Latest Odisha News

BREAKING NEWS

Browsing Category

ଓଡିଶା

Odisha

ଗଜପତି: ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ପୋଡି ନଷ୍ଟ କଲା ପୋଲିସ

ଗଜପତି: ଗଞ୍ଜେଇ ଚାଷର ଗନ୍ତାଘର ସାଜିଛି ଗଜପତି ଜିଲ୍ଲା। ପ୍ରତିଦିନ ପ୍ରାୟ ଏଠାରେ ଏକର ଏକର ଗଞ୍ଜେଇ ଚାଷ ନଷ୍ଟ କରାଯାଉଥିବା ସୂଚନା ମିଳୁଛି। ପ୍ରାୟ ୬୦ ଏକର ଗଞ୍ଜେଇ ଚାଷ ନଷ୍ଟ କରିଛି ଅବକାରୀ ବିଭାଗ ଓ ପୋଲିସ । ଯାହାର ଆନୁମାନିକ ମୂଲ୍ୟ ୧୨ କୋଟି ଟଙ୍କା ହେବ । ସୁଚନାନୁଯାୟୀ,…

ଭିଜିଲାନ୍ସ ଜାଲରେ ନବରଙ୍ଗପୁର ସିଙ୍ଗିଶାରୀ ପଞ୍ଚାୟତ ଜିଆରଏସ୍

ଉମରକୋଟ: ଭିଜିଲାନ୍ସ ଜାଲରେ ପଞ୍ଚାୟତ ଜିଆରଏସ୍ । ନବରଙ୍ଗପୁର ସିଙ୍ଗିଶାରୀ ଜିଆରଏସ୍ ହିମାଂଶୁ ବାଘଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ଚାଲିଛି । ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ଟିମ୍ ଏକାକାଳୀନ ରେଡ୍ ଜାରି ରଖିଛନ୍ତି । ବର୍ତ୍ତମାନ ସୁଦ୍ଧା…

ଓଡ଼ିଶାର ‘କଳାବୁଦା’ ଗାଁ; ଜାଣନ୍ତୁ କାହିଁକି ହୋଇଛି ଏପରି ନାମକରଣ

ଭୁବନେଶ୍ୱର: କଳା, ସଂସ୍କୃତିରେ ପରିପୂର୍ଣ୍ଣ ଆମ ରାଜ୍ୟ ଓଡିଶା। ଏହାର ପ୍ରତିଟି କୋଣ ଅନୁକୋଣରେ ଭାରି ରହିଛି ଲୋକକଳାର ନିଚ୍ଛକ ନିଦର୍ଶନ। ଏହାର ଗୋଡିମାଟିରେ ବି ଲେଖା ଅନେକ କାହାଣୀ। ପ୍ରତିଟି ଦିଗବଳୟରୁ ଛୁଟି ଆସେ ଅନେକ ରହସ୍ୟର ଆଭାସ। ଏହାର ପ୍ରତିଟି କଥାରେ ଭରି ରହିଥାଏ ଅନେକ ନଥା।…

ସୁରୁଖୁରୁରେ ଜଗା ଦର୍ଶନ: ଆଜିଠୁ ଦରକାର ନାହିଁ କୋଭିଡ୍ ନେଗେଟିଭ୍ ରିପୋର୍ଟ

ପୁରୀ: ଶ୍ରୀମନ୍ଦିରରେ ଆଜିଠୁ ବିନା କୋଭିଡ୍ ନେଗେଟିଭ୍ ରିପୋର୍ଟରେ ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହୋଇଛି । ସମସ୍ତେ ରତ୍ନସିଂହାସନରେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ । କୋଭିଡ୍ ନେଗେଟିଭ୍ ରିପୋର୍ଟକୁ ହଟାଇ ଦେଇଥିଲେ ବି ଦର୍ଶନ ପାଇଁ ଜାରି ହୋଇଥିବା କୋଭିଡ୍ ଗାଇଡଲାଇନକୁ ସମସ୍ତେ ମାନିବେ ।…

ସାଧାରଣତନ୍ତ୍ର ଦିବସ; କେଉଁଠି କିଏ କରିବେ ପତାକା ଉତ୍ତୋଳନ, ଜାଣନ୍ତୁ

ଭୁବନେଶ୍ୱର: ଆଉ କିଛି ଦିନ ପରେ ସାଧାରଣତନ୍ତ୍ର ଦିବସ। ୨୬ ତାରିଖରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ହେବାକୁ ଯାଉଥିବା ବେଳେ କେଉଁଠି କିଏ କରିବେ ପତାକା ଉତ୍ତୋଲନ ଜାଣନ୍ତୁ। ରାଜ୍ୟ ସ୍ତରୀୟ ସାଧାରଣତନ୍ତ୍ର ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଭୁବନେଶ୍ବରରେ ଜାତୀୟ ପତାକା…

ଟିକାକରଣର ଚତୁର୍ଥ ଦିନ: ରାଜ୍ୟରେ ୮୯% ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକାଦାନ

