Latest Odisha News

BREAKING NEWS

Browsing Category

ଓଡିଶା

Odisha

କଟକରେ ନେତାଜୀ ବସ୍‌ ଟର୍ମିନାଲକୁ ଦେଶରେ ମଡେଲ ଟର୍ମିନାଲ ଭାବରେ ଗଢାଯିବ: ମୁଖ୍ୟମନ୍ତ୍ରୀ

କଟକ: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅବସରରେ କଟକରେ ତାଙ୍କ ନାଁରେ ଅତ୍ୟାଧୁନିକ ବସ୍ ଟର୍ମିନାଲର ଶିଳାନ୍ୟାସ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖାନନଗରଠାରେ ପ୍ରସ୍ତାବିତ ବସ୍ ଟର୍ମିନାଲର ଆଜି ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ତାପୂର୍ବରୁ ମୁଖ୍ୟମନ୍ତ୍ରୀ ଓଡ଼ିଆ ବଜାର…

ରାଜ୍ୟରେ ତଳମୁହାଁ କରୋନା, ୨୩ ଜିଲ୍ଲାରୁ ୧୩୦ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ୧୫୦ ତଳକୁ ଖସିଲା ରାଜ୍ୟରେ କରୋନା ସଂକ୍ରମଣ । ବିଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ୧୩୦ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୭୬ଟି କ୍ୱାରେଣ୍ଟାଇନ୍ ମାମଲା ହୋଇଥିବା ବେଳେ ୫୪ଟି ସ୍ଥାନୀୟ ସଂକ୍ରମଣ । ଗତ ୨୪ ଘଣ୍ଟାରେ ପୁରୀ ଜିଲ୍ଲାରୁ…

ଅମାନିଆ ଗାଡ଼ି ଚାଳକ ସାବାଡ୍: ଜାନୁଆରୀରେ ବାତିଲ ହେଲାଣି ୪ହଜାରରୁ ଅଧିକ ଡ୍ରାଇଭିଂ ଲାଇସେନ୍ସ

ଭୁବନେଶ୍ୱର: ବେପରୁଆ ଢଙ୍ଗରେ ଗାଡ଼ି ଚାଳାଉଥିଲେ ସାବଧାନ ହୋଇ ଯାଆନ୍ତୁ । ନଚେତ୍ ଚେକିଂରେ ଧାରପଡିଲେ ତଣ୍ଡ ଗଣିବେ । ତାସହ ବାତିଲ ହେବ ଡ୍ରାଇଭିଂ ଲାଇସେନ୍ସ । ନୂଆବର୍ଷରୁ ରାଜ୍ୟରେ ଜୋରଦାର ହୋଇଛି ଟ୍ରାଫିକ ଧରପଗଡ଼ । ଅମାନିଆ ଗାଡ଼ି ଚାଳକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେଉଛି । ଜାନୁଆରୀ…

ନେତାଜୀଙ୍କ ନାଁରେ କଟକରେ ବସ ଟର୍ମିନାଲ, ସୁଭାଷ ବୋଷଙ୍କ ଜୟନ୍ତୀରେ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

କଟକ: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଆଜି ୧୨୫ତମ ଜୟନ୍ତୀ । ଏହି ଅବସରରେ କଟକ ଓଡ଼ିଆ ବଜାର ସ୍ଥିତ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ଚଳଚଞ୍ଚଳ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଯାଇ ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବେ । ଏହାସହ ତାଙ୍କ ଜୟନ୍ତୀ ଅବସରରେ କଟକରେ ନେତାଜୀଙ୍କ ନାଁରେ…

ନକଲି କୋଭିଡ୍ ସାର୍ଟିଫିକେଟ ଦେଇ ବନ୍ଧା ହେଲେ ଯୁବକ

ପାରାଦୀପ: ଲୋକଙ୍କୁ ଦେଉଥିଲେ ନକଲି କୋଭିଡ୍‌ ସାର୍ଟିଫିକେଟ୍‌ । ଧରାପଡ଼ିଗଲା କାରସାଦି । ବନ୍ଧା ହେଲେ ଯୁବକ । ପାରାଦୀପରୁ ଏଭଳି ନକଲି କାରନାମାର ପର୍ଦ୍ଦାଫାସ ହୋଇଛି । ଟଙ୍କା ଦେଇ ନକଲି କୋଭିଡ୍ ସାର୍ଟିଫିକେଟ ଦେଉଥିବା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି ପାରାଦୀପ ଅଭୟଚାନ୍ଦପୁର ଥାନା ପୋଲିସ…

