Latest Odisha News

BREAKING NEWS

Browsing Category

ଓଡିଶା

Odisha

ବଡ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଯାତ୍ରୀବାହୀ ବସ୍‌

ଗଂଜାମ: ଏକ ନିଶ୍ଚିତ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛି ଯାତ୍ରୀବାହୀ ବସ୍ । ଆଉ ଅଳ୍ପକେ ବର୍ତ୍ତିଲେ ଏଥିରେ ଥିବା ଯାତ୍ରୀ । ଗଞ୍ଜାମ-ଗଜପତି ସୀମା ତପ୍ତପାଣି ଘାଟିରେ ଆଜି ସକାଳୁ ଏହି ଘଟଣା ଘଟିଛି । ବ୍ରିଜ୍ ତଳକୁ ଅଧା ଓହଳି ରହିଛି ବସ୍ । ମିଳିଥିବା ସୂଚନା ଅନୁଯାୟୀ, ମହାବୀର ନାମକ…

ଶ୍ରୀମନ୍ଦିର ପରିସରକୁ କରାଯାଉଛି ସାନିଟାଇଜ୍

ପୁରୀ : ଆଜି ସର୍ବସାଧାରଣଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ । ଗାଇଡ ଲାଇନ୍ ଅନୁସାରେ ଆଜି ସାଧାରଣ ଦର୍ଶନକୁ ବନ୍ଦ ରଖାଯାଇଛି । ଶ୍ରୀମନ୍ଦିର ପରିସରକୁ ସାନିଟାଇଜ୍ କରିବାକୁ ଏପରି ନିଷ୍ପତ୍ତି ନିଆଯାଇଛି । ପୂର୍ବରୁ ଏନେଇ ଏସଓପି ଜାରି କରାଯାଇଥିଲା । ଏବେ ବିନା କୋଭିଡ ରିପୋର୍ଟରେ ସମସ୍ତ ଭକ୍ତ…

ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ଖୋଲିବ ଭିତରକନିକା

ଭୁବନେଶ୍ୱର: ଦୀର୍ଘଦିନ ଧରି ବନ୍ଦ ରହିବା ପରେ ଆଜିଠୁ ଖୋଲୁଛି ଭିତରକନିକା । ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ଖୋଲିବ ଭିତରକନିକା ଅଭୟାରଣ୍ୟ । ବଉଳା କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଅଭୟାରଣ୍ୟକୁ ବନ୍ଦ ରଖାଯାଇଥିଲା । ଚଳିତବର୍ଷ ରାଜନଗର, ମହାକାଳପଡା, କନିକା, ଗହିରମଥା…

ଓଡ଼ିଶାରେ ୨୨ ହଜାର ସ୍ବାସ୍ଥ୍ୟ କର୍ମୀ ନେଲେ କରୋନା ଟିକା

ଭୁବନେଶ୍ୱର: ଓଡ଼ିଶାରେ ୨୧,୩୦୪ ସ୍ୱାସ୍ଥ୍ୟ କର୍ମୀଙ୍କୁ କରୋନା ଟିକା ଦେବାକୁ ଟାର୍ଗେଟ୍ ରହିଥିବା ବେଳେ ଶନିବାର ଦିନ ୨୨,୩୬୪ ସ୍ୱାସ୍ଥ୍ୟ କର୍ମୀଙ୍କୁ ଟିକା ଦିଆଯାଇଛି। ଯାହାକୁ ମିଶାଇ ଟିକାକରଣ ହାର ୧୦୫%ରେ ପହଞ୍ଚିଛି। ସୂଚନା ଓ ଲୋକସମ୍ପର୍କ ବିଭାଗର ରିପୋର୍ଟ ଅନୁଯାୟୀ, ଏହି ଦିନ…

ଛତିଶଗଡରେ ବୋଲେରୋ ଦୁର୍ଘଟଣାରେ ୨ ଓଡ଼ିଆ ମୃତ, ୮ ଆହତ

ଜବଲପୁର: ଛତିଶଗଡରେ ବୋଲେରୋ ଦୁର୍ଘଟଣା। ୨ ଜଣ ଯାତ୍ରୀ ମୃତ୍ୟୁବରଣ କରିଥିବା ବେଳେ ୮ ଜଣ ଆହତ ହୋଇଛନ୍ତି। ମୃତକମାନେ ନବରଙ୍ଗପୁର ଜିଲ୍ଲା ଉମରକୋଟ ଅଞ୍ଚଳର ବୋଲି ଜଣାପଡିଛି। ଆହତମାନଙ୍କୁ ଜବଲପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୃତକମାନେ ଗାଡ଼ି ଲାଇସେନ୍ସ କାମରେ ଛତିଶଗଡ ଯାଉଥିବା…

