Latest Odisha News

BREAKING NEWS

Browsing Category

ଓଡିଶା

Odisha

ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ମାଗଣାରେ ମିଳିବ ଟେଷ୍ଟ ପେପର

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ମାଗଣାରେ ଦେବେ ଟେଷ୍ଟ ପେପର । ୬ ଲକ୍ଷ ୨୦ ହଜାର ୫୦୮ ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ଟେଷ୍ଟ ପେପର ପ୍ରଦାନ କରିବେ ସରକାର । ଏନେଇ ସୁଚନା ଦେଇଛନ୍ତି ସ୍କୁଲ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । କୋଭିଡ ଯୋଗୁଁ…

ବାଲେଶ୍ୱରରେ ବୃଦ୍ଧ ଦମ୍ପତ୍ତିଙ୍କ ଆତ୍ମହତ୍ୟା

ବାଲେଶ୍ୱର: ଜଳେଶ୍ୱରରେ ଅଭାବନୀୟ ଘଟଣା । ପୋଖରୀ ହୁଡାରୁ ମିଳିଲା ବୃଦ୍ଧ ଦମ୍ପତ୍ତିଙ୍କ ମୃତଦେହ । ଭୋଗରାଇ ବ୍ଲକ ଫୁଲବଣି ଗାଁରେ ଘଟିଛି ଏହି ଘଟଣା । ଉଭୟ ବିଷ ପିଇ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି । ତେବେ କେଉଁ କାରଣରୁ ସେମାନେ ଆତ୍ମହତ୍ୟା କରିଛନ୍ତି ତାହା ଜଣାପଡିପାରିନାହିଁ ।…

ଆଜି ଓଡ଼ିଶାରୁ ଚିହ୍ନଟ ହେଲେ ୧୪୩ କରୋନା ପଜିଟିଭ୍, ୧୯ ଜିଲ୍ଲାରେ ଦୁଇ ଅଙ୍କରୁ କମ୍ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ସୁରୁଖୁରୁରେ ଟିକାକରଣ ଚାଲଛି । ଏହାରି ଭିତରେ ଦୈନିକ ଖସୁଛି କରୋନା ସଂକ୍ରମଣ । କାବୁ ପାଉଛି ମହାମାରୀ । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୪୩ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୮୪ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହଛି ୫୯ଟି । ୨୩…

ଟିକାକରଣର ପଞ୍ଚମ ଦିନ: ଆଜି ରାଜ୍ୟରେ ୩୭ ହଜାର ଟିକାଦାନ ଲକ୍ଷ୍ୟ

ଭୁବନେଶ୍ୱର: ପ୍ରଥମ ପର୍ୟ୍ୟାୟ କରୋନା ଟିକାକରଣର ଆଜି ପଞ୍ଚମ ଦିନ । ଆଜି ୪୩୬ଟି ସେସନରେ ୩୭ହଜାର ୭୬ ଜଣଙ୍କୁ ଟିକା ଦେବାକୁ ଲକ୍ଷ୍ୟ ରଖାଯାଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଟିକା ନେଲେଣି ୬୮ହଜାର ୭୪୩ ସ୍ୱାସ୍ଥ୍ୟକର୍ମୀ । ଏହି ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

୧୦ ଫୁଟ ପାହାଡ଼ ତଳକୁ ଖସିଲା ବସ୍, ଭାଗ୍ୟ ଭଲ ବସରେ କେହି ଯାତ୍ରୀ ନଥିଲେ

ଦିଗପହଣ୍ଡି: ୧୦ ଫୁଟ ପାହାଡ଼ ତଳକୁ ଖସିଲା ଯାତ୍ରୀବାହୀ ବସ୍ । ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ ବୁରତାଲରେ ଏହି ଦୁର୍ଘଟଣା ହୋଇଛି । ଭାରସାମ୍ୟ ହରାଇ ବୁରତାଲ ଏକ୍ସପ୍ରେସ ନାମକ ବସଟି ପାହାଡ଼ ତଳକୁ ଖସି ପଡ଼ିଲା । ଏଥିରେ ବସ ହେଲପର ଗୁରୁତର ହୋଇଛନ୍ତି । ସେତେବେଳେ ହେଲପର ରଜନୀକାନ୍ତ…