ଭୁବନେଶ୍ୱର: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ କୋଭିଡ୍‌ ଟିକାକରଣର ବୁଧବାର ଥିଲା ଚତୁର୍ଥ ଦିନ । ଦିନକରେ ୯୩ଟି ସ୍ଥାନରେ ମୋଟ୍ ୮୯% ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକାଦାନ ହୋଇଛି । ରାୟଗଡ଼ା ଜିଲ୍ଲାରେ ସର୍ବାଧିକ ୧୮୭% ସ୍ୱାସ୍ଥ୍ୟକର୍ମୀ ଟିକା ନେଇଛନ୍ତି । ରାଜ୍ୟର ୮ଟି ଜିଲ୍ଲାରେ ଶତ ପ୍ରତିଶତ ବା…

ରାଜାରାଣୀ ଶାସ୍ତ୍ରୀୟ ସଙ୍ଗୀତ ଉତ୍ସବ ଉଦ୍‍ଯାପିତ; ଶେଷ ସନ୍ଧ୍ୟାରେ ବିଭିନ୍ନ ରାଗ ରାଗିଣୀର ହୃଦୟସ୍ପର୍ଶୀ ପରିବେଷଣ  

ଭୁବନେଶ୍ୱର: ରାଜାରାଣୀ ସଙ୍ଗୀତ ମହୋତ୍ସବର ଆଜିଥିଲା ଅନ୍ତିମ ସନ୍ଧ୍ୟା । ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତର ବିଭିନ୍ନ ରାଗ ରାଗିଣୀର ହୃଦୟସ୍ପର୍ଶୀ ପରିବେଷଣ ସହିତ ଉତ୍ସବସ୍ଥଳର ଚମତ୍କାର ସାଜସଜା ଏବଂ ୧୧ଶ ଶତାବ୍ଦୀ ନିର୍ମିତ ରାଜାରାଣୀ ମନ୍ଦିରର ଅପୂର୍ବ କଳା ସ୍ଥାପତ୍ୟ ଏବଂ ସଙ୍ଗୀତମୟ ତଥା…

ମନ୍ଦାକିନୀ ମହୋତ୍ସବ ଉଦ୍‌ଘାଟିତ

ଭୁବନେଶ୍ୱର : ଓଡ଼ିଆ ନବବର୍ଷ ବିଷୁବ ପଣା ସଂକ୍ରାନ୍ତି ଅବ୍ୟବହିତ ପୂର୍ବରୁ ହେବାକୁ ଯାଉଥିବା ନମାମୀ ମନ୍ଦାକିନୀ ତଥା ମନ୍ଦାକିନୀ ମହୋତ୍ସବ ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲ୍ଲା ରାମେଶ୍ୱରଠାରେ ବିଭିନ୍ନ ନଦୀଙ୍କୁ ସ୍ମରଣ ଓ ପୂଜ୍ୟ ମହାପୁରୁଷ ତଥା ଭାରତର ପ୍ରଥମ ସହିଦ ଜୟୀରାଜଗୁରୁ ପାଇକ…

ରାଉରକେଲାରୁ ସେକ୍ସ ରାକେଟ ଠାବ, ରାଣୀ ମହୁମାଛି ଗିରଫ

ରାଉରକେଲା: ସେକ୍ସ ରାକେଟ ଚାଲିଥିବା ବେଳେ ଚଢ଼ାଉ କଲା ପୋଲିସ। ରାଣୀ ମହୁମାଛି ସମେତ ୪ଜଣ ଗିରଫ। ରାଉରକେଲା ସେକ୍ଟର-୧୩ରେ ଚଢ଼ାଉ କରି ସେକ୍ସ ରାକେଟ ଠାବ କରିଛି ପୋଲିସ। A-୧୯୧ କ୍ୱାର୍ଟରରେ ଚଢ଼ାଉ କରି ଦୁଇ ମହିଳା ରାଣୀ ମହୁମାଛିଙ୍କୁ ଗିରଫ କରିଛି ସେକ୍ଟର-୧୫ ଥାନା ପୋଲିସ। ଗିରଫ ମହିଳା…

ପୁରସ୍କୃତ ହେଲେ ଲକ୍‌ଡାଉନ୍ ରେସିପି ଓ କରୋନା କ୍ରିଏଟିଭିଟି ବିଜେତା

ଭୁବନେଶ୍ୱର: କରୋନା ମହାମାରୀ ସମୟରେ ଅଗଣିତ ଲୋକଙ୍କୁ ଏକ ନୂଆ ଅନୁଭୂତି ଦେଇଥିଲା ଅଗ୍ରଣୀ ନ୍ୟୁଜ୍ ୱେବ୍‌ସାଇଟ୍ ଓଡିଶା ସମ୍ବାଦ ଏବଂ ଓଡିଶା ବାଇଟ୍ସ । ଅନୁଷ୍ଠିତ ହୋଇଥିଲା ଲକ୍‌ଡାଉନ୍ ରେସିପି ଓ କରୋନା କ୍ରିଏଟିଭିଟି ନାମକ ଦୁଇଦୁଇଟି ଅନ୍‌ଲାଇନ୍ ଇଭେଣ୍ଟ । ଗତବର୍ଷ ଏପ୍ରିଲ୍ ମାସର ଶେଷ…