ଭାରତୀୟ ଫରେନ୍ସିକ ମେଡିସିନର ଜାତୀୟ ସମ୍ମିଳନୀରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଭାରତୀୟ ଫରେନସିକ୍ ମେଡିସିନ ଜାତୀୟ ସମ୍ମିଳନୀ ଉଦଘାଟିତ । ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବା ସହ ନିଜର ଅଭିଭାଷଣ ରଖିଛନ୍ତି । ଇଣ୍ଡିଆନ୍ ଏକାଡେମୀ ଅଫ୍ ଫରେନସିକ୍ ମେଡିସିନର ବାର୍ଷିକ ଜାତୀୟ ସମ୍ମିଳନୀରେ ଯୋଗଦେଇଥିବା ମୁଁ ଖୁସି ବୋଲି କହିଛନ୍ତି…

ଓଡ଼ିଶାରୁ ଦିନକରେ ୨୫୦ କରୋନା ରୋଗୀ ସୁସ୍ଥ, ଝାରସୁଗୁଡ଼ାରୁ ସର୍ବାଧିକ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୨୫୦ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏଥିମଧ୍ୟରେ ଝାରସୁଗୁଡ଼ାରୁ ସର୍ବାଧିକ ୩୩ ଜଣ ରହିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।…

ଆସନ୍ତା ୨୫ରୁ ପ୍ରସାରିତ ହେବ ମେଗା ଧାରାବାହିକ ‘କେମିତି କହିବ କହ’

ଭୁବନେଶ୍ୱର: ଅକ୍ଷୟ ପରିଜା ପ୍ରଡକ୍ସନର ନୂଆ ମେଗା ଧାରାବାହିକ 'କେମିତି କହିବି କହ' ଆସନ୍ତା ୨୫ ତାରିଖରୁ ପ୍ରସାରିତ ହେବ । ଜୀ-ସାର୍ଥକରେ ପ୍ରସାରିତ ହେବାକୁ ଥିବା ଏହି ମେଗା ଧାରାବାହିକରେ ପ୍ରମୁଖ ଭୂମିକାରେ ଅଛନ୍ତି ଓଡ଼ିଆ ଚଳଚ୍ଚିତ୍ର ଜଗତର ସୁପରଷ୍ଟାର ସିଦ୍ଧାନ୍ତ ମହାପାତ୍ର ଏବଂ ନାୟିକା…

ଗାଈ ଚରାଇବା ବେଳେ ଗଣ୍ଡଗୋଳରୁ ହତ୍ୟାକାଣ୍ଡ, ୨ମୃତ ଓ ୨ ଗୁରୁତର

ବଲାଙ୍ଗିର: ଗାଈ ଚରାଇବା ଓ ଜମିକୁ ପାଣି ନେବାକୁ କେନ୍ଦ୍ର କରି ହତ୍ୟାକାଣ୍ଡ। ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଆହତ ହୋଇଛନ୍ତି। ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ଜରାସିଂହା ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି। ମୃତକମାନେ ହେଲେ ଶ୍ରୀପତି ଭେଶ୍ରା ଓ ଧନମତ ରାଉତ । ଅନ୍ୟ ଦୁଇ…

ସୋଆ ପକ୍ଷରୁ ନେତାଜୀଙ୍କ ୧୨୫ତମ ଜନ୍ମ ଜୟନ୍ତୀ ପାଳିତ

ଭୁବନେଶ୍ଵର: ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କର ୧୨୫ ତମ ଜନ୍ମ ଜୟନ୍ତୀ ଶିକ୍ଷା ଓ ଅନୁସନ୍ଧାନ(ସୋଆ) ବିଶ୍ଵବିଦ୍ୟାଳୟ ପରିସରରେ ସୋଆ ଏନଏସଏସ ଓ ସୋଆ ୱେଲନେସ ସେଣ୍ଟରର ମିଳିତ ଆନୁକୂଲ୍ୟରେ ପାଳିତ ହୋଇଯାଇଛି। ଏହି ଉତ୍ସବରେ ଯୋଗ ଦେଇ ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ଅଶୋକ କୁମାର…