ଅଟୋକୁ ଧକ୍କା ଦେଲା ଡମ୍ପର, ମହିଳା ଓ ଶିଶୁ ମୃତ

ବୌଦ୍ଧ: ବୌଦ୍ଧର ମନମୁଣ୍ଡା-କଣ୍ଟାମାଳ ରାସ୍ତା ଗୋପାଳମାଳ ଛକରେ ଏକ ଅଟୋକୁ ଧକ୍କା ଦେଇଛି ପିଚୁ ବୋଝେଇ ଡମ୍ପର। ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ମହିଳା ଓ ତାଙ୍କର ପୁଅ ଏବଂ ଝିଅର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହାବ୍ୟତୀତ ଅନ୍ୟ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ତେବେ…

କୋରାଇ ବ୍ଲକର ଅଚଳାବସ୍ଥା ନେଇ ତେଜିଲା ଅସନ୍ତୋଷ

ଯାଜପୁର : ଯାଜପୁର ଜିଲ୍ଲା କୋରାଇ ବ୍ଲକରେ ଦିର୍ଘଦିନ ହେବ ଲାଗିରହିଛି ଅଚଳାବସ୍ଥା। ବିଗତ ୨ ବର୍ଷ ୮ ମାସ ହେବ ବସିନି ପଞ୍ଚାୟତ ସମିତି ବୈଠକ। ବୈଠକ କରିବା ପାଇଁ ବିଡିଓ ଙ୍କ ନିକଟରେ ବାରମ୍ବାର ଦାବି କରାଯାଉଥିଲେ ମଧ୍ୟ ବିଡିଓ ଏହାକୁ କାର୍ଯ୍ୟକାରୀ କରୁ ନାହାନ୍ତି। ଫଳରେ ଏହାକୁ ନେଇ…

ବ୍ରହ୍ମପୁରରୁ ସାଢ଼େ ୪ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ, ଜଣେ ଯୁବକ ଗିରଫ

ବ୍ରହ୍ମପୁର: ଖେଳ ପଡ଼ିଆ ପାଖରେ ବ୍ରାଉନସୁଗର ଧରି ଗରାଖକୁ ଅପେକ୍ଷା କରିଥିଲା ବେପାରୀ । ହଠାତ୍ ପୋଲିସ ପହଞ୍ଚି କାବୁ କଲା । ଜବତ ହୋଇଛି ପ୍ରାୟ ୪୫ ଗ୍ରାମ୍ ଧଳା ଜହର । ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ପଡ଼ିଆରୁ ଏହି ବ୍ରାଉନସୁଗର ଜବତ କରିଛି ପୋଲିସ । ଜବତ ବ୍ରାଉନସୁଗରର ଆନୁମାନିକ…

ବ୍ରହ୍ମପୁରରେ ଠାବ ହେଲା ନକଲି ହଳଦୀ ଓ ଲଙ୍କା ଗୁଣ୍ଡ କାରଖାନା

ବ୍ରହ୍ମପୁର: ପ୍ରଥମେ କଟକ, ପରେ ଭୁବନେଶ୍ୱର ଏବଂ ପର୍ଯ୍ୟାୟକ୍ରମେ ଯାଜପୁର, ଭଦ୍ରକ , ଆଉ ଏବ ଗଞ୍ଜାମ ଜିଲ୍ଲାରୁ ଠାବ ହୋଇଛି ନକଲି ଖାଦ୍ୟ ପ୍ରସ୍ତୁତି ସାମଗ୍ରୀର କାରଖାନା । ବ୍ରହ୍ମପୁର ବଡ଼ବଜାର ଅଞ୍ଚଳରୁ ନକଲି ହଳଦୀ ଗୁଣ୍ଡ ଓ ଲଙ୍କା ଗୁଣ୍ଡ ତିଆରି କରୁଥିବା କାରଖାନା ଧରିଛି ପୋଲିସ ।…

ଗଜପତି: ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ପୋଡି ନଷ୍ଟ କଲା ପୋଲିସ

ଗଜପତି: ଗଞ୍ଜେଇ ଚାଷର ଗନ୍ତାଘର ସାଜିଛି ଗଜପତି ଜିଲ୍ଲା। ପ୍ରତିଦିନ ପ୍ରାୟ ଏଠାରେ ଏକର ଏକର ଗଞ୍ଜେଇ ଚାଷ ନଷ୍ଟ କରାଯାଉଥିବା ସୂଚନା ମିଳୁଛି। ପ୍ରାୟ ୬୦ ଏକର ଗଞ୍ଜେଇ ଚାଷ ନଷ୍ଟ କରିଛି ଅବକାରୀ ବିଭାଗ ଓ ପୋଲିସ । ଯାହାର ଆନୁମାନିକ ମୂଲ୍ୟ ୧୨ କୋଟି ଟଙ୍କା ହେବ । ସୁଚନାନୁଯାୟୀ,…