ଭୁବନେଶ୍ୱର ଗାନ୍ଧିମାର୍ଗରୁ ଆନ୍ଦୋଳନରତ ଏଏନଏମ କର୍ମୀଙ୍କୁ ଉଠାଇ ନେଲା ପୋଲିସ

ଭୁବନେଶ୍ୱର: ସ୍ଥାୟୀ ନିଯୁକ୍ତି ଦାବିରେ ରାଜଧାନୀରେ ଆନ୍ଦୋଳନ ଚଳାଇଥିବା ଏଏନଏମ କର୍ମୀଙ୍କୁ ଉଠାଇନେଲା ପୋଲିସ । ଗାନ୍ଧିମାର୍ଗରେ ଧାରଣାସ୍ଥଳରୁ ସେମାନଙ୍କୁ ପୋଲିସ ବଳପୂର୍ବକ ଉଠାଇ ନେଇଛି । ଏତିକିବେଳେ ଆନ୍ଦୋଳନକାରୀ-ପୋଲିସ ମଧ୍ୟରେ ଧସ୍ତାଧସ୍ତି ବି ହୋଇଛି । ସାଧାରଣତନ୍ତ୍ର ଦିବସକୁ…

ଆଜି ପାଳିତ ହେଉଛି ପବିତ୍ର ଶାମ୍ବ ଦଶମୀ

ଭୁବନେଶ୍ୱର: ଓଡିଆ ପରମ୍ପରା ଅନୁସାରେ ବାର ମାସରେ ତେର ପର୍ବ ପାଳିତ ହୁଏ। ତନ୍ମଧ୍ୟରେ ଶାମ୍ବଦଶମୀ ଅନ୍ୟତମ । ଏହି ପରିପ୍ରେକ୍ଷୀରେ ପୌଷ ମାସ ଶୁକ୍ଳ ପକ୍ଷ ଦଶମୀ ତିଥି ତଥା ଆଜିର ଦିନରେ 'ଶାମ୍ବଦଶମୀ' ପର୍ବ ପାଳନ କରାଯାଉଛି। କିମ୍ବଦନ୍ତୀ ଅନୁଯାୟୀ ଭଗବାନ ଶ୍ରୀକୃଷ୍ଣଙ୍କ ପୁତ୍ର ଶାମ୍ବ…

ମହାକାଳପଡ଼ାରେ ମା’ ରାମଚଣ୍ଡୀଙ୍କ ମନ୍ଦିରରେ କଳାକନା ବୁଲାଇଲେ ଲୁଟେରା

କେନ୍ଦ୍ରାପଡ଼ା: ମନ୍ଦିର ଫାଟକ ତାଡି ଲୁଟ୍ । ମାଆଙ୍କ ମନ୍ଦିରକୁ ବି ଛାଡ଼ିଲେନି ଡକାୟତ । ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟି ନେଲେ ଦୁର୍ବୃତ୍ତ। କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡା ଅଞ୍ଚଳରେ ଥିବା ମା' ରାମଚଣ୍ଡୀଙ୍କ ମନ୍ଦିର ଫାଟକ ତାଡି ଲୁଟ୍ ଅଭିଯୋଗ ହୋଇଛି । ଗତକାଲି ବିଳମ୍ବିତ ରାତିରେ…

ମନେ ପଡ଼ନ୍ତି ନେତାଜୀ: ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମହାନ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଆଜି ୧୨୫ତମ ଜୟନ୍ତୀ । ଏହି ଅବସରରେ ଦେଶ ବ୍ୟାପୀ ପାଳନ ହେଉଛି ପରାକ୍ରମ ଦିବସ । ଭାରତର ସ୍ୱାଧୀନତା ସଂଗ୍ରାମରେ ନେତାଜୀଙ୍କ ଅବଦାନକୁ ପୁରା ଦେଶ ମନେ ପକାଉଛି । ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାଷ୍ଟ୍ରପତି…

କଣ ପାଇଁ ପାଳନ କରାଯାଏ ଶାମ୍ବଦଶମୀ, ଜାଣନ୍ତୁ ….

ପୌଷମାସ ଶୁକ୍ଲପକ୍ଷ ଦଶମୀ ଦିନଟିକୁ ହିନ୍ଦୁମାନେ ଶାମ୍ବ ଦଶମୀ ବା ଶମ୍ବର ଦଶମୀ ଭାବେ ପାଳନ କରିଥାନ୍ତି । ପୁରାଣ ଅନୁସାରେ ଭଗବାନ ଶ୍ରୀକୃଷ୍ଣଙ୍କ ପୁତ୍ର ଶାମ୍ବ ଏହି ଦିନ ସକଳ ଶକ୍ତିର ଆଧାର ସୂର୍ଯ୍ୟ ଦେବଙ୍କୁ ପୂଜା କରି କୁଷ୍ଠରୋଗରୁ ମୁକ୍ତ ହୋଇଥିଲେ । ତେଣୁ ହିନ୍ଦୁ ନାରୀମାନେ ନିଜ ନିଜର…