିଶ୍ବବିଦ୍ୟାଳୟର ସିଏଫଓ ହିମାଂଶୁ ଶେଖର କବିଙ୍କ ଚଞ୍ଚକତା ଏବେ ପଦାରେ ପଡିଛି । ହିମାଂଶୁଙ୍କ ଜାଲିଆତି ବିରୋଧରେ ସେଞ୍ଚୁରିଆନ୍ ବିଶ୍ବବିଦ୍ୟାଳୟ ପକ୍ଷରୁ ଥାନାରେ ଏତଲା ଦିଆଯିବା ପରେ…

କନ୍ୟାକିରଣ ପକ୍ଷରୁ ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ କନ୍ୟା ସନ୍ତାନ ଦିବସ ପାଳିତ

ଭୁବନେଶ୍ବର : କିଟ୍ ଓ କିସର ଅନନ୍ୟ ପ୍ରୟାସ ‘କନ୍ୟାକିରଣ’ ପକ୍ଷରୁ ରାଜ୍ୟର ସମସ୍ତ ଜିଲ୍ଲାର ସଦର ମହକୁମା ସମେତ ୩୪ଟି ସ୍ଥାନରେ ପାଳିତ ହୋଇଛି ‘ରାଷ୍ଟ୍ରୀୟ କନ୍ୟା କିରଣ ଦିବସ’ । ଭର୍ଚ୍ଚୁଆଲ ଜରିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଚଳିତବର୍ଷର ବିଷୟବସ୍ତୁ ‘ମୁଁ ପଢ଼ିବି-ମୁଁ ବଢ଼ିବି’ଉପରେ…

ଦିବ୍ୟାଙ୍ଗ ପିଲାଙ୍କ ଦ୍ୱାରା ନିର୍ମିତ ହସ୍ତଶିଳ୍ପ ପ୍ରଦର୍ଶନୀ ଆୟୋଜିତ

କଟକ : ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ସାମାଜିକ କଲ୍ୟାଣକାରୀ ଅନୁଷ୍ଠାନ ‘ସମ୍ମାନିତା’ ଏବଂ ଦ କ୍ଲିକ ପ୍ରଡକ୍ସନର ମିଳିତ ଆନୁକୂଲ୍ୟରେ ଦିବ୍ୟାଙ୍ଗ ପିଲାଙ୍କ ଦ୍ୱାରା ନିର୍ମିତ ହସ୍ତଶିଳ୍ପ ପ୍ରଦର୍ଶନୀ ଆୟାଜିତ ହୋଇଯାଇଛି। ପ୍ରତିଭାବାନ ଦକ୍ଷ ଦିବ୍ୟାଙ୍ଗ ପିଲାମାନଙ୍କୁ ଉତ୍ସାହିତ ଏବଂ…

ହାଇ ପ୍ରୋଫାଇଲ ସେକ୍ସ ରାକେଟ୍‌ର ପର୍ଦ୍ଦାଫାସ, ଭିନ୍ନକ୍ଷମଙ୍କୁ ନେଇ ଚାଲିଥିଲା ଦେହ ବ୍ୟବସାୟ 

ଭୁବନେଶ୍ବର : ଭିନ୍ନକ୍ଷମଙ୍କୁ ନେଇ ଦେହ ବ୍ୟବସାୟ । ଏଭଳି ଅନୈତିକ କାଣ୍ଡର ସୌଦାଗର ଖୋଦ୍ ନିଖିଳ ଓଡିଶା ଶାରୀରିକ ଭିନ୍ନକ୍ଷମ କଲ୍ୟାଣ ମହାସଂଘର ସାଧାରଣ ସଂପାଦକ ସୁରେଶ କୁମାର ବେହେରା ବୋଲି ଅଭିଯୋଗ ହୋଇଛି ।  ଭୁବନେଶ୍ୱର ପଳାଶପଲ୍ଲୀ ସ୍ଥିତ ଭିନ୍ନକ୍ଷମ ତାଲିମକେନ୍ଦ୍ରରେ ଚାଲିଥିଲା ହାଇ…

ସୁକିନ୍ଦା ଠାରେ କାର୍ଯ୍ୟକାରୀ ହେଲା ଗ୍ରାମ ନ୍ୟାୟାଳୟ

ଯାଜପୁର: ଯାଜପୁର ଜିଲ୍ଲା ସୁକିନ୍ଦା ଠାରେ କାର୍ଯ୍ୟକାରୀ ହୋଇଛି ଗ୍ରାମ ନ୍ୟାୟାଳୟ। ଆଜି ଏହି ଗ୍ରାମ ନ୍ୟାୟାଳୟକୁ ଉଦଘାଟନ କରିଛନ୍ତି ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଡଃ ଏସ୍. ମୁରଲୀଧର। ତେବେ ସୁକିନ୍ଦା ଅଞ୍ଚଳରେ ପୂର୍ବରୁ କୌଣସି କୋର୍ଟ ନଥିଲା। ଫଳରେ କେସବାସ ନେଇ ଏହି ଅଞ୍ଚଳର…

ମାର୍ଚ୍ଚ ୮ରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର: ମାର୍ଚ୍ଚ ୮ରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନ ପକ୍ଷରୁ ସାରା ରାଜ୍ୟରେ ୨୫୦ ଆଦର୍ଶ ବିଦ୍ୟାଳୟ ଲାଗି ପ୍ରବେଶିକା ପରୀକ୍ଷା ଆରମ୍ଭ ହେବାକୁ ଯାଉଛି। ଏନେଇ ଓଏଭିଏସ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଲିଙ୍ଗରାଜ ପଣ୍ଡା କହିଛନ୍ତି ଯେ ଷଷ୍ଠ ଶ୍ରେଣୀରେ ଆଡମିଶନ କରିବାକୁ ଚାହୁଁଥିବା…